Bible

Romans 13 - WEB (Oriya)

1 Let every soul be in subjection to the higher authorities, for there is no authority except from God, and those who exist are ordained by God.ପ୍ରେତ୍ୟକକ ଲୋକର ସରକାରୀ ଶାସକମାନଙ୍କ ଅଧୀନତା ସ୍ବୀକାର କରିବା ଉଚିତ୍। କାରଣ ସମାନଙ୍କେ ଏହି କ୍ଷମତା ପରମେଶ୍ବରଙ୍କ ଦ୍ବାରା ଦିଆଯାଇଛି ଏବଂ ବର୍ତ୍ତମାନ ଯେଉଁ ମାନେ ଅଧିକାରୀ , ପରମେଶ୍ବରଙ୍କ ଦ୍ବାରା ସମାନଙ୍କେୁ ଏହି କ୍ଷମତା ପ୍ରଦାନ କରା ଯାଇଛି।

2 Therefore he who resists the authority, withstands the ordinance of God; and those who withstand will receive to themselves judgment.ଅତଏବ ଅଧିକାର ବି ରୋଧ କରୁଥିବା ଲୋକମାନେ ପ୍ରକୃତ ରେ ପରମେଶ୍ବରଙ୍କ ଆଜ୍ଞାର ବିରୋଧୀ। ଏପରି ବି ରୋଧ କରୁଥିବା ଲୋକ, ନିଜ ପାଇଁ ଦଣ୍ତ ପାଇବା ବ୍ଯବସ୍ଥା କରିଥାଏ।

3 For rulers are not a terror to the good work, but to the evil. Do you desire to have no fear of the authority? Do that which is good, and you will have praise from the same,ଯେଉଁ ମାନେ ଠିକ୍ କାମ କରନ୍ତି, ଶାସକଙ୍କୁ ଭୟ କରିବାର କୌଣସି କାରଣ ସମାନଙ୍କେଠା ରେ ନାହିଁ, କିନ୍ତୁ ଯେଉଁମାନେ ମନ୍ଦ ବା ଭୁଲ କାମ କରନ୍ତି ସମାନେେ ଭୟ କରିବାକୁ ବାଧ୍ଯ। ଶାସକ ମାନଙ୍କ ଭୟରୁ ମୁକ୍ତି କରିବା ପାଇଁ ଏକ ମାତ୍ର ଉପାୟ ହେଉଛି ଭଲ କାମ କରିବା। ଭଲ କାମ କଲେ ଶାସକମାନେ ତୁମ୍ଭର ପ୍ରଶଂସା କରିବେ।

4 for he is a servant of God to you for good. But if you do that which is evil, be afraid, for he doesn't bear the sword in vain; for he is a minister of God, an avenger for wrath to him who does evil.ତୁମ୍ଭକୁ ସାହାୟ୍ଯ କରିବା ପାଇଁ ଶାସକ ହେଉଛନ୍ତି ପରମେଶ୍ବରଙ୍କ ସବେକ। କିନ୍ତୁ ତୁମ୍ଭେ ଭୁଲ୍ କଲେ ଭୟ କରିବ। ଶାସକର ଦଣ୍ତ ଦବୋ କ୍ଷମତା ଅଛି, ସେ ସହେି କ୍ଷମତାର ପ୍ରଯୋଗ କରି ମନ୍ଦ କାମ କରୁଥିବା ଲୋକକୁ ଦଣ୍ତ ଦବେେ।

5 Therefore you need to be in subjection, not only because of the wrath, but also for conscience' sake.ସେଥିପାଇଁ ଶାସକଙ୍କ ଆଜ୍ଞା ପାଳନ କରିବାକୁ ତୁମ୍ଭେ ବାଧ୍ଯ। ପାଳନ ନ କରିବା କାରଣରୁ ଯେ ଦଣ୍ତିତ ହବେ, ସେଥିପାଇଁ ଆଜ୍ଞା ପାଳନ କର ନାହିଁ। ଅଧିକନ୍ତୁ ଶାସନକୁ ମାନିବା ଠିକ୍ କାମ ବୋଲି ଯାଣିଥିବାରୁ ତୁମ୍ଭେ ଏପରି କରିବା ଉଚିତ୍।

6 For this reason you also pay taxes, for they are ministers of God's service, attending continually on this very thing.ଏହି ଦୃଷ୍ଟିରୁ ତୁମ୍ଭମାନେେ ସରକାରକୁ କର ମଧ୍ଯ ଦିଅ। ସମାନେେ ପରମେଶ୍ବରଙ୍କ ସବୋ ରେ ରହିଛନ୍ତି, ଏବଂ ସହେି କାର୍ୟ୍ଯ କରିବା ପାଇଁ ନିଜର ସଂପୂର୍ଣ ସମୟ ଦେଉଛନ୍ତି।

7 Give therefore to everyone what you owe: taxes to whom taxes are due; customs to whom customs; respect to whom respect; honor to whom honor.ସମାଜ ରେ ଯାହାଙ୍କର ଯାହା ପ୍ରାପ୍ଯ ତାହାଙ୍କୁ ତାହା ଦିଅ। ଯାହାଙ୍କୁ ଶୁଳ୍କ ଦବୋ କଥା ତାହାଙ୍କୁ ସମସ୍ତ ପ୍ରକାରର ଶୁଳ୍କ ଦଇେ ଦିଅ। ଯାହାଙ୍କୁ ଭୟ ସହିତ ଆଦର କରିବା କଥା ସମାନଙ୍କେୁ ଭୟ ଓ ଆଦର କର। ଯାହାଙ୍କୁ ସମ୍ମାନ ଦବୋ କଥା ସମାନଙ୍କେୁ ସମ୍ମାନ ଦିଅ।

8 Owe no one anything, except to love one another; for he who loves his neighbor has fulfilled the law.କାହାର ଋଣୀ ହୁଅ ନାହିଁ। କିନ୍ତୁ ପରପ୍ପର ପ୍ରତି ପ୍ ରମରେ ଋଣ ରେ ଋଣୀ ହୁଅ। ଯେଉଁ ଲୋକ ପ୍ରତିବେଶୀକୁ ପ୍ ରମେ କରେ ସେ ସଂପୂର୍ଣ ବ୍ଯବସ୍ଥା ମାନିଛି।

9 For the commandments, "You shall not commit adultery," "You shall not murder," "You shall not steal," "You shall not give false testimony," "You shall not covet,"{TR adds "You shall not give false testimony,"} and whatever other commandments there are, are all summed up in this saying, namely, "You shall love your neighbor as yourself."ମୁଁ ଏପରି କହୁଛି, କାରଣ ବ୍ଯବସ୍ଥା କୁ ହେ: ବ୍ଯଭିଗ୍ଭର କର ନାହିଁ, କାହାକୁ ବଧ କର ନାହିଁ, କୌଣସି ଜିନିଷ ଗ୍ଭରେି କର ନାହିଁ, ଅନ୍ୟ ଲୋକର ଜିନିଷ ପ୍ରତି ଲୋଭ ରଖ ନାହିଁ। ଏହି ସମସ୍ତ ଆଦେଶ ଗୁଡିକ ଓ ଅନ୍ୟ ସମସ୍ତ ଆଦେଶ ଗୁଡିକ ସାରାଂଶ ଭାବେ ଏହି ବ୍ଯବସ୍ଥାର ଅନ୍ତର୍ଗତ ଅଟେ, ଯଥା: ନିଜକୁ ପ୍ ରମେ କଲା ଭଳି ଅନ୍ୟ ପ୍ରତିବାଶୀକୁ ପ୍ ରମେ କର।

10 Love doesn't harm a neighbor. Love therefore is the fulfillment of the law.ପ୍ ରମେ ଅନ୍ୟ ଲୋକକୁ ଆଘାତ କରେ ନାହିଁ, ଅତଏବ ପ୍ ରମେ କରିବା ସଂପୂର୍ଣ ବ୍ଯବସ୍ଥା ପାଳନର ସମକକ୍ଷ।

11 Do this, knowing the time, that it is already time for you to awaken out of sleep, for salvation is now nearer to us than when we first believed.ମୁଁ ଏହି ସମସ୍ତ କଥା କହୁଛି, କାରଣ ଆମ୍ଭର ଏହି ସମୟଟି ଅତି ମହତ୍ତ୍ବପୂର୍ଣ। ନିଦ୍ରାରୁ ଜାଗ୍ରତ ହବୋର ସମୟ ଉପସ୍ଥିତ ହାଇେଅଛି। ଆରମ୍ଭ କାଳ ରେ ବିଶ୍ବାସ କରିବା ତୁଳନା ରେ ଏବେ ଆମ୍ଭେ ଉଦ୍ଧାର ପାଇବା ସମୟର ନିକଟତର ହାଇେଛୁ।

12 The night is far gone, and the day is near. Let's therefore throw off the works of darkness, and let's put on the armor of light.'ରାତି' ପ୍ରାଯଃ କଟି ଗଲାଣି। 'ଦିନ' ପ୍ରାଯଃ ଏହିଠା ରେ। ଅତଏବ ଅନ୍ଧକାର ରେ କରୁଥିବା ପାପ କାମ ଆମ୍ଭେ ବନ୍ଦ କରିବା ଉଚିତ। ଆମ୍ଭେ ପ୍ରକାଶ ରେ ହେଉଥିବା ଭଲ କାମ କରିବାପାଇଁ ପ୍ରସ୍ତୁତ କରିବା ଉଚିତ।

13 Let us walk properly, as in the day; not in reveling and drunkenness, not in sexual promiscuity and lustful acts, and not in strife and jealousy.ଆମ୍ଭେ ଉତ୍ତମ ଲୋକଙ୍କ ଭଳି, ଦିବସର ଲୋକଙ୍କ ଭଳି ଠିକ୍ ଭାବରେ ରହିବା ଉଚିତ। ଆମ୍ଭେ ଖର୍ଚ୍ଚାନ୍ତ ରସରଙ୍ଗ ରେ ମାତିବା ଠିକ୍ ନୁହେଁ। ମାତାଲ ହବୋ ଉଚିତ ନୁହେଁ। ୟୌନଗତ ପାପକର୍ମ ଓ ଅନ୍ୟ ସମସ୍ତ ଭୋଗ ବିଳାସ ରେ ଲିପ୍ତ ହବୋ ଠିକ୍ ନୁହେଁ। ୟୁକ୍ତି ତର୍କ କରିବା ଓ ଇର୍ଷାଳୁ ହାବୋ ଉଚିତ୍ ନୁହେଁ।

14 But put on the Lord Jesus Christ, and make no provision for the flesh, for its lusts.ନିଜର ପାପପୂର୍ଣ ସ୍ବାର୍ଥପର ଇଚ୍ଛାକୁ ତୃପ୍ତି କରିବା ରେ ଲାଗି ନ ରହି ଆମ୍ଭେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ପରିଧାନ କରିବା ଉଚିତ।

Oriya Bible