Psalm 71

1 ହେ ସଦାପ୍ରଭୁ, ମୁଁ ଉଦ୍ଧାର ପାଇଁ ତୁମ୍ଭ ପାଖକୁ ଯାଉଛି। ମାେତେ ନିରାଶ ହବୋକୁ ଦିଅ ନାହିଁ।

2 କାରଣ ତୁମ୍ଭେ ୟଥାର୍ଥ ଅଟ। ମାେତେ ଉଦ୍ଧାର କର ଓ ବଞ୍ଚାଅ। ମାହେର ଗୁହାରି ଶୁଣ ଓ ମାେତେ ଉଦ୍ଧାର କର।

3 ମାରେ ଦୁର୍ଗ ହୁଅ। ତୁମ୍ଭେ ମାେ ପ୍ରତି ଶୈଳ ସ୍ବରୂପ ସୁରକ୍ଷାର ଗଡ଼ ୟାହା ନିକଟକୁ ମୁଁ ଦୌଡ଼ି ୟିବି। ମାରେ ନିରାପଦର ସ୍ଥାନ। ତୁମ୍ଭେ ମାେତେ ପରିତ୍ରାଣ କରିବାକୁ ଆଜ୍ଞା ଦିଅ।

4 ହେ ମାରେ ପରମେଶ୍ବର, ଦୁଷ୍ଟ ଲୋକମାନଙ୍କଠାରୁ ମାେତେ ରକ୍ଷା କର। ଅନ୍ଯାଯକାରୀ ଓ ନିର୍ଦ୍ଦଯ ଲୋକ ହାତରୁ ମାେତେ ରକ୍ଷା କର।

5 ହେ ମାରେ ପ୍ରଭୁ, ସଦାପ୍ରଭୁ ତୁମ୍ଭେ ହିଁ ମାରେ ଭରସା। ମାରେ ବାଲ୍ଯକାଳରୁ ତୁମ୍ଭେ ହିଁ ମାରେ ବିଶ୍ବାସ ଭୂମି।

6 ଗର୍ଭରେ ଥିବା ସମଯରେ ମୁଁ ତୁମ୍ଭ ଉପରେ ନିର୍ଭରଶୀଳ ଥିଲି। ମାତାର ଗର୍ଭରୁ ତୁମ୍ଭେ ମାେତେ ନିରାପତ୍ତା ସହିତ ଆଣିଲ। ମୁଁ ତୁମ୍ଭକୁ ପ୍ରତିଦିନ ପ୍ରଶଂସା କରିଛି।

7 ତୁମ୍ଭେ ହେଉଛି ମାରେ ଦୃଢ଼ ଆଶ୍ରଯ, ତଣେୁ ମୁଁ ଅନକେ ଲୋକମାନଙ୍କର ଉଦାହରଣ ହାଇେଅଛି।

8 ମୁଁ ସର୍ବଦା, ତୁମ୍ଭେ କରିଥିବା ଆଶ୍ଚର୍ୟ୍ଯ କର୍ମ ବିଷଯରେ ଗାନ କରୁଛି।

9 ବୃଦ୍ଧା ଅବସ୍ଥା ହତେୁ ମାେତେ ପରିତ୍ଯାଗ କର ନାହିଁ। ମୁଁ ଦୁର୍ବଳ ହବୋ ସମଯରେ ମାେତେ ପରିତ୍ଯାଗ କର ନାହିଁ।

10 ମାରେ ଶତ୍ରୁମାନେ ମାେ ବିରୁଦ୍ଧରେ ଯୋଜନା କରିଛନ୍ତି। ସହେି ଲୋକମାନେ ଏକତ୍ରୀତ ହେଲେ ଏବଂ ମାେତେ ମାରିବା ପାଇଁ ଯୋଜନା କଲେ।

11 ମାରେ ଶତ୍ରୁମାନେ କହିଲେ, ତାଙ୍କୁ ଅନୁଧାବନ କର ଏବଂ ଧରିଆଣ। ପରମେଶ୍ବର ତାଙ୍କୁ କରିତ୍ଯାଗ କରିଛନ୍ତି। ତଣେୁ ତାଙ୍କୁ କୌଣସି ଲୋକ ଉଦ୍ଧାର କରିବେ ନାହିଁ।

12 ହେ ପରମେଶ୍ବର, ମାେ ପାଖରୁ ଦୂରଇେ ୟାଅ ନାହିଁ, ହେ ପରମେଶ୍ବର ଶୀଘ୍ର ମାେତେ ଉଦ୍ଧାର କର।

13 ମାରେ ଶତ୍ରୁମାନଙ୍କୁ ପରାସ୍ତ କର !ସମାନଙ୍କେୁ ସଂପୂର୍ଣ୍ଣ ଭାବରେ ଧ୍ବଂସ କର। ସମାନେେ ମାେତେ ମାରିବା ପାଇଁ ଚକ୍ରାନ୍ତ କରୁଛନ୍ତି। ସମାନେେ ଅପମାନିତ ହୁଅନ୍ତୁ।

14 କିନ୍ତୁ ମାେ ପକ୍ଷରେ ମୁଁ ନିରନ୍ତର ତୁମ୍ଭ ଉପରେ ବିଶ୍ବାସ ରଖିବି। ଏବଂ ମୁଁ ତୁମ୍ଭକୁ ଅଧିକ ପ୍ରଶଂସା କରିବା ପାଇଁ ପ୍ରସ୍ତୁତ ହବେି।

15 ମୁଁ ଲୋକମାନଙ୍କୁ କହିବି ତୁମ୍ଭେ କିପରି ଉତ୍ତମ ଅଟ। ତୁମ୍ଭେ ମାେତେ କିପରି ଅଗଣିତ ଥର ରକ୍ଷା କରିଥିଲ, ୟପରେିକି କେତେଥର ଗଣତି କରିପାରିବ ନାହିଁ।

16 ହେ ସଦାପ୍ରଭୁ, ମାରେ ପ୍ରଭୁ, ମୁଁ ତୁମ୍ଭର ମହାନତା ବିଷଯରେ କହିବି। ମୁଁ କବଳେ ତୁମ୍ଭର ଉତ୍ତମତା ବିଷଯ ବର୍ଣ୍ଣନା କରିବି।

17 ହେ ପରମେଶ୍ବର, ତୁମ୍ଭେ ମାେତେ ବାଲ୍ଯକାଳରୁ ଶିକ୍ଷା ଦଇେ ଆସୁଅଛି। ମୁଁ ଏପର୍ୟ୍ଯନ୍ତ ତୁମ୍ଭର ଆଶ୍ଚର୍ୟ୍ଯ କ୍ରିଯାସବୁ ଲୋକମାନଙ୍କୁ କହିଛି।

18 ବର୍ତ୍ତମାନ ମୁଁ ବୃଦ୍ଧ ଓ ମାରେ ବାଳ ପାଚିୟାଇଛି। ମାେତେ ପରିତ୍ଯାଗ କର ନାହିଁ, ପରମେଶ୍ବର। ମାେ ସାଙ୍ଗରେ ରୁହ, ମୁଁ ୟପରେି ତୁମ୍ଭର ଶକ୍ତି ଏବଂ ମହାନତା ବିଷଯରେ ଭବିଷ୍ଯତ ବଂଶଧରଙ୍କ ଆଗରେ କହିପାରିବି।

19 ହେ ପରମେଶ୍ବର, ତୁମ୍ଭର ଧର୍ମ ବହୁତ ଉଚ୍ଚ। ହେ ପରମେଶ୍ବର, ତୁମପରି ଆଉ କହେି ପରମେଶ୍ବର ନାହିଁ। ତୁମ୍ଭେ ଅନକେ ଆଶ୍ଚର୍ୟ୍ଯ କର୍ମମାନ କର।

20 ତୁମ୍ଭେ ମାେ ପାଇଁ ବହୁତ ଖରାପ ସମୟ ଓ ଅସୁବିଧା ଦଇେଛ। ମାେ ଜୀବନକୁ ପୁନଃସ୍ଥାପନ କର। ଯେତବେେଳେ ମୁଁ ପ୍ରାଯ ମୃତ ପରି ଥିଲି, ମାେ ଜୀବନକୁ ରକ୍ଷା କଲ।

21 ମାେତେ ସମ୍ମାନ ସହିତ ବିଶାଳ ଆକାରରେ ପୁନଃସ୍ଥାପନ କର ଏବଂ ମାେତେ ପୁଣିଥରେ ସାନ୍ତ୍ବନା ଦିଅ।

22 ତା'ପରେ ହେ ମାରେ ପରମେଶ୍ବର, ମୁଁ ତ୍ରିକୋଣାକାର ବୀଣା ସହିତ ତୁମ୍ଭର ପ୍ରଶଂସା କରିବି। ତୁମ୍ଭ ଉପରେ ଭରସା ରଖାୟାଇ ପାରିବ ବୋଲି ମୁଁ ଗୀତ ଗାଇବି। ତୁମେ ଇଶ୍ରାୟେଲର ପବିତ୍ର ସଦାପ୍ରଭୁ ବୋଲି ମୁଁ ତୁମ୍ଭଙ୍କୁ ବୀଣା ବାଦନ କରି ପ୍ରଶଂସା ଗାନ କରିବି।

23 ତୁମ୍ଭେ ମାେତେ ରକ୍ଷା କର, ମୁଁ ବହୁତ ଖୁସି ଅଟେ। ମୁଁ ନିଜ ଓଷ୍ଠ ଦ୍ବାରା ତୁମ୍ଭ ପ୍ରଶଂସାର ଗୀତ ଗାଇବି।

24 ମାରେ ଜିହ୍ବା ତୁମ୍ଭର ସର୍ବଦା ଉତ୍ତମତା ଗାନ କରିବ, କାରଣ ମାେତେ ହତ୍ଯା କରିବାକୁ ଚାହିଁଥିବା ଲୋକମାନେ ପରାସ୍ତ ଓ ଅପମାନିତ ହବେେ।

1 In thee, O Lord, do I put my trust: let me never be put to confusion.

2 Deliver me in thy righteousness, and cause me to escape: incline thine ear unto me, and save me.

3 Be thou my strong habitation, whereunto I may continually resort: thou hast given commandment to save me; for thou art my rock and my fortress.

4 Deliver me, O my God, out of the hand of the wicked, out of the hand of the unrighteous and cruel man.

5 For thou art my hope, O Lord God: thou art my trust from my youth.

6 By thee have I been holden up from the womb: thou art he that took me out of my mother’s bowels: my praise shall be continually of thee.

7 I am as a wonder unto many; but thou art my strong refuge.

8 Let my mouth be filled with thy praise and with thy honour all the day.

9 Cast me not off in the time of old age; forsake me not when my strength faileth.

10 For mine enemies speak against me; and they that lay wait for my soul take counsel together,

11 Saying, God hath forsaken him: persecute and take him; for there is none to deliver him.

12 O God, be not far from me: O my God, make haste for my help.

13 Let them be confounded and consumed that are adversaries to my soul; let them be covered with reproach and dishonour that seek my hurt.

14 But I will hope continually, and will yet praise thee more and more.

15 My mouth shall shew forth thy righteousness and thy salvation all the day; for I know not the numbers thereof.

16 I will go in the strength of the Lord God: I will make mention of thy righteousness, even of thine only.

17 O God, thou hast taught me from my youth: and hitherto have I declared thy wondrous works.

18 Now also when I am old and grayheaded, O God, forsake me not; until I have shewed thy strength unto this generation, and thy power to every one that is to come.

19 Thy righteousness also, O God, is very high, who hast done great things: O God, who is like unto thee!

20 Thou, which hast shewed me great and sore troubles, shalt quicken me again, and shalt bring me up again from the depths of the earth.

21 Thou shalt increase my greatness, and comfort me on every side.

22 I will also praise thee with the psaltery, even thy truth, O my God: unto thee will I sing with the harp, O thou Holy One of Israel.

23 My lips shall greatly rejoice when I sing unto thee; and my soul, which thou hast redeemed.

24 My tongue also shall talk of thy righteousness all the day long: for they are confounded, for they are brought unto shame, that seek my hurt.

Ruth 3 in Tamil and English

1 ਖਲਵਾੜਾ ਫ਼ੇਰ ਰੂਥ ਦੀ ਸੱਸ ਨਾਓਮੀ ਨੇ ਉਸ ਨੂੰ ਆਖਿਆ, “ਮੇਰੀਏ ਧੀਏ, ਮੈਨੂੰ ਤੇਰੇ ਲਈ ਇੱਕ ਚੰਗਾ ਪਤੀ ਲੱਭਣ ਦੇ ਜੋ ਤੇਰੇ ਲਈ ਪ੍ਰਬੰਧ ਕਰੇਗਾ, ਤਾਂ ਜੋ ਤੈਨੂੰ ਸ਼ਾਂਤੀ ਅਤੇ ਅਰਾਮ ਮਿਲ ਸੱਕੇ।
Then Naomi her mother in law said unto her, My daughter, shall I not seek rest for thee, that it may be well with thee?

2 ਹੋ ਸੱਕਦਾ ਬੋਅਜ਼ ਹੀ ਢੁਕਵਾਂ ਆਦਮੀ ਹੋਵੇ। ਬੋਅਜ਼ ਸਾਡਾ ਨਜ਼ਦੀਕੀ ਰਿਸ਼ਤੇਦਾਰ ਹੈ ਅਤੇ ਤੂੰ ਉਸ ਦੀਆਂ ਕਾਮੀਆਂ ਨਾਲ ਕੰਮ ਕੀਤਾ ਹੈ। ਅੱਜ, ਉਹ ਆਪਣੇ ਖਲਵਾੜੇ ਵਿੱਚ ਜੌਂ ਨੂੰ ਫ਼ਟਕ ਰਿਹਾ ਹੋਵੇਗਾ।
And now is not Boaz of our kindred, with whose maidens thou wast? Behold, he winnoweth barley to night in the threshingfloor.

3 ਜਾ ਅਤੇ ਨਹਾ ਕੇ ਅਤਰ ਛਿੜਕ ਲੈ ਚੰਗੇ ਕੱਪੜੇ ਪਾ ਅਤੇ ਖਲਵਾੜੇ ਵੱਲ ਚਲੀ ਜਾ, ਪਰ ਤੂੰ ਓਨੀ ਦੇਰ ਬੋਅਜ਼ ਨੂੰ ਨਜ਼ਰ ਨਾ ਆਵੀਂ ਜਦੋਂ ਤੱਕ ਉਹ ਰਾਤ ਦਾ ਖਾਣਾ ਖਤਮ ਨਾ ਕਰ ਲਵੇ।
Wash thyself therefore, and anoint thee, and put thy raiment upon thee, and get thee down to the floor: but make not thyself known unto the man, until he shall have done eating and drinking.

4 ਖਾਣ ਤੋਂ ਬਾਦ ਉਹ ਅਰਾਮ ਕਰਨ ਲਈ ਲੇਟ ਜਾਵੇਗਾ ਉੱਥੇ ਜਾਵੀਂ ਅਤੇ ਉਸ ਦਿਆਂ ਪੈਰਾਂ ਤੋਂ ਵਸਤਰ ਹਟਾ ਦੇਵੀਂ। ਫ਼ਿਰ ਬੋਅਜ਼ ਨਾਲ ਲੇਟ ਜਾਵੀਂ। ਫ਼ੇਰ ਉਹ ਤੈਨੂੰ ਦੱਸੇਗਾ ਕਿ ਕੀ ਕਰਨਾ ਹੈ।”
And it shall be, when he lieth down, that thou shalt mark the place where he shall lie, and thou shalt go in, and uncover his feet, and lay thee down; and he will tell thee what thou shalt do.

5 ਰੂਥ ਨੇ ਜਵਾਬ ਦਿੱਤਾ, “ਜੋ ਤੁਸੀਂ ਆਖਿਆ ਹੈ ਮੈਂ ਉਵੇਂ ਹੀ ਕਰਾਂਗੀ।”
And she said unto her, All that thou sayest unto me I will do.

6 ਇਸ ਲਈ ਰੂਥ ਖਲਵਾੜੇ ਵੱਲ ਗਈ। ਰੂਥ ਨੇ ਉਹ ਸਭ ਕੁਝ ਕੀਤਾ ਜੋ ਉਸਦੀ ਸੱਸ ਨੇ ਕਰਨ ਲਈ ਆਖਿਆ ਸੀ।
And she went down unto the floor, and did according to all that her mother in law bade her.

7 ਖਾਣ-ਪੀਣ ਤੋਂ ਬਾਦ ਬੋਅਜ਼ ਬਹੁਤ ਸੰਤੁਸ਼ਟ ਹੋ ਗਿਆ। ਬੋਅਜ਼ ਅਨਾਜ ਦੇ ਢੇਰ ਨੇੜੇ ਲੇਟ ਗਿਆ। ਫ਼ੇਰ ਰੂਥ ਬਹੁਤ ਚੁੱਪ-ਚਾਪ ਉਸ ਦੇ ਕੋਲ ਗਈ ਅਤੇ ਉਸ ਦੇ ਪੈਰਾਂ ਤੋਂ ਵਸਤਰ ਹਟਾ ਦਿੱਤਾ। ਰੂਥ ਉਸ ਦੇ ਪੈਰਾਂ ਕੋਲ ਲੇਟ ਗਈ।
And when Boaz had eaten and drunk, and his heart was merry, he went to lie down at the end of the heap of corn: and she came softly, and uncovered his feet, and laid her down.

8 ਅੱਧੀ ਰਾਤ ਵੇਲੇ ਬੋਅਜ਼ ਨੇ ਪਾਸਾ ਪਰਤਿਆ ਆਪਣੀ ਨੀਂਦ ਵਿੱਚ ਅਤੇ ਉੱਠ ਖੜ੍ਹਾ ਹੋਇਆ। ਉਹ ਬਹੁਤ ਹੈਰਾਨ ਹੋ ਗਿਆ। ਉਸ ਦੇ ਪੈਰਾਂ ਨੇੜੇ ਇੱਕ ਔਰਤ ਲੇਟੀ ਹੋਈ ਸੀ।
And it came to pass at midnight, that the man was afraid, and turned himself: and, behold, a woman lay at his feet.

9 ਬੋਅਜ਼ ਨੇ ਆਖਿਆ, “ਤੂੰ ਕੌਣ ਹੈ?” ਉਸ ਨੇ ਆਖਿਆ, “ਮੈਂ ਤੁਹਾਡੀ ਨੌਕਰਾਨੀ ਰੂਥ ਹਾਂ ਮੇਰੇ ਉੱਪਰ ਆਪਣੀ ਚਾਦਰ ਪਾ ਦਿਉ ਤੁਸੀਂ ਮੇਰੇ ਰਾਖੇ ਹੋ।”
And he said, Who art thou? And she answered, I am Ruth thine handmaid: spread therefore thy skirt over thine handmaid; for thou art a near kinsman.

10 ਤਾਂ ਬੋਅਜ਼ ਨੇ ਆਖਿਆ, “ਮੁਟਿਆਰੇ ਯਹੋਵਾਹ ਤੇਰਾ ਭਲਾ ਕਰੇ। ਤੂੰ ਮੇਰੇ ਉੱਤੇ ਮਿਹਰਬਾਨ ਰਹੀਂ ਹੈ ਮੇਰੇ ਲਈ ਤੇਰੀ ਮਿਹਰਬਾਨੀ ਉਸ ਮਿਹਰਬਾਨੀ ਨਾਲੋਂ ਵਡੇਰੀ ਹੈ ਜਿਹੜੀ ਤੂੰ ਸ਼ੁਰੂ ਵਿੱਚ ਨਾਓਮੀ ਉੱਤੇ ਕੀਤੀ ਸੀ। ਤੂੰ ਸ਼ਾਦੀ ਲਈ ਕਿਸੇ ਅਮੀਰ ਜਾਂ ਗਰੀਬ ਜਵਾਨ ਆਦਮੀ ਨੂੰ ਵੀ ਚੁਣ ਸੱਕਦੀ ਸੀ ਪਰ ਤੂੰ ਅਜਿਹਾ ਨਹੀਂ ਕੀਤਾ।
And he said, Blessed be thou of the Lord, my daughter: for thou hast shewed more kindness in the latter end than at the beginning, inasmuch as thou followedst not young men, whether poor or rich.

11 ਹੁਣ, ਮੁਟਿਆਰੇ ਭੈਭੀਤ ਨਾ ਹੋ ਜੋ ਤੂੰ ਆਖੇਗੀ ਮੈਂ ਉਹੀ ਕਰਾਂਗਾ। ਸਾਡੇ ਕਸਬੇ ਦੇ ਸਾਰੇ ਲੋਕ ਜਾਣਦੇ ਹਨ ਕਿ ਤੂੰ ਬਹੁਤ ਚੰਗੀ ਔਰਤ ਹੈ।
And now, my daughter, fear not; I will do to thee all that thou requirest: for all the city of my people doth know that thou art a virtuous woman.

12 ਅਤੇ ਇਹ ਸੱਚ ਹੈ ਕਿ ਮੈਂ ਨਜ਼ਦੀਕੀ ਰਿਸ਼ਤੇਦਾਰ ਹਾਂ। ਪਰ ਇੱਥੇ ਇੱਕ ਆਦਮੀ ਹੈ ਜਿਹੜਾ ਮੇਰੇ ਨਾਲੋਂ ਵੱਧੇਰੇ ਤੇਰਾ ਨਜ਼ਦੀਕੀ ਰਿਸ਼ਤੇਦਾਰ ਹੈ।
And now it is true that I am thy near kinsman: howbeit there is a kinsman nearer than I.

13 ਰਾਤ ਇੱਥੇ ਰੁਕ ਜਾ ਸਵੇਰੇ ਅਸੀਂ ਦੇਖਾਂਗੇ ਕਿ ਕੀ ਉਹ ਤੇਰੀ ਮਦਦ ਕਰੇਗਾ। ਜੇ ਉਹ ਤੇਰੀ ਮਦਦ ਕਰਨ ਦਾ ਫ਼ੈਸਲਾ ਕਰਦਾ ਹੈ ਤਾਂ ਬਹੁਤ ਚੰਗੀ ਗੱਲ ਹੈ। ਜੇ ਉਹ ਮਦਦ ਕਰਨ ਤੋਂ ਇਨਕਾਰ ਕਰਦਾ ਹੈ ਤਾਂ ਮੈਂ ਯਹੋਵਾਹ ਨੂੰ ਹਾਜਰ-ਨਾਜਰ ਸਮਝਕੇ ਇਕਰਾਰ ਕਰਦਾ ਹਾਂ ਕਿ ਮੈਂ ਤੇਰੇ ਨਾਲ ਸ਼ਾਦੀ ਕਰ ਲਵਾਂਗਾ ਅਤੇ ਤੇਰੇ ਲਈ ਅਲੀਮਲਕ ਦੀ ਧਰਤੀ ਵਾਪਸ ਖਰੀਦ ਦੇਵਾਂਗਾ। ਇਸ ਲਈ ਸਵੇਰ ਹੋਣ ਤੱਕ ਇੱਥੇ ਲੇਟੀ ਰਹਿ।”
Tarry this night, and it shall be in the morning, that if he will perform unto thee the part of a kinsman, well; let him do the kinsman’s part: but if he will not do the part of a kinsman to thee, then will I do the part of a kinsman to thee, as the Lord liveth: lie down until the morning.

14 ਇਸ ਲਈ ਰੂਥ ਬੋਅਜ਼ ਦੇ ਪੈਰਾਂ ਨੇੜੇ ਸਵੇਰ ਤੱਕ ਲੇਟੀ ਰਹੀ। ਹਾਲੇ ਹਨੇਰਾ ਹੀ ਸੀ ਜਦੋਂ ਉਹ ਉੱਠ ਖਲੋਤੀ। ਇਸਤੋਂ ਪਹਿਲਾਂ ਕਿ ਇੰਨਾ ਚਾਨਣ ਹੋ ਜਾਵੇ ਕਿ ਲੋਕ ਇੱਕ ਦੂਜੇ ਨੂੰ ਪਛਾਣ ਲੈਣ। ਬੋਅਜ਼ ਨੇ ਉਸ ਨੂੰ ਆਖਿਆ, “ਅਸੀਂ ਇਸ ਗੱਲ ਨੂੰ ਗੁਪਤ ਰੱਖਾਂਗੇ ਕਿ ਤੂੰ ਪਿੱਛਲੀ ਰਾਤ ਮੇਰੇ ਕੋਲ ਆਈ ਸੀ।”
And she lay at his feet until the morning: and she rose up before one could know another. And he said, Let it not be known that a woman came into the floor.

15 ਫ਼ੇਰ ਬੋਅਜ਼ ਨੇ ਆਖਿਆ, “ਆਪਣਾ ਸ਼ੌਲ ਲਿਆ ਅਤੇ ਇਸ ਨੂੰ ਖੋਲ੍ਹ।” ਇਸ ਲਈ ਰੂਥ ਨੇ ਆਪਣੇ ਸ਼ੌਲ ਨੂੰ ਖੋਲ੍ਹਿਆ ਅਤੇ ਬੋਅਜ਼ ਨੇ ਜੌਆਂ ਦੇ ਛੇ ਤੋਂਲ ਲਈ ਅਤੇ ਉਸਦੀ ਸੱਸ ਨਾਓਮੀ ਨੂੰ ਸੁਗਾਤ ਵਜੋਂ ਦੇ ਦਿੱਤੇ। ਫ਼ੇਰ ਉਸ ਨੇ ਇਸ ਨੂੰ ਰੂਥ ਦੇ ਸ਼ੌਲ ਵਿੱਚ ਲਪੇਟ ਕੇ ਅਤੇ ਉਸ ਦੇ ਸਿਰ ਉੱਤੇ ਰੱਖ ਦਿੱਤਾ ਫ਼ੇਰ ਉਹ ਸ਼ਹਿਰ ਨੂੰ ਵਪਸ ਚੱਲਾ ਗਿਆ।
Also he said, Bring the vail that thou hast upon thee, and hold it. And when she held it, he measured six measures of barley, and laid it on her: and she went into the city.

16 ਰੂਥ ਆਪਣੀ ਸੱਸ ਨਾਓਮੀ ਦੇ ਘਰ ਚਲੀ ਗਈ। ਨਾਓਮੀ ਦਰਵਾਜ਼ੇ ਵੱਲ ਗਈ ਅਤੇ ਪੁੱਛਿਆ, “ਕੌਣ ਹੈ?” ਰੂਥ ਘਰ ਚਲੀ ਗਈ। ਨਾਓਮੀ ਨੂੰ ਉਹ ਸਾਰੀ ਗੱਲ ਦੱਸੱਦਿਆਂ ਹੋਇਆ ਜਿਹੜੀ ਬੋਅਜ਼ ਨੇ ਉਸ ਨਾਲ ਕੀਤੀ ਸੀ।
And when she came to her mother in law, she said, Who art thou, my daughter? And she told her all that the man had done to her.

17 ਉਸ ਨੇ ਆਖਿਆ, “ਬੋਅਜ਼ ਨੇ ਮੈਨੂੰ ਇਹ ਜੌਂ ਤੁਹਾਡੇ ਲਈ ਸੁਗਾਤ ਵਜੋਂ ਦਿੱਤੇ ਹਨ ਬੋਅਜ਼ ਨੇ ਆਖਿਆ ਸੀ ਕਿ ਮੈਂ ਤੁਹਾਡੇ ਲਈ ਸੁਗਾਤ ਲਈ ਬਿਨਾ ਘਰ ਨਾ ਜਾਵਾਂ।”
And she said, These six measures of barley gave he me; for he said to me, Go not empty unto thy mother in law.

18 ਨਾਓਮੀ ਨੇ ਆਖਿਆ, “ਧੀਏ ਓਨੀ ਦੇਰ ਤੱਕ ਹੌਂਸਲਾ ਰੱਖ ਜਿੰਨੀ ਦੇਰ ਤੱਕ ਅਸੀਂ ਕੁਝ ਵਾਪਰਨ ਬਾਰੇ ਨਹੀਂ ਸੁਣਦੇ ਬੋਅਜ਼ ਨੂੰ ਓਨੀ ਦੇਰ ਤੱਕ ਚੈਨ ਨਹੀਂ ਆਵੇਗਾ ਜਦੋਂ ਤੱਕ ਕਿ ਉਹ ਗੱਲ ਨਹੀਂ ਕਰ ਲੈਂਦਾ ਜਿਹੜੀ ਉਸ ਨੂੰ ਕਰਨੀ ਚਾਹੀਦੀ ਹੈ। ਅਸੀਂ ਦਿਨ ਮੁੱਕਣ ਤੋਂ ਪਹਿਲਾਂ ਹੀ ਜਾਣ ਲਵਾਂਗੇ ਕਿ ਕੀ ਵਾਪਰੇਗਾ।”
Then said she, Sit still, my daughter, until thou know how the matter will fall: for the man will not be in rest, until he have finished the thing this day.