Bible

Psalm 21 - YLT (Oriya)

1 To the Overseer. -- A Psalm of David. Jehovah, in Thy strength is the king joyful, In Thy salvation how greatly he rejoiceth.ହେ ସଦାପ୍ରଭୁ, ତୁମ୍ଭର ଶକ୍ତି ହିଁ ରାଜାକୁ ସୁଖୀ କରାଏ। ତୁମ୍ଭେ ଯେତବେେଳେ ତା'କୁ ଉଦ୍ଧାର କର, ସେ ଅତି ଆନନ୍ଦିତ ହୁଏ।

2 The desire of his heart Thou gavest to him, And the request of his lips Thou hast not withheld. Selah.ତୁମ୍ଭେ ସହେି ରାଜାକୁ ୟାହା ସେ ଚା ହେଁ ପ୍ରଦାନ କର। ହେ ସଦାପ୍ରଭୁ ସହେି ରାଜା ତୁମ୍ଭ ନିକଟରୁ କିଛି ଚାହିଁଥିଲା ଓ ତୁମ୍ଭେ ତା'ର ସକଳ ଇଚ୍ଛା ପୂରଣ କଲ।

3 For Thou puttest before him blessings of goodness, Thou settest on his head a crown of fine gold.ହେ ସଦାପ୍ରଭୁ, ତୁମ୍ଭେ ପ୍ରକୃତରେ ରାଜାଙ୍କୁ ଆଶୀର୍ବାଦ କରିଛ। ତୁମ୍ଭେ ତା'ର ମସ୍ତକରେ ସୁବର୍ଣ୍ଣ ମୁକୁଟ ପିନ୍ଧାଇ ଦଇେଛ।

4 Life he hath asked from Thee, Thou hast given to him -- length of days, Age-during -- and for ever.ହେ ପରମେଶ୍ବର, ରାଜା ତୁମ୍ଭକୁ ଜୀବନ ପ୍ରାର୍ଥନା କଲେ ଓ ତୁମ୍ଭେ ତାକୁ ତାହା ପ୍ରଦାନ କରିଛ। ତୁମ୍ଭେ ତାକୁ ଅନନ୍ତ ଜୀବନଦାନ କରିଛ, ୟାହା ଅନନ୍ତକାଳସ୍ଥାଯୀ।

5 Great `is' his honour in Thy salvation, Honour and majesty Thou placest on him.ସହେି ରାଜାଙ୍କୁ ତୁମ୍ଭେ ବିଜଯ ପ୍ରଦାନ କରିଛ ଓ ତାକୁ ଗୌରବରେ ମଣ୍ଡିତ କରିଛ। ତୁମ୍ଭେ ତାଙ୍କୁ ସମ୍ମାନ ଓ ପ୍ରଶଂସା ପ୍ରଦାନ କରିଛ ?

6 For Thou makest him blessings for ever, Thou dost cause him to rejoice with joy, By Thy countenance.ହେ ପରମେଶ୍ବର, ତୁମ୍ଭେ ପ୍ରକୃତରେ ସହେି ରାଜାଙ୍କୁ ଚିରଦିନ ଲାଗି ଆଶୀର୍ବାଦ କରିଛ। ଯେତବେେଳେ ସେ ତୁମ୍ଭର ମୁଖ ଦର୍ଶନ କରେ ତା'ର ଆନନ୍ଦ ଆହୁରି ବଢ଼ିୟାଏ।

7 For the king is trusting in Jehovah, And in the kindness of the Most High He is not moved.ରାଜା ସଦାପ୍ରଭୁଙ୍କ ଉପରେ ନିର୍ଭର କରେ। ସର୍ବୋପରିସ୍ଥ ପରମେଶ୍ବରଙ୍କ ସ୍ନହପେୂର୍ଣ୍ଣ କରୁଣା କବେେ ହେଲେ ତା'କୁ ପଡ଼ିବା ପାଇଁ ଦବେେ ନାହିଁ।

8 Thy hand cometh to all Thine enemies, Thy right hand doth find Thy haters.ହେ ପରମେଶ୍ବର ତୁମ୍ଭେ ଆପଣା ଶତ୍ରୁମାନଙ୍କୁ ଦଖାଇେ ଦିଅ ୟେ ତୁମ୍ଭେ ସବୁଠାରୁ ଶକ୍ତିଶାଳୀ। ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି। ତୁମ୍ଭର ଶକ୍ତି ସେ ସମସ୍ତଙ୍କୁ ପରାଜିତ କରିବ।

9 Thou makest them as a furnace of fire, At the time of Thy presence. Jehovah in His anger doth swallow them, And fire doth devour them.ତୁମ୍ଭେ ଆପଣା ରାଜାଙ୍କୁ ଏକ ଜଳନ୍ତ ଚୁଲ୍ଲୀ ତୁଲ୍ଯ କରିବ, ଯେତବେେଳେ ତୁମ୍ଭେ ତାଙ୍କୁ ସାହାୟ୍ଯ କରିବା ପାଇଁ ଆସ, ଏବଂ ତାଙ୍କ କୋର୍ଧରେ ସେ ସମ୍ପୂର୍ଣ୍ଣ ଭାବରେ ସମାନଙ୍କେୁ ଧ୍ବଂସ କରିବେ।

10 Their fruit from earth Thou destroyest, And their seed from the sons of men.ଏ ପୃଥିବୀରୁ ସମାନଙ୍କେର ଫଳ ଓ ମନୁଷ୍ଯ ସନ୍ତାନଗଣ ମଧ୍ଯରୁ ସମାନଙ୍କେର ବଂଶ ଲୋପ କରିବ।

11 For they stretched out against Thee evil, They devised a wicked device, they prevail not,କାହିଁକି ? କାରଣ ସହେି ଦୁଷ୍ଟ ଲୋକମାନେ ତୁମ୍ଭ ବିରୁଦ୍ଧରେ ମନ୍ତ୍ରଣା କରୁଥିଲେ। ହେ ସଦାପ୍ରଭୁ, ସମାନେେ ମନ୍ଦ କାର୍ୟ୍ଯ କରିବାକୁ ଯୋଜନା କରୁଥଲେ କିନ୍ତୁ ସମାନେେ ସହେି କାର୍ୟ୍ଯରେ ସଫଳ ହେଲେ ନାହିଁ।

12 For Thou makest them a butt, When Thy strings Thou preparest against their faces.ହେ ସଦାପ୍ରଭୁ, ତୁମ୍ଭେ ସହେି ଲୋକମାନଙ୍କୁ ତୁମ୍ଭର ଦାସ କରିଛ। ସମାନଙ୍କେୁ ତୁମ୍ଭେ ରଶିରେ ବାନ୍ଧି ପକାଇଛ। ତୁମ୍ଭେ ରଶିରେ ସମାନଙ୍କେର ବକେକୁ ଫାଶ କରି ବସାଇ ଦଇେଛ। ତୁମ୍ଭେ ସମାନଙ୍କେୁ ଦାସ କରି ରଖିବାକୁ ବାଧ୍ଯ କରିଛ।

13 Be Thou exalted, O Jehovah in, Thy strength, We sing and we praise Thy might!ହେ ସଦାପ୍ରଭୁ ତୁମ୍ଭର ଶକ୍ତିର ବିଜଯ ଗୀତ ଚାରିଆଡ଼େ ଗୁଞ୍ଜରିତ ହେଉ। ଆମ୍ଭେ ସହେି ଗୀତ ଗାନ କରି ଓ ତୁମ୍ଭର ସଙ୍ଗୀତର ତାଳେ ତାଳେ ନୃତ୍ଯ କରି ତୁମ୍ଭର ପରାକ୍ରମ ସମ୍ପର୍କରେ ଚାରିଆଡ଼େ ପ୍ରଚାର କରିବୁ।

Oriya Bible