Revelation 2:13 ମୁଁ ଜାଣେ ଯେ, ଶୟତାନର ସିଂହାସନ ଯେଉଁଠା ରେ ରହିଛି, ସହେି ନଗର ରେ ତୁମ୍ଭେ ବାସ କରୁଛ। ତଥାପି ତୁମ୍ଭେ ମାେ ପ୍ରତି ନିଷ୍ଠାବାନ ହାଇେଅଛ ଏପରିକି, ଶୟତାନ ବାସ କରୁଥିବା ସହେି ନଗର ରେ ମାରେ ବିଶ୍ବସ୍ତ ସାକ୍ଷୀ ଆନ୍ତିପାଙ୍କୁ ହତ୍ଯା କରାୟିବା ସମୟରେ ମଧ୍ଯ ତୁମ୍ଭେ ମାେ'ଠା ରେ ବିଶ୍ବାସ କରୁଅଛ ବୋଲି ଅସ୍ବୀକାର କରି ନ ଥିଲା।
Revelation 2:13 in Other Translations
King James Version (KJV) I know thy works, and where thou dwellest, even where Satan's seat is: and thou holdest fast my name, and hast not denied my faith, even in those days wherein Antipas was my faithful martyr, who was slain among you, where Satan dwelleth.
American Standard Version (ASV) I know where thou dwellest, `even' where Satan's throne is; and thou holdest fast my name, and didst not deny my faith, even in the days of Antipas my witness, my faithful one, who was killed among you, where Satan dwelleth.
Bible in Basic English (BBE) I have knowledge that your living-place is where Satan has his seat: and you are true to my name, and were not turned away from your faith in me, even in the days of Antipas, my true witness, who was put to death among you, where Satan has his place.
Darby English Bible (DBY) I know where thou dwellest, where the throne of Satan [is]; and thou holdest fast my name, and hast not denied my faith, even in the days in which Antipas my faithful witness [was], who was slain among you, where Satan dwells.
World English Bible (WEB) "I know your works and where you dwell, where Satan's throne is. You hold firmly to my name, and didn't deny my faith in the days of Antipas my witness, my faithful one, who was killed among you, where Satan dwells.
Young's Literal Translation (YLT) I have known thy works, and where thou dost dwell -- where the throne of the Adversary `is' -- and thou dost hold fast my name, and thou didst not deny my faith, even in the days in which Antipas `was' my faithful witness, who was put to death beside you, where the Adversary doth dwell.
I know
Οἶδα
eidō
EE-thoh
τὰ
ho
oh
works,
ἔργα
ergon
ARE-gone
thy
σου,
sou
soo
and
καὶ
kai
kay
where
ποῦ
pou
poo
thou dwellest,
κατοικεῖς
katoikeō
ka-too-KAY-oh
where
ὅπου
hopou
OH-poo
ὁ
ho
oh
seat
θρόνος
thronos
THROH-nose
τοῦ
ho
oh
Satan's
Σατανᾶ
satanas
sa-ta-NAHS
and
καὶ
kai
kay
thou holdest fast
κρατεῖς
krateō
kra-TAY-oh
τὸ
ho
oh
name,
ὄνομά
onoma
OH-noh-ma
my
μου
mou
moo
and
καὶ
kai
kay
not
οὐκ
ou
oo
hast denied
ἠρνήσω
arneomai
ar-NAY-oh-may
τὴν
ho
oh
faith,
πίστιν
pistis
PEE-stees
my
μου
mou
moo
even
καὶ
kai
kay
in
ἐν
en
ane
those
ταῖς
ho
oh
days
ἡμέραις
hēmera
ay-MAY-ra
wherein
ἐν
en
ane
αἷς
hos
ose
Antipas
Ἀντιπᾶς
antipas
an-TEE-pahs
ὁ
ho
oh
martyr,
μάρτυς
martys
MAHR-tyoos
my
μου
mou
moo
ὁ
ho
oh
faithful
πιστός
pistos
pee-STOSE
who
ὃς
hos
ose
was slain
ἀπεκτάνθη
apokteinō
ah-poke-TEE-noh
among
παρ'
para
pa-RA
you,
ὑμῖν
hymin
yoo-MEEN
where
ὅπου
hopou
OH-poo
dwelleth.
κατοικεῖ
katoikeō
ka-too-KAY-oh
ὁ
ho
oh
Satan
Σατανᾶς
satanas
sa-ta-NAHS
Read Full Chapter :
Revelation 2
Cross Reference
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:8
ନିଜର ଆତ୍ମୀୟ ସମସ୍ତଙ୍କର ଯତ୍ନ ନବୋ ଜଣେ ଲୋକର କର୍ତ୍ତବ୍ଯ ଅଟେ। ଏପରିକି ଆଉ ମଧ୍ଯ ସେ ନିଜ ପରିବାରର ଯତ୍ନ ନବୋ ଅଧିକ ଗୁରୁତ୍ବପୂର୍ଣ୍ଣ। ଯଦି ଜଣେ ଲୋକ ସପରେି କରୁ ନାହିଁ, ତା ହେଲେ ସେ ଲୋକ ସତ୍ଯ ବିଶ୍ବାସକୁ ଅନୁସରଣ କରୁ ନାହିଁ। ସହେି ଲୋକ ଜଣେ ଅବିଶ୍ବାସୀଠାରୁ ମଧ୍ଯ ଖରାପ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:9
ମୁଁ ତୁମ୍ଭର କଷ୍ଟ ଜାଣେ। ମୁଁ ଜାଣେ, ତୁମ୍ଭେ ଗରୀବ। କିନ୍ତୁ ପ୍ରକୃତ ରେ ତୁମ୍ଭେ ଧନୀ। ତୁମ୍ଭ ବିରୁଦ୍ଧ ରେ ଅପବାଦ ମୁଁ ଶୁଣିଛି। ସହେି ମନ୍ଦକଥା କହିବା ଲୋକମାନେ ଯିହୂଦୀ ଅଟନ୍ତି। କିନ୍ତୁ ସମାନେେ ପ୍ରକୃତ ଯିହୂଦୀ ନୁହଁନ୍ତି। ସମାନେେ ଶୟତାନର ଦଳର ଲୋକ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:12
ଯଦି ଆମ୍ଭେ ଯାତନା ସହିବା, ତା' ହେଲେ ଆମ୍ଭେ ତାଙ୍କ ସହିତ ଶାସନ କରିବା। ଯଦି ଆମ୍ଭେ ତାଙ୍କୁ ଗ୍ରହଣ କରିବା ପାଇଁ ମନା କରିବା, ତା' ହେଲେ ସେ ଆମ୍ଭକୁ ଗ୍ରହଣ କରିବା ପାଇଁ ମନା କରିବେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 22:20
ତୁମ୍ଭର ସାକ୍ଷୀ ସ୍ତିଫାନଙ୍କ ରକ୍ତ ବହିଯାଉଥିବା ସମୟରେ ମୁଁ ସଠାେରେ ଠିଆ ହାଇେ ସହେି କାର୍ୟ୍ଯକୁ ସମର୍ଥନ କରୁଥିଲି। ମୁଁ ତାହାଙ୍କୁ ହତ୍ଯା କରୁଥିବା ଲୋକମାନଙ୍କର ଲୁଗାପଟାକୁ ଜଗିଥିଲି, ଏସବୁ କଥା ସମାନେେ ଜାଣନ୍ତି।'
ଏବ୍ରୀମାନଙ୍କ ନିକଟକୁ ପତ୍ର 10:23
ଆମ୍ଭର ଭରସାକୁ ଦୃଢ଼ ଭାବରେ ଧରି ରଖ। ଆମ୍ଭେ ନିଜର ଭରସାକୁ ଲୋକମାନଙ୍କ ଆଗ ରେ ବ୍ଯକ୍ତ କରିବାକୁ ରୋକିବା ଉଚିତ୍ ନୁହେଁ। ସେ ଯାହା ପ୍ରତିଜ୍ଞା କଲେ, ତାହା କରିବେ ବୋଲି ଆମ୍ଭେ ପରମେଶ୍ବରଙ୍କଠା ରେ ବିଶ୍ବାସ କରିପାରିବା।
ଯିହୂଦାଙ୍କ ପତ୍ର 1:3
ପ୍ରିୟ ବନ୍ଧୁମାନେ, ମୁଁ ତୁମ୍ଭମାନଙ୍କ ପାଖକୁ ଆମ୍ଭେ ସମସ୍ତେ ଅଂଶୀଦାର ହାଇେଥିବା ପରିତ୍ରାଣ ସମ୍ବନ୍ଧ ରେ ଲେଖିବା ପାଇଁ ବହୁତ ଇଚ୍ଛା କରୁଥିଲି। କିନ୍ତୁ ତାହା ବଦଳ ରେ ମୁଁ ଅନ୍ୟ କଥା ଲେଖିବା ଆବଶ୍ଯକ ଇଚ୍ଛା କଲି ; ମୁଁ ତୁମ୍ଭକୁ ବିଶ୍ବାସ ସକାେଶ କଠିନ ପରିଶ୍ରମ କରିବା ପାଇଁ ଉତ୍ସାହିତ କରିବାକୁ ଚା ହେଁ। ପରମେଶ୍ବର ତାହାଙ୍କର ପବିତ୍ର ଲୋକମାନଙ୍କୁ ସହେି ବିଶ୍ବାସ ଦଇେଥିଲେ। ପରମେଶ୍ବର ଏକାଥରକେ ଏହି ବିଶ୍ବାସ ଦଇେଛନ୍ତି ଓ ଏହା ସବୁଦିନ ପାଇଁ ଉତ୍ତମ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:2
ମୁଁ ତୁମ୍ଭର କାର୍ୟ୍ଯ ଜାଣେ, ତୁମ୍ଭେ ଯେ କଠିନ ପରିଶ୍ରମ କର ଓ ଅସୀମ ର୍ଧୈୟ୍ଯଧରି ରଖିଥାଅ। ତୁମ୍ଭେ ଯେ ମନ୍ଦ ଲୋକଙ୍କୁ ଗ୍ରହଣ କର ନାହିଁ, ଏହା ମଧ୍ଯ ମୁଁ ଜାଣେ। ଯେଉଁମାନେ ପ୍ରକୃତ ରେ ପ୍ ରରେିତ ନ ହେଲେ ହେଁ ନିଜକୁ ପ୍ ରରେିତ ବୋଲି କହନ୍ତି ; ସମାନଙ୍କେୁ ତୁମ୍ଭେ ପରୀକ୍ଷା କରିଛ ଏବଂ ସମାନେେ ଯେ ମିଥ୍ଯାବାଦୀ ଅଟନ୍ତି, ଏହା ତୁମ୍ଭେ ଚିହ୍ନି ପାରିଛ।
ମାଥିଉଲିଖିତ ସୁସମାଚାର 24:9
ସେତବେେଳେ ଲୋକେ ତୁମ୍ଭମାନଙ୍କ ପ୍ରତି ଖରାପ ବ୍ଯବହାର କରିବେ। ସମାନେେ ତୁମ୍ଭମାନଙ୍କୁ ଦଣ୍ଡ ଦବୋ ପାଇଁ ଧରାଇ ଦବେେ। ସମାନେେ ତୁମ୍ଭମାନଙ୍କୁ ମାରି ଦବେେ। ତୁମ୍ଭମାନେେ ମାରେ ଶିଷ୍ଯ ହାଇେଥିବା ଯୋଗୁଁ ସମସ୍ତ ଦେଶର ଲୋକମାନେ ତୁମ୍ଭମାନଙ୍କୁ ଘୃଣା କରିବେ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:21
କିନ୍ତୁ ପ୍ରେତ୍ୟକକ କଥାର ସତ୍ଯାସତ୍ଯ ପରୀକ୍ଷା କରି ଯାହା ଭଲ ତାହାକୁ ଧରି ରଖ।
ଏବ୍ରୀମାନଙ୍କ ନିକଟକୁ ପତ୍ର 3:6
କିନ୍ତୁ ଖ୍ରୀଷ୍ଟ ପୁତ୍ର ଭାବେ ପରମେଶ୍ବରଙ୍କ ଗୃହର ତତ୍ତ୍ବାବଧାନ ରେ ବିଶ୍ବସ୍ତ ଥିଲେ। ଆମ୍ଭେ ବିଶ୍ବାସୀଗଣ ପରମେଶ୍ବରଙ୍କ ଗୃହ ପରିବାର ସ୍ବରୂପ ଅଟୁ। ଯଦି ଆମ୍ଭେ ସହେି ମହତ୍ ଆଶାର ଅପେକ୍ଷା ରେ ଦୃଢ଼ ଓ ଅଟଳ ରହିବା, ତା' ହେଲେ ଆମ୍ଭ ଅନ୍ତର ରେ ପରମେଶ୍ବର ବାସ କରିବେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:24
କିନ୍ତୁ ଥୁଯାତୀରାର ଯେଉଁ ଅବଶିଷ୍ଟ ଲୋକେ ତା'ର ଶିକ୍ଷା ଅନୁସରଣ କରିନାହାଁନ୍ତି ଓ ସମାନଙ୍କେର କହିବା ଶୟତାନର ନିଗୂଢ଼ତତ୍ତ୍ବ ଗ୍ରହଣ କରି ନାହାଁନ୍ତି, ମୁଁ ସମାନଙ୍କେୁ ଏହା କହୁଛୁ : ମୁଁ ତୁମ୍ଭମାନଙ୍କ ଉପରେ କୌଣସି ଅନ୍ୟ ଭାର ଲଦିବି ନାହିଁ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:3
ତେଣୁ ପ୍ରଥମ ରେ ତୁମ୍ଭେ ଯାହା ଗ୍ରହଣ କରିଥିଲ ଓ ଶୁଣିଥିଲ, ତାହା ମନେ ପକାଅ। ସଗେୁଡ଼ିକର ବାଧ୍ଯ ହୁଅ। ନିଜ ହୃଦୟ ଓ ଜୀବନ ପରିବର୍ତ୍ତନ କର। ତୁମ୍ଭେ ଜାଗ୍ରତ ହୁଅ, ନଚେତ୍ ମୁଁ ଗୋଟିଏ ଗ୍ଭରପରେି ତୁମ୍ଭ ପାଖକୁ ଆସିବି ଓ କେତବେେଳେ ତୁମ୍ଭ ନିକଟକୁ ଆସି ତୁମ୍ଭକୁ ହତବୁଦ୍ଧି କରି ଦବେି, ତାହା ତୁମ୍ଭେ ଜାଣିପାରିବ ନାହିଁ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:8
ମୁଁ ତୁମ୍ଭର ସବୁକାର୍ୟ୍ଯ ଜାଣେ। ଦେଖ, ମୁଁ ତୁମ୍ଭ ସମ୍ମୁଖ ରେ ଗୋଟିଏ ଦ୍ବାର ଖାେଲା ରଖିଛି। କହେି ତାହାକୁ ବନ୍ଦ କରିପାରିବେ ନାହିଁ। ମୁଁ ଜାଣେ, ତୁମ୍ଭେ ଦୁର୍ବଳ। କିନ୍ତୁ ତୁମ୍ଭେ ମାରେ ଶିକ୍ଷା ଅନୁସରଣ କରିଛ। ତୁମ୍ଭେ ମାେ ନାମ ଉଚ୍ଚାରଣ କରିବା ପାଇଁ କବେେ ଭୟ କରିନାହଁ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:11
ମୁଁ ଶୀଘ୍ର ଆସୁଛି। ତୁମ୍ଭର ଯାହା ଅଛି, ତାହା ଦୃଢ଼ ଭାବେ ଧରିରଖ। ତବେେ କହେି ତୁମ୍ଭର ମୁକୁଟ ହରଣ କରିପାରିବ ନାହିଁ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:12
ଏହାର ଅର୍ଥ ହେଉଛି ଯେ, ପରମେଶ୍ବରଙ୍କର ପବିତ୍ର ଲୋକମାନେ ର୍ଧୈୟ୍ଯବାନ୍ ହୁଅନ୍ତୁ। ସମାନେେ ପରମେଶ୍ବରଙ୍କର ଆଜ୍ଞା ମାନିବା ଓ ଯୀଶୁଙ୍କ ପାଖ ରେ ବିଶ୍ବାସ ରଖୁଥିବା ଉଚିତ୍।
ମାଥିଉଲିଖିତ ସୁସମାଚାର 10:23
ଗୋଟିଏ ନଗର ରେ ସମାନେେ ତୁମ୍ଭକୁ ଯାତନା ଦେଲେ ତୁମ୍ଭେ ଅନ୍ୟ ନଗରକୁ ପଳାଅ। ମୁଁ ତୁମ୍ଭକୁ ସତ୍ଯ କହୁଛି ଇଶ୍ରାୟେଲ ସମସ୍ତ ନଗରୀ ରେ ତୁମ୍ଭର ଭ୍ରମଣ ସରିବା ପୂର୍ବରୁ ମନୁଷ୍ଯ ପୁତ୍ର ପୁନର୍ବାର ଆସିବେ।
ଲୂକଲିଖିତ ସୁସମାଚାର 21:17
ତୁମ୍ଭମାନେେ ମାରେ ଅନୁସରଣ କରୁଥିବା ଯୋଗୁଁ ସବୁ ଲୋକେ ତୁମ୍ଭମାନଙ୍କୁ ଘୃଣା କରିବେ।
ଯାକୁବଙ୍କ ପତ୍ 2:7
ଏବଂ ଯେଉଁ ମହତ ନାମ ରେ ତୁମ୍ଭମାନେେ ନାମିତ ହାଇେଅଛ ଓ ଯେ ତୁମ୍ଭମାନଙ୍କୁ ଆପଣାର କରିଅଛନ୍ତି, ସମାନେେ ତାହାଙ୍କର ନିନ୍ଦା କରନ୍ତି।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:13
ମାଠାରୁେ ଶୁଣିଥିବା ସତ୍ ଶିକ୍ଷାଗୁଡ଼ିକୁ ପାଳନ କର। ସହେି ଶିକ୍ଷାଗୁଡ଼ିକ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଥିବା ଆମ୍ଭର ବିଶ୍ବାସ ଓ ପ୍ ରମେ। ସହେି ଉପଦେଶଗୁଡ଼ିକ ଉଦାହରଣ ସ୍ବରୂପ ଅଟେ ଓ ତାହା ଦର୍ଶାଏ ଯେ, ତୁମ୍ଭେ କିପରି ଉପଦେଶ ଦବୋ ଉଚିତ।
ରେରିତମାନଙ୍କ କାର୍ଯ୍ୟର ବିବରଣ 9:14
ଏଠା ରେ ମଧ୍ଯ ସହେି ଲୋକଟି ପ୍ରଧାନ ଯାଜକମାନଙ୍କଠାରୁ କ୍ଷମତା ପାଇ ଆପଣଙ୍କୁ ବିଶ୍ବାସ କରୁଥିବା ସମସ୍ତ ଲୋକମାନଙ୍କୁ ବନ୍ଦୀ କରିବା ପାଇଁ ଆସିଛି।