Sign in / My account

Psalm 43 in Oriya

1 ହେ ପରମେଶ୍ବର, ଜଣେ ଲୋକ ଥିଲା ୟିଏ କି ତୁମ୍ଭର ଆଶ୍ରିତ ନ ଥିଲା। ସହେି ଲୋକଟି ଦୁଷ୍ଟ ବୁଦ୍ଧି ସମ୍ପନ୍ନ ଓ ମିଥ୍ଯା କ ହେ। ହେ ପରମେଶ୍ବର, ସହେି ଲୋକଠାରୁ ମାେତେ ବଞ୍ଚାଅ। ମାେତେ ସାହାୟ୍ଯ କରି ପ୍ରମାଣ କର ୟେ, ମୁଁ ଠିକ୍ ଅଟେ।

2 ହେ ପରମେଶ୍ବର, ତୁମ୍ଭେ ହିଁ ମାରେ ବଳସ୍ବରୂପ। କାହିଁକି ତୁମ୍ଭେ ମାେତେ ଛାଡ଼ି ଚାଲିୟିବ ? କାହିଁକି ମୁଁ ଏତେ ଦୁଃଖ ପାଇବି ? କାରଣ ମାରେ ଶତ୍ରୁର ନିଷ୍ଠୁର ଆଚରଣ ଯୋଗୁଁ।

3 ହେ ପରମେଶ୍ବର, ତୁମ୍ଭର ଆ ଲୋକ ଓ ସତ୍ଯତାର ବାର୍ତ୍ତା ମାେ ନିକଟକୁ ପ୍ରରେିତ ହେଉ। ତୁମ୍ଭର ଆଲୋକ ଓ ସତ୍ଯତା ମାରେ ପଥ ପ୍ରଦର୍ଶକ ହେଉ। ସମାନେେ ମାେତେ ବାଟ ଦଖାଇେ ତୁମ୍ଭର ପବିତ୍ର ପର୍ବତକୁ ନଇେଯିବେ। ସମାନେେ ମାେତେ ତୁମ୍ଭର ପବିତ୍ର ଗୃହକୁ ପଥ ଦଖାଇବେେ।

4 ମୁଁ ପରମେଶ୍ବରଙ୍କ ୟଜ୍ଞବଦେୀ ନିକଟକୁ ଆସିବି। ମୁଁ ପରମେଶ୍ବରଙ୍କ ନିକଟକୁ ୟିବି, ୟିଏ ମାେତେ ସମସ୍ତ ସୁଖ ପ୍ରଦାନ କରିଛନ୍ତି। ସଦାପ୍ରଭୁ ମାରେ ପରମେଶ୍ବର, ମୁଁ ଏହି ବୀଣା ବାଦ୍ଯୟନ୍ତ୍ରରେ ତୁମ୍ଭର ପ୍ରଶଂସା ଗାନ କରିବି।

5 ହେ ମାରେ ପ୍ରାଣ, କାହିଁକି ଏତେ ଦୁଃଖିତ। ମୁଁ କାହିଁକି ଏତେ ଅଧୀର ହେଉଛି। ମୁଁ ପରମେଶ୍ବରଙ୍କ ସାହାୟ୍ଯ ପାଇଁ ଅପେକ୍ଷା କରିବି। ତାଙ୍କୁ ପ୍ରଶଂସା କରିବା ପାଇଁ ମୁଁ ନିଶ୍ଚଯ ସୁଯୋଗ ପାଇବି। ସେ ମାେତେ ରକ୍ଷା କରିବେ।

Psalm 43 Verses

Oriya Bible