Psalm 77 - WEB (Oriya)
1 > My cry goes to God! Indeed, I cry to God for help, And for him to listen to me.ମୁଁ, ସ୍ବର ସହିତ ପରମେଶ୍ବରଙ୍କୁ ସାହାୟ୍ଯ ପାଇଁ କ୍ରନ୍ଦନ କରିବି। ମୁଁ ପରମେଶ୍ବରଙ୍କ ଠାରେ କ୍ରନ୍ଦନ କରିବି ୟେ, ସେ ମାେ ଗୁହାରି ପ୍ରତି କର୍ଣ୍ଣପାତ କରିବେ।
2 In the day of my trouble I sought the Lord. My hand was stretched out in the night, and didn't get tired. My soul refused to be comforted.ବିପଦ ସମଯରେ ମୁଁ ମାରେ ପ୍ରଭୁଙ୍କୁ ସାହାୟ୍ଯ ପାଇଁ ଚାହିଁଅଛି। ରାତିସାରା ମୁଁ ପ୍ରାର୍ଥନା କରି ହାତ ବଢ଼ାଇଅଛି। କିନ୍ତୁ ମୁଁ ଆଶ୍ବାସନା ପାଇଲି ନାହିଁ।
3 I remember God, and I groan. I complain, and my spirit is overwhelmed. Selah.ମୁଁ ପରମେଶ୍ବରଙ୍କୁ ସ୍ମରଣ କରି, ମୁଁ ତାଙ୍କୁ ମାରେ ଅନୁଭୂତି କହିବାକୁ ଚେଷ୍ଟା କରିଛି। କିନ୍ତୁ ମୁଁ ପାରୁ ନାହିଁ।
4 You hold my eyelids open. I am so troubled that I can't speak.ତୁମ୍ଭେ ମାେ ଚକ୍ଷୁକୁ ଉଜାଗର କରି ରଖୁଅଛ। ମୁଁ ଏମନ୍ତ ବ୍ଯାକୁଳ ୟେ କଥା କହିପାରୁ ନାହିଁ।
5 I have considered the days of old, The years of ancient times.ବହୁତ ଆଗରୁ ଘଟିୟାଇଥିବା ଘଟଣା ବିଷଯରେ ମୁଁ ଚିନ୍ତା କରେ।
6 I remember my song in the night. I consider in my own heart; My spirit diligently inquires:ରାତିରେ ମୁଁ ନିଜ ଗୀତ ବିଷଯରେ ଭାବିଲି। ମୁଁ ନିଜକୁ ନିଜେ ବୁଝେ ଏବଂ ଭାବେ। ମାରେ ଆତ୍ମା ଯତ୍ନରେ ଅନୁସନ୍ଧାନ କଲା।
7 "Will the Lord reject us forever? Will he be favorable no more?ମୁଁ ଆଶ୍ଚର୍ୟ୍ଯ ହଲିେ, ପ୍ରଭୁ ସଦାକାଳ ପାଇଁ ଆମ୍ଭକୁ ପରିତ୍ଯାଗ କରିଛନ୍ତି କି ? ଆଉ ସେ କ'ଣ ସୁପ୍ରସନ୍ନ ହବେେ ନାହିଁ ?
8 Has his loving kindness vanished forever? Does his promise fail for generations?ପରମେଶ୍ବରଙ୍କ ଦୟା କ'ଣ ଚିରକାଳ ପାଇଁ ଲୁପ୍ତ ହାଇେଛି ? ତାଙ୍କର ପ୍ରତିଜ୍ଞା କ'ଣ ଚିରକାଳ ପାଇଁ ବିଫଳ ହାଇେଛି ?
9 Has God forgotten to be gracious? Has he, in anger, withheld his compassion?" Selah.ପରମେଶ୍ବର କ'ଣ କୃପା କରିବାକୁ ପାସୋରି ଅଛନ୍ତି ? ତାଙ୍କର ଦୟା କ'ଣ କୋର୍ଧରେ ପରିଣତ ହାଇେଅଛି ?
10 Then I thought, "I will appeal to this: The years of the right hand of the Most High."ଏହାପରେ ମୁଁ ଚିନ୍ତା କଲି, ଏସବୁ ମାେତେ ବିବ୍ରତ କରୁଅଛି, 'ସର୍ବୋପରିସ୍ଥ ପରମେଶ୍ବର କ'ଣ ତାଙ୍କର ଶକ୍ତି ହରାଇ ଅଛନ୍ତି ?
11 I will remember Yah's deeds; For I will remember your wonders of old.ମୁଁ ସଦାପ୍ରଭୁଙ୍କ କର୍ମସବୁ ମନେ ପକାଏ। ହଁ, ତୁମ୍ଭେ ପୂର୍ବେ କରିଥିବା ଆଶ୍ଚର୍ୟ୍ଯ କର୍ମସବୁ ମୁଁ ମନେ ପପାଏ।
12 I will also meditate on all your work, And consider your doings.ମୁଁ ତୁମ୍ଭର କର୍ମ ଉପରେ ପ୍ରତିଫଳିତ କରାଏ ଏବଂ କାର୍ୟ୍ଯକୁ ଅନୁଧ୍ଯାନ କରେ।
13 Your way, God, is in the sanctuary. What god is great like God?ହେ ପରମେଶ୍ବର, ତୁମ୍ଭର ପଥସବୁ ପବିତ୍ର। ତୁମ୍ଭପରି ମହାନ କହେି ପରମେଶ୍ବର ନାହାନ୍ତି।
14 You are the God who does wonders. You have made your strength known among the peoples.ତୁମ୍ଭେ ହେଉଛ ପରମେଶ୍ବର ୟିଏକି ଆଶ୍ଚର୍ୟ୍ଯଜନକ କାର୍ୟ୍ଯ କରନ୍ତି। ତୁମ୍ଭେ ଗୋଷ୍ଠୀଯମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ।
15 You have redeemed your people with your arm, The sons of Jacob and Joseph. Selah.ତୁମ୍ଭର ଶକ୍ତିଦ୍ବାରା ତୁମ୍ଭ ଲୋକମାନଙ୍କୁ ରକ୍ଷା କରିଅଛ। ୟାକୁବ ଓ ୟୋଷଫରେ ସନ୍ତାନଗଣକୁ ରକ୍ଷା କରିଅଛ।
16 The waters saw you, God. The waters saw you, and they writhed. The depths also convulsed.ହେ ପରମେଶ୍ବର, ତୁମ୍ଭକୁ ଦେଖି ଜଳରାଶି ଡ଼ରିଗଲା। ଗଭୀର ସମୁଦ୍ର ଭୟରେ ଥରି ଉଠିଲା।
17 The clouds poured out water. The skies resounded with thunder. Your arrows also flashed around.ମେଘମାଳା ସମାନଙ୍କେର ଜଳବୃଷ୍ଟି କଲେ। ଆକାଶରେ ମେଘର ଘାରେ ଗର୍ଜ୍ଜନ ଲୋକମାନେ ଶୁଣିଲେ। ତା'ପରେ ତୁମ୍ଭର ବିଜୁଳିର ବାଣସବୁ ମେଘମାଳାରେ ଚମକିଲା।
18 The voice of your thunder was in the whirlwind. The lightnings lit up the world. The earth trembled and shook.ଘୂର୍ଣ୍ଣିବାତ୍ଯାରେ ତୁମ୍ଭର ବଜ୍ରଧ୍ବନି ସ୍ବର ଶୁଣାଗଲା। ବିଜୁଳି ଜଗତକୁ ଆଲୋକମୟ କଲା। ପୃଥିବୀ କମ୍ପିତ ହେଲା।
19 Your way was through the sea; Your paths through the great waters. Your footsteps were not known.ହେ ପରମେଶ୍ବର, ସମୁଦ୍ରରେ ତୁମ୍ଭେ ପାଦରେ ଚାଲି ପାର କିନ୍ତୁ ତୁମ୍ଭର ପାଦ ଚିହ୍ନ ଦଖାଗେଲା ନାହିଁ।
20 You led your people like a flock, By the hand of Moses and Aaron.ତୁମ୍ଭେ ମାଶାେ ଓ ହାରୋଣକୁ ବ୍ଯବହାର କରି ଆପଣା ଲୋକମାନଙ୍କୁ ମଷେପଲ ପରି ଚଳାଇଲା।
Oriya Bible