Bible

Psalm 77 - BBE (Oriya)

1 <To the chief music-maker. After Jeduthun. Of Asaph. A Psalm.> I was crying to God with my voice; even to God with my voice, and he gave ear to me.ମୁଁ, ସ୍ବର ସହିତ ପରମେଶ୍ବରଙ୍କୁ ସାହାୟ୍ଯ ପାଇଁ କ୍ରନ୍ଦନ କରିବି। ମୁଁ ପରମେଶ୍ବରଙ୍କ ଠାରେ କ୍ରନ୍ଦନ କରିବି ୟେ, ସେ ମାେ ଗୁହାରି ପ୍ରତି କର୍ଣ୍ଣପାତ କରିବେ।

2 In the day of my trouble, my heart was turned to the Lord: my hand was stretched out in the night without resting; my soul would not be comforted.ବିପଦ ସମଯରେ ମୁଁ ମାରେ ପ୍ରଭୁଙ୍କୁ ସାହାୟ୍ଯ ପାଇଁ ଚାହିଁଅଛି। ରାତିସାରା ମୁଁ ପ୍ରାର୍ଥନା କରି ହାତ ବଢ଼ାଇଅଛି। କିନ୍ତୁ ମୁଁ ଆଶ୍ବାସନା ପାଇଲି ନାହିଁ।

3 I will keep God in memory, with sounds of grief; my thoughts are troubled, and my spirit is overcome. (Selah.)ମୁଁ ପରମେଶ୍ବରଙ୍କୁ ସ୍ମରଣ କରି, ମୁଁ ତାଙ୍କୁ ମାରେ ଅନୁଭୂତି କହିବାକୁ ଚେଷ୍ଟା କରିଛି। କିନ୍ତୁ ମୁଁ ପାରୁ ନାହିଁ।

4 You keep my eyes from sleep; I am so troubled that no words come.ତୁମ୍ଭେ ମାେ ଚକ୍ଷୁକୁ ଉଜାଗର କରି ରଖୁଅଛ। ମୁଁ ଏମନ୍ତ ବ୍ଯାକୁଳ ୟେ କଥା କହିପାରୁ ନାହିଁ।

5 My thoughts go back to the days of the past, to the years which are gone.ବହୁତ ଆଗରୁ ଘଟିୟାଇଥିବା ଘଟଣା ବିଷଯରେ ମୁଁ ଚିନ୍ତା କରେ।

6 The memory of my song comes back to me in the night; my thoughts are moving in my heart; my spirit is searching with care.ରାତିରେ ମୁଁ ନିଜ ଗୀତ ବିଷଯରେ ଭାବିଲି। ମୁଁ ନିଜକୁ ନିଜେ ବୁଝେ ଏବଂ ଭାବେ। ମାରେ ଆତ୍ମା ଯତ୍ନରେ ଅନୁସନ୍ଧାନ କଲା।

7 Will the Lord put me away for ever? will he be kind no longer?ମୁଁ ଆଶ୍ଚର୍ୟ୍ଯ ହଲିେ, ପ୍ରଭୁ ସଦାକାଳ ପାଇଁ ଆମ୍ଭକୁ ପରିତ୍ଯାଗ କରିଛନ୍ତି କି ? ଆଉ ସେ କ'ଣ ସୁପ୍ରସନ୍ନ ହବେେ ନାହିଁ ?

8 Is his mercy quite gone for ever? has his word come to nothing?ପରମେଶ୍ବରଙ୍କ ଦୟା କ'ଣ ଚିରକାଳ ପାଇଁ ଲୁପ୍ତ ହାଇେଛି ? ତାଙ୍କର ପ୍ରତିଜ୍ଞା କ'ଣ ଚିରକାଳ ପାଇଁ ବିଫଳ ହାଇେଛି ?

9 Has God put away the memory of his pity? are his mercies shut up by his wrath? (Selah.)ପରମେଶ୍ବର କ'ଣ କୃପା କରିବାକୁ ପାସୋରି ଅଛନ୍ତି ? ତାଙ୍କର ଦୟା କ'ଣ କୋର୍ଧରେ ପରିଣତ ହାଇେଅଛି ?

10 And I said, It is a weight on my spirit; but I will keep in mind the years of the right hand of the Most High.ଏହାପରେ ମୁଁ ଚିନ୍ତା କଲି, ଏସବୁ ମାେତେ ବିବ୍ରତ କରୁଅଛି, 'ସର୍ବୋପରିସ୍ଥ ପରମେଶ୍ବର କ'ଣ ତାଙ୍କର ଶକ୍ତି ହରାଇ ଅଛନ୍ତି ?

11 I will keep in mind the works of Jah: I will keep the memory of your wonders in the past.ମୁଁ ସଦାପ୍ରଭୁଙ୍କ କର୍ମସବୁ ମନେ ପକାଏ। ହଁ, ତୁମ୍ଭେ ପୂର୍ବେ କରିଥିବା ଆଶ୍ଚର୍ୟ୍ଯ କର୍ମସବୁ ମୁଁ ମନେ ପପାଏ।

12 I will give thought to all your work, while my mind goes over your acts of power.ମୁଁ ତୁମ୍ଭର କର୍ମ ଉପରେ ପ୍ରତିଫଳିତ କରାଏ ଏବଂ କାର୍ୟ୍ଯକୁ ଅନୁଧ୍ଯାନ କରେ।

13 Your way, O God, is holy: what god is so great as our God?ହେ ପରମେଶ୍ବର, ତୁମ୍ଭର ପଥସବୁ ପବିତ୍ର। ତୁମ୍ଭପରି ମହାନ କହେି ପରମେଶ୍ବର ନାହାନ୍ତି।

14 You are the God who does works of power: you have made your strength clear to the nations.ତୁମ୍ଭେ ହେଉଛ ପରମେଶ୍ବର ୟିଏକି ଆଶ୍ଚର୍ୟ୍ଯଜନକ କାର୍ୟ୍ଯ କରନ୍ତି। ତୁମ୍ଭେ ଗୋଷ୍ଠୀଯମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ।

15 With your arm you have made your people free, the sons of Jacob and Joseph. (Selah.)ତୁମ୍ଭର ଶକ୍ତିଦ୍ବାରା ତୁମ୍ଭ ଲୋକମାନଙ୍କୁ ରକ୍ଷା କରିଅଛ। ୟାକୁବ ଓ ୟୋଷଫରେ ସନ୍ତାନଗଣକୁ ରକ୍ଷା କରିଅଛ।

16 The waters saw you, O God; the waters saw you, they were in fear: even the deep was troubled.ହେ ପରମେଶ୍ବର, ତୁମ୍ଭକୁ ଦେଖି ଜଳରାଶି ଡ଼ରିଗଲା। ଗଭୀର ସମୁଦ୍ର ଭୟରେ ଥରି ଉଠିଲା।

17 The clouds sent out water; the skies gave out a sound; truly, your arrows went far and wide.ମେଘମାଳା ସମାନଙ୍କେର ଜଳବୃଷ୍ଟି କଲେ। ଆକାଶରେ ମେଘର ଘାରେ ଗର୍ଜ୍ଜନ ଲୋକମାନେ ଶୁଣିଲେ। ତା'ପରେ ତୁମ୍ଭର ବିଜୁଳିର ବାଣସବୁ ମେଘମାଳାରେ ଚମକିଲା।

18 The voice of your thunder went rolling on; the world was flaming with the light of the storm; the earth was shaking.ଘୂର୍ଣ୍ଣିବାତ୍ଯାରେ ତୁମ୍ଭର ବଜ୍ରଧ୍ବନି ସ୍ବର ଶୁଣାଗଲା। ବିଜୁଳି ଜଗତକୁ ଆଲୋକମୟ କଲା। ପୃଥିବୀ କମ୍ପିତ ହେଲା।

19 Your way was in the sea, and your road in the great waters; there was no knowledge of your footsteps.ହେ ପରମେଶ୍ବର, ସମୁଦ୍ରରେ ତୁମ୍ଭେ ପାଦରେ ଚାଲି ପାର କିନ୍ତୁ ତୁମ୍ଭର ପାଦ ଚିହ୍ନ ଦଖାଗେଲା ନାହିଁ।

20 You were guiding your people like a flock, by the hand of Moses and Aaron.ତୁମ୍ଭେ ମାଶାେ ଓ ହାରୋଣକୁ ବ୍ଯବହାର କରି ଆପଣା ଲୋକମାନଙ୍କୁ ମଷେପଲ ପରି ଚଳାଇଲା।

Oriya Bible