Psalm 30:5 in Oriya

Oriya Oriya Bible Psalm Psalm 30 Psalm 30:5

Psalm 30:5
ପରମେଶ୍ବର କୋର୍ଧିତ ହୁଅନ୍ତି। ତଣେୁ ତାଙ୍କର ନିଷ୍ପତ୍ତି ହିଁ ମୃତ୍ଯୁ। କିନ୍ତୁ ସେ ମାେ ପ୍ରତି କରୁଣା ପ୍ରଦର୍ଶନ କରି ମାେତେ ଜୀବନଦାନ ଦଇେଛନ୍ତି। ସାରା ରାତି ମୁଁ କାନ୍ଦୁଥିଲି। ତା'ପରଦିନ ସକାଳୁ ଦେଖିଲି, ମୁଁ ଖୁସିରେ ଗୀତ ବୋଲୁଛି।

Psalm 30:4Psalm 30Psalm 30:6

Psalm 30:5 in Other Translations

King James Version (KJV)
For his anger endureth but a moment; in his favour is life: weeping may endure for a night, but joy cometh in the morning.

American Standard Version (ASV)
For his anger is but for a moment; His favor is for a life-time: Weeping may tarry for the night, But joy `cometh' in the morning.

Bible in Basic English (BBE)
For his wrath is only for a minute; in his grace there is life; weeping may be for a night, but joy comes in the morning.

Darby English Bible (DBY)
For a moment [is passed] in his anger, a life in his favour; at even weeping cometh for the night, and at morn there is rejoicing.

Webster's Bible (WBT)
Sing to the LORD, O ye saints of his, and give thanks at the remembrance of his holiness.

World English Bible (WEB)
For his anger is but for a moment; His favor is for a lifetime. Weeping may stay for the night, But joy comes in the morning.

Young's Literal Translation (YLT)
For -- a moment `is' in His anger, Life `is' in His good-will, At even remaineth weeping, and at morn singing.

For
כִּ֤יkee
his
anger
רֶ֨גַע׀regaʿREH-ɡa
moment;
a
but
endureth
בְּאַפּוֹ֮bĕʾappôbeh-ah-POH
in
his
favour
חַיִּ֪יםḥayyîmha-YEEM
is
life:
בִּרְצ֫וֹנ֥וֹbirṣônôbeer-TSOH-NOH
weeping
בָּ֭עֶרֶבbāʿerebBA-eh-rev
may
endure
יָלִ֥יןyālînya-LEEN
for
a
night,
בֶּ֗כִיbekîBEH-hee
joy
but
וְלַבֹּ֥קֶרwĕlabbōqerveh-la-BOH-ker
cometh
in
the
morning.
רִנָּֽה׃rinnâree-NA

Cross Reference

Isaiah 54:7
ଆମ୍ଭେ ଅଳ୍ପକ୍ଷଣ ପାଇଁ ତୁମ୍ଭକୁ ପରିତ୍ଯାଗ କରିଅଛୁ, ମାତ୍ର ମହାକରୁଣା ରେ ତୁମ୍ଭକୁ ପୁନର୍ବାର ସଂଗ୍ରହ କରିବା।

2 Corinthians 4:17
ବର୍ତ୍ତମାନ ଆମ୍ଭେ ସମ୍ମୁଖୀନ ହେଉଥିବା େଛାଟ େଛାଟ କ୍ଷଣିକ ଅସୁବିଧାଗୁଡ଼ିକ ଆମ୍ଭ ପାଇଁ ଏକ ଅତୁଳନୀୟ, ଉତ୍କୃଷ୍ଟ ଓ ଅନନ୍ତ ମହିମା ଉତ୍ପନ୍ନ କରୁଛି। ଏହି ଅତୁଳନୀୟ ମହିମା ଅସୁବିଧାଗୁଡ଼ିକ ତୁଳନା ରେ ଅତି ମହାନ୍।

Psalm 103:9
ସଦାପ୍ରଭୁ ସର୍ବଦା ସମାଲୋଚନା କରିବେ ନାହିଁ, କିଅବା ସେ ଚିରଦିନ ପାଇଁ କୋର୍ଧିତ ରହିବେ ନାହିଁ।

Isaiah 26:20
ହେ ମାରେ ଲୋକମାନେ, ତୁମ୍ଭମାନେେ ଅନ୍ତରାଳଯ ରେ ପ୍ରବେଶ କରି ଦ୍ବାର ରୁଦ୍ଧ କର। ପରମେଶ୍ବରଙ୍କ କୋର୍ଧ ଶାନ୍ତ ହବୋ ପର୍ୟ୍ଯନ୍ତ ଅଳ୍ପସମୟ ନିଜକୁ ଲୁଚାଅ।

Psalm 6:6
ହେ ସଦାପ୍ରଭୁ, ସାରା ରାତି ମୁଁ ତୁମ୍ଭକୁ ପ୍ରାର୍ଥନା କଲି। ମାରେ ବିଛଣା ମାରେ ଲୁହରେ ଭିଜିଗଲା। ମୁଁ ଅତି ଦୁର୍ବଳ ତୁମ୍ଭକୁ କାକୁତ୍ତି କରି ଜଣାଉଛି।

John 16:20
ମୁଁ ତୁମ୍ଭକୁ ସତ୍ଯ କହୁଛି, ତୁମ୍ଭମାନେେ କାନ୍ଦିବ ଓ ଦୁଃଖିତ ହବେ, କିନ୍ତୁ ଜଗତ ଆନନ୍ଦିତ ହବେ। ତୁମ୍ଭେ ଦୁଃଖୀ ହବେ, କିନ୍ତୁ ତୁମ୍ଭର ଦୁଃଖ ଆନନ୍ଦ ରେ ପରିଣତ ହବେ,

2 Corinthians 7:9
ଏବେ ମୁଁ ଖୁସୀ ଅଛି। ତୁମ୍ଭମାନେେ ଦୁଃଖୀ ହାଇେଥିବା କାରଣରୁ ନୁହେଁ, ବରଂ ତୁମ୍ଭମାନଙ୍କର ଦୁଃଖ ତୁମ୍ଭମାନଙ୍କ ହୃଦୟକୁ ପରିବର୍ତ୍ତନ କରିଥିବାରୁ ମୁଁ ଖୁସି। ପରମେଶ୍ବରଙ୍କ ଇଚ୍ଛା ଅନୁଯାଯୀ ତୁମ୍ଭମାନେେ ଦୁଃଖି ହେଲ। ଅତଏବ ତୁମ୍ଭମାନେେ ଆମ୍ଭ ଦ୍ବାରା କୌଣସି ପ୍ରକା ରେ ଆଘାତ ପାଇ ନାହଁ।

Psalm 16:11
ତୁମ୍ଭେ ମାେତେ ବଞ୍ଚିବା ପାଇଁ ଜୀବନପଥ ଶିକ୍ଷା ଦବେ। ୟେ ହତେୁ ମୁଁ ତୁମ୍ଭ ସହିତ ଅଛି। ହେ ସଦାପ୍ରଭୁ, ତୁମ୍ଭେ ମାେତେ ସୁଖ ଶାନ୍ତିରେ ରହିବାକୁ ଦବେ। ୟେ ହତେୁ ମୁଁ ତୁମ୍ଭର ଦକ୍ଷିଣ ପାଶର୍‌ବରେ ଅବସ୍ଥିତ, ମାେ ପାଇଁ ଚିରଦିନ ନିତ୍ଯ ସୁଖ ଭୋଗ ଆଣିଦବେ।

Matthew 5:4
ବର୍ତ୍ତମାନ ଦୁଃଖିତ ଲୋକମାନେ ଧନ୍ଯ; କାରଣ ପରମେଶ୍ବର ସମାନଙ୍କେୁ ସାନ୍ତ୍ବନା ଦବେେ।

Psalm 126:5
ଜଣେ ଲୋକ ବିହନ ବୁଣିବା ସମଯରେ ଦୁଃଖ ପାଇଥାଏ, କିନ୍ତୁ ସେ ଅମଳ ସମଯରେ ବହୁତ ଖୁସି ହୁଏ।

Psalm 143:8
ସଦାପ୍ରଭୁ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ମାେତେ ପ୍ରଭାତରେ ଦଖାେଅ। ମୁଁ ତୁମ୍ଭ ଉପରେ ଭରସା କରେ। ମୁଁ ଯେଉଁ ପଥରେ ୟିବା ଉଚିତ୍ ମାେତେ ସହେି ପଥ ଦଖାେଅ। କାରଣ ମୁଁ ମାରେ ପ୍ରାଣ ତୁମ୍ଭ ହାତରେ ଟକେି ଦଇେଅଛି।

Hosea 6:3
ଆସ, ସଦାପ୍ରଭୁଙ୍କ ସମ୍ବନ୍ଧ ରେ ଅଧ୍ଯଯନ କରିବା। ତାଙ୍କ ସମ୍ବନ୍ଧ ରେ ଅଧିକ ଜାଣିବା ପାଇଁ କଠାେର ଅଧ୍ଯବସାଯ କରିବା। ପ୍ରଭାତ ଆସିଲା ପରି ସଦାପ୍ରଭୁ ଆସୁଛନ୍ତି ବୋଲି ଆମ୍ଭେ ଜାଣୁଛୁ। ବର୍ଷା ଓ ବସନ୍ତବର୍ଷା ଭୂମିକୁ ଜଳମଯ କଲା ପରି ପରମେଶ୍ବର ଆମ୍ଭମାନଙ୍କ ନିକଟକୁ ଆସିବେ।

Isaiah 38:3
ହେ ସଦାପ୍ରଭୁ, ମୁଁ ବିନଯ କରି କହୁଅଛି, ମୁଁ ବିଶ୍ବସ୍ତ ଭାବରେ ସର୍ବାନ୍ତଃକରଣ ରେ ତୁମ୍ଭର ଉପାସନା କରିଅଛି ଓ ତୁମ୍ଭ ଦୃଷ୍ଟି ରେ ଉତ୍ତମ କର୍ମ କରିଅଛି, ତାହା ତୁମ୍ଭେ ସ୍ମରଣ କର। ଏହା କହି ହିଜକିଯ ଅତିଶଯ ରୋଦନ କଲା।

Psalm 63:3
ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ। ମାରେ ଓଷ୍ଠାଧର ତୁମ୍ଭର ପ୍ରଶଂସା ଗାନ କରେ।

Psalm 59:16
କିନ୍ତୁ ପ୍ରଭାତରେ, ମୁଁ ତୁମ୍ଭର ଶକ୍ତିର ପ୍ରଶଂସାର ଗୀତ ଗାନ କରିବି। ତୁମ୍ଭ ପ୍ରମରେେ ମୁଁ ଆନନ୍ଦିତ ହବେି। କାହିଁକି ? କାରଣ ତୁମ୍ଭେ ମାରେ ଉଚ୍ଚ ପର୍ବତରେ ଥିବା ନିରାପଦ ସ୍ଥାନ ଅଟ। ମୁଁ ତୁମ୍ଭ ପାଖକୁ ବିପଦ ସମଯରେ ୟାଏଁ।

Psalm 46:5
ପରମେଶ୍ବର ସହେି ନଗରୀରେ ବାସ କରନ୍ତି। ଏହା କବେେ ବି ଧ୍ବଂସ ପାଇବ ନାହିଁ। ପରମେଶ୍ବର ଏପରିକି ସୂର୍ୟେ୍ଯାଦଯ ପୂର୍ବରୁ ସାହାୟ୍ଯ କରିବାକୁ ଉପସ୍ଥିତ ଥାନ୍ତି।

Genesis 32:24
ଯାକୁବ ଏକୁଟିଆ ରହିଗଲେ ଏବଂ ଜଣେ ମନୁଷ୍ଯ ତାଙ୍କ ସହିତ ସକାଳ ପର୍ୟ୍ଯନ୍ତ ମଲ୍ଲ ୟୁଦ୍ଧ କଲେ।

Psalm 56:8
ତୁମ୍ଭେ ନିଶ୍ଚଯ ମାରେ ଦୁଃଖର ହିସାବ ରଖିଥିବି। ତୁମ୍ଭେ ନିଶ୍ଚିତଭାବରେ ଜାଣିଥିବ ୟେ, ମୁଁ କେତେ କ୍ରନ୍ଦନ କଲି। ନିଶ୍ଚିତରେ ତୁମ୍ଭେ ମାରେ ସମସ୍ତ ଅଶ୍ରୁଜଳରେ ହିସାବ ରଖିଛ।

Psalm 103:17
କିନ୍ତୁ ସଦାପ୍ରଭୁ ସର୍ବଦା ତାଙ୍କର ସମ୍ମାନକାରୀମାନଙ୍କୁ ପ୍ରମେ କରନ୍ତି, ତାଙ୍କର ସହେି ସ୍ନହେ ଅନାଦିକାଳରୁ ଅନନ୍ତକାଳ ଲାଗି ରହିଥାଏ। ପରମେଶ୍ବର ସମାନଙ୍କେୁ ଓ ସମାନଙ୍କେର ସନ୍ତାନ ସନ୍ତତି ପ୍ରତି ମଙ୍ଗଳ କରନ୍ତି।

Isaiah 57:15
କାରଣ ଯେ ଅନନ୍ତକାଳ ନିବାସୀ, ଯାହାଙ୍କର ନାମ ପରମେଶ୍ବର, ସହେି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କୁହନ୍ତି ; ଆମ୍ଭେ ଉର୍ଦ୍ଧ୍ବ ଓ ପବିତ୍ର ସ୍ଥାନ ରେ ବାସ କରୁ। ଆଉ ମଧ୍ଯ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନିମ୍ରମନା ଲୋକଙ୍କ ସହିତ ହିଁ ବାସ କରୁ।

Revelation 22:1
ତା'ପରେ ଦୂତ ମାେତେ ଜୀବନଜଳର ନଦୀ ଦଖାଇେଲେ। ସେ ନଦୀଟି ସ୍ଫଟିକ ପରି ଉଜ୍ଜ୍ବଳ ଥିଲା। ସହେି ନଦୀ ପରମେଶ୍ବର ଓ ମଷେଶାବକଙ୍କ ସିଂହାସନରୁ ପ୍ରବାହିତ ହେଉଛି।

Revelation 22:17
ଆତ୍ମା ଓ କନ୍ଯା କହନ୍ତି, ଆସ ! ଏସବୁ ଶୁଣୁଥିବା ପ୍ରେତ୍ୟକକ ଲୋକ ମଧ୍ଯ କହୁ, ଆସ !। ଯେ ତୃଷାର୍ତ୍ତ, ସେ ଆସୁ ; ଯେ ଇଚ୍ଛା କରେ, ସେ ବିନା ମୂଲ୍ଯ ରେ ଜୀବନର ଜଳପାନ କରିପା ରେ।

Psalm 36:7
ତୁମ୍ଭର ପ୍ରମେ ଓ କରୁଣାଠାରୁ କିଛି ଅଧିକ ମୂଲ୍ଯବାନ ବସ୍ତୁ ନାହିଁ। ଲୋକମାନେ ଓ ସ୍ବର୍ଗଦୂତମାନେ ତୁମ୍ଭ ନିକଟକୁ ଉଦ୍ଧାର ପାଇବା ପାଇଁ ଆସନ୍ତି।