Revelation 3

fullscreen1 ସାର୍ଦ୍ଦୀ ମଣ୍ଡଳୀର ଦୂତଙ୍କୁ ଏହା ଲେଖ : ଯାହାଙ୍କଠା ରେ ପରମେଶ୍ବରଙ୍କର ସାତାଟେି ଆତ୍ମା ଓ ସାତାଟେି ନକ୍ଷତ୍ର ଅଛି, ସେ ଏହି କଥାଗୁଡ଼ିକ ତୁମ୍ଭକୁ କହୁଛନ୍ତି, ମୁଁ ତୁମ୍ଭ କର୍ମ ବିଷୟ ରେ ଜାଣେ। ଲୋକମାନେ କହନ୍ତି, ତୁମ୍ଭେ ନାମକୁ ମାତ୍ର ଜୀବିତ, କିନ୍ତୁ ପ୍ରକୃତ ରେ ମୃତ।

fullscreen2 ଜାଗି ଉଠ! ତୁମ୍ଭର ଯେଉଁ ଅବଶିଷ୍ଟ ବିଷୟଗୁଡ଼ିକ ଲୋପ ପାଇଯାଉଅଛି ସଗେୁଡ଼ିକ ସମ୍ପୂର୍ଣ୍ଣ ମରିୟିବା ପୂର୍ବରୁ ସେସବୁ ଦୃଢ଼ କର। କାରଣ ପରମେଶ୍ବରଙ୍କ ଦୃଷ୍ଟି ରେ ତୁମ୍ଭର କର୍ମକୁ ମୁଁ ନିର୍ଦ୍ ଦୋଷ ପାଇନାହିଁ।

fullscreen3 ତେଣୁ ପ୍ରଥମ ରେ ତୁମ୍ଭେ ଯାହା ଗ୍ରହଣ କରିଥିଲ ଓ ଶୁଣିଥିଲ, ତାହା ମନେ ପକାଅ। ସଗେୁଡ଼ିକର ବାଧ୍ଯ ହୁଅ। ନିଜ ହୃଦୟ ଓ ଜୀବନ ପରିବର୍ତ୍ତନ କର। ତୁମ୍ଭେ ଜାଗ୍ରତ ହୁଅ, ନଚେତ୍ ମୁଁ ଗୋଟିଏ ଗ୍ଭରପରେି ତୁମ୍ଭ ପାଖକୁ ଆସିବି ଓ କେତବେେଳେ ତୁମ୍ଭ ନିକଟକୁ ଆସି ତୁମ୍ଭକୁ ହତବୁଦ୍ଧି କରି ଦବେି, ତାହା ତୁମ୍ଭେ ଜାଣିପାରିବ ନାହିଁ।

fullscreen4 ତଥାପି ସାର୍ଦ୍ଦା ରେ କେତକେ ଲୋକ ଅଛନ୍ତି ଯେଉଁମାନେ ନିଜର ବସ୍ତ୍ରକୁ ଅପରିଷ୍କାର କରି ନାହାଁନ୍ତି। ସହେି ଲୋକମାନେ ଶୁଭ୍ର ବସ୍ତ୍ର ପିନ୍ଧି ମାେ ସହିତ ଗମନାଗମନ କରିବେ, କାରଣ ସମାନେେ ସେଥିପାଇଁ ଯୋଗ୍ଯ ଅଟନ୍ତି।

fullscreen5 ଯେ ବିଜଯୀ ହୁଏ, ସେ ଏହି ଲୋକମାନଙ୍କ ଭଳି ଧଳା ବସ୍ତ୍ର ପିନ୍ଧିବ। ମୁଁ ଜୀବନ ପୁସ୍ତକରୁ ସହେି ଲୋକର ନାମ କଦାପି ଲୋପ କରିବି ନାହିଁ। ମାତ୍ର ମୁଁ ତାହାର ନାମକୁ ମାହେର ପରମପିତା ଓ ତାହାଙ୍କର ଦୂତମାନଙ୍କ ସାମନା ରେ ସ୍ବୀକାର କରିବି।

fullscreen6 ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।

1 And unto the angel of the church in Sardis write; These things saith he that hath the seven Spirits of God, and the seven stars; I know thy works, that thou hast a name that thou livest, and art dead.

2 Be watchful, and strengthen the things which remain, that are ready to die: for I have not found thy works perfect before God.

3 Remember therefore how thou hast received and heard, and hold fast, and repent. If therefore thou shalt not watch, I will come on thee as a thief, and thou shalt not know what hour I will come upon thee.

4 Thou hast a few names even in Sardis which have not defiled their garments; and they shall walk with me in white: for they are worthy.

5 He that overcometh, the same shall be clothed in white raiment; and I will not blot out his name out of the book of life, but I will confess his name before my Father, and before his angels.

6 He that hath an ear, let him hear what the Spirit saith unto the churches.

Revelation 3 in Tamil and English

1 ସାର୍ଦ୍ଦୀ ମଣ୍ଡଳୀର ଦୂତଙ୍କୁ ଏହା ଲେଖ : ଯାହାଙ୍କଠା ରେ ପରମେଶ୍ବରଙ୍କର ସାତାଟେି ଆତ୍ମା ଓ ସାତାଟେି ନକ୍ଷତ୍ର ଅଛି, ସେ ଏହି କଥାଗୁଡ଼ିକ ତୁମ୍ଭକୁ କହୁଛନ୍ତି, ମୁଁ ତୁମ୍ଭ କର୍ମ ବିଷୟ ରେ ଜାଣେ। ଲୋକମାନେ କହନ୍ତି, ତୁମ୍ଭେ ନାମକୁ ମାତ୍ର ଜୀବିତ, କିନ୍ତୁ ପ୍ରକୃତ ରେ ମୃତ।
And unto the angel of the church in Sardis write; These things saith he that hath the seven Spirits of God, and the seven stars; I know thy works, that thou hast a name that thou livest, and art dead.

2 ଜାଗି ଉଠ! ତୁମ୍ଭର ଯେଉଁ ଅବଶିଷ୍ଟ ବିଷୟଗୁଡ଼ିକ ଲୋପ ପାଇଯାଉଅଛି ସଗେୁଡ଼ିକ ସମ୍ପୂର୍ଣ୍ଣ ମରିୟିବା ପୂର୍ବରୁ ସେସବୁ ଦୃଢ଼ କର। କାରଣ ପରମେଶ୍ବରଙ୍କ ଦୃଷ୍ଟି ରେ ତୁମ୍ଭର କର୍ମକୁ ମୁଁ ନିର୍ଦ୍ ଦୋଷ ପାଇନାହିଁ।
Be watchful, and strengthen the things which remain, that are ready to die: for I have not found thy works perfect before God.

3 ତେଣୁ ପ୍ରଥମ ରେ ତୁମ୍ଭେ ଯାହା ଗ୍ରହଣ କରିଥିଲ ଓ ଶୁଣିଥିଲ, ତାହା ମନେ ପକାଅ। ସଗେୁଡ଼ିକର ବାଧ୍ଯ ହୁଅ। ନିଜ ହୃଦୟ ଓ ଜୀବନ ପରିବର୍ତ୍ତନ କର। ତୁମ୍ଭେ ଜାଗ୍ରତ ହୁଅ, ନଚେତ୍ ମୁଁ ଗୋଟିଏ ଗ୍ଭରପରେି ତୁମ୍ଭ ପାଖକୁ ଆସିବି ଓ କେତବେେଳେ ତୁମ୍ଭ ନିକଟକୁ ଆସି ତୁମ୍ଭକୁ ହତବୁଦ୍ଧି କରି ଦବେି, ତାହା ତୁମ୍ଭେ ଜାଣିପାରିବ ନାହିଁ।
Remember therefore how thou hast received and heard, and hold fast, and repent. If therefore thou shalt not watch, I will come on thee as a thief, and thou shalt not know what hour I will come upon thee.

4 ତଥାପି ସାର୍ଦ୍ଦା ରେ କେତକେ ଲୋକ ଅଛନ୍ତି ଯେଉଁମାନେ ନିଜର ବସ୍ତ୍ରକୁ ଅପରିଷ୍କାର କରି ନାହାଁନ୍ତି। ସହେି ଲୋକମାନେ ଶୁଭ୍ର ବସ୍ତ୍ର ପିନ୍ଧି ମାେ ସହିତ ଗମନାଗମନ କରିବେ, କାରଣ ସମାନେେ ସେଥିପାଇଁ ଯୋଗ୍ଯ ଅଟନ୍ତି।
Thou hast a few names even in Sardis which have not defiled their garments; and they shall walk with me in white: for they are worthy.

5 ଯେ ବିଜଯୀ ହୁଏ, ସେ ଏହି ଲୋକମାନଙ୍କ ଭଳି ଧଳା ବସ୍ତ୍ର ପିନ୍ଧିବ। ମୁଁ ଜୀବନ ପୁସ୍ତକରୁ ସହେି ଲୋକର ନାମ କଦାପି ଲୋପ କରିବି ନାହିଁ। ମାତ୍ର ମୁଁ ତାହାର ନାମକୁ ମାହେର ପରମପିତା ଓ ତାହାଙ୍କର ଦୂତମାନଙ୍କ ସାମନା ରେ ସ୍ବୀକାର କରିବି।
He that overcometh, the same shall be clothed in white raiment; and I will not blot out his name out of the book of life, but I will confess his name before my Father, and before his angels.

6 ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।
He that hath an ear, let him hear what the Spirit saith unto the churches.