Bible

Revelation 21 - ASV (Oriya)

1 And I saw a new heaven and a new earth: for the first heaven and the first earth are passed away; and the sea is no more.ଏହାପରେ ମୁଁ ଗୋଟିଏ ନୂତନ ସ୍ବର୍ଗ ଓ ନୂତନ ପୃଥିବୀ ଦେଖିଲି। ପ୍ରଥମ ସ୍ବର୍ଗ ଓ ପ୍ରଥମ ପୃଥିବୀ ଅଦୃଶ୍ଯ ହାଇେ ଯାଇଥିଲା। ସଠାେରେ ଆଉ ସମୁଦ୍ର ନ ଥିଲା।

2 And I saw the holy city, new Jerusalem, coming down out of heaven of God, made ready as a bride adorned for her husband.ତା'ପରେ ମୁଁ ପରମେଶ୍ବରଙ୍କଠାରୁ ସ୍ବର୍ଗରୁ ପବିତ୍ର ନଗରୀ ତଳକୁ ଆସିବାର ଦେଖିଲି। ଏହି ପବିତ୍ର ନଗରୀ ନୂତନ ୟିରୁଶାଲମ ଅଟେ। ବର ପାଇଁ କନ୍ଯା ଯେପରି ସୁସଜ୍ଜିତା ହାଇେଥାଏ, ଠିକ୍ ସହେିପରି ଏହା ପ୍ରସ୍ତୁତ ଥିଲା।

3 And I heard a great voice out of the throne saying, Behold, the tabernacle of God is with men, and he shall dwell with them, and they shall be his peoples, and God himself shall be with them, `and be' their God:ମୁଁ ସିଂହାସନରୁ ଏକ ଉଚ୍ଚ ସ୍ବର ଶୁଣିଲି। ସହେି ସ୍ବର କହିଲା, ବର୍ତ୍ତମାନ ପରମେଶ୍ବରଙ୍କର ବାସସ୍ଥାନ ଲୋକମାନଙ୍କ ପାଖ ରେ ଅଛି। ସେ ସମାନଙ୍କେ ସହିତ ରହିବେ। ସମାନେେ ତାହାଙ୍କର ଲୋକ ହବେେ। ପରମେଶ୍ବର ନିଜେ ସମାନଙ୍କେ ସହିତ ରହିବେ ଓ ସମାନଙ୍କେର ପରମେଶ୍ବର ହବେେ।

4 and he shall wipe away every tear from their eyes; and death shall be no more; neither shall there be mourning, nor crying, nor pain, any more: the first things are passed away.ପରମେଶ୍ବର ସମାନଙ୍କେ ଆଖିରୁ ସମସ୍ତ ଲୁହ ପୋଛି ଦବେେ। ଆଉ ଅଧିକ ମୃତ୍ଯୁ, ବିଷାଦ, କ୍ରନ୍ଦନ ବା କଷ୍ଟ ରହିବ ନାହିଁ। ସବୁ ପୁରାତନ ବିଷୟ ଲୋପପାଇଛି।

5 And he that sitteth on the throne said, Behold, I make all things new. And he saith, Write: for these words are faithful and true.ସିଂହାସନ ଉପରେ ୟିଏ ବସିଥିଲେ, ସେ କହିଲେ, ମୁଁ ସମସ୍ତ ବିଷୟ ନୂତନ କରୁଅଛି। ତା'ପରେ ସେ କହିଲେ, ଏହା ଲେଖି ରଖ, କାରଣ ଏହି କଥାସବୁ ବିଶ୍ବାସ ଯୋଗ୍ଯ ଓ ସତ୍ଯ।

6 And he said unto me, They are come to pass. I am the Alpha and the Omega, the beginning and the end. I will give unto him that is athirst of the fountain of the water of life freely.ସିଂହାସନ ରେ ବସିଥିବା ବ୍ଯକ୍ତି ମାେତେ କହିଲେ, ଏହା ସମାପ୍ତ ହାଇଯୋଇଛି। ମୁଁ ହେଉଛି ପ୍ରଥମ ଓ ଶଷେ। ମୁଁ ତୃଷାର୍ତ୍ତ ଲୋକକୁ ବିନା ମୂଲ୍ଯ ରେ ଜୀବନ୍ତଜଳ ନିର୍ଝରରୁ ପାନ କରିବାକୁ ଦବେି।

7 He that overcometh shall inherit these things; and I will be his God, and he shall be my son.ଯେ ବିଜଯୀ ହବେ, ସେ ଏହିସବୁ ପାଇବ। ମୁଁ ତାହାର ପରମେଶ୍ବର ହବେି ଓ ସେ ମାରେ ପୁତ୍ର ହବେ।

8 But for the fearful, and unbelieving, and abominable, and murderers, and fornicators, and sorcerers, and idolaters, and all liars, their part `shall be' in the lake that burneth with fire and brimstone; which is the second death.କିନ୍ତୁ ଯେଉଁ ଲୋକମାନେ ଭୀରୁ, ଅବିଶ୍ବାସୀ, ଘୃଣାକାର୍ୟ୍ଯ, ନରହତ୍ଯା, ୟୌନଗତ ପାପ, ମନ୍ଦ କୁହୁକ କହନ୍ତି ଓ ପ୍ରତିମାପୂଜକ ଏବଂ ମିଥ୍ଯାବାଦୀ ସମାନେେ ଅଗ୍ନି ଓ ଗନ୍ଧକ ଜଳୁଥିବା ହ୍ରଦ ରେ ସ୍ଥାନ ପାଇବେ। ଏହା ଦ୍ବିତୀୟ ମୃତ୍ଯୁ।

9 And there came one of the seven angels who had the seven bowls, who were laden with the seven last plagues; and he spake with me, saying, Come hither, I will show thee the bride, the wife of the Lamb.ତା'ପରେ ସାତଜଣ ର୍ସ୍ଗଦୂତଙ୍କ ମଧ୍ଯରୁ ଯେଉଁମାନଙ୍କ ପାଖ ରେ ସାତାଟେି ଶଷେ କ୍ଲେଶର ସାତପାତ୍ର ଥିଲା, ସହେିମାନଙ୍କ ମଧ୍ଯରୁ ଜଣେ ମାେ ପାଖକୁ ଆସିଲେ। ସହେି ସ୍ବର୍ଗଦୂତ ମାେତେ କହିଲେ, ମାେ ସହିତ ଆସ। ମୁଁ ତୁମ୍ଭକୁ ବଧୂକୁ ଦଖାଇବେି। ସେ ମଷେଶାବକଙ୍କର ସ୍ତ୍ରୀ।

10 And he carried me away in the Spirit to a mountain great and high, and showed me the holy city Jerusalem, coming down out of heaven from God,ସେ ଦୂତ ମାେତେ ଆତ୍ମା ଦ୍ବାରା ଗୋଟିଏ ବହୁତ ବଡ଼ ଓ ଉଚ୍ଚ ପର୍ବତକୁ ନଇଗେଲେ। ସେ ମାେତେ ପବିତ୍ର ନଗରୀ ୟିରୁଶାଲମ ଦଖାଇେଲେ। ମୁଁ ସହେି ନଗରୀକୁ ପରମେଶ୍ବରଙ୍କ ପାଖରୁ ସ୍ବର୍ଗରୁ ଆସିବାର ଦେଖିଲି।

11 having the glory of God: her light was like unto a stone most precious, as it were a jasper stone, clear as crystal:ସହେି ନଗରୀ ପରମେଶ୍ବରଙ୍କ ଗୌରବ ରେ ଉଜ୍ଜ୍ବଳମୟ ଦଖାଯାେଉଥିଲା। ଏହା ମୂଲ୍ଯବାନ ମଣି, ସୂର୍ୟ୍ଯକାନ୍ତ ପରି ଉଜ୍ଜ୍ବଳ ହାଇେ ଝଲକୁଥିଲା। ଏହା ସ୍ଫଟିକ ପରି ସ୍ବଚ୍ଛ ଥିଲା।

12 having a wall great and high; having twelve gates, and at the gates twelve angels; and names written thereon, which are `the names' of the twelve tribes of the children of Israel:ନଗରୀର ଗୋଟିଏ ବଡ଼ ଉଚ୍ଚ କାନ୍ଥ ଥିଲା। ଏହାର ବାରଟି ପ୍ରବେଶଦ୍ବାରା ଥିଲା। ସହେି ଦ୍ବାରମାନଙ୍କ ରେ ବାରଟି ସ୍ବର୍ଗଦୂତ ଥିଲେ। ପ୍ରେତ୍ୟକକ ପ୍ରବେଶ ଦ୍ବାର ରେ ଇଶ୍ରାୟେଲର ବାରଟି ପରିବାରର ଗୋଟିଏ ଗୋଟିଏ ଦଳର ନାମ ଖାଦେିତ ଥିଲା।

13 on the east were three gates; and on the north three gates; and on the south three gates; and on the west three gates.ସଠାେରେ ପୂର୍ବ ଦିଗ ରେ ତିନୋଟି ପ୍ରବେଶ ଦ୍ବାରା, ଉତ୍ତର ରେ ତିନୋଟି ପ୍ରବେଶ ଦ୍ବାର, ଦକ୍ଷିଣ ରେ ତିନୋଟି ପ୍ରବେଶ ଦ୍ବାର ଏବଂ ପଶ୍ଚିମ ଦିଗ ରେ ତିନୋଟି ଦ୍ବାର ଥିଲା।

14 And the wall of the city had twelve foundations, and on them twelve names of the twelve apostles of the Lamb.ନଗରୀର କାନ୍ଥସବୁ ବାରଟି ମୂଳଦୁଆ ପଥର ଉପରେ ଥିଲା। ସହେି ପଥର ଉପରେ ମଷେଶାବକଙ୍କର ବାର ଜଣ ପ୍ ରରେିତଙ୍କର ନାମ ଲଖାଯାେଇଥିଲା।

15 And he that spake with me had for a measure a golden reed to measure the city, and the gates thereof, and the wall thereof.ମାେ ସହିତ କଥାବାର୍ତ୍ତା ହେଉଥିବା ସ୍ବର୍ଗଦୂତଙ୍କ ହାତ ରେ ଗୋଟିଏ ସୁନାର ମାପଦଣ୍ଡ ଥିଲା। ସେ ନଗର, ଏହାର ପ୍ରବେଶ ଦ୍ବାର ଏବଂ ଏହାର କାନ୍ଥ ମାପ କରିବା ପାଇଁ ଏହି ମାପଦଣ୍ଡ ନିଜ ହାତ ରେ ରଖିଥିଲେ।

16 And the city lieth foursquare, and the length thereof is as great as the breadth: and he measured the city with the reed, twelve thousand furlongs: the length and the breadth and the height thereof are equal.ସହେି ନଗରୀଟି ଚାରିକଣିଆ ଥିଲା। ଏହାର ଲମ୍ବା ଓ ଚଉଡ଼ା ସମାନ। ସହେି ଦୂତ ମାପଦଣ୍ଡ ରେ ନଗରୀକୁ ମାପିଲେ। ନଗରୀର ଲମ୍ବା 12,000 ଷ୍ଟାଡ଼ିଆ, ଚଉଡ଼ା 12,000 ଷ୍ଟାଡ଼ିଆ ଓ ଉଚ୍ଚତା ମଧ୍ଯ 12,000 ଷ୍ଟାଡ଼ିଆ ଥିଲା।

17 And he measured the wall thereof, a hundred and forty and four cubits, `according to' the measure of a man, that is, of an angel.ସେ ଦୂତ କାନ୍ଥର ଉଚ୍ଚତା ମଧ୍ଯ ମାପିଲେ ଏହା 144 ହାତ ହେଲା। ଦୂତ ମନୁଷ୍ଯମାନଙ୍କ ଦ୍ବାରା ବ୍ଯବହୃତ ମାନଦଣ୍ଡ ରେ ମାପିଥିଲେ।

18 And the building of the wall thereof was jasper: and the city was pure gold, like unto pure glass.ସହେି ନଗରୀର କାନ୍ଥ ସୂର୍ୟ୍ଯକାନ୍ତମଣି ରେ ତିଆରି ହାଇେଥିଲା। ସହେି ନଗରୀ ସ୍ବଚ୍ଛକାଚ ପରି ଉଜ୍ଜ୍ବଳ ଖାଣ୍ଟି ସୁନା ରେ ତିଆରି ହାଇେଥିଲା।

19 The foundations of the wall of the city were adorned with all manner of precious stones. The first foundation was jasper; the second, sapphire; the third, chalcedony; the fourth, emerald;ନଗରୀ କାନ୍ଥର ମୂଳଦୁଆ ପଥର ରେ ବହୁମୂଲ୍ଯ ମଣି ଖଚିତ ଥିଲା। ପ୍ରଥମ କୋଣ ପଥରଟି ହୀରକମଣି, ଦ୍ବିତୀୟଟି ନୀଳକାନ୍ତମଣି, ତୃତୀୟ ବୈଦୂର୍ୟ୍ଯମଣି, ଚତୁର୍ଥଟି ମରକତମଣି ଥିଲା।

20 the fifth, sardonyx; the sixth, sardius; the seventh, chrysolite; the eighth, beryl; the ninth, topaz; the tenth, chrysoprase; the eleventh, jacinth; the twelfth, amethyst.ପଞ୍ଚମ ରେ ପୁଲକମଣି, ଷଷ୍ଠ ମଣିକ୍ଯମଣି, ସପ୍ତମଟି ପୁଷ୍ପରାଗମଣି, ଅଷ୍ଟମ ରେ ଫିରୋଜମଣି, ନମମ ରେ ଗୋମଦେକମଣି, ଦଶମ ରେ ଲଶୁନୀୟମଣି, ଏକାଦଶ ରେ ଇନ୍ଦ୍ରନୀଳମଣି, ଓ ଦ୍ବାଦଶ ରେ ସୁଗନ୍ଧମଣି ଖଚିତ ଥିଲା।

21 And the twelve gates were twelve pearls; each one of the several gates was of one pearl: and the street of the city was pure gold, as it were transparent glass.ବାରଟି ପ୍ରବେଶ ଦ୍ବାର ହେଉଛି ବାର ଗୋଟି ମୁକ୍ତ ପ୍ରେତ୍ୟକକ ପ୍ରବେଶ ଦ୍ବାର ଗୋଟିଏ ଲଖାେ ମୁକ୍ତା ରେ ତିଆରି ହାଇେଥିଲା। ନଗରର ରାଜପଥ ନିର୍ମିତ କାଚପରି, ଖାଣ୍ଟି ସୁନା ରେ ତିଆରି ହାଇେଥିଲା।

22 And I saw no temple therein: for the Lord God the Almighty, and the Lamb, are the temple thereof.ମୁଁ ସହେି ନଗରୀ ଭିତ ରେ କୌଣସି ମନ୍ଦିର ଦେଖିଲି ନାହିଁ। ସର୍ବଶକ୍ତିମାନ୍ ପ୍ରଭୁ ପରମେଶ୍ବର ଓ ମଷେଶାବକ ହେଉଛନ୍ତି ସହେି ନଗରର ମନ୍ଦିର।

23 And the city hath no need of the sun, neither of the moon, to shine upon it: for the glory of God did lighten it, and the lamp thereof `is' the Lamb.ସହେି ନଗରୀକୁ ଆଲୋକ ଦବୋପାଇଁ ସୂର୍ୟ୍ଯ ବା ଚନ୍ଦ୍ରର ଆବଶ୍ଯକତା ନାହିଁ। ପରମେଶ୍ବରଙ୍କର ମହିମା ନଗରୀକୁ ଆଲୋକ ଦିଏ। ମଷେଶାବକ ସହେି ନଗରୀର ପ୍ରଦୀପ ସ୍ବରୂପ।

24 And the nations shall walk amidst the light thereof: and the kings of the earth bring their glory into it.ନଗରୀର ଆଲୋକରେ ଜାତିସମୂହର ଲୋକମାନେ ଚାଲିବେ। ପୃଥିବୀର ରାଜାମାନେ ସମାନଙ୍କେର ଐଶ୍ବର୍ୟ୍ଯ ଏହି ନଗରୀକୁ ଦବେେ।

25 And the gates thereof shall in no wise be shut by day (for there shall be no night there):ସହେି ନଗରୀର ଦ୍ବାରଗୁଡ଼ିକ କୌଣସି ଦିନ ବନ୍ଦ ରହିବ ନାହିଁ, କାରଣ ସଠାେରେ କବେେ ହେଲେ ରାତି ହବେ ନାହିଁ।

26 and they shall bring the glory and the honor of the nations into it:ସହେି ନଗରକୁ ଜାତିସମୂହର ଐଶ୍ବର୍ୟ୍ଯ ଓ ମହିମା ଅଣାୟିବ।

27 and there shall in no wise enter into it anything unclean, or he that maketh an abomination and a lie: but only they that are written in the Lamb's book of life.କୌଣସି ଅଶୁଚି ଜିନିଷ ତା' ଭିତ ରେ ପ୍ରବେଶ କରିବ ନାହିଁ। ଲଜ୍ଜାପୂର୍ଣ୍ଣ କାର୍ୟ୍ଯ କରିବା ଲୋକ ଓ ମିଥ୍ଯା କହିବା ଲୋକ ତା' ଭିତ ରେ ପଶିପାରିବେ ନାହିଁ। ମଷେଶାବକଙ୍କ ଜୀବନପୁସ୍ତକରେ ନାମ ଲଖାେ ହାଇେଥିବା ଲୋକମାନେ ସହେି ନଗରୀ ଭିତ ରେ ପ୍ରବେଶ କରିବେ।

Oriya Bible