Romans 13:7 ସମାଜ ରେ ଯାହାଙ୍କର ଯାହା ପ୍ରାପ୍ଯ ତାହାଙ୍କୁ ତାହା ଦିଅ। ଯାହାଙ୍କୁ ଶୁଳ୍କ ଦବୋ କଥା ତାହାଙ୍କୁ ସମସ୍ତ ପ୍ରକାରର ଶୁଳ୍କ ଦଇେ ଦିଅ। ଯାହାଙ୍କୁ ଭୟ ସହିତ ଆଦର କରିବା କଥା ସମାନଙ୍କେୁ ଭୟ ଓ ଆଦର କର। ଯାହାଙ୍କୁ ସମ୍ମାନ ଦବୋ କଥା ସମାନଙ୍କେୁ ସମ୍ମାନ ଦିଅ।
Romans 13:7 in Other Translations
King James Version (KJV) Render therefore to all their dues: tribute to whom tribute is due; custom to whom custom; fear to whom fear; honour to whom honour.
American Standard Version (ASV) Render to all their dues: tribute to whom tribute `is due'; custom to whom custom; fear to whom fear; honor to whom honor.
Bible in Basic English (BBE) Give to all what is their right: taxes to him whose they are, payment to him whose right it is, fear to whom fear, honour to whom honour is to be given.
Darby English Bible (DBY) Render to all their dues: to whom tribute [is due], tribute; to whom custom, custom; to whom fear, fear; to whom honour, honour.
World English Bible (WEB) Give therefore to everyone what you owe: taxes to whom taxes are due; customs to whom customs; respect to whom respect; honor to whom honor.
Young's Literal Translation (YLT) render, therefore, to all `their' dues; to whom tribute, the tribute; to whom custom, the custom; to whom fear, the fear; to whom honour, the honour.
Render
ἀπόδοτε
apodidōmi
ah-poh-THEE-thoh-mee
therefore
οὖν
oun
oon
to all
πᾶσιν
pas
pahs
their
τὰς
ho
oh
dues:
ὀφειλάς,
opheilē
oh-fee-LAY
whom
τῷ
ho
oh
τὸν
ho
oh
to tribute
φόρον
phoros
FOH-rose
τὸν
ho
oh
tribute
φόρον
phoros
FOH-rose
whom
τῷ
ho
oh
τὸ
ho
oh
to custom;
τέλος
telos
TAY-lose
τὸ
ho
oh
custom
τέλος
telos
TAY-lose
whom
τῷ
ho
oh
τὸν
ho
oh
to fear;
φόβον
phobos
FOH-vose
τὸν
ho
oh
fear
φόβον
phobos
FOH-vose
whom
τῷ
ho
oh
τὴν
ho
oh
to honour.
τιμὴν
timē
tee-MAY
τὴν
ho
oh
honour
τιμήν
timē
tee-MAY
Read Full Chapter :
Romans 13
Cross Reference
ମାଥିଉଲିଖିତ ସୁସମାଚାର 17:25
ପିତର ଉତ୍ତର ଦେଲେ, ହଁ, ସେ ଦିଅନ୍ତି।
ଲୂକଲିଖିତ ସୁସମାଚାର 20:25
ଯୀଶୁ ସମାନଙ୍କେୁ କହିଲେ, ତବେେ ଯାହା କାଇସରଙ୍କର, ତାହା କାଇସରଙ୍କୁ ଦଇଦେିଅ, ଯାହା ପରମେଶ୍ବରଙ୍କର ତାହା ପରମେଶ୍ବରଙ୍କୁ ଦଇଦେିଅ।
ମାଥିଉଲିଖିତ ସୁସମାଚାର 22:21
ଲୋକମାନେ କହିଲେ, କାଇସରଙ୍କର।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:17
ମଣ୍ଡଳୀକୁ ଉତ୍ତମରୂପେ ଆଗଇେ ନଇେ ଯାଉଥିବା ପ୍ରାଚୀନମାନେ ଅତ୍ଯଧିକ ସମ୍ମାନ ପାଇବା ଉଚିତ। ଯେଉଁ ପ୍ରାଚୀନମାନେ ପ୍ରଚାର ଓ ଉପଦେଶ ପ୍ରଦାନ କରୁଛନ୍ତି, ସମାନେେ ଅତ୍ଯଧିକ ସମ୍ମାନର ଅଧିକାରୀ ଅଟନ୍ତି।
ହିତୋପଦେଶ 24:21
ହେ ମାରେ ପୁତ୍ର, ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ଭୟ କର। ସହେି ଲୋକମାନଙ୍କ ସହିତ ଜଡିତ ହୁଅ ନାହିଁ। ଯେଉଁମାନେ ସମାନଙ୍କେର ବିପକ୍ଷ ରେ ଅଛନ୍ତି।
ମାର୍କଲିଖିତ ସୁସମାଚାର 12:17
ତା'ପରେ ଯୀଶୁ ସମାନଙ୍କେୁ କହିଲେ, ଯାହା କାଇସରଙ୍କର, ତାହା କାଇସରଙ୍କୁ ଦିଅ ଓ ଯାହା ପରମେଶ୍ବରଙ୍କର, ତାହା ପରମେଶ୍ବରଙ୍କୁ ଦିଅ। ଏହା ଶୁଣି ସମସ୍ତେ ଆଶ୍ଚର୍ୟ୍ଯ ହାଇଗେଲେ।
ଲୂକଲିଖିତ ସୁସମାଚାର 23:2
ସମାନେେ ଯୀଶୁଙ୍କୁ ଦୋଷ ଦବୋକୁ ଲାଗିଲେ। ସମାନେେ ପୀଲାତଙ୍କୁ କହିଲେ, ଆମ୍ଭର ଲୋକମାନଙ୍କୁ ବିଭ୍ରାନ୍ତ କରିବାକୁ ଚେଷ୍ଟା କରୁଥିବା ବେଳେ ଆମ୍ଭମାନେେ ଏହାଙ୍କୁ ଧରିଛୁ। ସେ ଲୋକମାନଙ୍କୁ କହୁଛନ୍ତି ଯେ କାଇସରଙ୍କୁ କର ଦବୋ ଉଚିତ ନୁହେଁ। ସେ ନିଜକୁ ଖ୍ରୀଷ୍ଟ, ଜଣେ ରାଜା ବୋଲି କହୁଛି।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:33
ଯାହା ହେଉନା କାହିଁକି, ତୁମ୍ଭ ଭିତରୁ ପ୍ରେତ୍ୟକକ ଜଣ ନିଜକୁ ଭଲ ପାଇଲା ଭଳି ନିଜ ପତ୍ନୀକୁ ଭଲ ପାଇବା ଉଚିତ ଓ ପ୍ରେତ୍ୟକକ ପତ୍ନୀ ନିଜର ପତିକୁ ସମ୍ମାନ କରିବା ଉଚିତ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:2
କାରଣ ଦଶ ଆଜ୍ଞା ମଧ୍ଯରୁ ଗୋଟିଏ ଆଜ୍ଞା ହେଉଛି, ତୁମ୍ଭେ ଆପଣା ପିତାମାତାଙ୍କୁ ସମ୍ମାନ କର।'284 ଏହି ଆଜ୍ଞାଟି ସହିତ ଏକ ପ୍ରତିଜ୍ଞା ମଧ୍ଯ ସଂୟୁକ୍ତ।
ଯାତ୍ରା ପୁସ୍ତକ 20:12
ତୁମ୍ଭେ ଆପଣା ପିତା ଓ ମାତାଙ୍କୁ ସମ୍ମାନ କର। ଏହିପରି କର ୟଦ୍ବାରା ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭକୁ ଯେଉଁ ଦେଶ ଦବେେ ସହେି ଦେଶ ରେ ତୁମ୍ଭର ଦୀର୍ଘ ପରମାଯୁ ହବେ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:13
ସହେି ୟୁବତୀ ବିଧବାମାନେ ଘରକୁ ଘର ଅଯଥା ରେ ବୁଲାବୁଲି କରି ସମୟ ନଷ୍ଟ କରିବା ଶିଖନ୍ତି। ସମାନେେ ବଚସା କରିବା ଓ ଅନ୍ଯଲୋକଙ୍କ ଜୀବନ ବିଷୟ ରେ ଚର୍ଚ୍ଚା କରିବା ଆରମ୍ଭ କରନ୍ତି। ଅନୁଚିତ କଥାଗୁଡ଼ିକ କୁହନ୍ତି।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6:1
କ୍ରୀତଦାସମାନେ ନିଜ ମାଲିକକୁ ପୂର୍ଣ୍ଣ ସମ୍ମାନ ଦବୋ ଉଚିତ। ସମାନେେ ସପରେି କଲେ ପରମେଶ୍ବରଙ୍କ ନାମ ଏବଂ ଖ୍ରୀଷ୍ଟିଯାନ ଉପଦେଶଗୁଡ଼ିକ ସମାଲୋଚିତ ହବେ ନାହିଁ।
ପିତରଙ୍କ ପ୍ରଥମ ପତ୍ 2:17
ସମସ୍ତଙ୍କୁ ସମ୍ମାନ ଦିଅ। ପରମେଶ୍ବରଙ୍କ ପରିବାରର ସମସ୍ତ ଭାଇ ଓ ଭଉଣୀମାନଙ୍କୁ ଭଲ ପାଅ। ପରମେଶ୍ବରଙ୍କୁ ଭୟ କର ଓ ରାଜାଙ୍କୁ ସମ୍ମାନ ଦିଅ।
ପିତରଙ୍କ ପ୍ରଥମ ପତ୍ 3:7
ଠିକ୍ ସହେିଭଳି ତୁମ୍ଭେ ପତିମାନେ ! ତୁମ୍ଭ ପତ୍ନୀମାନଙ୍କ ସହିତ ଭଲ ବୁଝାମଣା ରେ ଜୀବନଯାପନ କର। ତୁମ୍ଭମାନେେ ନିଜ ପତ୍ନୀକୁ ସମ୍ମାନ ଦଖାଇବୋ ଉଚିତ। ସମାନେେ ତୁମ୍ଭଠାରୁ ଦୁର୍ବଳ। କିନ୍ତୁ ପରମେଶ୍ବର, ତୁମ୍ଭ ଭଳି ସମାନଙ୍କେୁ ମଧ୍ଯ ଆଶୀର୍ବାଦ ଦାନ କରନ୍ତି, ଯାହାକି ପ୍ରକୃତ ଜୀବନ ଦାନ କରେ। ତୁମ୍ଭ ପ୍ରାର୍ଥନା ରେ କୌଣସି ଅସୁବିଧା ନ ଘଟିବା ଲାଗି ଏହାସବୁ କର।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:5
ହେ ଦାସମାନେ ! ପୃଥିବୀ ରେ ତୁମ୍ଭ ମାଲିକମାନଙ୍କର ଆଜ୍ଞା, ଭୟ ଓ ସମ୍ମାନ ସହିତ, ନିଷ୍ଠାପୂର୍ଣ୍ଣ ହୃଦୟ ରେ ପାଳନ କର। ଯୀଶୁ ଖ୍ରୀଷ୍ଟଙ୍କ ଆଜ୍ଞା ପାଳନ କଲା ଭଳି ତୁମ୍ଭେ ଏହା କର।
ଲେବୀୟ ପୁସ୍ତକ 19:3
ତୁମ୍ଭମାନେେ ପ୍ରେତ୍ୟକକ ନିଜ ନିଜ ପିତା ମାତାଙ୍କୁ ଭୟ ଓ ସମ୍ମାନ କରିବ। ଏବଂ ମାରେବିଶ୍ରାମ ଦିନ ପାଳନ କରିବ, କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟେ।
ଲେବୀୟ ପୁସ୍ତକ 19:32
ବୃଦ୍ଧ ଲୋକଙ୍କୁ ସମ୍ମାନ ଦିଅ। ସମାନେେ ତୁମ୍ଭ ପାଖକୁ ଆସିଲେ ଛିଡା ହାଇୟୋଅ, ଛିଡା ହାଇେ ଥିଲେ ତାଙ୍କୁ ସମାଦର କରିବ। ତୁମ୍ଭମାନେେ ତୁମ୍ଭମାନଙ୍କର ପରମେଶ୍ବରଙ୍କୁ ଭୟ କରିବା ଉଚିତ୍। ମୁଁ ନିତ୍ଯ ସଦାପ୍ରଭୁ ଅଟେ।
ପ୍ରଥମ ଶାମୁୟେଲ 12:18
ତେଣୁ ଶାମକ୍ସ୍ଟଯଲେ ସଦାପ୍ରଭୁଙ୍କୁ ଡାକିଲେ, ସହେି ସମୟରେ ସଦାପ୍ରଭୁ ମେଘଗର୍ଜନ ଓ ବୃଷ୍ଟି ପଠାଇଲେ। ତେଣୁ ସବକ୍ସ୍ଟଲୋକ ସଦାପ୍ରଭୁ ଓ ଶାମୁୟେଲଙ୍କୁ ଭୟ କଲେ।