Psalm 27:9 in Oriya

Oriya Oriya Bible Psalm Psalm 27 Psalm 27:9

Psalm 27:9
ହେ ପରମେଶ୍ବର, ମାେ ଠାରୁ ଆପଣା ମୁଖ ଲୁଚାଅ ନାହିଁ। ମାେତେ ସାହାୟ୍ଯ କର। ମାେତେ ଦୂର କର ନାହିଁ। ମାେତେ ପରିତ୍ଯାଗ କର ନାହିଁ। ମାରେ ପରମେଶ୍ବର, ତୁମ୍ଭେ ହିଁ ମାରେ ତ୍ରାଣକର୍ତ୍ତା।

Psalm 27:8Psalm 27Psalm 27:10

Psalm 27:9 in Other Translations

King James Version (KJV)
Hide not thy face far from me; put not thy servant away in anger: thou hast been my help; leave me not, neither forsake me, O God of my salvation.

American Standard Version (ASV)
Hide not thy face from me; Put not thy servant away in anger: Thou hast been my help; Cast me not off, neither forsake me, O God of my salvation.

Bible in Basic English (BBE)
Let not your face be covered from me; do not put away your servant in wrath; you have been my help: do not give me up or take your support from me, O God of my salvation.

Darby English Bible (DBY)
Hide not thy face from me; put not thy servant away in anger: thou hast been my help; cast me not off, neither forsake me, O God of my salvation.

Webster's Bible (WBT)
Hide not thy face from me; put not thy servant away in anger: thou hast been my help; leave me not, neither forsake me, O God of my salvation.

World English Bible (WEB)
Don't hide your face from me. Don't put your servant away in anger. You have been my help. Don't abandon me, Neither forsake me, God of my salvation.

Young's Literal Translation (YLT)
Hide not Thy face from me, Turn not aside in anger Thy servant, My help Thou hast been. Leave me not, nor forsake me, O God of my salvation.

Hide
אַלʾalal
not
תַּסְתֵּ֬רtastērtahs-TARE
thy
face
פָּנֶ֨יךָ׀pānêkāpa-NAY-ha
far
from
מִמֶּנִּי֮mimmenniymee-meh-NEE
me;
put
אַֽלʾalal
servant
thy
not
תַּטtaṭtaht
away

בְּאַ֗ףbĕʾapbeh-AF
in
anger:
עַ֫בְדֶּ֥ךָʿabdekāAV-DEH-ha
been
hast
thou
עֶזְרָתִ֥יʿezrātîez-ra-TEE
my
help;
הָיִ֑יתָhāyîtāha-YEE-ta
leave
אַֽלʾalal
me
not,
תִּטְּשֵׁ֥נִיtiṭṭĕšēnîtee-teh-SHAY-nee
neither
וְאַלwĕʾalveh-AL
forsake
תַּֽ֝עַזְבֵ֗נִיtaʿazbēnîTA-az-VAY-nee
me,
O
God
אֱלֹהֵ֥יʾĕlōhêay-loh-HAY
of
my
salvation.
יִשְׁעִֽי׃yišʿîyeesh-EE

Cross Reference

Psalm 69:17
ତୁମ୍ଭର ଦାସପ୍ରତି ମୁହଁ ଫରୋଅ ନାହିଁ। ମୁଁ ବିପଦରେ ପଡ଼ିଛି, ମାେତେ ଶୀଘ୍ର ଉତ୍ତର କର।

Psalm 143:7
ହେ ସଦାପ୍ରଭୁ, ଶୀଘ୍ର ମାେତେ ଉତ୍ତର ଦିଅ। ମୁଁ ମାରେ ସାହସ ହରାଇଛି। ମାଠାରୁେ ଦୂରଇେ ୟାଅ ନାହିଁ। ମାେତେ ମରିବାକୁ ଦିଅ ନାହିଁ, ନ ହେଲେ କବରରେ ଥିବା ମୃତ ତୁଲ୍ଯ ହବେି।

Psalm 102:2
ହେ ସଦାପ୍ରଭୁ, ମାରେ ସଙ୍କଟ କାଳରେ ମାରେ ନିକଟକୁ ବିମୁଖ ହୁଅ ନାହିଁ। ମାେ ପ୍ରତି କର୍ଣ୍ଣପାତ କର। ଯେତବେେଳେ ମୁଁ ସାହାୟ୍ଯ ପାଇଁ ପ୍ରାର୍ଥନା କରେ ଶୀଘ୍ର ମାେତେ ଉତ୍ତର ଦିଅ।

Psalm 24:5
ଉତ୍ତମ ବ୍ଯକ୍ତିମାନେ ସଦାପ୍ରଭୁଙ୍କୁ ଅନ୍ୟମାନଙ୍କୁ ଆଶୀର୍ବାଦ କରିବାକୁ କହନ୍ତି। ସମାନେେ ପରମେଶ୍ବରଙ୍କୁ ୟିଏ କି ସମାନଙ୍କେ ଉଦ୍ଧାର କର୍ତ୍ତା, ସମାନଙ୍କେ ପାଇଁ ଭଲ କାର୍ୟ୍ଯ କରିବାକୁ ଅନୁରୋଧ କରନ୍ତି।

Isaiah 59:2
ମାତ୍ର ତୁମ୍ଭମାନଙ୍କର ପାପଗୁଡ଼ିକ ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କର ପରମେଶ୍ବରଙ୍କ ମଧିଅରେ ବିଚ୍ଛଦେ ଘଟାଇଅଛି ଓ ତୁମ୍ଭମାନଙ୍କର ପାପସବୁ ତୁମ୍ଭମାନଙ୍କଠାରୁ ତାହାଙ୍କ ମୁଖ ଲୁଚାଇଅଛି, ଏଣୁ ସେ ଶୁଣିବେ ନାହିଁ।

Jeremiah 32:40
ପୁଣି ସମାନଙ୍କେର ମଙ୍ଗଳ ପାଇଁ ଆମ୍ଭେ ସମାନଙ୍କେ ପ୍ରତି ବିମୁଖ ହବୋ ନାହିଁ। ଏହିପରି ଭାବରେ ଗୋଟିଏ ନିତ୍ଯସ୍ଥାଯୀ ନିଯମ ସମାନଙ୍କେ ସଙ୍ଗେ କରିବା। ସମାନେେ ଯେପରି ଆମ୍ଭଠାରୁ ଦୂ ରଇେ ନ ଯିବେ, ଏଥିପାଇଁ ଆମ୍ଭେ ଆମ୍ଭ ବିଷଯକ ଭୟ ସମାନଙ୍କେ ଅନ୍ତର ରେ ସ୍ଥାପନ କରିବା।

2 Corinthians 1:9
ଆମ୍ଭେ ଅନୁଭବ କରୁଥିଲୁ ଯେ, ଆମ୍ଭେ ମରିୟିବୁ। ଏପରି ଘଟିବାର କାରଣ ହେଲା ଯେ, ଆମ୍ଭେ ନିଜ ଉପରେ ଭରସା ନ ରଖି ମାତ୍ର ଯେ ଲୋକମାନଙ୍କୁ ମୃତ୍ଯୁରୁ ଉଥିତ କରନ୍ତି ସହେି ପରମେଶ୍ବରଙ୍କ ଉପରେ ବିଶ୍ବାସ ରଖିବା ଉଚିତ୍।

2 Timothy 4:17
ଅଣୟହଦୂଦୀମାନଙ୍କୁ ସୁସମାଚାର ପୂର୍ଣ୍ଣ ଭାବରେ ପ୍ରଚାର କରିବା ବେଳେ ପ୍ରଭୁ ମାେତେ ଶକ୍ତି ପ୍ରଦାନ କଲେ। ସମସ୍ତ ଅଣଯିହୂଦୀ ଲୋକେ ସୁସମାଚାର ଶୁଣନ୍ତୁ ବୋଲି ପ୍ରଭୁ ଚାହିଁଥିଲେ। ମୁଁ ସିଂହ ମୁଖରୁ ରକ୍ଷା ପାଇଲି।

Hebrews 13:5
ନିଜ ଜୀବନକୁ ଧନର ଲୋଭରୁ ମୁକ୍ତ ରଖ। ତୁମ୍ଭମାନଙ୍କ ପାଖ ରେ ଯାହା ଅଛି, ସେଥି ରେ ସନ୍ତାଷେ ଲାଭ କର। ପରମେଶ୍ବର କହିଛନ୍ତି :

Isaiah 46:3
ହେ ଯାକୁବର ପରିବାର, ହେ ଇଶ୍ରାୟେଲର ଅବଶିଷ୍ଟାଂଶ ଆମ୍ଭ କଥା ଶୁଣ ! ଆମ୍ଭେ ତୁମ୍ଭମାନଙ୍କୁ ବହନ କରି ଆସୁଅଛୁ। ତୁମ୍ଭମାନେେ ଗର୍ଭସ୍ଥ ହବୋ ଦିନଠାରୁ ଆମ୍ଭଦ୍ବାରା ବାହିତ ହାଇେଅଛ।

Psalm 119:121
ମୁଁ ନ୍ଯାଯ ଓ ଧର୍ମାଚରଣ କରିଅଛି। ହେ ସଦାପ୍ରଭୁ, ଉପଦ୍ରବ କରୁଥିବା ଲୋକମାନଙ୍କ ହସ୍ତରେ ମାେତେ ସମର୍ପଣ କରିନାହଁ।

Psalm 88:1
ହେ ସଦାପ୍ରଭୁ ପରମେଶ୍ବର, ତୁମ୍ଭେ ମାରେ ପରିତ୍ରାଣକର୍ତ୍ତା। ମୁଁ ଦିନ ଓ ରାତ୍ରି ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି।

1 Samuel 7:12
ଶାମକ୍ସ୍ଟଯଲେ ଏକ ପଥର ପ୍ରତିଷ୍ଠା କଲେ। ସେ ଏହା କରିବାର ଉଦ୍ଦେଶ୍ଯ ଲୋକମାନଙ୍କୁ ସାହାୟ୍ଯ କରିବା ଏବଂ ସଦାପ୍ରଭୁଙ୍କର ସାହାୟ୍ଯ ମନେ ରଖିବା, ସେ ଏହି ପଥରକକ୍ସ୍ଟ ମିସ୍ଫୀ ଓ ଶନେ ମଧିଅରେ ପ୍ରତିଷ୍ଠା କଲେ ଏହାର ନାମ ସାହାୟ୍ଯକାରୀ ପଥର ରଖିଲେ। ଶାମକ୍ସ୍ଟଯଲେ କହିଲେ, ସଦାପ୍ରଭୁ ଆମ୍ଭକକ୍ସ୍ଟ ଏ ସ୍ଥାନ ରେ ସବୁ ପ୍ରକାର ସାହାୟ୍ଯ କରିଛନ୍ତି।

1 Chronicles 28:9
ଏବଂ ତୁମ୍ଭେ ମାରେ ପୁତ୍ର ଶଲୋମନ, ତୁମ୍ଭ ପିତାର ପରମେଶ୍ବରଙ୍କୁ ଜାଣିଅଛ। ଶୁଦ୍ଧ ହୃଦଯ ରେ ପରମେଶ୍ବରଙ୍କର ସବୋ କର। ପରମେଶ୍ବରଙ୍କ ସବୋ କରିବା ନିମନ୍ତେ ହୃଦଯ ରେ ଆନନ୍ଦିତ ହୁଅ। କାହିଁକି ? କାରଣ ପ୍ରତିଟି ବ୍ଯକ୍ତିର ହୃଦଯ ରେ କ'ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦଯର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାୟ୍ଯ ମାଗବା ନିମନ୍ତେ ୟିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫରେି ଦୂରକୁ ଚାଲିୟିବ, ତବେେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ଯାଗ କରିବେ।

Psalm 13:1
ହେ ସଦାପ୍ରଭୁ, ମୁଁ ଗର୍ବୀ ବା ଅହଙ୍କାରୀ ନୁହେଁ। ମୁଁ ଗୁରୁତ୍ବପୂର୍ଣ୍ଣ ଜିନିଷ କରିବା ପାଇଁ ଚେଷ୍ଟା କରୁ ନାହିଁ। ମୁଁ ମହାନ୍ କାର୍ୟ୍ଯ କିଅବା ବହୁତ ଆଶ୍ଚର୍ୟ୍ଯ କାର୍ୟ୍ଯ କରିବା ପାଇଁ ଆଗ୍ରହୀ ହାଇେ ନାହିଁ।

Psalm 38:21
ହେ ସଦାପ୍ରଭୁ, ମାେତେ ପରିତ୍ଯାଗ କର ନାହିଁ। ହେ ମାରେ ପରମେଶ୍ବର ମାରେ ନିକଟରେ ରୁହ।

Psalm 44:24
ହେ ପରମେଶ୍ବର, କାହିଁକି ତୁମ୍ଭେ ଆମ୍ଭଠାରୁ ଲୁଚିଅଛ। ତୁମ୍ଭେ କ'ଣ ଆମ୍ଭର ଦୁଃଖ ଓ ୟନ୍ତ୍ରଣା ସବୁ ଭୁଲି ୟାଇଅଛ।

Psalm 51:11
ତୁମ୍ଭଠାରୁ ମାେତେ ଦୂର କର ନାହିଁ ! ଏବଂ ତୁମ୍ଭର ପବିତ୍ର ଆତ୍ମା ମାଠାରୁେ ନିଅ ନାହିଁ।

Psalm 71:5
ହେ ମାରେ ପ୍ରଭୁ, ସଦାପ୍ରଭୁ ତୁମ୍ଭେ ହିଁ ମାରେ ଭରସା। ମାରେ ବାଲ୍ଯକାଳରୁ ତୁମ୍ଭେ ହିଁ ମାରେ ବିଶ୍ବାସ ଭୂମି।

Psalm 71:17
ହେ ପରମେଶ୍ବର, ତୁମ୍ଭେ ମାେତେ ବାଲ୍ଯକାଳରୁ ଶିକ୍ଷା ଦଇେ ଆସୁଅଛି। ମୁଁ ଏପର୍ୟ୍ଯନ୍ତ ତୁମ୍ଭର ଆଶ୍ଚର୍ୟ୍ଯ କ୍ରିଯାସବୁ ଲୋକମାନଙ୍କୁ କହିଛି।

Isaiah 50:1
ସଦାପ୍ରଭୁ ଏହିକଥା କୁହନ୍ତି, ହେ ଇଶ୍ରାୟେଲର ପୁତ୍ରଗଣ, ତୁମ୍ଭମାନେେ ଭାବୁଛ ଆମ୍ଭେ ତୁମ୍ଭର ମାତା ୟିରୁଶାଲମକୁ ତ୍ଯାଗ କରିଅଛୁ। ପ୍ରମାଣ ସ୍ବରୂପ ସେ ଛାଡ଼ପତ୍ର କାହିଁ ଅଥବା ଆମ୍ଭ ମହାଜନମାନଙ୍କ ମଧ୍ଯରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରଯ କରିଅଛୁ ? ଏଠା ରେ ଦେଖ, ତୁମ୍ଭମାନେେ ନିଜର ଅପରାଧ ପାଇଁ ବିକ୍ରୀ ହାଇେଥିଲ ଏବଂ ତୁମ୍ଭମାନଙ୍କର ପାପ ପାଇଁ ତୁମ୍ଭମାନଙ୍କର ମାତା ତୁମ୍ଭମାନଙ୍କୁ ପରିତ୍ଯକ୍ତା ହାଇେଥିଲେ।