Psalm 6

1 ହେ ସଦାପ୍ରଭୁ, ତୁମ୍ଭେ କୋର୍ଧିତ ହାଇେ ମାେତେ ଦଣ୍ଡିତ କର ନାହିଁ। ତୁମ୍ଭେ ବିରକ୍ତ ହାଇେ ମାେତେ ଦଣ୍ଡ ଦିଅ ନାହିଁ।

2 ହେ ସଦାପ୍ରଭୁ, ମାେ ପ୍ରତି ଦୟା କର। ମୁଁ ରୁଗ୍ଣ ଓ ଦୁର୍ବଳ। ମାେତେ ସୁସ୍ଥ କର କାରଣ ମାରେ ଅସ୍ଥିସବୁ କମ୍ପିତ ହେଉଅଛି।

3 ମାରେ ସମଗ୍ର ଶରୀର କମ୍ପୁଅଛି। ହେ ସଦାପ୍ରଭୁ, ଆଉ କେତେ କାଳ ପରେ ତୁମ୍ଭେ ମାେତେ ସୁସ୍ଥ କରିବ।

4 ହେ ସଦାପ୍ରଭୁ, ତୁମ୍ଭେ ଫରେିଆସ ଓ ମାେତେ ପୁନର୍ବାର ଅଧିକ ବଳଶାଳୀ କର। ତୁମ୍ଭେ ଅତ୍ଯନ୍ତ କରୁଣାରେ ମାେତେ ଉଦ୍ଧାର କର।

5 ମୃତ ଲୋକମାନେ ତୁମ୍ଭକୁ ସମାନଙ୍କେର କବରରେ କବେେ ମନେ ପକାନ୍ତି ନାହିଁ। ମୃତମାନେ ତୁମ୍ଭକୁ ପ୍ରଶଂସା କରନ୍ତି ନାହିଁ। ସେଥିପାଇଁ ମାେତେ ରକ୍ଷା କର।

6 ହେ ସଦାପ୍ରଭୁ, ସାରା ରାତି ମୁଁ ତୁମ୍ଭକୁ ପ୍ରାର୍ଥନା କଲି। ମାରେ ବିଛଣା ମାରେ ଲୁହରେ ଭିଜିଗଲା। ମୁଁ ଅତି ଦୁର୍ବଳ ତୁମ୍ଭକୁ କାକୁତ୍ତି କରି ଜଣାଉଛି।

7 ମାରେ ଶତ୍ରୁମାନେ ମାେତେ ବହୁତ ଦୁଃଖ ଦଇେଛନ୍ତି, ୟାହାକି ମାେତେ ବହୁତ ଦୁଃଖୀ କରିଛି। ବର୍ତ୍ତମାନ ମାରେ ଚକ୍ଷୁଦ୍ବଯ ବହୁତ କ୍ରନ୍ଦନ କରିଥିବା ଯୋଗୁଁ କ୍ଷୀଣ।

8 ହେ ଅଧର୍ମୀ ଲୋକସବୁ, ମାେ ନିକଟରୁ ଦୂର ହାଇୟୋଅ। କାରଣ ସଦାପ୍ରଭୁ ମାରେ କ୍ରନ୍ଦନ ଶୁଣିଛନ୍ତି।

9 ସଦାପ୍ରଭୁ ମାରେ ପ୍ରାର୍ଥନା ଶୁଣିଛନ୍ତି। ସଦାପ୍ରଭୁ ମାରେ ପ୍ରାର୍ଥନାକୁ ଗ୍ରହଣ କରିଛନ୍ତି ଓ ମାରେ ପ୍ରାର୍ଥନାର ଉତ୍ତର ମଧ୍ଯ ଦଇେଛନ୍ତି।

10 ମାରେ ସମସ୍ତ ଶତ୍ରୁମାନେ ଲଜ୍ଜିତ ଓ ବ୍ଯାକୁଳ ହବେେ। ଓ ସମାନେେ ସମନ୍ତେ ଲଜ୍ଜିତ ହାଇେ ଏ ସ୍ଥାନ ପରିତ୍ଯାଗ କରିବେ।

1 To the chief Musician on Neginoth upon Sheminith, A Psalm of David.

2 O Lord, rebuke me not in thine anger, neither chasten me in thy hot displeasure.

3 Have mercy upon me, O Lord; for I am weak: O Lord, heal me; for my bones are vexed.

4 My soul is also sore vexed: but thou, O Lord, how long?

5 Return, O Lord, deliver my soul: oh save me for thy mercies’ sake.

6 For in death there is no remembrance of thee: in the grave who shall give thee thanks?

7 I am weary with my groaning; all the night make I my bed to swim; I water my couch with my tears.

8 Mine eye is consumed because of grief; it waxeth old because of all mine enemies.

9 Depart from me, all ye workers of iniquity; for the Lord hath heard the voice of my weeping.

10 The Lord hath heard my supplication; the Lord will receive my prayer.

11 Let all mine enemies be ashamed and sore vexed: let them return and be ashamed suddenly.