Psalm 67

fullscreen1 ହେ ପରମେଶ୍ବର, ଆମ୍ଭମାନଙ୍କ ଉପରେ ଦୟାକରନ୍ତୁ, ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଏବଂ ଦୟାକରି ଆମ୍ଭମାନଙ୍କ ଉପରେ ପ୍ରସନ୍ନ କରନ୍ତୁ।

fullscreen2 ତା'ପରେ ପୃଥିବୀର ଲୋକେ ତୁମ୍ଭ୍ ବିଷଯରେ ଜାଣିବେ ଏବଂ ସମସ୍ତ ଜାତିଗଣ ତୁମ୍ଭର ଲୋକମାନଙ୍କୁ ରକ୍ଷା କରିବାର ତୁମ୍ଭର ଶକ୍ତିର କ୍ଷମତା ଜାଣିବେ।

fullscreen3 ହେ ପରମେଶ୍ବର, ଗୋଷ୍ଠୀଯମାନେ ତୁମ୍ଭର ପ୍ରଶଂସା କରନ୍ତୁ। ସମସ୍ତ ଲୋକମାନେ ତୁମ୍ଭର ପ୍ରଶଂସା କରନ୍ତୁ।

fullscreen4 ଜାତିଗଣ ଖୁସି ହୁଅ ଓ ଆନନ୍ଦରେ ଜଯଗାନ କର, କାରଣ ତୁମ୍ଭେ ଲୋକମାନଙ୍କୁ ପରଖିବାରେ ସକ୍ଷମ ଅଟ ଓ ତୁମ୍ଭେ ପୃଥିବୀରେ ରାଷ୍ଟ୍ରମାନଙ୍କୁ ଆଗଇେ ନିଅ।

fullscreen5 ହେ ପରମେଶ୍ବର, ଗୋଷ୍ଠୀଯମାନେ ତୁମ୍ଭର ପ୍ରଶଂସା କରନ୍ତୁ। ସମସ୍ତ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।

fullscreen6 ଭୂମି ତା'ର ଫସଲ ଦିଏ। ହେ ପରମେଶ୍ବର, ଆମ୍ଭର ପରମେଶ୍ବର, ଆମ୍ଭକୁ ଆଶୀର୍ବାଦ କରିବା ଚାଲୁ ରଖ।

1 God be merciful unto us, and bless us; and cause his face to shine upon us; Selah.

2 That thy way may be known upon earth, thy saving health among all nations.

3 Let the people praise thee, O God; let all the people praise thee.

4 O let the nations be glad and sing for joy: for thou shalt judge the people righteously, and govern the nations upon earth. Selah.

5 Let the people praise thee, O God; let all the people praise thee.

6 Then shall the earth yield her increase; and God, even our own God, shall bless us.

Psalm 67 in Tamil and English

1 ହେ ପରମେଶ୍ବର, ଆମ୍ଭମାନଙ୍କ ଉପରେ ଦୟାକରନ୍ତୁ, ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଏବଂ ଦୟାକରି ଆମ୍ଭମାନଙ୍କ ଉପରେ ପ୍ରସନ୍ନ କରନ୍ତୁ।
God be merciful unto us, and bless us; and cause his face to shine upon us; Selah.

2 ତା'ପରେ ପୃଥିବୀର ଲୋକେ ତୁମ୍ଭ୍ ବିଷଯରେ ଜାଣିବେ ଏବଂ ସମସ୍ତ ଜାତିଗଣ ତୁମ୍ଭର ଲୋକମାନଙ୍କୁ ରକ୍ଷା କରିବାର ତୁମ୍ଭର ଶକ୍ତିର କ୍ଷମତା ଜାଣିବେ।
That thy way may be known upon earth, thy saving health among all nations.

3 ହେ ପରମେଶ୍ବର, ଗୋଷ୍ଠୀଯମାନେ ତୁମ୍ଭର ପ୍ରଶଂସା କରନ୍ତୁ। ସମସ୍ତ ଲୋକମାନେ ତୁମ୍ଭର ପ୍ରଶଂସା କରନ୍ତୁ।
Let the people praise thee, O God; let all the people praise thee.

4 ଜାତିଗଣ ଖୁସି ହୁଅ ଓ ଆନନ୍ଦରେ ଜଯଗାନ କର, କାରଣ ତୁମ୍ଭେ ଲୋକମାନଙ୍କୁ ପରଖିବାରେ ସକ୍ଷମ ଅଟ ଓ ତୁମ୍ଭେ ପୃଥିବୀରେ ରାଷ୍ଟ୍ରମାନଙ୍କୁ ଆଗଇେ ନିଅ।
O let the nations be glad and sing for joy: for thou shalt judge the people righteously, and govern the nations upon earth. Selah.

5 ହେ ପରମେଶ୍ବର, ଗୋଷ୍ଠୀଯମାନେ ତୁମ୍ଭର ପ୍ରଶଂସା କରନ୍ତୁ। ସମସ୍ତ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।
Let the people praise thee, O God; let all the people praise thee.

6 ଭୂମି ତା'ର ଫସଲ ଦିଏ। ହେ ପରମେଶ୍ବର, ଆମ୍ଭର ପରମେଶ୍ବର, ଆମ୍ଭକୁ ଆଶୀର୍ବାଦ କରିବା ଚାଲୁ ରଖ।
Then shall the earth yield her increase; and God, even our own God, shall bless us.