Index
Full Screen ?
 

Psalm 72:3 in Oriya

Psalm 72:3 Oriya Bible Psalm Psalm 72

Psalm 72:3
ପର୍ବତ ଏବଂ ପାହାଡ଼ଗୁଡ଼ିକ ଶାନ୍ତି ଏବଂ ନ୍ଯାଯପୂର୍ଣ୍ଣ ବିଚାର କରନ୍ତୁ।

The
mountains
יִשְׂא֤וּyiśʾûyees-OO
shall
bring
הָרִ֓יםhārîmha-REEM
peace
שָׁ֘ל֥וֹםšālômSHA-LOME
people,
the
to
לָעָ֑םlāʿāmla-AM
and
the
little
hills,
וּ֝גְבָע֗וֹתûgĕbāʿôtOO-ɡeh-va-OTE
by
righteousness.
בִּצְדָקָֽה׃biṣdāqâbeets-da-KA

Cross Reference

Isaiah 52:7
ଯେଉଁ ବ୍ଯକ୍ତି ସୁସମାଚାର ଆଣୁଛନ୍ତି, ୟିଏ ଶାନ୍ତି ପ୍ରଚାର କରୁଅଛି, ୟିଏ ମଙ୍ଗଳ ସୁସମାଚାର ଆଣୁଛନ୍ତି, ୟିଏ ପରିତ୍ରାଣ ପ୍ରଚାର କରୁଅଛି ଓ ୟିଏ ସିୟୋନକୁ ତୁମ୍ଭ ପରମେଶ୍ବର ରାଜ୍ଯ କରନ୍ତି ବୋଲି କହୁଅଛି, ସହେି ଶାନ୍ତିଦୂତର ଚରଣ ପର୍ବତଗଣ ଉପ ରେ ସ୍ବାଗତ ଯୋଗ୍ଯ।'

2 Corinthians 5:19
ମାେ କହିବା କଥା ଯେ, ପରମେଶ୍ବର ଖ୍ରୀଷ୍ଟଙ୍କ ହତେୁ ଲୋକମାନଙ୍କର ପାପଗୁଡ଼ିକୁ ଗଣନା ନ କରି, ନିଜକୁ ଜଗତର ଲୋକମାନଙ୍କ ସହିତ ପୁନର୍ମିଳିତ କରୁଛନ୍ତି। କବଳେ ସତେିକି ନୁହେଁ ମାତ୍ର ସେ ଆମ୍ଭମାନଙ୍କୁ, ଲୋକମାନଙ୍କୁ ପୁନର୍ମିଳନର ସମ୍ବାଦ କହିବା ଭାର ଦଇେଛନ୍ତି। ସେଥିପାଇଁ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତିନିଧି ଭାବେ କାମ କରୁଛୁ।

Joel 3:18
ସହେିଦିନ ପର୍ବତଗୁଡିକ ମଧୁର ଦ୍ରାକ୍ଷାରସ କ୍ଷରଣ କରିବେ। ପାହାଡଗୁଡିକରୁ ଦୁଗ୍ଧ ପ୍ରବାହିତ ହବେ। ଯିହୁଦାର ସମସ୍ତ ଶୁଷ୍କ ନଦୀଗୁଡିକ ଜଳପୂର୍ଣ୍ଣ ହବେେ। ସଦାପ୍ରଭୁଙ୍କ ମନ୍ଦିରରୁ ଏକ ଝରଣା ନିର୍ଗତ ହବେ। ତାହା ଶିଟୀମର ଉପତ୍ୟକାକୁ ଜଳମଯ କରିବ।

Daniel 9:24
ହେ ଦାନିୟେଲ, ପରମେଶ୍ବର ସତୁରି ସପ୍ତାହ ତୁମ୍ଭର ଲୋକମାନଙ୍କ ପାଇଁ ଓ ତୁମ୍ଭର ପବିତ୍ର ନଗର ପାଇଁ ନିରୂପଣ କରିଛନ୍ତି। ଏ ସତୁରି ସପ୍ତାହ ନିରୂପଣ ହବୋର ଲକ୍ଷ୍ଯ ଦେଉଛି, ଆଜ୍ଞା ଲଙ୍ଘନରୁ ଏବଂ ପାପରୁ ବିରତ ହବୋ। ଏହାର ଲକ୍ଷ୍ଯ ଲୋକମାନଙ୍କୁ ପ୍ରାଯଶ୍ଚିତ କରିବା ଏବଂ ଅନନ୍ତକାଳସ୍ଥାଯୀ ଧାର୍ମିକତା ଓ ପ୍ରମାଣିକତା ଦର୍ଶନଗୁଡିକ ଓ ଭବିଷ୍ଯଦବାଣୀ ଓ ପବିତ୍ରସ୍ଥାନ ରେ ଉତ୍ସର୍ଗ କରିବା। ଏହା ଲୋକମାନଙ୍କୁ ଲକ୍ଷ୍ଯ କରେ।

Ezekiel 34:13
ଏବଂ ମୁଁ ନାନା ଜାତିମାନଙ୍କ ମଧ୍ଯରୁ ସମାନଙ୍କେୁ ବାହାର କରି ଆଣିବି ଓ ନାନା ଦେଶରୁ ସମାନଙ୍କେୁ ସଂଗ୍ରହ କରି ସମାନଙ୍କେୁ ନିଜ ଦେଶକୁ ଆଣିବି। ଏବଂ ମୁଁ ସମାନଙ୍କେୁ ଇଶ୍ରାୟେଲର ପର୍ବତମାନଙ୍କ ରେ, ଝରଣାଗୁଡ଼ିକ ନିକଟରେ ଓ ଦେଶର ବନ୍ଦୋବସ୍ଥ ସ୍ଥାନଗୁଡ଼ିକରେ ଚରାଇବି।

Isaiah 32:16
ସେତବେେଳେ ପ୍ରାନ୍ତର ରେ ନ୍ଯାଯ ବିଚାର ବାସ କରିବ ଓ ଉର୍ବର କ୍ଷତେ ରେ ଧାର୍ମିକତା ବସତି ସ୍ଥାପନ କରିବ।

Psalm 98:8
ସମୁଦ୍ର ଜଗତ ଓ ତହିଁର ଜୀବ ସକଳ ସମସ୍ତେ ଗାନ କର।

Psalm 96:11
ଆକାଶ ଆନନ୍ଦିତ ହେଉ, ପୃଥିବୀ ଉଲ୍ଲାସ କରୁ। ସମୁଦ୍ର ଓ ତହିଁର ସବୁ ବସ୍ତୁ ଆନନ୍ଦରେ ଗର୍ଜ୍ଜନ କରୁ।

Psalm 85:10
ସ୍ନହପେୂର୍ଣ୍ଣ କରୁଣା ଓ ବିଶ୍ବସ୍ତତା ଦେଶକୁ ପ୍ରତ୍ଯାବର୍ତ୍ତନ କରେ। ଧର୍ମ ଓ ଶାନ୍ତି ପରସ୍ପରକୁ ବନ୍ଧୁପରି ଅଭିନନ୍ଦନ କରନ୍ତି।

Psalm 72:16
କ୍ଷତରେେ ପ୍ରଚୁର ପରିମାଣର ଫସଲ ହେଉ। ପର୍ବତଗୁଡ଼ିକ ମଧ୍ଯ ଫସଲରେ ପୂର୍ଣ୍ଣ ହାଇେ ଲିବାନୋନ୍ କ୍ଷତେ ତୁଲ୍ଯ ଉର୍ବର ହେଉ। କ୍ଷତଗେୁଡ଼ିକ ତୃଣରେ ପୂର୍ଣ୍ଣ ହେଲା ପରି ନଗରଗୁଡ଼ିକ ଜନ ଗହଳିରେ ପୂର୍ଣ୍ଣ ହେଉ।

Psalm 65:12
ମରୁଭୂମି ଓ ପର୍ବତଗୁଡ଼ିକୁ ତୁମ୍ଭେ ସବୁଜ ଘାସରେ ଆଚ୍ଛାଦିତ କର।

Chords Index for Keyboard Guitar