Psalm 6:2 ହେ ସଦାପ୍ରଭୁ, ମାେ ପ୍ରତି ଦୟା କର। ମୁଁ ରୁଗ୍ଣ ଓ ଦୁର୍ବଳ। ମାେତେ ସୁସ୍ଥ କର କାରଣ ମାରେ ଅସ୍ଥିସବୁ କମ୍ପିତ ହେଉଅଛି।
Psalm 6:2 in Other Translations
King James Version (KJV) Have mercy upon me, O LORD; for I am weak: O LORD, heal me; for my bones are vexed.
American Standard Version (ASV) Have mercy upon me, O Jehovah; for I am withered away: O Jehovah, heal me; for my bones are troubled.
Bible in Basic English (BBE) Have mercy on me, O Lord, for I am wasted away: make me well, for even my bones are troubled.
Darby English Bible (DBY) Be gracious unto me, Jehovah, for I am withered; Jehovah, heal me, for my bones tremble.
Webster's Bible (WBT) To the chief Musician on Neginoth upon Sheminith, A Psalm of David. O LORD, rebuke me not in thy anger, neither chasten me in thy hot displeasure.
World English Bible (WEB) Have mercy on me, Yahweh, for I am faint. Yahweh, heal me, for my bones are troubled.
Young's Literal Translation (YLT) Favour me, O Jehovah, for I `am' weak, Heal me, O Jehovah, For troubled have been my bones,
Read Full Chapter :
Psalm 6
Cross Reference
ହୋଶେୟ 6:1
ଆସ, ସଦାପ୍ରଭୁଙ୍କ ପାଖକୁ ଫରେିୟିବା। ସେ ଆମ୍ଭକୁ ଆଘାତ କଲେ ଓ ସେ ମଧ୍ଯ ଆମ୍ଭକୁ ସୁସ୍ଥ କରିବେ। ସେ ଆମ୍ଭକୁ କ୍ଷତ ବିକ୍ଷତ କରିଛନ୍ତି ଏବଂ ସେ ଆମ୍ଭର କ୍ଷତ ରେ ପଟି ବାନ୍ଧି ଦବେେ।
ଗଣନା ପୁସ୍ତକ 12:13
ତେଣୁ ମାଶାେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, ହେ ପରମେଶ୍ବର, ବିନଯ କରୁଅଛି, ତାହାକୁ ସୁସ୍ଥ କର।
ଗୀତସଂହିତା 30:2
ହେ ସଦାପ୍ରଭୁ ମାରେ ପରମେଶ୍ବର, ମୁଁ ତୁମ୍ଭକୁ ସାହାୟ୍ଯ ପାଇଁ ପ୍ରାର୍ଥନା କଲି ଓ ତହିଁରେ ତୁମ୍ଭେ ମାେତେ ସୁସ୍ଥ କରିଅଛ।
ଗୀତସଂହିତା 31:10
ମାରେ ଜୀବନ ଦୁଃଖରେ ଶଷେ ହବୋକୁ ଯାଉଛି। ମାରେ ଜୀବନ ଦୁଃଖରେ ସରିୟିବ। ମାରେ ଅସ୍ଥିସବୁ କ୍ଷୀଣ ହାଇେ ଯାଉଛି ଓ ମୁଁ ଅଧିକରୁ ଅଧିକ ଦୁର୍ବଳ ହାଇଯୋଉଛି।
ଆୟୁବ ପୁସ୍ତକ 19:21
ମାେତେ ଦୟା କରନ୍ତୁ। ମାରେ ଶତ୍ରୁଗଣ ମାେତେ ଦୟାକର। କାହିଁକି ? କାରଣ ପରମେଶ୍ବର ମାେ ବିରୁଦ୍ଧ ରେ।
ଆୟୁବ ପୁସ୍ତକ 33:19
କିମ୍ବା ଜଣେ ବ୍ଯକ୍ତି ବିଛଣା ରେ ମଧ୍ଯ ପରମେଶ୍ବରଙ୍କ ବାଣୀ ଶୁଣିପା ରେ ଓ ପରମେଶ୍ବରଙ୍କ ପ୍ରଦତ୍ତ ଦଣ୍ଡ ଓ ୟନ୍ତ୍ରଣା ସହ୍ଯ କରେ। ପରମେଶ୍ବର ବ୍ଯଥାଦ୍ବାରା ସହେି ବ୍ଯକ୍ତିକୁ ଚତାବେନୀ ଦିଅନ୍ତି। ସହେି ବ୍ଯକ୍ତି ଏତେ ୟନ୍ତ୍ରଣା ପାଏ ସତେ ଯମେିତି ତା'ର ସବୁହାଡ଼ କଷ୍ଟ ପାଏ।
ଗୀତସଂହିତା 22:14
ମାରେ ବଳ କ୍ରମେ କ୍ଷୀଣ ହାଇେ ଆସୁଛି, ପାଣି ଭୂମିରେ ଶୋଷିତ ହେଲାପରି ମାରେ ଶକ୍ତି ଚାଲି ଯାଉଛି। ମାରେ ଅସ୍ଥିସବୁ ଭାଙ୍ଗି ଯାଉଛି। ମାରେ ସାହାସ କ୍ରମେ କ୍ଷୀଣ ହାଇେ ଆସୁଛି।
ଗୀତସଂହିତା 32:3
ପ୍ରଭୁ ମୁଁ ବାରମ୍ବାର ତୁମ୍ଭକୁ ପ୍ରାର୍ଥନା କଲି କିନ୍ତୁ ମୁଁ ମାରେ ଗୋପନ ପାପ ବିଷଯରେ ତୁମ୍ଭକୁ କିଛି କହିଲି ନାହିଁ। ମୁଁ କବଳେ ଦୁର୍ବଳ ହାଇେ ପଡ଼ିଲି, ପ୍ରେତ୍ୟକକ ଥର ଯେତବେେଳେ ମୁଁ ପ୍ରାର୍ଥନା କଲି।
ଗୀତସଂହିତା 38:3
ତୁମ୍ଭେ ମାେତେ ଦଣ୍ଡ ଦଲେ। ବର୍ତ୍ତମାନ ମାରେ ସମସ୍ତ ଶରୀର କମ୍ପୁଅଛି। ମାରେ ପାପ ଲାଗି ତୁମ୍ଭେ ମାେତେ ଦଣ୍ଡ ଦଲେ, ତଣେୁ ମାରେ ଅସ୍ଥିରେ କିଛି ଆରାମ ନାହିଁ।
ଆଦି ପୁସ୍ତକ 20:17
ସଦାପ୍ରଭୁ ଅବିମଲକଙ୍କେର ସମସ୍ତ ସ୍ତ୍ରୀଙ୍କୁ ବନ୍ଧ୍ଯା କଲେ। ପରମେଶ୍ବର ଏପରି କଲେ କାରଣ ଅବିମଲକେ ଅବ୍ରହାମଙ୍କ ସ୍ତ୍ରୀ ସାରାଙ୍କୁ ନଇେଥିଲେ।
ଗୀତସଂହିତା 41:3
ସହେି ବ୍ଯକ୍ତିଟି ଯେତବେେଳେ ଅସୁସ୍ଥ ହାଇେ ଖଟରେ ପଡ଼ିରହେ, ସଦାପ୍ରଭୁ ତାକୁ ବଳ ପ୍ରଦାନ କରନ୍ତି। ସହେି ବ୍ଯକ୍ତି ଅସୁସ୍ଥ ହାଇେ ବିଛଣାରେ ପଡ଼ିଲେ, ସଦାପ୍ରଭୁ ତାକୁ ନିଶ୍ଚଯ ଆରୋଗ୍ୟ କରନ୍ତି।
ଗୀତସଂହିତା 51:8
ଆଉ ମାେତେ ଆନନ୍ଦ ପ୍ରଦାନ କରିବା ପରି ସମ୍ବାଦ ଦିଅ। ତୁମ୍ଭ ଦ୍ବାରା ଭଗ୍ନ ଅସ୍ଥି ସବୁ ଆନନ୍ଦରେ ପ୍ରଫୁଲ୍ଲିତ ହବେ।
ଗୀତସଂହିତା 103:13
ୟପରେି ଜଣେ ପିତା ତା'ର ସନ୍ତାନ ପ୍ରତି ପ୍ରମେ କରେ, ସଦାପ୍ରଭୁ ତାଙ୍କର ଅନୁସରଣକାରୀମାନଙ୍କ ପ୍ରତି ସପରେି ଦୟା କରନ୍ତି।
ଯିରିମିୟ 17:14
ହେ ସଦାପ୍ରଭୁ ତୁମ୍ଭେ ମାେତେ ସୁସ୍ଥ କଲେ ମୁଁ ପ୍ରକୃତ ରେ ସୁସ୍ଥ ହବେି। ତୁମ୍ଭେ ଯଦି ମାେତେ ପରିତ୍ରାଣ କର, ତବେେ ମୁଁ ପରିତ୍ରାଣ ପାଇବି। କାରଣ ତୁମ୍ଭେ ମାରେ ପ୍ରଶଂସାର ଭୂମି।
ମାଥିଉଲିଖିତ ସୁସମାଚାର 4:24
ସମଗ୍ର ସୁରିଯା ଦେଶ ରେ ତାହାଙ୍କର ସମାଗ୍ଭର ବ୍ଯାପିଗଲା। ଯେଉଁ ଲୋକମାନେ ବିଭିନ୍ନ ରୋଗ ଓ ଭୟଙ୍କର ପୀଡା ରେ ଭୋଗୁଥିଲେ, ଯାଉଁମାନଙ୍କୁ ଭୂତ କବଳିତ କରିଥିଲା, ଯେଉଁମାନେ ମୃର୍ଚ୍ଛା ରୋଗୀ ଓ ପକ୍ଷଘାତ ରୋଗୀ ଥିଲେ, ସମାନେେ ସମସ୍ତେ ଯୀଶୁଙ୍କ ପାଖକୁ ଆସିବାକୁ ଲାଗିଲେ। ଯୀଶୁ ସମାନଙ୍କେୁ ସୁସ୍ଥ କରି ଦେଲେ।
ଗୀତସଂହିତା 38:7
ମାରେ ଶରୀର ଜ୍ବାଳାରେ ପରିପୂର୍ଣ୍ଣ ଥିଲା। ମାରେ ସମସ୍ତ ଶରୀର ୟନ୍ତ୍ରଣାରେ ଛଟପଟ ହେଉଥିଲା।
ଯାତ୍ରା ପୁସ୍ତକ 15:26
ତା'ପରେ ସେ କହିଲେ, ତୁମ୍ଭେ ଯବେେ ସଦାପ୍ରଭୁ ଆପଣା ପରମେଶ୍ବରଙ୍କ ବାକ୍ଯ ରେ ମନୋୟୋଗ କର ଏବଂ ତାଙ୍କ ଦୃଷ୍ଟି ରେ ଯାହା ଉଚିତ୍ ତାହା କର, ତାଙ୍କର ଆଜ୍ଞା ପାଳନ କର ଏବଂ ତାଙ୍କର ବ୍ଯବସ୍ଥାସବୁ ପାଳନ କର, ତବେେ ମିଶରୀଯମାନେ ଯେଉଁ ସବୁ ରୋଗ ରେ ପିଡୀତ ହେଲେ, ତୁମ୍ଭମାନେେ ସହେି ରୋଗ ରେ ପିଡୀତ ହବେ ନାହିଁ। କାରଣ ମୁଁ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।
ଦିତୀୟ ବିବରଣ 32:39
'ଏବେ ଦେଖ ଆମ୍ଭେ କବଳେ ପରମେଶ୍ବର ଅଟକ୍ସ୍ଟ। ଆଉ କୌଣସି ଅନ୍ୟ ଦବେତା ନାହିଁ। ଆମ୍ଭେ ମରଣ ଦେଉ, ଆମ୍ଭେ ଜୀବଦାନ କରୁ। ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିପାରକ୍ସ୍ଟ। କୌଣସି ବ୍ଯକ୍ତି ଆମ୍ଭ ଶକ୍ତିଠାରକ୍ସ୍ଟ ରକ୍ଷା କରିପାରିବ ନାହିଁ
ଆୟୁବ ପୁସ୍ତକ 5:18
ପରମେଶ୍ବରଙ୍କ ଦଣ୍ଡ ରେ ଯେଉଁ କ୍ଷତ ହୁଏ ପୁଣି ସେ ନିଜେ ସମାନଙ୍କେର କ୍ଷତ ରେ ପଟି ବାନ୍ଧନ୍ତି। ପରମେଶ୍ବର ହୁଏତ ଜଣକୁ ଆଘାତ କରନ୍ତି କିନ୍ତୁ ତାଙ୍କ ହାତ ସୁସ୍ଥତା ମଧ୍ଯ ଆଣେ।