Psalm 37
1 ଦୁଷ୍ଟ ଲୋକମାନଙ୍କ କଥାରେ ହତାଶ ହବୋର ଆବଶ୍ଯକତା ନାହିଁ। ଯେଉଁମାନେ କୁକର୍ମ କରିଛନ୍ତି, ସହେି ଲୋକମାନଙ୍କ ଉପରେ ଇର୍ଷା କର ନାହିଁ।
2 ଦୁଷ୍ଟ ଲୋକମାନେ ଘାସ ଓ ସବୁଜ ଲତା ତୁଲ୍ଯ ୟାହା ଖୁବ୍ ଶୀଘ୍ର ଧୂସର ହାଇେ ମରିୟାଏ।
3 ୟଦି ତୁମ୍ଭେ ସଦାପ୍ରଭୁଙ୍କ ଉପରେ ବିଶ୍ବାସ ରଖିବ ଓ ସୁକର୍ମ କରିବ ତୁମ୍ଭେ ତା' ହେଲେ ଆନନ୍ଦରେ ରହିବ ଓ ଅନକେ ଜିନିଷ ଉପଭୋଗ କରିବ ୟାହା ସହେି ଭୂମିରୁ ତୁମ୍ଭେ ପାଇବ।
4 ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କରିବାର ସୁଖଭୋଗ କର ତହିଁରେ ସେ ତୁମ୍ଭର ଇଚ୍ଛା ପୂରଣ କରିବେ।
5 ସଦାପ୍ରଭୁଙ୍କ ଉପରେ ନିର୍ଭର ରଖ। ତାଙ୍କୁ ବିଶ୍ବାସ କର ଓ ସେ ନିଶ୍ଚଯ ୟାହା କରିବା କଥା ସଫଳ କରିବେ।
6 ତୁମ୍ଭର ସାଧୁତା ଓ ନ୍ଯାଯପ୍ରିଯତା ମଧ୍ଯାହ୍ନର ସୂର୍ୟ୍ଯ କିରଣ ଭଳି ଉଜ୍ଜ୍ବଳ ଆ ଲୋକ ପ୍ରଦାନ କରୁ।
7 ସଦାପ୍ରଭୁଙ୍କୁ ବିଶ୍ବାସ କର ଓ ତାଙ୍କ ସାହାୟ୍ଯ ପାଇଁ ଅପେକ୍ଷା କର। ହତାଶ ହୁଅ ନାହିଁ। ଯେତବେେଳେ ଦୁଷ୍ଟ ଲୋକମାନଙ୍କ ମନ୍ଦ କାର୍ୟ୍ଯ ସଫଳ ହୁଏ। ହତାଶ ହୁଅ ନାହିଁ ଯେତବେେଳେ ଦୁଷ୍ଟ ଲୋକମାନେ ମନ୍ଦ କାର୍ୟ୍ଯ କରିବାକୁ ମନ୍ତ୍ରଣା କରି ସମାନଙ୍କେର ଯୋଜନାରେ ସଫଳ ହୁଅନ୍ତି।
8 କୋର୍ଧ ତ୍ଯାଗ କର। କୋପ ତ୍ଯାଗ କର। ଏତେ ଅର୍ଧୈୟ୍ଯ ହୁଅ ନାହିଁ, ୟାହାଫଳରେ ତୁମ୍ଭେ ମଧ୍ଯ ମନ୍ଦକାର୍ୟ୍ଯ କରି ବସିବ।
9 କାରଣ ଦୁଷ୍ଟ ଲୋକମାନେ ଧ୍ବଂସ ପାଇବେ କିନ୍ତୁ ଯେଉଁ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ସାହାୟ୍ଯ ପାଇଁ ପ୍ରାର୍ଥନା କରନ୍ତି, ସମାନେେ ସମଗ୍ର ଭୂମିକୁ ନିଯନ୍ତ୍ରଣ କରିପାରିବେ। ଏହା ପରମେଶ୍ବର ସମାନଙ୍କେଠାରେ ପ୍ରତିଜ୍ଞା କରିଛନ୍ତି।
10 ଆଉ ଅଳ୍ପ ଦିନପରେ ଦୁଷ୍ଟ ଲୋକମାନେ ନ ଥିବେ। ତୁମ୍ଭେ ସମାନଙ୍କେୁ ଖାଜେିଲେ ବି ଆଉ ପାଇବ ନାହିଁ, କାରଣ ସମାନେେ ଆଉ ନ ଥିବେ।
11 ପରମେଶ୍ବର ସମାନଙ୍କେୁ ପ୍ରତିଜ୍ଞା କରିଥିଲେ ୟେ, ନମ୍ର ଲୋକମାନେ ଭୂମି ପାଇବେ ଓ ସମାନେେ ଶାନ୍ତି ଉପ ଭୋଗ କରିବେ।
12 ପାପୀଷ୍ଠ ଲୋକମାନେ ଧର୍ମାତ୍ମାମାନଙ୍କ ବିରୁଦ୍ଧରେ କୁମନ୍ତ୍ରଣା କରନ୍ତି। ସହେି ଅଧର୍ମୀ ଲୋକମାନେ ଧାର୍ମୀକମାନଙ୍କୁ ଦେଖି ସମାନଙ୍କେ କୋର୍ଧ ଦଖାେନ୍ତି ଓ ରାଗରେ ଦାନ୍ତ କଡ଼ମଡ଼ କରି ଥାଆନ୍ତି।
13 କିନ୍ତୁ ଆମ୍ଭମାନଙ୍କର ପ୍ରଭୁ ସହେି ଦୁଷ୍ଟ ଲୋକମାନଙ୍କୁ ଦେଖି ପରିହାସ କରିବେ। ସେ ଦେଖନ୍ତି ୟେ ସହେି ଦୁଷ୍ଟ ଲୋକମାନଙ୍କର ଦିନ ସରି ଆସୁଛି।
14 ଦୁଷ୍ଟ ଲୋକମାନେ ଖଣ୍ଡା, ଧନୁ ତୀର ଧରି ବାହାରି ପଡ଼ନ୍ତି। ସମାନେେ ଦୁଃଖୀ ଓ ଅସହାୟ ଲୋକମାନଙ୍କୁ ହତ୍ଯା କରିବାକୁ ଚାହାଁନ୍ତି। ସମାନେେ ସିଦ୍ଧ ଓ ଧାର୍ମିକ ଲୋକମାନଙ୍କୁ ନିପାତ କରିବାକୁ ଚାହାଁନ୍ତି।
15 କିନ୍ତୁ ସମାନଙ୍କେର ଧନୁ ଭାଙ୍ଗିୟିବ। ସମାନଙ୍କେର ଖଣ୍ଡା ସମାନଙ୍କେର ନିଜ ହୃଦଯରେ ପ୍ରବେଶ କରିବ।
16 ଧାର୍ମୀକ ଲୋକମାନଙ୍କ ମଧ୍ୟରେ ଅଳ୍ପ ଥିଲେ ବି ତାହା ଦୁଷ୍ଟ ଲୋକମାନଙ୍କ ମଧ୍ୟରେ ଥିବା ଧନୀ ଲୋକମାନଙ୍କ ଅପେକ୍ଷା ଉତ୍ତମ ଅଟେ।
17 କାରଣ ଦୁଷ୍ଟ ଲୋକମାନେ ଧ୍ବଂସ ପାଇବେ। କିନ୍ତୁ ସଦାପ୍ରଭୁ ଧାର୍ମିକ ବ୍ଯକ୍ତିମାନଙ୍କୁ ରକ୍ଷା କରିବେ।
18 ସଦାପ୍ରଭୁ ସର୍ବଦା ସିଦ୍ଧ ଲୋକମାନଙ୍କୁ ସାହାୟ୍ଯ ଓ ସମାନଙ୍କେର ସାରା ଜୀବନ ରକ୍ଷା କରନ୍ତି। ସମାନଙ୍କେର ଅଧିକାର ଅନନ୍ତକାଳ ସ୍ଥାଯୀ ରୁ ହେ।
19 ଯେତବେେଳେ ବିପଦ ଆସେ ସେତବେେଳେ ଧାର୍ମିକ ଲୋକମାନେ ଧ୍ବଂସ ହବେେ ନାହିଁ। ଯେତବେେଳେ ଦୁର୍ଭିକ୍ଷ ପଡ଼ିବ ସେତବେେଳେ ଧାର୍ମିକ ଲେଶକ ପ୍ରଚୁର ଖାଦ୍ୟ ପାଇବେ।
20 କିନ୍ତୁ ଦୁଷ୍ଟ ଲୋକମାନେ ହେଉଛନ୍ତି ସଦାପ୍ରଭୁଙ୍କର ଶତ୍ରୁ ଓ ସହେି ଦୁଷ୍ଟ ଲୋକମାନେ ଧ୍ବଂସ ପାଇବେ। ସମାନଙ୍କେର ଉପତ୍ୟକା ସବୁ ଶୁଖି ଜଳିୟିବ। ସମାନେେ ସୂର୍ଣ୍ଣ ଭାବେ ଧ୍ବଂସ ପାଇବେ।
21 ଦୁଷ୍ଟ ଲୋକ ଖୁବ୍ ଶୀଘ୍ର ଟଙ୍କା ଋଣ କରେ ଓ କବେେ ତାକୁ ପରି ଶାଧେ କରେ ନାହିଁ। କିନ୍ତୁ ଧାର୍ମିକ ବ୍ଯକ୍ତି ତାକୁ ଅନ୍ୟମାନଙ୍କୁ ବାଣ୍ଟି ଦିଏ।
22 ୟଦି ଜଣେ ଧାର୍ମିକ ବ୍ଯକ୍ତି ଲୋକମାନଙ୍କୁ ଆଶୀର୍ବାଦ କରେ ତା' ହେଲେ ପରମେଶ୍ବରଙ୍କ ପ୍ରତିଜ୍ଞା ମୁତାବକ ସମାନେେ ଭୂମି ପାଇବେ। କିନ୍ତୁ ୟଦି ସମାନେେ କୁକର୍ମ ସବୁ ଘଟୁ ବୋଲି କୁହନ୍ତି, ସହେି ଲୋକମାନେ ଧ୍ବଂସ ହବେେ।
23 ସଦାପ୍ରଭୁ ଧାର୍ମିକ ବ୍ଯକ୍ତିକୁ ସତ୍ ମାର୍ଗରେ ଜୀବନ ଧାରଣ କରିବା ପାଇଁ ସାହାୟ୍ଯ କରନ୍ତି। ଯେତବେେଳେ ସେ ତାହା କରେ, ସଦାପ୍ରଭୁ ଖୁସି ହୁଅନ୍ତି।
24 ସମାନେେ ଝୁଣ୍ଟି ପଡ଼ିବେ ନାହିଁ କାରଣ ସଦାପ୍ରଭୁ ସମାନଙ୍କେୁ ସମର୍ଥନ କରନ୍ତି।
25 ମୁଁ ୟୁବା ଥିଲି ଓ ବର୍ତ୍ତମାନ ବୁଢ଼ା ହଲିେଣି ଓ ମୁଁ କବେେ ଦେଖିନାହିଁ ପରମେଶ୍ବର ଧାର୍ମିକ ଲୋକଙ୍କୁ ପରିତ୍ଯାଗ କରନ୍ତି। ମୁଁ କବେେ ଦେଖି ନାହିଁ ୟେ, ଧାର୍ମିକ ବ୍ଯକ୍ତିଙ୍କର ପିଲାମାନେ ଖାଦ୍ୟ ପାଇଁ ଭିକ୍ଷାବୃତ୍ତି କରନ୍ତି।
26 ଧାର୍ମିକ ବ୍ଯକ୍ତି ସବୁକିଛି ଅନ୍ୟମାନଙ୍କୁ ଦଇଦେିଏ। ତଣେୁ ତା'ର ପିଲାମାନେ ଏକ ଆଶୀର୍ବାଦସୂଚକ।
27 ତୁମ୍ଭେ ୟଦି ମନ୍ଦକାର୍ୟ୍ଯ କରିବାକୁ ମନା କର ଓ ୟଦି ତୁମ୍ଭେ ଭଲକାର୍ୟ୍ଯ କର, ତା' ହେଲେ ତୁମ୍ଭେ ନିଶ୍ଚଯ ଚିରଦିନ ପାଇଁ ବଞ୍ଚି ରହିବ।
28 ସଦାପ୍ରଭୁ ନ୍ଯାଯକୁ ଭଲ ପାଆନ୍ତି ଓ ତାଙ୍କର ବିଶ୍ବସ୍ତ ଅନୁସରଣକାରୀମାନଙ୍କୁ ପରିତ୍ଯାଗ କରନ୍ତି ନାହିଁ, ତଣେୁ ସମାନେେ ଚିରଦିନ ସୁରକ୍ଷିତ। କିନ୍ତୁ ଦୁଷ୍ଟ ଲୋକମାନେ ଧ୍ବଂସ ହବେେ।
29 ଧାର୍ମିକ ଲୋକାମନେ ପରମେଶ୍ବରଙ୍କ ମୁତାବକ ରାଜ୍ଯ ପାଇବେ। ସମାନେେ ସଠାେରେ ଚିରଦିନ ବାସ କରିବେ।
30 ଧାର୍ମିକ ବ୍ଯକ୍ତି ଜ୍ଞାନର ଉପଦେଶ ଦିଏ। ତା'ର ନିଷ୍ପତ୍ତି ସମସ୍ତଙ୍କୁ ନ୍ଯାଯ ପ୍ରଦାନ କରେ।
31 ସେ ସଦାପ୍ରଭୁଙ୍କ ଉପଦେଶ ସବୁ ଶିଖିଥାଏ। ତଣେୁ ସେ କବେେ ହେଲେ ସହେି ପଥରୁ ବିଚ୍ଯୁତ ହବେ ନାହିଁ।
32 ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କୁ ସବୁବେଳେ ମାରିବାକୁ ଜଗି ବସିଥାଆନ୍ତି।
33 ସଦାପ୍ରଭୁ କେ ହବେଲେେ ଦୁଷ୍ଟ ଲୋକମାନଙ୍କ ହସ୍ତରେ ଧାର୍ମିକ ଲୋକମାନଙ୍କୁ ଛାଡ଼ି ଦବେେ ନାହିଁ। ପରମେଶ୍ବର କବେେ ହେଲେ ଧାର୍ମିକ ଲୋକମାନଙ୍କୁ ଦୋଷୀ ସାବ୍ଯସ୍ତ କରିବେ ନାହିଁ।
34 ସଦାପ୍ରଭୁଙ୍କର ଅନୁସରଣ କର ଓ ତାଙ୍କ ସାହାୟ୍ଯ ପାଇଁ ଅପେକ୍ଷା କର। ସଦାପ୍ରଭୁ ତୁମ୍ଭକୁ ନିଶ୍ଚିତ ବିଜଯୀ କରାଇବେ ଓ ପରମେଶ୍ବରଙ୍କ ପ୍ରତିଜ୍ଞା ମୁତାବକ ତୁମ୍ଭେ ତୁମ୍ଭର ରାଜ୍ଯ ଫରେି ପାଇବ, ସେତବେେଳେ ଦୁଷ୍ଟ ଲୋକମାନେ ସେ ରାଜ୍ଯ ଛାଡ଼ି ଚାଲିଯିବେ।
35 ମୁଁ ଜଣେ ଦୁଷ୍ଟ ଲୋକଙ୍କୁ ଦେଖିଲି ୟିଏକି ଅତି ଶକ୍ତିଶାଳୀ ଥିଲା। ସେ ଏକ ପୂର୍ଣ୍ଣାଙ୍ଗ ବୃକ୍ଷ ଭଳି ଶକ୍ତିଶାଳୀ ଥିଲା।
36 କିନ୍ତୁ ସେ ଆଜି ନାହିଁ। ମୁଁ ତାଙ୍କୁ ଅନକେ ସ୍ଥାନରେ ଖାଜେିଲି କିନ୍ତୁ ତାଙ୍କୁ ପାଇଲି ନାହିଁ।
37 ସିଦ୍ଧ ଓ ଧାର୍ମିକ ଲୋକ ହୁଅ। ଯେଉଁମାନେ ଶାନ୍ତିକୁ ଭଲପାଆନ୍ତି ସମାନଙ୍କେର ଅନକେ ବଂଶଧର ବଢ଼ି ଚାଲିବେ।
38 କିନ୍ତୁ ଅଧର୍ମାଚାରୀ ଲୋକମାନେ ସୂର୍ଣ୍ଣ ଧ୍ବଂସ ପାଇବେ ଓ ସମାନଙ୍କେର ବଂଶଧରମାନେ ସହେି ସ୍ଥାନ ଛାଡ଼ିବାକୁ ବାଧ୍ଯ ହବେେ।
39 ସଦାପ୍ରଭୁ ସର୍ବଦା ଧାର୍ମିକ ଲୋକକୁ ରକ୍ଷା କରନ୍ତି। ସଦାପ୍ରଭୁ ହିଁ ସହେି ଧାର୍ମିକ ଲୋକମାନଙ୍କର ସଂକଟ ସମଯରେ ଏକମାତ୍ର ବଳ। ଯେତବେେଳେ ସମାନେେ ଅସୁବିଧାରେ ପଡ଼ନ୍ତି।
40 ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ ସାହାୟ୍ଯ କରନ୍ତି ଓ ସମାନଙ୍କେୁ ରକ୍ଷା କରନ୍ତି। ସଦାପ୍ରଭୁ ସହେି ଲୋକମାନଙ୍କୁ ଦୁଷ୍ଟ ଲୋକଙ୍କ କବଳରୁ ରକ୍ଷା କରନ୍ତି କାରଣ ସମାନେେ ତାଙ୍କ ଉପରେ ନିର୍ଭରଶୀଳ।
1 A Psalm of David.
2 Fret not thyself because of evildoers, neither be thou envious against the workers of iniquity.
3 For they shall soon be cut down like the grass, and wither as the green herb.
4 Trust in the Lord, and do good; so shalt thou dwell in the land, and verily thou shalt be fed.
5 Delight thyself also in the Lord; and he shall give thee the desires of thine heart.
6 Commit thy way unto the Lord; trust also in him; and he shall bring it to pass.
7 And he shall bring forth thy righteousness as the light, and thy judgment as the noonday.
8 Rest in the Lord, and wait patiently for him: fret not thyself because of him who prospereth in his way, because of the man who bringeth wicked devices to pass.
9 Cease from anger, and forsake wrath: fret not thyself in any wise to do evil.
10 For evildoers shall be cut off: but those that wait upon the Lord, they shall inherit the earth.
11 For yet a little while, and the wicked shall not be: yea, thou shalt diligently consider his place, and it shall not be.
12 But the meek shall inherit the earth; and shall delight themselves in the abundance of peace.
13 The wicked plotteth against the just, and gnasheth upon him with his teeth.
14 The Lord shall laugh at him: for he seeth that his day is coming.
15 The wicked have drawn out the sword, and have bent their bow, to cast down the poor and needy, and to slay such as be of upright conversation.
16 Their sword shall enter into their own heart, and their bows shall be broken.
17 A little that a righteous man hath is better than the riches of many wicked.
18 For the arms of the wicked shall be broken: but the Lord upholdeth the righteous.
19 The Lord knoweth the days of the upright: and their inheritance shall be for ever.
20 They shall not be ashamed in the evil time: and in the days of famine they shall be satisfied.
21 But the wicked shall perish, and the enemies of the Lord shall be as the fat of lambs: they shall consume; into smoke shall they consume away.
22 The wicked borroweth, and payeth not again: but the righteous sheweth mercy, and giveth.
23 For such as be blessed of him shall inherit the earth; and they that be cursed of him shall be cut off.
24 The steps of a good man are ordered by the Lord: and he delighteth in his way.
25 Though he fall, he shall not be utterly cast down: for the Lord upholdeth him with his hand.
26 I have been young, and now am old; yet have I not seen the righteous forsaken, nor his seed begging bread.
27 He is ever merciful, and lendeth; and his seed is blessed.
28 Depart from evil, and do good; and dwell for evermore.
29 For the Lord loveth judgment, and forsaketh not his saints; they are preserved for ever: but the seed of the wicked shall be cut off.
30 The righteous shall inherit the land, and dwell therein for ever.
31 The mouth of the righteous speaketh wisdom, and his tongue talketh of judgment.
32 The law of his God is in his heart; none of his steps shall slide.
33 The wicked watcheth the righteous, and seeketh to slay him.
34 The Lord will not leave him in his hand, nor condemn him when he is judged.
35 Wait on the Lord, and keep his way, and he shall exalt thee to inherit the land: when the wicked are cut off, thou shalt see it.
36 I have seen the wicked in great power, and spreading himself like a green bay tree.
37 Yet he passed away, and, lo, he was not: yea, I sought him, but he could not be found.
38 Mark the perfect man, and behold the upright: for the end of that man is peace.
39 But the transgressors shall be destroyed together: the end of the wicked shall be cut off.
40 But the salvation of the righteous is of the Lord: he is their strength in the time of trouble.
41 And the Lord shall help them, and deliver them: he shall deliver them from the wicked, and save them, because they trust in him.
Ruth 3 in Tamil and English
1 ਖਲਵਾੜਾ ਫ਼ੇਰ ਰੂਥ ਦੀ ਸੱਸ ਨਾਓਮੀ ਨੇ ਉਸ ਨੂੰ ਆਖਿਆ, “ਮੇਰੀਏ ਧੀਏ, ਮੈਨੂੰ ਤੇਰੇ ਲਈ ਇੱਕ ਚੰਗਾ ਪਤੀ ਲੱਭਣ ਦੇ ਜੋ ਤੇਰੇ ਲਈ ਪ੍ਰਬੰਧ ਕਰੇਗਾ, ਤਾਂ ਜੋ ਤੈਨੂੰ ਸ਼ਾਂਤੀ ਅਤੇ ਅਰਾਮ ਮਿਲ ਸੱਕੇ।
Then Naomi her mother in law said unto her, My daughter, shall I not seek rest for thee, that it may be well with thee?
2 ਹੋ ਸੱਕਦਾ ਬੋਅਜ਼ ਹੀ ਢੁਕਵਾਂ ਆਦਮੀ ਹੋਵੇ। ਬੋਅਜ਼ ਸਾਡਾ ਨਜ਼ਦੀਕੀ ਰਿਸ਼ਤੇਦਾਰ ਹੈ ਅਤੇ ਤੂੰ ਉਸ ਦੀਆਂ ਕਾਮੀਆਂ ਨਾਲ ਕੰਮ ਕੀਤਾ ਹੈ। ਅੱਜ, ਉਹ ਆਪਣੇ ਖਲਵਾੜੇ ਵਿੱਚ ਜੌਂ ਨੂੰ ਫ਼ਟਕ ਰਿਹਾ ਹੋਵੇਗਾ।
And now is not Boaz of our kindred, with whose maidens thou wast? Behold, he winnoweth barley to night in the threshingfloor.
3 ਜਾ ਅਤੇ ਨਹਾ ਕੇ ਅਤਰ ਛਿੜਕ ਲੈ ਚੰਗੇ ਕੱਪੜੇ ਪਾ ਅਤੇ ਖਲਵਾੜੇ ਵੱਲ ਚਲੀ ਜਾ, ਪਰ ਤੂੰ ਓਨੀ ਦੇਰ ਬੋਅਜ਼ ਨੂੰ ਨਜ਼ਰ ਨਾ ਆਵੀਂ ਜਦੋਂ ਤੱਕ ਉਹ ਰਾਤ ਦਾ ਖਾਣਾ ਖਤਮ ਨਾ ਕਰ ਲਵੇ।
Wash thyself therefore, and anoint thee, and put thy raiment upon thee, and get thee down to the floor: but make not thyself known unto the man, until he shall have done eating and drinking.
4 ਖਾਣ ਤੋਂ ਬਾਦ ਉਹ ਅਰਾਮ ਕਰਨ ਲਈ ਲੇਟ ਜਾਵੇਗਾ ਉੱਥੇ ਜਾਵੀਂ ਅਤੇ ਉਸ ਦਿਆਂ ਪੈਰਾਂ ਤੋਂ ਵਸਤਰ ਹਟਾ ਦੇਵੀਂ। ਫ਼ਿਰ ਬੋਅਜ਼ ਨਾਲ ਲੇਟ ਜਾਵੀਂ। ਫ਼ੇਰ ਉਹ ਤੈਨੂੰ ਦੱਸੇਗਾ ਕਿ ਕੀ ਕਰਨਾ ਹੈ।”
And it shall be, when he lieth down, that thou shalt mark the place where he shall lie, and thou shalt go in, and uncover his feet, and lay thee down; and he will tell thee what thou shalt do.
5 ਰੂਥ ਨੇ ਜਵਾਬ ਦਿੱਤਾ, “ਜੋ ਤੁਸੀਂ ਆਖਿਆ ਹੈ ਮੈਂ ਉਵੇਂ ਹੀ ਕਰਾਂਗੀ।”
And she said unto her, All that thou sayest unto me I will do.
6 ਇਸ ਲਈ ਰੂਥ ਖਲਵਾੜੇ ਵੱਲ ਗਈ। ਰੂਥ ਨੇ ਉਹ ਸਭ ਕੁਝ ਕੀਤਾ ਜੋ ਉਸਦੀ ਸੱਸ ਨੇ ਕਰਨ ਲਈ ਆਖਿਆ ਸੀ।
And she went down unto the floor, and did according to all that her mother in law bade her.
7 ਖਾਣ-ਪੀਣ ਤੋਂ ਬਾਦ ਬੋਅਜ਼ ਬਹੁਤ ਸੰਤੁਸ਼ਟ ਹੋ ਗਿਆ। ਬੋਅਜ਼ ਅਨਾਜ ਦੇ ਢੇਰ ਨੇੜੇ ਲੇਟ ਗਿਆ। ਫ਼ੇਰ ਰੂਥ ਬਹੁਤ ਚੁੱਪ-ਚਾਪ ਉਸ ਦੇ ਕੋਲ ਗਈ ਅਤੇ ਉਸ ਦੇ ਪੈਰਾਂ ਤੋਂ ਵਸਤਰ ਹਟਾ ਦਿੱਤਾ। ਰੂਥ ਉਸ ਦੇ ਪੈਰਾਂ ਕੋਲ ਲੇਟ ਗਈ।
And when Boaz had eaten and drunk, and his heart was merry, he went to lie down at the end of the heap of corn: and she came softly, and uncovered his feet, and laid her down.
8 ਅੱਧੀ ਰਾਤ ਵੇਲੇ ਬੋਅਜ਼ ਨੇ ਪਾਸਾ ਪਰਤਿਆ ਆਪਣੀ ਨੀਂਦ ਵਿੱਚ ਅਤੇ ਉੱਠ ਖੜ੍ਹਾ ਹੋਇਆ। ਉਹ ਬਹੁਤ ਹੈਰਾਨ ਹੋ ਗਿਆ। ਉਸ ਦੇ ਪੈਰਾਂ ਨੇੜੇ ਇੱਕ ਔਰਤ ਲੇਟੀ ਹੋਈ ਸੀ।
And it came to pass at midnight, that the man was afraid, and turned himself: and, behold, a woman lay at his feet.
9 ਬੋਅਜ਼ ਨੇ ਆਖਿਆ, “ਤੂੰ ਕੌਣ ਹੈ?” ਉਸ ਨੇ ਆਖਿਆ, “ਮੈਂ ਤੁਹਾਡੀ ਨੌਕਰਾਨੀ ਰੂਥ ਹਾਂ ਮੇਰੇ ਉੱਪਰ ਆਪਣੀ ਚਾਦਰ ਪਾ ਦਿਉ ਤੁਸੀਂ ਮੇਰੇ ਰਾਖੇ ਹੋ।”
And he said, Who art thou? And she answered, I am Ruth thine handmaid: spread therefore thy skirt over thine handmaid; for thou art a near kinsman.
10 ਤਾਂ ਬੋਅਜ਼ ਨੇ ਆਖਿਆ, “ਮੁਟਿਆਰੇ ਯਹੋਵਾਹ ਤੇਰਾ ਭਲਾ ਕਰੇ। ਤੂੰ ਮੇਰੇ ਉੱਤੇ ਮਿਹਰਬਾਨ ਰਹੀਂ ਹੈ ਮੇਰੇ ਲਈ ਤੇਰੀ ਮਿਹਰਬਾਨੀ ਉਸ ਮਿਹਰਬਾਨੀ ਨਾਲੋਂ ਵਡੇਰੀ ਹੈ ਜਿਹੜੀ ਤੂੰ ਸ਼ੁਰੂ ਵਿੱਚ ਨਾਓਮੀ ਉੱਤੇ ਕੀਤੀ ਸੀ। ਤੂੰ ਸ਼ਾਦੀ ਲਈ ਕਿਸੇ ਅਮੀਰ ਜਾਂ ਗਰੀਬ ਜਵਾਨ ਆਦਮੀ ਨੂੰ ਵੀ ਚੁਣ ਸੱਕਦੀ ਸੀ ਪਰ ਤੂੰ ਅਜਿਹਾ ਨਹੀਂ ਕੀਤਾ।
And he said, Blessed be thou of the Lord, my daughter: for thou hast shewed more kindness in the latter end than at the beginning, inasmuch as thou followedst not young men, whether poor or rich.
11 ਹੁਣ, ਮੁਟਿਆਰੇ ਭੈਭੀਤ ਨਾ ਹੋ ਜੋ ਤੂੰ ਆਖੇਗੀ ਮੈਂ ਉਹੀ ਕਰਾਂਗਾ। ਸਾਡੇ ਕਸਬੇ ਦੇ ਸਾਰੇ ਲੋਕ ਜਾਣਦੇ ਹਨ ਕਿ ਤੂੰ ਬਹੁਤ ਚੰਗੀ ਔਰਤ ਹੈ।
And now, my daughter, fear not; I will do to thee all that thou requirest: for all the city of my people doth know that thou art a virtuous woman.
12 ਅਤੇ ਇਹ ਸੱਚ ਹੈ ਕਿ ਮੈਂ ਨਜ਼ਦੀਕੀ ਰਿਸ਼ਤੇਦਾਰ ਹਾਂ। ਪਰ ਇੱਥੇ ਇੱਕ ਆਦਮੀ ਹੈ ਜਿਹੜਾ ਮੇਰੇ ਨਾਲੋਂ ਵੱਧੇਰੇ ਤੇਰਾ ਨਜ਼ਦੀਕੀ ਰਿਸ਼ਤੇਦਾਰ ਹੈ।
And now it is true that I am thy near kinsman: howbeit there is a kinsman nearer than I.
13 ਰਾਤ ਇੱਥੇ ਰੁਕ ਜਾ ਸਵੇਰੇ ਅਸੀਂ ਦੇਖਾਂਗੇ ਕਿ ਕੀ ਉਹ ਤੇਰੀ ਮਦਦ ਕਰੇਗਾ। ਜੇ ਉਹ ਤੇਰੀ ਮਦਦ ਕਰਨ ਦਾ ਫ਼ੈਸਲਾ ਕਰਦਾ ਹੈ ਤਾਂ ਬਹੁਤ ਚੰਗੀ ਗੱਲ ਹੈ। ਜੇ ਉਹ ਮਦਦ ਕਰਨ ਤੋਂ ਇਨਕਾਰ ਕਰਦਾ ਹੈ ਤਾਂ ਮੈਂ ਯਹੋਵਾਹ ਨੂੰ ਹਾਜਰ-ਨਾਜਰ ਸਮਝਕੇ ਇਕਰਾਰ ਕਰਦਾ ਹਾਂ ਕਿ ਮੈਂ ਤੇਰੇ ਨਾਲ ਸ਼ਾਦੀ ਕਰ ਲਵਾਂਗਾ ਅਤੇ ਤੇਰੇ ਲਈ ਅਲੀਮਲਕ ਦੀ ਧਰਤੀ ਵਾਪਸ ਖਰੀਦ ਦੇਵਾਂਗਾ। ਇਸ ਲਈ ਸਵੇਰ ਹੋਣ ਤੱਕ ਇੱਥੇ ਲੇਟੀ ਰਹਿ।”
Tarry this night, and it shall be in the morning, that if he will perform unto thee the part of a kinsman, well; let him do the kinsman’s part: but if he will not do the part of a kinsman to thee, then will I do the part of a kinsman to thee, as the Lord liveth: lie down until the morning.
14 ਇਸ ਲਈ ਰੂਥ ਬੋਅਜ਼ ਦੇ ਪੈਰਾਂ ਨੇੜੇ ਸਵੇਰ ਤੱਕ ਲੇਟੀ ਰਹੀ। ਹਾਲੇ ਹਨੇਰਾ ਹੀ ਸੀ ਜਦੋਂ ਉਹ ਉੱਠ ਖਲੋਤੀ। ਇਸਤੋਂ ਪਹਿਲਾਂ ਕਿ ਇੰਨਾ ਚਾਨਣ ਹੋ ਜਾਵੇ ਕਿ ਲੋਕ ਇੱਕ ਦੂਜੇ ਨੂੰ ਪਛਾਣ ਲੈਣ। ਬੋਅਜ਼ ਨੇ ਉਸ ਨੂੰ ਆਖਿਆ, “ਅਸੀਂ ਇਸ ਗੱਲ ਨੂੰ ਗੁਪਤ ਰੱਖਾਂਗੇ ਕਿ ਤੂੰ ਪਿੱਛਲੀ ਰਾਤ ਮੇਰੇ ਕੋਲ ਆਈ ਸੀ।”
And she lay at his feet until the morning: and she rose up before one could know another. And he said, Let it not be known that a woman came into the floor.
15 ਫ਼ੇਰ ਬੋਅਜ਼ ਨੇ ਆਖਿਆ, “ਆਪਣਾ ਸ਼ੌਲ ਲਿਆ ਅਤੇ ਇਸ ਨੂੰ ਖੋਲ੍ਹ।” ਇਸ ਲਈ ਰੂਥ ਨੇ ਆਪਣੇ ਸ਼ੌਲ ਨੂੰ ਖੋਲ੍ਹਿਆ ਅਤੇ ਬੋਅਜ਼ ਨੇ ਜੌਆਂ ਦੇ ਛੇ ਤੋਂਲ ਲਈ ਅਤੇ ਉਸਦੀ ਸੱਸ ਨਾਓਮੀ ਨੂੰ ਸੁਗਾਤ ਵਜੋਂ ਦੇ ਦਿੱਤੇ। ਫ਼ੇਰ ਉਸ ਨੇ ਇਸ ਨੂੰ ਰੂਥ ਦੇ ਸ਼ੌਲ ਵਿੱਚ ਲਪੇਟ ਕੇ ਅਤੇ ਉਸ ਦੇ ਸਿਰ ਉੱਤੇ ਰੱਖ ਦਿੱਤਾ ਫ਼ੇਰ ਉਹ ਸ਼ਹਿਰ ਨੂੰ ਵਪਸ ਚੱਲਾ ਗਿਆ।
Also he said, Bring the vail that thou hast upon thee, and hold it. And when she held it, he measured six measures of barley, and laid it on her: and she went into the city.
16 ਰੂਥ ਆਪਣੀ ਸੱਸ ਨਾਓਮੀ ਦੇ ਘਰ ਚਲੀ ਗਈ। ਨਾਓਮੀ ਦਰਵਾਜ਼ੇ ਵੱਲ ਗਈ ਅਤੇ ਪੁੱਛਿਆ, “ਕੌਣ ਹੈ?” ਰੂਥ ਘਰ ਚਲੀ ਗਈ। ਨਾਓਮੀ ਨੂੰ ਉਹ ਸਾਰੀ ਗੱਲ ਦੱਸੱਦਿਆਂ ਹੋਇਆ ਜਿਹੜੀ ਬੋਅਜ਼ ਨੇ ਉਸ ਨਾਲ ਕੀਤੀ ਸੀ।
And when she came to her mother in law, she said, Who art thou, my daughter? And she told her all that the man had done to her.
17 ਉਸ ਨੇ ਆਖਿਆ, “ਬੋਅਜ਼ ਨੇ ਮੈਨੂੰ ਇਹ ਜੌਂ ਤੁਹਾਡੇ ਲਈ ਸੁਗਾਤ ਵਜੋਂ ਦਿੱਤੇ ਹਨ ਬੋਅਜ਼ ਨੇ ਆਖਿਆ ਸੀ ਕਿ ਮੈਂ ਤੁਹਾਡੇ ਲਈ ਸੁਗਾਤ ਲਈ ਬਿਨਾ ਘਰ ਨਾ ਜਾਵਾਂ।”
And she said, These six measures of barley gave he me; for he said to me, Go not empty unto thy mother in law.
18 ਨਾਓਮੀ ਨੇ ਆਖਿਆ, “ਧੀਏ ਓਨੀ ਦੇਰ ਤੱਕ ਹੌਂਸਲਾ ਰੱਖ ਜਿੰਨੀ ਦੇਰ ਤੱਕ ਅਸੀਂ ਕੁਝ ਵਾਪਰਨ ਬਾਰੇ ਨਹੀਂ ਸੁਣਦੇ ਬੋਅਜ਼ ਨੂੰ ਓਨੀ ਦੇਰ ਤੱਕ ਚੈਨ ਨਹੀਂ ਆਵੇਗਾ ਜਦੋਂ ਤੱਕ ਕਿ ਉਹ ਗੱਲ ਨਹੀਂ ਕਰ ਲੈਂਦਾ ਜਿਹੜੀ ਉਸ ਨੂੰ ਕਰਨੀ ਚਾਹੀਦੀ ਹੈ। ਅਸੀਂ ਦਿਨ ਮੁੱਕਣ ਤੋਂ ਪਹਿਲਾਂ ਹੀ ਜਾਣ ਲਵਾਂਗੇ ਕਿ ਕੀ ਵਾਪਰੇਗਾ।”
Then said she, Sit still, my daughter, until thou know how the matter will fall: for the man will not be in rest, until he have finished the thing this day.