Psalm 79:4 in Oriya

Oriya Oriya Bible Psalm Psalm 79 Psalm 79:4

Psalm 79:4
ଆମ୍ଭ ପଡ଼ୋଶୀ ଦବଗେଣ ଆମ୍ଭମାନଙ୍କୁ ଅପମାନିତ କଲେ। ଆମ୍ଭର ସବୁ ଚତୁପାଶର୍‌ବରେ ଥିବା ଲୋକମାନେ ଆମ୍ଭମାନଙ୍କୁ ପରିହାସ କଲେ।

Psalm 79:3Psalm 79Psalm 79:5

Psalm 79:4 in Other Translations

King James Version (KJV)
We are become a reproach to our neighbours, a scorn and derision to them that are round about us.

American Standard Version (ASV)
We are become a reproach to our neighbors, A scoffing and derision to them that are round about us.

Bible in Basic English (BBE)
We are looked down on by our neighbours, we are laughed at and made sport of by those who are round us.

Darby English Bible (DBY)
We are become a reproach to our neighbours, a mockery and a derision to them that are round about us.

Webster's Bible (WBT)
We have become a reproach to our neighbors, a scorn and derision to them that are around us.

World English Bible (WEB)
We have become a reproach to our neighbors, A scoffing and derision to those who are around us.

Young's Literal Translation (YLT)
We have been a reproach to our neighbours, A scorn and a derision to our surrounders.

We
are
become
הָיִ֣ינוּhāyînûha-YEE-noo
a
reproach
חֶ֭רְפָּהḥerpâHER-pa
to
our
neighbours,
לִשְׁכֵנֵ֑ינוּliškēnênûleesh-hay-NAY-noo
scorn
a
לַ֥עַגlaʿagLA-aɡ
and
derision
וָ֝קֶ֗לֶסwāqelesVA-KEH-les
about
round
are
that
them
to
לִסְבִיבוֹתֵֽינוּ׃lisbîbôtênûlees-vee-voh-TAY-noo

Cross Reference

Psalm 80:6
ତୁମ୍ଭେ ଆମ୍ଭର ପ୍ରତିବେଶୀଗଣ ଦ୍ବାରା ଆମ୍ଭମାନଙ୍କୁ ଘୃଣା କରଇେଲ। ପୁଣି ଆମ୍ଭର ଶତ୍ରୁମାନେ ଆମ୍ଭମାନଙ୍କୁ ଉପହାସ କଲେ।

Daniel 9:16
ହେ ସଦାପ୍ରଭୁ, ବିନଯ କରୁଅଛୁ, ତୁମ୍ଭର ସମସ୍ତ ଧାର୍ମିକତା ଅନୁୟାଯୀ ତୁମ୍ଭର ନଗର ୟିରୁଶାଲମ, ତୁମ୍ଭର ପବିତ୍ର ପର୍ବତ ପ୍ରତି ତୁମ୍ଭର କୋରଧ ଓ କୋପ ନିବୃତ୍ତ ହେଉ। ତୁମ୍ଭର କୋରଧ ନ୍ଯାଯୋଚିତ। ମାତ୍ର ଆମ୍ଭ ଚତୁର୍ଦ୍ଦିଗସ୍ଥ ଲୋକେ ଆମ୍ଭମାନଙ୍କୁ ନିନ୍ଦା କରୁଛନ୍ତି ଓ ଉପହାସ କରୁଛନ୍ତି। କାରଣ ଆମ୍ଭମାନେେ ଓ ଆମ୍ଭ ପୂର୍ବପୁରୁଷଗଣ ପାପ କରିଛନ୍ତି।

Ezekiel 36:15
ଆଉ ମୁଁ ତୁମ୍ଭକୁ ଅନ୍ୟ ଦେଶୀଯମାନଙ୍କଠାରୁ ଅପମାନିତ କରିବ ନାହିଁ, ତୁମ୍ଭମାନେେ ଅନ୍ୟ ଦେଶମାନଙ୍କ ଦ୍ବାରା ଘୃଣିତ ହବେ ନାହିଁ, ତୁମ୍ଭେ ପୁଣି ଥରେ ତୁମ୍ଭର ଦେଶର ପତନର କାରଣ ହବେ ନାହିଁ। ଏହା ସଦାପ୍ରଭୁ ମାରେ ପ୍ରଭୁ କହିଛନ୍ତି।

Ezekiel 36:3
ତେଣୁ ଭବିଷ୍ଯଦବାଣୀ ପ୍ରଚାର କରି କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, 'ଶତ୍ରୁଗଣ ତୁମ୍ଭମାନଙ୍କୁ ଧ୍ବଂସ କରିଅଛନ୍ତି ଓ ତୁମ୍ଭମାନଙ୍କୁ ଚତୁର୍ଦ୍ଦିଗରୁ ବେଷ୍ଟନ କରିଅଛନ୍ତି। ଏବଂ ତୁମ୍ଭେ ଅବଶିଷ୍ଟ ଜାତିମାନଙ୍କର ଅଧିକାର ହାଇେଅଛ। ତୁମ୍ଭେ ଗୋଟିଏ ଥଟ୍ଟାପାତ୍ର ହାଇେଲ ଓ ସମସ୍ତେ ତୁମ୍ଭକୁ ଅପବାଦ କରନ୍ତି।'

Ezekiel 35:12
ତୁମ୍ଭେ ଇଶ୍ରାୟେଲର ପର୍ବତଗଣ ବିରୁଦ୍ଧ ରେ ଯେଉଁସବୁ ନିନ୍ଦାର କଥା କହିଅଛ ଅର୍ଥାତ୍ ' ସେସବୁ ଧ୍ବଂସସ୍ଥାନ ହବେ ଓ ଆମ୍ଭମାନେେ ତାହାକୁ ଖାଦ୍ୟପରି ଚର୍ବଣ କରିବୁ।' ମୁଁ ସଦାପ୍ରଭୁ ଶୁଣିଅଛି।

Lamentations 5:1
ହେ ସଦାପ୍ରଭୁ ! ଆମ୍ଭମାନଙ୍କ ପ୍ରତି ଯାହା ଘଟିଗଲା, ତାହା ସ୍ମରଣ କର। ଆମ୍ଭମାନଙ୍କ ପ୍ରତି ହାଇେଥିବା ଅପମାନକୁ ଅବଲୋକନ କର।

Lamentations 2:15
ପଥିକମାନେ ତୁମ୍ଭର ଦୁରାବସ୍ଥା ରେ ହାତତାଳି ଦିଅନ୍ତି। ସମାନେେ ଗ୍ରୀସ୍ ଶବ୍ଦ କରି ୟିରୁଶାଲମର କନ୍ଯା ପ୍ରତି ମସ୍ତକ ହଲାଇ କହନ୍ତି, ଏ କ'ଣ ସହେି ନଗରୀ ଯାହାକୁ ଲୋକମାନେ 'ସୌନ୍ଦର୍ୟ୍ଯମଯୀ ନଗରୀ' ଓ 'ସମଗ୍ର ପୃଥିବୀର ଆନନ୍ଦ ସ୍ବରୂପ' ବୋଲି କହୁଥିଲେ ?

Jeremiah 42:18
ପୁଣି ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କତା କହନ୍ତି, 'ଆମ୍ଭେ ୟିରୁଶାଲମର ଉପ ରେ ଯେପରି ଆମ୍ଭର କୋର୍ଧ ଓ ପ୍ରଚଣ୍ଡ କୋପ ପ୍ରକାଶ କରିଥିଲୁ, ସହେିପରି ଯେଉଁମାନେ ମିଶର ରେ ପ୍ରବାସ କରିବେ, ଆମ୍ଭେ ସମାନଙ୍କେ ପ୍ରତି ଆମ୍ଭର ପ୍ରଚଣ୍ଡ କୋପ ଢ଼ାଳିବା। ଆଉ ତୁମ୍ଭମାନେେ ଅଭିଶପ୍ତ, ବିସ୍ମଯ, ଶାପଗ୍ରସ୍ତ ଓ ନିନ୍ଦାର ପାତ୍ର ହବେ ଓ ତୁମ୍ଭମାନେେ ଏହି ସ୍ଥାନ ଦେଖିବ ନାହିଁ।'

Jeremiah 25:18
ମୁଁ ଯିହୁଦା ଓ ୟିରୁଶାଲମର ସମସ୍ତ ନିବାସୀମାନଙ୍କୁ, ସହେି ପାତ୍ରରୁ ପାନ କରାଇଲି। ସହେି ଦେଶ ଶୁଷ୍କ ମରୁଭୂମି ହେଲା ଓ ଶାଚେନୀୟ ଭାବରେ ବିନଷ୍ଟ ହେଲା। ଏହା ଦେଖି ଲୋକମାନେ ଶୀସ୍ ଶବ୍ଦ କଲେ ଓ ଆଜି ପର୍ୟ୍ଯନ୍ତ ଲୋକମାନେ ଏହାକୁ ଏକ ଅଭିଶାପର ବସ୍ତୁ ରୂପେ ବ୍ଯବହାର କରନ୍ତି।

Jeremiah 24:9
ମୁଁ ସମାନଙ୍କେ ଉପ ରେ ଏମିତି ବିପର୍ୟ୍ଯଯ ଆଣିବି ଯେ ପୃଥିବୀର ସମସ୍ତ ରାଜ୍ଯ ଆତଙ୍କିତ ହବେେ। ସମସ୍ତେ ସମାନଙ୍କେୁ ଦୁର୍ନାମ ଓ ଉପହାସ କରିବେ। ଆମ୍ଭେ ଯେଉଁ ସ୍ଥାନ ରେ ସମାନଙ୍କେୁ ବିକ୍ଷିପ୍ତ କରିବା, ସହେି ସ୍ଥାନର ଲୋକମାନେ ସମାନଙ୍କେୁ ଅଭିଶାପ ଦବେେ।

Psalm 89:41
ପଥ ଦଇେ ୟିବା ଲୋକ ସମସ୍ତେ ତାଙ୍କୁ ଲୁଟ କରନ୍ତି। ଆପଣା ପ୍ରତିବେଶୀମାନେ ତାଙ୍କୁ ପରିହାସ କରନ୍ତି।

Psalm 44:13
ତୁମ୍ଭେ ଆମ୍ଭମାନଙ୍କୁ ଆମ୍ଭର ପଡ଼ୋଶୀମାନଙ୍କ ନିକଟରେ ପରିହାସର ପାତ୍ର କରିଛ। ସମାନେେ ଆମ୍ଭକୁ ଦେଖି ହସନ୍ତି ଓ ଥଟ୍ଟା କରନ୍ତି।

Nehemiah 4:1
ସନ୍ବଲ୍ଲଟ ଯେତବେେଳେ ଶୁଣିଲା ଯେ ପ୍ରାଚୀର ଗଢା ହାଇଚେି, ସେ ଅତିଶଯ କୋପିତ ହାଇେ ୟିହୁଦୀଯଙ୍କୁ ପରିହାସ କଲା।

Nehemiah 2:19
କନ୍ତୁ ହୋରୋଣୀଯ ସନ୍ବଲ୍ଲଟ୍ ଓ ଅେମ୍ମାନୀୟ ଟୋବିୟ ଓ ଆରବୀଯ ଗେଶମ ଏହା ଶୁଣି ଆମ୍ଭମାନଙ୍କୁ ପରିହାସ କଲେ ଓ ଘୃଣା କଲେ। ସମାନେେ କହିଲେ, ତୁମ୍ଭମାନେେ କ'ଣ ଏ କି କାର୍ୟ୍ଯ କରୁଅଛ? ତୁମ୍ଭମାନେେ କ'ଣ ରାଜଦ୍ରୋହ କରୁଛ?

1 Kings 9:7
ଯାହା ଆମ୍ଭେ ସମାନଙ୍କେୁ ଦଇେଥିଲୁ ଏବଂ ଆପଣା ନାମ ନିମନ୍ତେ ଯେଉଁ ମନ୍ଦିର ଆମ୍ଭେ ପବିତ୍ର କଲୁ, ତାହା ଆମ୍ଭେ ପ୍ରତ୍ଯାଖ୍ଯାନ କରିବା ଏବଂ ଉଚ୍ଛିନ୍ନ କରିବା ଓ ଏହା ଇଶ୍ରାୟେଲ ସମସ୍ତ ଗୋଷ୍ଠୀ ସମ୍ମୁଖ ରେ ଉପହାସର ଉଦାହରଣ ହବେ।

Deuteronomy 28:37
ସଠାେରେ ତୁମ୍ଭମାନେେ ନିଜେ ଏକ ଭୟାନକ ଦୃଶ୍ଯ ରେ ପରିଣତ ହବେ, ସହେି ସମସ୍ତ ଜାତିମାନଙ୍କ ଆଗ ରେ ଅପମାନର ଓ ଉପହାସର ପାତ୍ର ହବେ। ଯେଉଁଠାକକ୍ସ୍ଟ ସଦାପ୍ରଭୁ ତୁମ୍ଭମାନଙ୍କୁ ନଇେଯିବେ।