Psalm 84:1 in Oriya

Oriya Oriya Bible Psalm Psalm 84 Psalm 84:1

Psalm 84:1
ହେ ସର୍ବଶକ୍ତିମାନ୍ ସଦାପ୍ରଭୁ ତୁମ୍ଭର ପବିତ୍ର ତମ୍ବୁ ବାସ୍ତବରେ ସୁନ୍ଦର ଅଟେ।

Psalm 84Psalm 84:2

Psalm 84:1 in Other Translations

King James Version (KJV)
How amiable are thy tabernacles, O LORD of hosts!

American Standard Version (ASV)
How amiable are thy tabernacles, O Jehovah of hosts!

Bible in Basic English (BBE)
<To the chief music-maker; put to the Gittith A Psalm. Of the sons of Korah.> How dear are your tents, O Lord of armies!

Darby English Bible (DBY)
{To the chief Musician. Upon the Gittith. Of the sons of Korah. A Psalm.} How amiable are thy tabernacles, O Jehovah of hosts!

World English Bible (WEB)
> How lovely are your dwellings, Yahweh of Hosts!

Young's Literal Translation (YLT)
To the Overseer. -- `On the Gittith By sons of Korah.' -- A Psalm. How beloved Thy tabernacles, Jehovah of Hosts!

How
מַהmama
amiable
יְּדִיד֥וֹתyĕdîdôtyeh-dee-DOTE
are
thy
tabernacles,
מִשְׁכְּנוֹתֶ֗יךָmiškĕnôtêkāmeesh-keh-noh-TAY-ha
O
Lord
יְהוָ֥הyĕhwâyeh-VA
of
hosts!
צְבָאֽוֹת׃ṣĕbāʾôttseh-va-OTE

Cross Reference

Psalm 27:4
ମୁଁ ସଦାପ୍ରଭୁଙ୍କଠାରେ ଗୋଟିଏ ମାତ୍ର ବିଷଯ ପ୍ରାର୍ଥନା କରେ, ୟପରେି ମାରେ ଜୀବନସାରା ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ବସିବାକୁ ସୁଯୋଗ ପାଏ, ୟାହା ଫଳରେ କି ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ୟ୍ଯକୁ ଦେଖିପାରିବି ଓ ତାଙ୍କ ପ୍ରାସାଦକୁ ଦର୍ଶନ କରିପାରିବି।

Psalm 43:3
ହେ ପରମେଶ୍ବର, ତୁମ୍ଭର ଆ ଲୋକ ଓ ସତ୍ଯତାର ବାର୍ତ୍ତା ମାେ ନିକଟକୁ ପ୍ରରେିତ ହେଉ। ତୁମ୍ଭର ଆଲୋକ ଓ ସତ୍ଯତା ମାରେ ପଥ ପ୍ରଦର୍ଶକ ହେଉ। ସମାନେେ ମାେତେ ବାଟ ଦଖାଇେ ତୁମ୍ଭର ପବିତ୍ର ପର୍ବତକୁ ନଇେଯିବେ। ସମାନେେ ମାେତେ ତୁମ୍ଭର ପବିତ୍ର ଗୃହକୁ ପଥ ଦଖାଇବେେ।

Psalm 132:5
ମୁଁ ମାରେ ଗୃହକୁ ୟିବି ନାହିଁ ଏବଂ ମୁଁ ମାେ ବିଛଣାରେ ରହିବି ନାହିଁ।

Psalm 36:8
ହେ ସଦାପ୍ରଭୁ, ସମାନେେ ତୁମ୍ଭର ନିବାସସ୍ଥଳୀରୁ ନୂତନ ବଳରେ ବଳୀଯାନ୍ ହୁଅନ୍ତି। ତୁମ୍ଭେ ତୁମ୍ଭର ନଦୀରୁ ସମାନଙ୍କେୁ ପାନ କରିବାକୁ ଦିଅ।

Psalm 8:1
ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ତୁମ୍ଭର ନାମ ଏ ପୃଥିବୀରେ ସବୁଠାରୁ ଆଶ୍ଚର୍ୟ୍ଯଜନକ ଓ ପ୍ରଶଂସାୟୁକ୍ତ। ତୁମ୍ଭର ନାମ ସ୍ବର୍ଗରେ ମଧ୍ଯ ପ୍ରଶଂସା ୟୋଗ୍ଯ ଅଟେ।

1 Kings 22:19
ପୁଣି ମୀଖାଯ କହିଲେ, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ଯ ଶୁଣ, ମୁଁ ଦେଖିଲି ସଦାପ୍ରଭୁ ତାଙ୍କ ସିଂହାସନ ରେ ଉପବିଷ୍ଟ ଓ ତାଙ୍କର ଦକ୍ଷିଣ ଓ ବାମ ହସ୍ତ ରେ ତାହାଙ୍କ ନିକଟରେ ସ୍ବର୍ଗୀଯ ଦୂତମାନେ ଉଭା ହାଇେଛନ୍ତି।

Revelation 21:22
ମୁଁ ସହେି ନଗରୀ ଭିତ ରେ କୌଣସି ମନ୍ଦିର ଦେଖିଲି ନାହିଁ। ସର୍ବଶକ୍ତିମାନ୍ ପ୍ରଭୁ ପରମେଶ୍ବର ଓ ମଷେଶାବକ ହେଉଛନ୍ତି ସହେି ନଗରର ମନ୍ଦିର।

Revelation 21:2
ତା'ପରେ ମୁଁ ପରମେଶ୍ବରଙ୍କଠାରୁ ସ୍ବର୍ଗରୁ ପବିତ୍ର ନଗରୀ ତଳକୁ ଆସିବାର ଦେଖିଲି। ଏହି ପବିତ୍ର ନଗରୀ ନୂତନ ୟିରୁଶାଲମ ଅଟେ। ବର ପାଇଁ କନ୍ଯା ଯେପରି ସୁସଜ୍ଜିତା ହାଇେଥାଏ, ଠିକ୍ ସହେିପରି ଏହା ପ୍ରସ୍ତୁତ ଥିଲା।

Hebrews 9:23
ସ୍ବର୍ଗସ୍ଥ ବିଷୟଗୁଡ଼ିକର ପ୍ରତିକୃତିଗୁଡିକ ପଶୁବଳି ଦ୍ବାରା ଶୁଦ୍ଧ କରାଯାଏ। କିନ୍ତୁ ସ୍ବର୍ଗସ୍ଥ ବିଷୟ ରେ ଶୁଦ୍ଧତା ପାଇଁ ଅପେକ୍ଷାକୃତ ଭଲ ବଳି ଦରକାର।

Isaiah 6:2
ସଦାପ୍ରଭୁଙ୍କ ଚତୁର୍ଦ୍ଦିଗ ରେ ସରାଫଗଣ ଛିଡ଼ା ହାଇେଥିଲେ। ପ୍ରେତ୍ୟକକ ସରାଫଙ୍କର ଛଅଟି ପକ୍ଷ ଥିଲା। ସହେି ଦବଦେୂତଗଣ ସମାନଙ୍କେର ଦୁଇଟି ପକ୍ଷ ରେ ମୁଖକୁ ଆଚ୍ଛାଦନ କରିଥିଲେ। ସମାନେେ ମଧ୍ଯ ଦୁଇଟି ପକ୍ଷ ସାହାୟ୍ଯ ରେ ସମାନଙ୍କେର ପାଦକୁ ଆଚ୍ଛାଦନ କରିଥିଲେ, ଏବଂ ଉଡ଼ିବା ରେ ଦୁଇଟି ପକ୍ଷ ବ୍ଯବହାର କରୁଥିଲେ।

Psalm 122:1
ମୁଁ ଖୁସି ହଲିେ, ଯେତବେେଳେ ଲୋକମାନେ କହିଲେ, ଚାଲ ସଦାପ୍ରଭୁଙ୍କ ମନ୍ଦିରକୁ ୟିବା।

Psalm 103:20
ହେ ଦୂତଗଣ, ସଦାପ୍ରଭୁଙ୍କର ପ୍ରଶଂସା କର! ତୁମ୍ଭମାନେେ ହିଁ ସଦାପ୍ରଭୁଙ୍କର ଶକ୍ତିଶାଳୀ ସୈନ୍ଯ ଯେଉଁମାନେ ପରମେଶ୍ବରଙ୍କର ଆଦେଶ ମାନନ୍ତି ଓ ସେ ୟାହା କହନ୍ତି, ତାଙ୍କର ବାକ୍ଯଗୁଡ଼ିକ ପାଳନ କରନ୍ତି।

Nehemiah 9:6
ତୁମ୍ଭେ ହିଁ ପରମେଶ୍ବର ଅଟ। ହେ ସଦାପ୍ରଭୁ, କବଳେ ତୁମ୍ଭେ ହିଁ ପରମେଶ୍ବର ଅଟ। ତୁମ୍ଭେ ଆକାଶର ସୃଷ୍ଟିକର୍ତ୍ତା! ତୁମ୍ଭେ ହିଁ ଉଚ୍ଚ ସ୍ବର୍ଗ ସୃଷ୍ଟି କରିଅଛ। ଏବଂ ସ୍ବର୍ଗର ସମସ୍ତ ବସ୍ତୁ ତୁମ୍ଭେ ହିଁ ସୃଷ୍ଟି କରିଛ। ତୁମ୍ଭେ ପୃଥିବୀ ଓ ତହିଁରେ ସକଳର ସୃଷ୍ଟିକର୍ତ୍ତା। ତୁମ୍ଭେ ସମୁଦ୍ରର ସୃଷ୍ଟିକର୍ତ୍ତା ଏବଂ ତନ୍ମଧିଅରେ ସମସ୍ତ ବସ୍ତୁର ସୃଷ୍ଟିକର୍ତ୍ତା। ତୁମ୍ଭେ ପ୍ରେତ୍ୟକକର ଜୀବନଦାତା। ସ୍ବର୍ଗୀଯ ଦୂତଗଣ ତୁମ୍ଭକୁ ଉପାସନା କରନ୍ତି।

Psalm 87:2
ସଦାପ୍ରଭୁ ଇଶ୍ରାୟେଲର ସମସ୍ତ ସ୍ଥାନ ଅପେକ୍ଷା ସିୟୋନର ଦ୍ବାର ସମୂହକୁ ଅଧିକ ସ୍ନହେ କରନ୍ତି।

Psalm 81:1
ଆମ୍ଭମାନଙ୍କ ବଳସ୍ବରୂପ ପରମେଶ୍ବରଙ୍କର ଉଦ୍ଦେଶ୍ଯରେ ଉଚ୍ଚ ସ୍ବରରେ ଜଯଗାନ କର। ୟାକୁବର ପରମେଶ୍ବରଙ୍କ ଉଦ୍ଦେଶ୍ଯରେ ଜଯଧ୍ବନି କର।

Psalm 48:1
ସଦାପ୍ରଭୁ ମହାନ୍ ଅଟନ୍ତି। ଆମ୍ଭର ପରମେଶ୍ବରଙ୍କ ସାରା ନଗରରେ ତାଙ୍କର ପବିତ୍ର ପର୍ବତରେ ସେ ପ୍ରଶଂସିତ ହୁଅନ୍ତି।