Revelation 16:7 in Oriya

Oriya Oriya Bible Revelation Revelation 16 Revelation 16:7

Revelation 16:7
ମୁଁ ବଦେୀକୁ ଏହା କହିବାର ଶୁଣିଲି,

Revelation 16:6Revelation 16Revelation 16:8

Revelation 16:7 in Other Translations

King James Version (KJV)
And I heard another out of the altar say, Even so, Lord God Almighty, true and righteous are thy judgments.

American Standard Version (ASV)
And I heard the altar saying, Yea, O Lord God, the Almighty, true and righteous are thy judgments.

Bible in Basic English (BBE)
And a voice came from the altar, saying, Even so, O Lord God, Ruler of all, true and full of righteousness is your judging.

Darby English Bible (DBY)
And I heard the altar saying, Yea, Lord God Almighty, true and righteous [are] thy judgments.

World English Bible (WEB)
I heard the altar saying, "Yes, Lord God, the Almighty, true and righteous are your judgments."

Young's Literal Translation (YLT)
and I heard another out of the altar, saying, `Yes, Lord God, the Almighty, true and righteous `are' Thy judgments.'

And
καὶkaikay
I
heard
ἤκουσαēkousaA-koo-sa
another
ἄλλουallouAL-loo
of
out
ἐκekake
the
τοῦtoutoo
altar
θυσιαστηρίουthysiastēriouthyoo-see-ah-stay-REE-oo
say,
λέγοντοςlegontosLAY-gone-tose
Even
so,
Ναίnainay
Lord
κύριεkyrieKYOO-ree-ay

hooh
God
θεὸςtheosthay-OSE

hooh
Almighty,
παντοκράτωρpantokratōrpahn-toh-KRA-tore
true
ἀληθιναὶalēthinaiah-lay-thee-NAY
and
καὶkaikay
righteous
δίκαιαιdikaiaiTHEE-kay-ay
are
thy
αἱhaiay

κρίσειςkriseisKREE-sees
judgments.
σουsousoo

Cross Reference

Revelation 19:2
ତାହାଙ୍କର ବିଚାରଗୁଡ଼ିକ ସତ୍ଯ ଓ ଯଥାର୍ଥ। ସେ ମହା ବେଶ୍ଯାକୁ ଦଣ୍ଡ ଦଇେଛନ୍ତି। ସହେି ବେଶ୍ଯା ତା'ର ୟୌନଗତ ପାପରେ ପୃଥିବୀକୁ ଭ୍ରଷ୍ଟ କରିଦଇେଅଛି। ପରମେଶ୍ବର ତାହାଙ୍କ ସବେକମାନଙ୍କର ରକ୍ତ ହତେୁ ତାହାକୁ ଦଣ୍ଡ ଦଇେଛନ୍ତି।

Revelation 6:9
ମଷେଶାବକ ପଞ୍ଚମ ମୁଦ୍ରା ଫିଟାଇଲେ। ସେତବେେଳେ ମୁଁ ବଦେୀ ତଳେ କେତକେ ଆତ୍ମାକୁ ଦେଖିଲି। ପରମେଶ୍ବରଙ୍କର ବାକ୍ଯ ପ୍ରତି ବିଶ୍ବସ୍ତ ଥିବାରୁ ଓ ସମାନେେ ଦେଉଥିବା ସାକ୍ଷ୍ଯ ହତେୁ ଯେଉଁମାନଙ୍କୁ ମାରିଦିଆଯାଉଥିଲା, ସଗେୁଡ଼ିକ ହେଉଛି, ସହେି ଲୋକମାନଙ୍କର ଆତ୍ମା।

Revelation 15:3
ସମାନେେ ପରମେଶ୍ବରଙ୍କର ସବେକ ମାଶାଙ୍କେର ଓ ମଷେଶାବକଙ୍କର ଗୀତ ବୋଲୁଥିଲେ :

Revelation 14:18
ତା'ପରେ ଆଉ ଜଣେ ସ୍ବର୍ଗଦୂତ ବଦେୀରୁ ଆସିଲେ। ସହେି ଦୂତଙ୍କର ଅଗ୍ନି ଉପରେ କ୍ଷମତା ଥିଲା। ସେ ଧାରୁଆ ଦାଆ ଧରିଥିବା ଦୂତଙ୍କୁ ଉଚ୍ଚସ୍ବର ରେ ଡ଼ାକି କହିଲେ, ପୃଥିବୀର ଅଙ୍ଗୁର ପନ୍େଥାଗୁଡ଼ିକ ଦାଆ ବ୍ଯବହାର କରି କାଟି ପକାଅ, କାରଣ ଦ୍ରାକ୍ଷା ପାଚିଗଲାଣି।

Revelation 14:10
ସହେି ଲୋକ ପରମେଶ୍ବରଙ୍କ କୋର୍ଧର ସୁରା ପାନ କରିବ। ଏହି ସୁରା ପରମେଶ୍ବରଙ୍କ କୋର୍ଧର ପାତ୍ର ରେ ଅମିଶ୍ରିତ ଭାବେ ଢ଼ଳା ହାଇେଛି। ସେ ପବିତ୍ର ଦୂତଗଣ ଓ ମଷେଶାବକଙ୍କ ସମ୍ମୁଖ ରେ ଜ୍ବଳନ୍ତ ଗନ୍ଧକରେ ୟନ୍ତ୍ରଣା ପାଇବ।

Revelation 13:10
ଯେଉଁ ବ୍ଯକ୍ତିର ବନ୍ଦୀ ହବୋର ଅଛି, ତବେେ ସେ ବନ୍ଦୀ ହବେ। ଯେଉଁ ବ୍ଯକ୍ତିର ମୃତ୍ଯୁ ଖଣ୍ଡା ଦ୍ବାରା ହବୋର ଅଛି, ତବେେ ସେ ଲୋକ ଖଣ୍ଡା ରେ ମୃତ୍ଯୁବରଣ କରିବ। ଏହି ସମୟରେ, ପରମେଶ୍ବରଙ୍କର ପବିତ୍ର ଲୋକମାନଙ୍କର ର୍ଧୈୟ୍ଯ ଓ ବିଶ୍ବାସ ରହିବା ଉଚିତ।

Revelation 8:3
ଆଉ ଜଣେ ଦୂତ ଆସି ବଦେୀ ପାଖ ରେ ଠିଆ ହେଲେ। ପରମେଶ୍ବରଙ୍କର ପବିତ୍ର ଲୋକମାନଙ୍କର ପ୍ରାର୍ଥନା ସହିତ ପ୍ରଚୁର ସୁଗନ୍ଧି ଧୂପ, ସୁନାର ବଳିବଦେୀ ଉପରେ ଅର୍ପଣ କରିବା ନିମନ୍ତେ ତାହାଙ୍କ ହାତ ରେ ଗୋଟିଏ ସୁନାର ଧୂପଦାନୀ ଥିଲା।

Ezekiel 10:7
ତା'ପ ରେ ସହେି କିରୂବଦୂତମାନଙ୍କ ମଧ୍ଯରୁ ଜଣେ ହସ୍ତ ବିସ୍ତାର କଲେ ଏବଂ କିରୂବଦୂତଗଣ ମଧିଅରେ ଥିବା ସ୍ଥାନରୁ ଅଙ୍ଗାର ସଂଗ୍ରହ କଲେ ଓ ତାକୁ ସହେି ଶୁକ୍ଲବସ୍ତ୍ର ପରିହିତ ପୁରୁଷଙ୍କ ହସ୍ତ ରେ ଦେଲେ ଓ ସେ ତାହା ନଇେ ବାହାରକୁ ଗଲେ।

Ezekiel 10:2
ଏବଂ ସେ ସହେି ଶୁକ୍ଲବସ୍ତ୍ର ପରିହିତ ପୁରୁଷକୁ କହିଲେ, କିରୁବଦୂତଗଣର ନମ୍ନ ରେ ଥିବା ତୁମ୍ଭେ ସହେି ଘୂର୍ଣ୍ଣିଯମାନ ଚକ୍ର ମଧିଅରେ ଥିବା ସ୍ଥାନକୁ ପ୍ରବେଶ କର ଏବଂ ଏକ ଅଞ୍ଜଳିପୂର୍ଣ୍ଣ ଜ୍ବଳନ୍ତ ଅଙ୍ଗାର ସଂଗ୍ରହ କର ଓ ସଗେୁଡ଼ିକ ଉପ ରେ ବିଞ୍ଚି ଦିଅ।

Isaiah 6:6
ସଠାେ ରେ ୟଜ୍ଞବଦେୀ ଉପ ରେ ଜ୍ବଳନ୍ତ ଅଗ୍ନି ଥିଲା। ସହେି ଦୂତଗଣଙ୍କ ମଧ୍ଯରୁ ଜଣେ ଚିମୁଟା ସାହାୟ୍ଯ ରେ ଗୋଟିଏ ଜ୍ବଳନ୍ତ କୋଇଲା ଆଣିଲା ଓ ସହେି ଉତ୍ତପ୍ତ ଅଙ୍ଗାର ଧରି ମାେ ନିକଟକୁ ରହିଆସିଲା।