Psalm 3

1 ହେ ସଦାପ୍ରଭୁ, ମାରେ ବହୁତ ଶତ୍ରୁ ଅଛନ୍ତି। ବହୁତ ଲୋକ ମାେ ବିରୁଦ୍ଧରେ ଲାଗିଛନ୍ତି।

2 ବହୁତ ଲୋକ ମାେ ବିରୁଦ୍ଧରେ କଥା ହେଉଛନ୍ତି। ସହେି ଲୋକମାନେ କହୁଛନ୍ତି, ପରମେଶ୍ବର ତାକୁ ରକ୍ଷା କରିପାରିବେ ନାହିଁ।

3 କିନ୍ତୁ ହେ ସଦାପ୍ରଭୁ, ଏହା କବଳେ ତୁମ୍ଭେ ୟିଏକି ମାରେ ଢ଼ାଲ ସ୍ବରୂପ। ତୁମ୍ଭେ ମାରେ ମହିମା। ତୁମ୍ଭେ ହିଁ ମାେତେ ପ୍ରାଧାନ୍ଯ ଦଇେଛ।

4 ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି ଏବଂ ସେ ତାଙ୍କର ପବିତ୍ର ପର୍ବତରୁ ମାେତେ ଉତ୍ତର ଦବେେ।

5 ମୁଁ ଶାଇେଲି ଓ ବିଶ୍ରାମ ନଲେି ଏବଂ ମୁଁ ଜାଣେ ମୁଁ ପୁଣି ଜାଗ୍ରତ ହବେି କାହିଁକି ? କାରଣ ସଦାପ୍ରଭୁ ମାେତେ ସର୍ବଦା ରକ୍ଷା କରନ୍ତି।

6 ହଜାର ହଜାର ସୈନ୍ଯମାନେ ମାେ ଚାରିକଡ଼ରେ ଘରେି ରହିଲେ ସୁଦ୍ଧା ମୁଁ ସହେି ଶତ୍ରୁମାନଙ୍କୁ କବେେ ଭୟ କରିବି ନାହିଁ।

7 ହେ ସଦାପ୍ରଭୁ, ତୁମ୍ଭେ ଉଠ! ହେ ପରମେଶ୍ବର ତୁମ୍ଭେ ଆସ ଓ ମାେତେ ରକ୍ଷା କର। ତୁମ୍ଭେ ଅତି ବଳଶାଳୀ ଅଟ। ୟଦି ତୁମ୍ଭେ ମାରେ ଶତ୍ରୁମାନଙ୍କ ଗାଲରେ ମାରିଥାନ୍ତ, ତୁମ୍ଭେ ସହେି ଦୁଷ୍ଟ ଲୋକମାନଙ୍କର ସବୁ ଦାନ୍ତଗୁଡ଼ିକୁ ସହଜରେ ଭାଙ୍ଗି ଦଇେଥାନ୍ତ।

8 ହେ ସଦାପ୍ରଭୁ ଶଷେରେ ତୁମ୍ଭର ହିଁ ବିଜଯ ହବେ। ଦୟାକରି ତୁମ୍ଭର ଲୋକମାନଙ୍କ ଉପରେ ଆଶୀର୍ବାଦ କର।

1 A Psalm of David, when he fled from Absalom his son.

2 Lord, how are they increased that trouble me! many are they that rise up against me.

3 Many there be which say of my soul, There is no help for him in God. Selah.

4 But thou, O Lord, art a shield for me; my glory, and the lifter up of mine head.

5 I cried unto the Lord with my voice, and he heard me out of his holy hill. Selah.

6 I laid me down and slept; I awaked; for the Lord sustained me.

7 I will not be afraid of ten thousands of people, that have set themselves against me round about.

8 Arise, O Lord; save me, O my God: for thou hast smitten all mine enemies upon the cheek bone; thou hast broken the teeth of the ungodly.

9 Salvation belongeth unto the Lord: thy blessing is upon thy people. Selah.