Bible

Romans 13 - BBE (Oriya)

1 Let everyone put himself under the authority of the higher powers, because there is no power which is not of God, and all powers are ordered by God.ପ୍ରେତ୍ୟକକ ଲୋକର ସରକାରୀ ଶାସକମାନଙ୍କ ଅଧୀନତା ସ୍ବୀକାର କରିବା ଉଚିତ୍। କାରଣ ସମାନଙ୍କେ ଏହି କ୍ଷମତା ପରମେଶ୍ବରଙ୍କ ଦ୍ବାରା ଦିଆଯାଇଛି ଏବଂ ବର୍ତ୍ତମାନ ଯେଉଁ ମାନେ ଅଧିକାରୀ , ପରମେଶ୍ବରଙ୍କ ଦ୍ବାରା ସମାନଙ୍କେୁ ଏହି କ୍ଷମତା ପ୍ରଦାନ କରା ଯାଇଛି।

2 For which reason everyone who puts himself against the authority puts himself against the order of God: and those who are against it will get punishment for themselves.ଅତଏବ ଅଧିକାର ବି ରୋଧ କରୁଥିବା ଲୋକମାନେ ପ୍ରକୃତ ରେ ପରମେଶ୍ବରଙ୍କ ଆଜ୍ଞାର ବିରୋଧୀ। ଏପରି ବି ରୋଧ କରୁଥିବା ଲୋକ, ନିଜ ପାଇଁ ଦଣ୍ତ ପାଇବା ବ୍ଯବସ୍ଥା କରିଥାଏ।

3 For rulers are not a cause of fear to the good work but to the evil. If you would have no fear of the authority, do good and you will have praise;ଯେଉଁ ମାନେ ଠିକ୍ କାମ କରନ୍ତି, ଶାସକଙ୍କୁ ଭୟ କରିବାର କୌଣସି କାରଣ ସମାନଙ୍କେଠା ରେ ନାହିଁ, କିନ୍ତୁ ଯେଉଁମାନେ ମନ୍ଦ ବା ଭୁଲ କାମ କରନ୍ତି ସମାନେେ ଭୟ କରିବାକୁ ବାଧ୍ଯ। ଶାସକ ମାନଙ୍କ ଭୟରୁ ମୁକ୍ତି କରିବା ପାଇଁ ଏକ ମାତ୍ର ଉପାୟ ହେଉଛି ଭଲ କାମ କରିବା। ଭଲ କାମ କଲେ ଶାସକମାନେ ତୁମ୍ଭର ପ୍ରଶଂସା କରିବେ।

4 For he is the servant of God to you for good. But if you do evil, have fear; for the sword is not in his hand for nothing: he is God's servant, making God's punishment come on the evil-doer.ତୁମ୍ଭକୁ ସାହାୟ୍ଯ କରିବା ପାଇଁ ଶାସକ ହେଉଛନ୍ତି ପରମେଶ୍ବରଙ୍କ ସବେକ। କିନ୍ତୁ ତୁମ୍ଭେ ଭୁଲ୍ କଲେ ଭୟ କରିବ। ଶାସକର ଦଣ୍ତ ଦବୋ କ୍ଷମତା ଅଛି, ସେ ସହେି କ୍ଷମତାର ପ୍ରଯୋଗ କରି ମନ୍ଦ କାମ କରୁଥିବା ଲୋକକୁ ଦଣ୍ତ ଦବେେ।

5 So put yourselves under the authority, not for fear of wrath, but because you have the knowledge of what is right.ସେଥିପାଇଁ ଶାସକଙ୍କ ଆଜ୍ଞା ପାଳନ କରିବାକୁ ତୁମ୍ଭେ ବାଧ୍ଯ। ପାଳନ ନ କରିବା କାରଣରୁ ଯେ ଦଣ୍ତିତ ହବେ, ସେଥିପାଇଁ ଆଜ୍ଞା ପାଳନ କର ନାହିଁ। ଅଧିକନ୍ତୁ ଶାସନକୁ ମାନିବା ଠିକ୍ କାମ ବୋଲି ଯାଣିଥିବାରୁ ତୁମ୍ଭେ ଏପରି କରିବା ଉଚିତ୍।

6 For the same reason, make payment of taxes; because the authority is God's servant, to take care of such things at all times.ଏହି ଦୃଷ୍ଟିରୁ ତୁମ୍ଭମାନେେ ସରକାରକୁ କର ମଧ୍ଯ ଦିଅ। ସମାନେେ ପରମେଶ୍ବରଙ୍କ ସବୋ ରେ ରହିଛନ୍ତି, ଏବଂ ସହେି କାର୍ୟ୍ଯ କରିବା ପାଇଁ ନିଜର ସଂପୂର୍ଣ ସମୟ ଦେଉଛନ୍ତି।

7 Give to all what is their right: taxes to him whose they are, payment to him whose right it is, fear to whom fear, honour to whom honour is to be given.ସମାଜ ରେ ଯାହାଙ୍କର ଯାହା ପ୍ରାପ୍ଯ ତାହାଙ୍କୁ ତାହା ଦିଅ। ଯାହାଙ୍କୁ ଶୁଳ୍କ ଦବୋ କଥା ତାହାଙ୍କୁ ସମସ୍ତ ପ୍ରକାରର ଶୁଳ୍କ ଦଇେ ଦିଅ। ଯାହାଙ୍କୁ ଭୟ ସହିତ ଆଦର କରିବା କଥା ସମାନଙ୍କେୁ ଭୟ ଓ ଆଦର କର। ଯାହାଙ୍କୁ ସମ୍ମାନ ଦବୋ କଥା ସମାନଙ୍କେୁ ସମ୍ମାନ ଦିଅ।

8 Be in debt for nothing, but to have love for one another: for he who has love for his neighbour has kept all the law.କାହାର ଋଣୀ ହୁଅ ନାହିଁ। କିନ୍ତୁ ପରପ୍ପର ପ୍ରତି ପ୍ ରମରେ ଋଣ ରେ ଋଣୀ ହୁଅ। ଯେଉଁ ଲୋକ ପ୍ରତିବେଶୀକୁ ପ୍ ରମେ କରେ ସେ ସଂପୂର୍ଣ ବ୍ଯବସ୍ଥା ମାନିଛି।

9 And this, Do not be untrue in married life, Do not put to death, Do not take what is another's, Do not have desire for what is another's, and if there is any other order, it is covered by this word, Have love for your neighbour as for yourself.ମୁଁ ଏପରି କହୁଛି, କାରଣ ବ୍ଯବସ୍ଥା କୁ ହେ: ବ୍ଯଭିଗ୍ଭର କର ନାହିଁ, କାହାକୁ ବଧ କର ନାହିଁ, କୌଣସି ଜିନିଷ ଗ୍ଭରେି କର ନାହିଁ, ଅନ୍ୟ ଲୋକର ଜିନିଷ ପ୍ରତି ଲୋଭ ରଖ ନାହିଁ। ଏହି ସମସ୍ତ ଆଦେଶ ଗୁଡିକ ଓ ଅନ୍ୟ ସମସ୍ତ ଆଦେଶ ଗୁଡିକ ସାରାଂଶ ଭାବେ ଏହି ବ୍ଯବସ୍ଥାର ଅନ୍ତର୍ଗତ ଅଟେ, ଯଥା: ନିଜକୁ ପ୍ ରମେ କଲା ଭଳି ଅନ୍ୟ ପ୍ରତିବାଶୀକୁ ପ୍ ରମେ କର।

10 Love does no wrong to his neighbour, so love makes the law complete.ପ୍ ରମେ ଅନ୍ୟ ଲୋକକୁ ଆଘାତ କରେ ନାହିଁ, ଅତଏବ ପ୍ ରମେ କରିବା ସଂପୂର୍ଣ ବ୍ଯବସ୍ଥା ପାଳନର ସମକକ୍ଷ।

11 See then that the time has come for you to be awake from sleep: for now is your salvation nearer than when you first had faith.ମୁଁ ଏହି ସମସ୍ତ କଥା କହୁଛି, କାରଣ ଆମ୍ଭର ଏହି ସମୟଟି ଅତି ମହତ୍ତ୍ବପୂର୍ଣ। ନିଦ୍ରାରୁ ଜାଗ୍ରତ ହବୋର ସମୟ ଉପସ୍ଥିତ ହାଇେଅଛି। ଆରମ୍ଭ କାଳ ରେ ବିଶ୍ବାସ କରିବା ତୁଳନା ରେ ଏବେ ଆମ୍ଭେ ଉଦ୍ଧାର ପାଇବା ସମୟର ନିକଟତର ହାଇେଛୁ।

12 The night is far gone, and the day is near: so let us put off the works of the dark, arming ourselves with light,'ରାତି' ପ୍ରାଯଃ କଟି ଗଲାଣି। 'ଦିନ' ପ୍ରାଯଃ ଏହିଠା ରେ। ଅତଏବ ଅନ୍ଧକାର ରେ କରୁଥିବା ପାପ କାମ ଆମ୍ଭେ ବନ୍ଦ କରିବା ଉଚିତ। ଆମ୍ଭେ ପ୍ରକାଶ ରେ ହେଉଥିବା ଭଲ କାମ କରିବାପାଇଁ ପ୍ରସ୍ତୁତ କରିବା ଉଚିତ।

13 With right behaviour as in the day; not in pleasure-making and drinking, not in bad company and unclean behaviour, not in fighting and envy.ଆମ୍ଭେ ଉତ୍ତମ ଲୋକଙ୍କ ଭଳି, ଦିବସର ଲୋକଙ୍କ ଭଳି ଠିକ୍ ଭାବରେ ରହିବା ଉଚିତ। ଆମ୍ଭେ ଖର୍ଚ୍ଚାନ୍ତ ରସରଙ୍ଗ ରେ ମାତିବା ଠିକ୍ ନୁହେଁ। ମାତାଲ ହବୋ ଉଚିତ ନୁହେଁ। ୟୌନଗତ ପାପକର୍ମ ଓ ଅନ୍ୟ ସମସ୍ତ ଭୋଗ ବିଳାସ ରେ ଲିପ୍ତ ହବୋ ଠିକ୍ ନୁହେଁ। ୟୁକ୍ତି ତର୍କ କରିବା ଓ ଇର୍ଷାଳୁ ହାବୋ ଉଚିତ୍ ନୁହେଁ।

14 But put on the Lord Jesus Christ, and do not give thought to the flesh to do its desires.ନିଜର ପାପପୂର୍ଣ ସ୍ବାର୍ଥପର ଇଚ୍ଛାକୁ ତୃପ୍ତି କରିବା ରେ ଲାଗି ନ ରହି ଆମ୍ଭେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ପରିଧାନ କରିବା ଉଚିତ।

Oriya Bible