Psalm 73

1 ପରମେଶ୍ବର ସତରେ ଇଶ୍ରାୟେଲର ମଙ୍ଗଳକାରୀ। ଯେଉଁମାନଙ୍କର ହୃଦଯ ପବିତ୍ର ସମାନଙ୍କେ ନିମନ୍ତେ ପରମେଶ୍ବର ମଙ୍ଗଳମଯ ଅଟନ୍ତି।

2 କିନ୍ତୁ ମାେ ଅନୁସାରେ, ମାରେ ପାଦ ପ୍ରାଯ ଖସିଗଲା। ମାରେ ବିଶ୍ବାସ ପ୍ରାଯ ହରାଇଲି।

3 ମୁଁ ଗର୍ବୀ ଓ ଲୋକମାନଙ୍କ ପ୍ରତି ଇର୍ଷାପରାଯଣ ହାଇଗଲିେ, ଯେତବେେଳେ ସମାନେେ କୃତକାର୍ୟ୍ଯ ହେଉଥିବାର ଦେଖିଲି।

4 ସହେି ଲୋକମାନଙ୍କୁ ସୁସ୍ଥ ହାଇେ ବଞ୍ଚିବାକୁ କୌଣସି ସଂଗ୍ରାମ କରିବାକୁ ପଡ଼ୁନାହିଁ।

5 ସହେି ଗର୍ବୀ ଲୋକମାନେ ଅନ୍ୟ ଲୋକଙ୍କ ପରି କୌଣସି କଷ୍ଟରେ ପଡ଼ନ୍ତି ନାହିଁ। ସମାନେେ ଅନ୍ୟ ମନୁଷ୍ଯମାନଙ୍କ ପରି ଦୁଃଖ ପାଆନ୍ତି ନାହିଁ।

6 ସମାନେେ ଗର୍ବକୁ ରାଜାର ହାରପରି ପରିଧାନ କରନ୍ତି ଏବଂ ଆକର୍ଷଣୀଯ ବସ୍ତ୍ର ପିନ୍ଧି ବାହାରକୁ ସୁନ୍ଦର ଦଖାୟୋନ୍ତି।

7 ସମାନେେ ୟାହା ଚାହାଁନ୍ତି ତାହା କରନ୍ତି। ୟଦି ସମାନେେ କିଛି ଦେଖନ୍ତି ଓ ପସନ୍ଦ କରନ୍ତି, ସମାନେେ ତାକୁ ୟେ କୌଣସି ପ୍ରକାରେ ହାସଲ କରିଥାନ୍ତି।

8 ସମାନେେ ଅନ୍ୟମାନଙ୍କୁ ଉପହାସ କରନ୍ତି ଓ ସମାନଙ୍କେ ବିରୁଦ୍ଧରେ କଥାଗୁଡ଼ିକ କହନ୍ତି। ସମାନେେ ଅହଂକାରୀ ଓ ଗର୍ବୀ ଅଟନ୍ତି। ସମାନେେ ଧମକ ଦିଅନ୍ତି ୟେ, ଅନ୍ୟମାନଙ୍କର ଉପକାରୀତାକୁ ଉତ୍ପୀଡ଼ନ କରିବେ।

9 ସହେି ଗର୍ବୀ ଲୋକମାନେ ନିଜକୁ ଦବେତା ବୋଲି ଭାବନ୍ତି। ସମାନେେ ଭାବନ୍ତି ସମାନେେ ହେଉଛନ୍ତି ଏହି ଭୂଖଣ୍ଡର ଅଧିପତି।

10 ଏପରିକି ଧାର୍ମିକ ଲୋକମାନେ ସମାନଙ୍କେ ପ୍ରତି ଆକୃଷ୍ଟ ହୁଅନ୍ତି, ସମାନେେ ୟାହା କୁହନ୍ତି ଏମାନେ ତାହା ପାଳନ କରନ୍ତି।

11 ସହେି ଦୁଷ୍ଟ ଲୋକମାନେ କହନ୍ତି, ପରମେଶ୍ବର ଜାଣି ନାହାଁନ୍ତି ଆମ୍ଭେ ୟାହା କରୁଛୁ। ସର୍ବୋପରିସ୍ଥ ପରମେଶ୍ବର ଏହା ଜାଣନ୍ତି ନାହିଁ!

12 ତାହା ହେଉଛି, ୟାହାକି ଦୁଷ୍ଟମାନେ ଚାହାଁନ୍ତି। ସମାନଙ୍କେ ପାଖରେ ଚିନ୍ତା ନାହିଁ, ଏବଂ ସମାନେେ ଧନୀରୁ ଅଧିକ ଧନୀ ହେଉଛନ୍ତି।

13 କାହିଁକି ମୁଁ ମାରେ ହୃଦଯକୁ ପବିତ୍ର କରିଛି ? କାହିଁକି ନିର୍ଦ୍ ଦୋଷତାରେ ମାରେ ହସ୍ତ ପ୍ରକ୍ଷାଳନ କରିଅଛି ?

14 ପରମେଶ୍ବର, ମୁଁ ଦିନୟାକ ଦୁଃଖ, କଷ୍ଟ ପାଉଅଛି। ପ୍ରତିଦିନ ପ୍ରଭାତରେ ତୁମ୍ଭେ ମାେତେ ଶାସ୍ତି ଦେଉଅଛ।

15 ହେ ପରମେଶ୍ବର, ମୁଁ ଅନ୍ୟମାନଙ୍କୁ ଏ ବିଷଯରେ କହିବା ପାଇଁ ଚାହିଁଥିଲି। କିନ୍ତୁ ମୁଁ ଜାଣିଥିଲି ଏହା ତୁମ୍ଭର ଲୋକମାନଙ୍କ ବିରୁଦ୍ଧରେ ବିଶ୍ବାସଘାତକତା ହାଇେଥାନ୍ତା।

16 ମୁଁ ଏହିକଥା ବୁଝିବାକୁ ବହୁତ ଚେଷ୍ଟା କଲି, କିନ୍ତୁ ଏହା ବୁଝିବା ମାେ ପାଇଁ ଅତି କଷ୍ଟକର ଥିଲା।

17 ଶଷେରେ, ମୁଁ ପରମେଶ୍ବରଙ୍କ ମନ୍ଦିରକୁ ଗଲି ଓ ସମାନଙ୍କେ ପ୍ରତି କ'ଣ ଘଟିବ ବୁଝି ପାରିଲି।

18 ହେ ପରମେଶ୍ବର, ତୁମ୍ଭେ ନିଶ୍ଚିତରେ ସହେି ଲୋକମାନଙ୍କୁ ଏକ ବିପଦପୂର୍ଣ୍ଣ ଅବସ୍ଥାରେ ରଖିଛ। ତୁମ୍ଭେ ସମାନଙ୍କେୁ ଧ୍ବଂସ ମୁଖରୁ ପଲେି ଦିଅ।

19 ହଠାତ୍ ସମାନେେ ଧ୍ବଂସରେ ପଡ଼ିୟାନ୍ତି। ସମାନେେ ଭୟଙ୍କର ଘଟଣାରେ ଲୋପ ପାଇଲେ।

20 ହେ ସଦାପ୍ରଭୁ, ସହେି ଲୋକମାନେ ରାତ୍ରିର ସ୍ବପ୍ନ ପରି, ୟାହାକୁ ଆମ୍ଭେ ଉଠିଲା ମାତ୍ରେ ଭୁଲିଯାଉ। ତୁମ୍ଭେ ଏପରି ଲୋକଙ୍କୁ ସ୍ବପ୍ନରେ ଦେଖିଥିବା ରାକ୍ଷସ ପରି ଅଦୃଶ୍ଯ କରିଦିଅ।

21 ମୁଁ ନିର୍ବୋଧ ଥିଲି, ମୁଁ ଧନୀ ଓ ଦୁଷ୍ଟ ଲୋକମାନଙ୍କ ବିଷଯରେ ଚିନ୍ତା କରି ବ୍ଯାକୁଳିତ ହଲିେ।

22 ପରମେଶ୍ବର ମୁଁ ତୁମ୍ଭ ଉପରେ ରାଗି ନିର୍ ବୋଧ ପଶୁ ପରି ବ୍ଯବହାର କରିଛି।

23 ମୁଁ ସର୍ବଦା ତୁମ୍ଭ ପାଖରେ ଅଛି। ହେ ପରମେଶ୍ବର, ତୁମ୍ଭେ ମାରେ ଦକ୍ଷିଣ ହସ୍ତ ଧରି ସାହାରା ଦଇେଅଛ।

24 ହେ ପରମେଶ୍ବର, ତୁମ୍ଭେ ମାେତେ ଆଗଇେ ନଇେଛ। ତୁମ୍ଭେ ମାେତେ ସୁନ୍ଦର ଉପଦେଶ ଦଇେଅଛ ଓ ଶଷେରେ ତୁମ୍ଭେ ମାେତେ ଗୌରବରେ ଗ୍ରହଣ କରିବ।

25 ହେ ପରମେଶ୍ବର, ସ୍ବର୍ଗରେ ତୁମ୍ଭ ବିନା ମାରେ ଆଉ କହେି ନାହିଁ କାରଣ ତୁମ୍ଭେ ମାେ ପାଖରେ ଅଛ। ଏହି ଭୂମଣ୍ଡଳରେ ମୁଁ କିଛି ଇଚ୍ଛା କରୁ ନାହିଁ।

26 ମାରେ ମନ ଏବଂ ଶରୀର ଦୁର୍ବଳ ହୁଏ, କିନ୍ତୁ ପରମେଶ୍ବର ଅନନ୍ତକାଳ ମାେ ହୃଦଯକୁ ଓ ମାେତେ ସ୍ଥାଯୀତ୍ବ ଦିଅନ୍ତି।

27 ହେ ପରମେଶ୍ବର, ୟେ ତୁମ୍ଭକୁ ଛାଡ଼ିବ ସେ ବିନଷ୍ଟ ହବେ। ତୁମ୍ଭେ ସହେି ଲୋକମାନଙ୍କୁ ଧ୍ବଂସ କର ଯେଉଁମାନେ ତୁମ୍ଭ ପ୍ରତି ବିଶ୍ବସ୍ତ ନୁହଁନ୍ତି।

28 ପରମେଶ୍ବରଙ୍କର ନିକଟବର୍ତ୍ତୀ ହବୋରେ ମାରେ ମଙ୍ଗଳ। ସଦାପ୍ରଭୁ ମାରେ ପ୍ରଭୁ, ହଁ ମାରେ ସୁରକ୍ଷାର ଦୁର୍ଗ। ହେ ପରମେଶ୍ବର ତୁମ୍ଭେ କରିଥିବା ସମସ୍ତ କର୍ମକୁ ମୁଁ ବର୍ଣ୍ଣନା କରିବି।

1 A Psalm of Asaph.

2 Truly God is good to Israel, even to such as are of a clean heart.

3 But as for me, my feet were almost gone; my steps had well nigh slipped.

4 For I was envious at the foolish, when I saw the prosperity of the wicked.

5 For there are no bands in their death: but their strength is firm.

6 They are not in trouble as other men; neither are they plagued like other men.

7 Therefore pride compasseth them about as a chain; violence covereth them as a garment.

8 Their eyes stand out with fatness: they have more than heart could wish.

9 They are corrupt, and speak wickedly concerning oppression: they speak loftily.

10 They set their mouth against the heavens, and their tongue walketh through the earth.

11 Therefore his people return hither: and waters of a full cup are wrung out to them.

12 And they say, How doth God know? and is there knowledge in the most High?

13 Behold, these are the ungodly, who prosper in the world; they increase in riches.

14 Verily I have cleansed my heart in vain, and washed my hands in innocency.

15 For all the day long have I been plagued, and chastened every morning.

16 If I say, I will speak thus; behold, I should offend against the generation of thy children.

17 When I thought to know this, it was too painful for me;

18 Until I went into the sanctuary of God; then understood I their end.

19 Surely thou didst set them in slippery places: thou castedst them down into destruction.

20 How are they brought into desolation, as in a moment! they are utterly consumed with terrors.

21 As a dream when one awaketh; so, O Lord, when thou awakest, thou shalt despise their image.

22 Thus my heart was grieved, and I was pricked in my reins.

23 So foolish was I, and ignorant: I was as a beast before thee.

24 Nevertheless I am continually with thee: thou hast holden me by my right hand.

25 Thou shalt guide me with thy counsel, and afterward receive me to glory.

26 Whom have I in heaven but thee? and there is none upon earth that I desire beside thee.

27 My flesh and my heart faileth: but God is the strength of my heart, and my portion for ever.

28 For, lo, they that are far from thee shall perish: thou hast destroyed all them that go a whoring from thee.

29 But it is good for me to draw near to God: I have put my trust in the Lord God, that I may declare all thy works.

Ruth 3 in Tamil and English

1 ਖਲਵਾੜਾ ਫ਼ੇਰ ਰੂਥ ਦੀ ਸੱਸ ਨਾਓਮੀ ਨੇ ਉਸ ਨੂੰ ਆਖਿਆ, “ਮੇਰੀਏ ਧੀਏ, ਮੈਨੂੰ ਤੇਰੇ ਲਈ ਇੱਕ ਚੰਗਾ ਪਤੀ ਲੱਭਣ ਦੇ ਜੋ ਤੇਰੇ ਲਈ ਪ੍ਰਬੰਧ ਕਰੇਗਾ, ਤਾਂ ਜੋ ਤੈਨੂੰ ਸ਼ਾਂਤੀ ਅਤੇ ਅਰਾਮ ਮਿਲ ਸੱਕੇ।
Then Naomi her mother in law said unto her, My daughter, shall I not seek rest for thee, that it may be well with thee?

2 ਹੋ ਸੱਕਦਾ ਬੋਅਜ਼ ਹੀ ਢੁਕਵਾਂ ਆਦਮੀ ਹੋਵੇ। ਬੋਅਜ਼ ਸਾਡਾ ਨਜ਼ਦੀਕੀ ਰਿਸ਼ਤੇਦਾਰ ਹੈ ਅਤੇ ਤੂੰ ਉਸ ਦੀਆਂ ਕਾਮੀਆਂ ਨਾਲ ਕੰਮ ਕੀਤਾ ਹੈ। ਅੱਜ, ਉਹ ਆਪਣੇ ਖਲਵਾੜੇ ਵਿੱਚ ਜੌਂ ਨੂੰ ਫ਼ਟਕ ਰਿਹਾ ਹੋਵੇਗਾ।
And now is not Boaz of our kindred, with whose maidens thou wast? Behold, he winnoweth barley to night in the threshingfloor.

3 ਜਾ ਅਤੇ ਨਹਾ ਕੇ ਅਤਰ ਛਿੜਕ ਲੈ ਚੰਗੇ ਕੱਪੜੇ ਪਾ ਅਤੇ ਖਲਵਾੜੇ ਵੱਲ ਚਲੀ ਜਾ, ਪਰ ਤੂੰ ਓਨੀ ਦੇਰ ਬੋਅਜ਼ ਨੂੰ ਨਜ਼ਰ ਨਾ ਆਵੀਂ ਜਦੋਂ ਤੱਕ ਉਹ ਰਾਤ ਦਾ ਖਾਣਾ ਖਤਮ ਨਾ ਕਰ ਲਵੇ।
Wash thyself therefore, and anoint thee, and put thy raiment upon thee, and get thee down to the floor: but make not thyself known unto the man, until he shall have done eating and drinking.

4 ਖਾਣ ਤੋਂ ਬਾਦ ਉਹ ਅਰਾਮ ਕਰਨ ਲਈ ਲੇਟ ਜਾਵੇਗਾ ਉੱਥੇ ਜਾਵੀਂ ਅਤੇ ਉਸ ਦਿਆਂ ਪੈਰਾਂ ਤੋਂ ਵਸਤਰ ਹਟਾ ਦੇਵੀਂ। ਫ਼ਿਰ ਬੋਅਜ਼ ਨਾਲ ਲੇਟ ਜਾਵੀਂ। ਫ਼ੇਰ ਉਹ ਤੈਨੂੰ ਦੱਸੇਗਾ ਕਿ ਕੀ ਕਰਨਾ ਹੈ।”
And it shall be, when he lieth down, that thou shalt mark the place where he shall lie, and thou shalt go in, and uncover his feet, and lay thee down; and he will tell thee what thou shalt do.

5 ਰੂਥ ਨੇ ਜਵਾਬ ਦਿੱਤਾ, “ਜੋ ਤੁਸੀਂ ਆਖਿਆ ਹੈ ਮੈਂ ਉਵੇਂ ਹੀ ਕਰਾਂਗੀ।”
And she said unto her, All that thou sayest unto me I will do.

6 ਇਸ ਲਈ ਰੂਥ ਖਲਵਾੜੇ ਵੱਲ ਗਈ। ਰੂਥ ਨੇ ਉਹ ਸਭ ਕੁਝ ਕੀਤਾ ਜੋ ਉਸਦੀ ਸੱਸ ਨੇ ਕਰਨ ਲਈ ਆਖਿਆ ਸੀ।
And she went down unto the floor, and did according to all that her mother in law bade her.

7 ਖਾਣ-ਪੀਣ ਤੋਂ ਬਾਦ ਬੋਅਜ਼ ਬਹੁਤ ਸੰਤੁਸ਼ਟ ਹੋ ਗਿਆ। ਬੋਅਜ਼ ਅਨਾਜ ਦੇ ਢੇਰ ਨੇੜੇ ਲੇਟ ਗਿਆ। ਫ਼ੇਰ ਰੂਥ ਬਹੁਤ ਚੁੱਪ-ਚਾਪ ਉਸ ਦੇ ਕੋਲ ਗਈ ਅਤੇ ਉਸ ਦੇ ਪੈਰਾਂ ਤੋਂ ਵਸਤਰ ਹਟਾ ਦਿੱਤਾ। ਰੂਥ ਉਸ ਦੇ ਪੈਰਾਂ ਕੋਲ ਲੇਟ ਗਈ।
And when Boaz had eaten and drunk, and his heart was merry, he went to lie down at the end of the heap of corn: and she came softly, and uncovered his feet, and laid her down.

8 ਅੱਧੀ ਰਾਤ ਵੇਲੇ ਬੋਅਜ਼ ਨੇ ਪਾਸਾ ਪਰਤਿਆ ਆਪਣੀ ਨੀਂਦ ਵਿੱਚ ਅਤੇ ਉੱਠ ਖੜ੍ਹਾ ਹੋਇਆ। ਉਹ ਬਹੁਤ ਹੈਰਾਨ ਹੋ ਗਿਆ। ਉਸ ਦੇ ਪੈਰਾਂ ਨੇੜੇ ਇੱਕ ਔਰਤ ਲੇਟੀ ਹੋਈ ਸੀ।
And it came to pass at midnight, that the man was afraid, and turned himself: and, behold, a woman lay at his feet.

9 ਬੋਅਜ਼ ਨੇ ਆਖਿਆ, “ਤੂੰ ਕੌਣ ਹੈ?” ਉਸ ਨੇ ਆਖਿਆ, “ਮੈਂ ਤੁਹਾਡੀ ਨੌਕਰਾਨੀ ਰੂਥ ਹਾਂ ਮੇਰੇ ਉੱਪਰ ਆਪਣੀ ਚਾਦਰ ਪਾ ਦਿਉ ਤੁਸੀਂ ਮੇਰੇ ਰਾਖੇ ਹੋ।”
And he said, Who art thou? And she answered, I am Ruth thine handmaid: spread therefore thy skirt over thine handmaid; for thou art a near kinsman.

10 ਤਾਂ ਬੋਅਜ਼ ਨੇ ਆਖਿਆ, “ਮੁਟਿਆਰੇ ਯਹੋਵਾਹ ਤੇਰਾ ਭਲਾ ਕਰੇ। ਤੂੰ ਮੇਰੇ ਉੱਤੇ ਮਿਹਰਬਾਨ ਰਹੀਂ ਹੈ ਮੇਰੇ ਲਈ ਤੇਰੀ ਮਿਹਰਬਾਨੀ ਉਸ ਮਿਹਰਬਾਨੀ ਨਾਲੋਂ ਵਡੇਰੀ ਹੈ ਜਿਹੜੀ ਤੂੰ ਸ਼ੁਰੂ ਵਿੱਚ ਨਾਓਮੀ ਉੱਤੇ ਕੀਤੀ ਸੀ। ਤੂੰ ਸ਼ਾਦੀ ਲਈ ਕਿਸੇ ਅਮੀਰ ਜਾਂ ਗਰੀਬ ਜਵਾਨ ਆਦਮੀ ਨੂੰ ਵੀ ਚੁਣ ਸੱਕਦੀ ਸੀ ਪਰ ਤੂੰ ਅਜਿਹਾ ਨਹੀਂ ਕੀਤਾ।
And he said, Blessed be thou of the Lord, my daughter: for thou hast shewed more kindness in the latter end than at the beginning, inasmuch as thou followedst not young men, whether poor or rich.

11 ਹੁਣ, ਮੁਟਿਆਰੇ ਭੈਭੀਤ ਨਾ ਹੋ ਜੋ ਤੂੰ ਆਖੇਗੀ ਮੈਂ ਉਹੀ ਕਰਾਂਗਾ। ਸਾਡੇ ਕਸਬੇ ਦੇ ਸਾਰੇ ਲੋਕ ਜਾਣਦੇ ਹਨ ਕਿ ਤੂੰ ਬਹੁਤ ਚੰਗੀ ਔਰਤ ਹੈ।
And now, my daughter, fear not; I will do to thee all that thou requirest: for all the city of my people doth know that thou art a virtuous woman.

12 ਅਤੇ ਇਹ ਸੱਚ ਹੈ ਕਿ ਮੈਂ ਨਜ਼ਦੀਕੀ ਰਿਸ਼ਤੇਦਾਰ ਹਾਂ। ਪਰ ਇੱਥੇ ਇੱਕ ਆਦਮੀ ਹੈ ਜਿਹੜਾ ਮੇਰੇ ਨਾਲੋਂ ਵੱਧੇਰੇ ਤੇਰਾ ਨਜ਼ਦੀਕੀ ਰਿਸ਼ਤੇਦਾਰ ਹੈ।
And now it is true that I am thy near kinsman: howbeit there is a kinsman nearer than I.

13 ਰਾਤ ਇੱਥੇ ਰੁਕ ਜਾ ਸਵੇਰੇ ਅਸੀਂ ਦੇਖਾਂਗੇ ਕਿ ਕੀ ਉਹ ਤੇਰੀ ਮਦਦ ਕਰੇਗਾ। ਜੇ ਉਹ ਤੇਰੀ ਮਦਦ ਕਰਨ ਦਾ ਫ਼ੈਸਲਾ ਕਰਦਾ ਹੈ ਤਾਂ ਬਹੁਤ ਚੰਗੀ ਗੱਲ ਹੈ। ਜੇ ਉਹ ਮਦਦ ਕਰਨ ਤੋਂ ਇਨਕਾਰ ਕਰਦਾ ਹੈ ਤਾਂ ਮੈਂ ਯਹੋਵਾਹ ਨੂੰ ਹਾਜਰ-ਨਾਜਰ ਸਮਝਕੇ ਇਕਰਾਰ ਕਰਦਾ ਹਾਂ ਕਿ ਮੈਂ ਤੇਰੇ ਨਾਲ ਸ਼ਾਦੀ ਕਰ ਲਵਾਂਗਾ ਅਤੇ ਤੇਰੇ ਲਈ ਅਲੀਮਲਕ ਦੀ ਧਰਤੀ ਵਾਪਸ ਖਰੀਦ ਦੇਵਾਂਗਾ। ਇਸ ਲਈ ਸਵੇਰ ਹੋਣ ਤੱਕ ਇੱਥੇ ਲੇਟੀ ਰਹਿ।”
Tarry this night, and it shall be in the morning, that if he will perform unto thee the part of a kinsman, well; let him do the kinsman’s part: but if he will not do the part of a kinsman to thee, then will I do the part of a kinsman to thee, as the Lord liveth: lie down until the morning.

14 ਇਸ ਲਈ ਰੂਥ ਬੋਅਜ਼ ਦੇ ਪੈਰਾਂ ਨੇੜੇ ਸਵੇਰ ਤੱਕ ਲੇਟੀ ਰਹੀ। ਹਾਲੇ ਹਨੇਰਾ ਹੀ ਸੀ ਜਦੋਂ ਉਹ ਉੱਠ ਖਲੋਤੀ। ਇਸਤੋਂ ਪਹਿਲਾਂ ਕਿ ਇੰਨਾ ਚਾਨਣ ਹੋ ਜਾਵੇ ਕਿ ਲੋਕ ਇੱਕ ਦੂਜੇ ਨੂੰ ਪਛਾਣ ਲੈਣ। ਬੋਅਜ਼ ਨੇ ਉਸ ਨੂੰ ਆਖਿਆ, “ਅਸੀਂ ਇਸ ਗੱਲ ਨੂੰ ਗੁਪਤ ਰੱਖਾਂਗੇ ਕਿ ਤੂੰ ਪਿੱਛਲੀ ਰਾਤ ਮੇਰੇ ਕੋਲ ਆਈ ਸੀ।”
And she lay at his feet until the morning: and she rose up before one could know another. And he said, Let it not be known that a woman came into the floor.

15 ਫ਼ੇਰ ਬੋਅਜ਼ ਨੇ ਆਖਿਆ, “ਆਪਣਾ ਸ਼ੌਲ ਲਿਆ ਅਤੇ ਇਸ ਨੂੰ ਖੋਲ੍ਹ।” ਇਸ ਲਈ ਰੂਥ ਨੇ ਆਪਣੇ ਸ਼ੌਲ ਨੂੰ ਖੋਲ੍ਹਿਆ ਅਤੇ ਬੋਅਜ਼ ਨੇ ਜੌਆਂ ਦੇ ਛੇ ਤੋਂਲ ਲਈ ਅਤੇ ਉਸਦੀ ਸੱਸ ਨਾਓਮੀ ਨੂੰ ਸੁਗਾਤ ਵਜੋਂ ਦੇ ਦਿੱਤੇ। ਫ਼ੇਰ ਉਸ ਨੇ ਇਸ ਨੂੰ ਰੂਥ ਦੇ ਸ਼ੌਲ ਵਿੱਚ ਲਪੇਟ ਕੇ ਅਤੇ ਉਸ ਦੇ ਸਿਰ ਉੱਤੇ ਰੱਖ ਦਿੱਤਾ ਫ਼ੇਰ ਉਹ ਸ਼ਹਿਰ ਨੂੰ ਵਪਸ ਚੱਲਾ ਗਿਆ।
Also he said, Bring the vail that thou hast upon thee, and hold it. And when she held it, he measured six measures of barley, and laid it on her: and she went into the city.

16 ਰੂਥ ਆਪਣੀ ਸੱਸ ਨਾਓਮੀ ਦੇ ਘਰ ਚਲੀ ਗਈ। ਨਾਓਮੀ ਦਰਵਾਜ਼ੇ ਵੱਲ ਗਈ ਅਤੇ ਪੁੱਛਿਆ, “ਕੌਣ ਹੈ?” ਰੂਥ ਘਰ ਚਲੀ ਗਈ। ਨਾਓਮੀ ਨੂੰ ਉਹ ਸਾਰੀ ਗੱਲ ਦੱਸੱਦਿਆਂ ਹੋਇਆ ਜਿਹੜੀ ਬੋਅਜ਼ ਨੇ ਉਸ ਨਾਲ ਕੀਤੀ ਸੀ।
And when she came to her mother in law, she said, Who art thou, my daughter? And she told her all that the man had done to her.

17 ਉਸ ਨੇ ਆਖਿਆ, “ਬੋਅਜ਼ ਨੇ ਮੈਨੂੰ ਇਹ ਜੌਂ ਤੁਹਾਡੇ ਲਈ ਸੁਗਾਤ ਵਜੋਂ ਦਿੱਤੇ ਹਨ ਬੋਅਜ਼ ਨੇ ਆਖਿਆ ਸੀ ਕਿ ਮੈਂ ਤੁਹਾਡੇ ਲਈ ਸੁਗਾਤ ਲਈ ਬਿਨਾ ਘਰ ਨਾ ਜਾਵਾਂ।”
And she said, These six measures of barley gave he me; for he said to me, Go not empty unto thy mother in law.

18 ਨਾਓਮੀ ਨੇ ਆਖਿਆ, “ਧੀਏ ਓਨੀ ਦੇਰ ਤੱਕ ਹੌਂਸਲਾ ਰੱਖ ਜਿੰਨੀ ਦੇਰ ਤੱਕ ਅਸੀਂ ਕੁਝ ਵਾਪਰਨ ਬਾਰੇ ਨਹੀਂ ਸੁਣਦੇ ਬੋਅਜ਼ ਨੂੰ ਓਨੀ ਦੇਰ ਤੱਕ ਚੈਨ ਨਹੀਂ ਆਵੇਗਾ ਜਦੋਂ ਤੱਕ ਕਿ ਉਹ ਗੱਲ ਨਹੀਂ ਕਰ ਲੈਂਦਾ ਜਿਹੜੀ ਉਸ ਨੂੰ ਕਰਨੀ ਚਾਹੀਦੀ ਹੈ। ਅਸੀਂ ਦਿਨ ਮੁੱਕਣ ਤੋਂ ਪਹਿਲਾਂ ਹੀ ਜਾਣ ਲਵਾਂਗੇ ਕਿ ਕੀ ਵਾਪਰੇਗਾ।”
Then said she, Sit still, my daughter, until thou know how the matter will fall: for the man will not be in rest, until he have finished the thing this day.