Romans 15
22 ସେଥିପାଇଁ ଅନକେ ଥର ମାେତେ ତୁମ୍ଭମାନଙ୍କ ପାଖକୁ ଆସିବା ପାଇଁ ଅଟକାଇ ଦିଆ ଯାଇଛି।
23 ଏବେ ଏହି ଅଂଚଳ ରେ ମୁଁ ମାରେ କାର୍ୟ୍ଯ ସମାପ୍ତ କରି ସାରିଛି। ବିଗତ ଅନକେ ବର୍ଷଧରି ମୁଁ ତୁମ୍ଭମାନଙ୍କ ପାଖକୁ ଆସିବା ପାଇଁ ଇଚ୍ଛା କରୁଥିଲି।
24 ଅତଏବ ମୁଁ ଯେତବେେଳେ ସ୍ପନକେୁ ୟିବି, ସେତବେେଳେ ତୁମ୍ଭମାନଙ୍କୁ ଦଖାେ କରିବି। ଆଶା କରେ ଯେ ସ୍ପନକେୁ ୟିବାବାଟରେ ମୁଁ ତୁମ୍ଭମାନଙ୍କୁ ଦଖାେ କରିବି ସଠାେରେ ରହିବି ଓ ଆନନ୍ଦ ଉପ ଭୋଗ କରିବି। ତୁମ୍ଭମାନେେ ମାେତେ ମାରେ ଯାତ୍ରା ରେ ମଧ୍ଯ ସାହାୟ୍ଯ କରି ପାରିବ।
25 ପରମେଶ୍ବରଙ୍କ ଲୋକଙ୍କ ସବୋ ରେ ଏବେ ମୁଁ ୟିରୁଶାଲମ ଯାଉଛି।
26 ୟିରୁଶାଲମଠା ରେ ଥିବା ପରମେଶ୍ବରଙ୍କ ଲୋକମାନେ ଗରିବ ଅଟନ୍ତି, ଏବଂ ମାକିଦନିଆ ଓ ଆଖାଯାର ବିଶ୍ବାସୀ ଲୋକେ ଅର୍ଥ ସଂଗ୍ରହ କରିବା ପାଇଁ ସ୍ଥିର କରିଛନ୍ତି। ତେଣୁ ସମାନେେ ସମାନଙ୍କେର ସହାୟ ହାଇପୋରିବେ।
27 ସମାନେେ ଖୁସି ରେ ଏହା କରିଛନ୍ତି। ଏହା ସମାନଙ୍କେର କର୍ତ୍ତବ୍ଯ ମଧ୍ଯ ଅଟେ। କାରଣ ଯିହୂଦୀମାନଙ୍କର ଆତ୍ମିକ ଆଶୀର୍ବାଦର ଅଂଶ ଅଣଯିହୂଦୀମାନେ ପାଇଛନ୍ତି। ଅତଏବ ଯିହୂଦୀମାନଙ୍କର ଉନ୍ନତି ପାଇଁ ଅଣଯିହୂଦୀମାନେ ସମାନଙ୍କେର ଜାଗତିକ ଆଶୀର୍ବାଦକୁ ବ୍ଯବହାର କରିବା ଉଚିତ।
28 ଅତଏବ, ମୁଁ ଏହି ସବୋମୂଳକ କର୍ମ ଏକାଠି ଶଷେ କରିସାରିବା ପରେ ଏବଂ ଏହି ଧନକୁ ସୁରକ୍ଷିତ ଭାବରେ ୟିରୁଶାମଲର ଗରିବମାନଙ୍କୁ ଦଲୋ ପରେ ତୁମ୍ଭମାନଙ୍କ ନଗର ବାଟ ଦଇେ ସ୍ପନେ ୟିବି। ଗଲା ବାଟରେ ମୁଁ ତୁମ୍ଭମାନଙ୍କୁ ଦଖାେ କରିବି ଓ ସଠାେରେ ରହିବି।
29 ମୁଁ ଜାଣେ ଯେ, ଯେତବେେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଆସିବି, ସେତବେେଳେ ଖ୍ରୀଷ୍ଟଙ୍କର ସମ୍ପୂର୍ଣ ଆଶୀର୍ବାଦ ନଇେ ଆସିବି।
30 ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ ପ୍ରଭୁ ୟିଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ଅନୁ ରଧେ କରେ ଯେ, ତୁମ୍ଭମାନେେ ପରମେଶ୍ବରଙ୍କ ଠା ରେ ମାେ ପାଇଁ ପ୍ରାର୍ଥନା କରିବା ଦ୍ବାରା ମାେତେ ସାହାୟ୍ଯ କର। ତୁମ୍ଭମାନେେ ପ୍ରଭୁ ୟିଶୁ ଓ ଆତ୍ମାର ପ୍ ରମେ ଲାଭ କରୁଥିବା ଦୃଷ୍ଟିରୁ ଏପରି କର।
31 ପ୍ରାର୍ଥନା କର ଯେ, ମୁଁ ଯିହୁଦାଠା ରେ ଅବିଶ୍ବାସୀଲୋକମାନଙ୍କ କବଳରୁ ରକ୍ଷା କରିବି। ଏବଂ ଏଥିପାଇଁ ମଧ୍ଯ ପ୍ରାର୍ଥନା କରେ ଯେ, ୟିରୂଶାମଲଠା ରେ ଯାହା ସାହାୟ୍ଯ ପହଁଞ୍ଚିବ ସେଥି ରେ ପରମେଶ୍ବରଙ୍କ ଲୋକେ ପ୍ରସନ୍ନ ହବେେ।
32 ତା'ପରେ ଯଦି ପରମେଶ୍ବର ଇଚ୍ଛା କରନ୍ତି ତା' ହେଲେ ମୁଁ ତୁମ୍ଭମାନଙ୍କ ପାଖକୁ ଆନନ୍ଦର ସହ ଆସିବି ଓ ବିଶ୍ରାମ ନବେି।
22 For which cause also I have been much hindered from coming to you.
23 But now having no more place in these parts, and having a great desire these many years to come unto you;
24 Whensoever I take my journey into Spain, I will come to you: for I trust to see you in my journey, and to be brought on my way thitherward by you, if first I be somewhat filled with your company.
25 But now I go unto Jerusalem to minister unto the saints.
26 For it hath pleased them of Macedonia and Achaia to make a certain contribution for the poor saints which are at Jerusalem.
27 It hath pleased them verily; and their debtors they are. For if the Gentiles have been made partakers of their spiritual things, their duty is also to minister unto them in carnal things.
28 When therefore I have performed this, and have sealed to them this fruit, I will come by you into Spain.
29 And I am sure that, when I come unto you, I shall come in the fulness of the blessing of the gospel of Christ.
30 Now I beseech you, brethren, for the Lord Jesus Christ’s sake, and for the love of the Spirit, that ye strive together with me in your prayers to God for me;
31 That I may be delivered from them that do not believe in Judaea; and that my service which I have for Jerusalem may be accepted of the saints;
32 That I may come unto you with joy by the will of God, and may with you be refreshed.
Romans 15 in Tamil and English
22 ସେଥିପାଇଁ ଅନକେ ଥର ମାେତେ ତୁମ୍ଭମାନଙ୍କ ପାଖକୁ ଆସିବା ପାଇଁ ଅଟକାଇ ଦିଆ ଯାଇଛି।
For which cause also I have been much hindered from coming to you.
23 ଏବେ ଏହି ଅଂଚଳ ରେ ମୁଁ ମାରେ କାର୍ୟ୍ଯ ସମାପ୍ତ କରି ସାରିଛି। ବିଗତ ଅନକେ ବର୍ଷଧରି ମୁଁ ତୁମ୍ଭମାନଙ୍କ ପାଖକୁ ଆସିବା ପାଇଁ ଇଚ୍ଛା କରୁଥିଲି।
But now having no more place in these parts, and having a great desire these many years to come unto you;
24 ଅତଏବ ମୁଁ ଯେତବେେଳେ ସ୍ପନକେୁ ୟିବି, ସେତବେେଳେ ତୁମ୍ଭମାନଙ୍କୁ ଦଖାେ କରିବି। ଆଶା କରେ ଯେ ସ୍ପନକେୁ ୟିବାବାଟରେ ମୁଁ ତୁମ୍ଭମାନଙ୍କୁ ଦଖାେ କରିବି ସଠାେରେ ରହିବି ଓ ଆନନ୍ଦ ଉପ ଭୋଗ କରିବି। ତୁମ୍ଭମାନେେ ମାେତେ ମାରେ ଯାତ୍ରା ରେ ମଧ୍ଯ ସାହାୟ୍ଯ କରି ପାରିବ।
Whensoever I take my journey into Spain, I will come to you: for I trust to see you in my journey, and to be brought on my way thitherward by you, if first I be somewhat filled with your company.
25 ପରମେଶ୍ବରଙ୍କ ଲୋକଙ୍କ ସବୋ ରେ ଏବେ ମୁଁ ୟିରୁଶାଲମ ଯାଉଛି।
But now I go unto Jerusalem to minister unto the saints.
26 ୟିରୁଶାଲମଠା ରେ ଥିବା ପରମେଶ୍ବରଙ୍କ ଲୋକମାନେ ଗରିବ ଅଟନ୍ତି, ଏବଂ ମାକିଦନିଆ ଓ ଆଖାଯାର ବିଶ୍ବାସୀ ଲୋକେ ଅର୍ଥ ସଂଗ୍ରହ କରିବା ପାଇଁ ସ୍ଥିର କରିଛନ୍ତି। ତେଣୁ ସମାନେେ ସମାନଙ୍କେର ସହାୟ ହାଇପୋରିବେ।
For it hath pleased them of Macedonia and Achaia to make a certain contribution for the poor saints which are at Jerusalem.
27 ସମାନେେ ଖୁସି ରେ ଏହା କରିଛନ୍ତି। ଏହା ସମାନଙ୍କେର କର୍ତ୍ତବ୍ଯ ମଧ୍ଯ ଅଟେ। କାରଣ ଯିହୂଦୀମାନଙ୍କର ଆତ୍ମିକ ଆଶୀର୍ବାଦର ଅଂଶ ଅଣଯିହୂଦୀମାନେ ପାଇଛନ୍ତି। ଅତଏବ ଯିହୂଦୀମାନଙ୍କର ଉନ୍ନତି ପାଇଁ ଅଣଯିହୂଦୀମାନେ ସମାନଙ୍କେର ଜାଗତିକ ଆଶୀର୍ବାଦକୁ ବ୍ଯବହାର କରିବା ଉଚିତ।
It hath pleased them verily; and their debtors they are. For if the Gentiles have been made partakers of their spiritual things, their duty is also to minister unto them in carnal things.
28 ଅତଏବ, ମୁଁ ଏହି ସବୋମୂଳକ କର୍ମ ଏକାଠି ଶଷେ କରିସାରିବା ପରେ ଏବଂ ଏହି ଧନକୁ ସୁରକ୍ଷିତ ଭାବରେ ୟିରୁଶାମଲର ଗରିବମାନଙ୍କୁ ଦଲୋ ପରେ ତୁମ୍ଭମାନଙ୍କ ନଗର ବାଟ ଦଇେ ସ୍ପନେ ୟିବି। ଗଲା ବାଟରେ ମୁଁ ତୁମ୍ଭମାନଙ୍କୁ ଦଖାେ କରିବି ଓ ସଠାେରେ ରହିବି।
When therefore I have performed this, and have sealed to them this fruit, I will come by you into Spain.
29 ମୁଁ ଜାଣେ ଯେ, ଯେତବେେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଆସିବି, ସେତବେେଳେ ଖ୍ରୀଷ୍ଟଙ୍କର ସମ୍ପୂର୍ଣ ଆଶୀର୍ବାଦ ନଇେ ଆସିବି।
And I am sure that, when I come unto you, I shall come in the fulness of the blessing of the gospel of Christ.
30 ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ ପ୍ରଭୁ ୟିଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ଅନୁ ରଧେ କରେ ଯେ, ତୁମ୍ଭମାନେେ ପରମେଶ୍ବରଙ୍କ ଠା ରେ ମାେ ପାଇଁ ପ୍ରାର୍ଥନା କରିବା ଦ୍ବାରା ମାେତେ ସାହାୟ୍ଯ କର। ତୁମ୍ଭମାନେେ ପ୍ରଭୁ ୟିଶୁ ଓ ଆତ୍ମାର ପ୍ ରମେ ଲାଭ କରୁଥିବା ଦୃଷ୍ଟିରୁ ଏପରି କର।
Now I beseech you, brethren, for the Lord Jesus Christ’s sake, and for the love of the Spirit, that ye strive together with me in your prayers to God for me;
31 ପ୍ରାର୍ଥନା କର ଯେ, ମୁଁ ଯିହୁଦାଠା ରେ ଅବିଶ୍ବାସୀଲୋକମାନଙ୍କ କବଳରୁ ରକ୍ଷା କରିବି। ଏବଂ ଏଥିପାଇଁ ମଧ୍ଯ ପ୍ରାର୍ଥନା କରେ ଯେ, ୟିରୂଶାମଲଠା ରେ ଯାହା ସାହାୟ୍ଯ ପହଁଞ୍ଚିବ ସେଥି ରେ ପରମେଶ୍ବରଙ୍କ ଲୋକେ ପ୍ରସନ୍ନ ହବେେ।
That I may be delivered from them that do not believe in Judaea; and that my service which I have for Jerusalem may be accepted of the saints;
32 ତା'ପରେ ଯଦି ପରମେଶ୍ବର ଇଚ୍ଛା କରନ୍ତି ତା' ହେଲେ ମୁଁ ତୁମ୍ଭମାନଙ୍କ ପାଖକୁ ଆନନ୍ଦର ସହ ଆସିବି ଓ ବିଶ୍ରାମ ନବେି।
That I may come unto you with joy by the will of God, and may with you be refreshed.