Romans 16:17 ଭାଇ ଓ ଭଉଣୀମାନେ! ମୁଁ ତିମ୍ଭମାନଙ୍କୁ କହିବାକୁ ଇଛାକରେ ଯେ, ଯେଉଁ ଲୋକମାନେ ତୁମ୍ଭ ଭିତ ରେ ଦଳଭଦେ ଓ ବିଘ୍ନ ଆଣିବା ପାଇଁ ଚେଷ୍ଟା କରୁଛନ୍ତି, ସମାନଙ୍କେ ଠାରୁ ସତର୍କ ରୁହ। ଲୋକମାନଙ୍କର ବିଶ୍ବାସକୁ ଭାଗିଂବା ପାଇଁ ଚେଷ୍ଟା କରୁଥିବା ଲୋକମାନଙ୍କ ଠାରୁ ସତର୍କ ରୁହ। ଏଭଳି ଲୋକେ ତୁମ୍ଭେ ଗ୍ରହଣ କରିଥିବା ପ୍ରକୃତ ଶିକ୍ଷା ବିରୁଦ୍ଧ ରେ ଥାଆନ୍ତି।
Romans 16:17 in Other Translations
King James Version (KJV) Now I beseech you, brethren, mark them which cause divisions and offences contrary to the doctrine which ye have learned; and avoid them.
American Standard Version (ASV) Now I beseech you, brethren, mark them that are causing the divisions and occasions of stumbling, contrary to the doctrine which ye learned: and turn away from them.
Bible in Basic English (BBE) Now, it is my desire, brothers, that you will take note of those who are causing division and trouble among you, quite against the teaching which was given to you: and keep away from them.
Darby English Bible (DBY) But I beseech you, brethren, to consider those who create divisions and occasions of falling, contrary to the doctrine which *ye* have learnt, and turn away from them.
World English Bible (WEB) Now I beg you, brothers, look out for those who are causing the divisions and occasions of stumbling, contrary to the doctrine which you learned, and turn away from them.
Young's Literal Translation (YLT) And I call upon you, brethren, to mark those who the divisions and the stumbling-blocks, contrary to the teaching that ye did learn, are causing, and turn ye away from them;
I beseech
Παρακαλῶ
parakaleō
pa-ra-ka-LAY-oh
Now
δὲ
de
thay
you,
ὑμᾶς
hymas
yoo-MAHS
brethren,
ἀδελφοί
adelphos
ah-thale-FOSE
mark
σκοπεῖν
skopeō
skoh-PAY-oh
τοὺς
ho
oh
τὰς
ho
oh
divisions
διχοστασίας
dichostasia
thee-hoh-sta-SEE-ah
and
καὶ
kai
kay
τὰ
ho
oh
offences
σκάνδαλα
skandalon
SKAHN-tha-lone
contrary to
παρὰ
para
pa-RA
the
τὴν
ho
oh
doctrine
διδαχὴν
didachē
thee-tha-HAY
which
ἣν
hos
ose
ye
ὑμεῖς
hymeis
yoo-MEES
have learned;
ἐμάθετε
manthanō
mahn-THA-noh
them which cause
ποιοῦντας
poieō
poo-A-oh
and
καὶ
kai
kay
avoid
ἐκκλίνατε
ekklinō
ake-KLEE-noh
ἀπ'
apo
ah-POH
them.
αὐτῶν·
autos
af-TOSE
Read Full Chapter :
Romans 16
Cross Reference
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:6
ଭାଇ ଓ ଭଉଣୀମାନେ ! ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠାରୁ ମିଳିଥିବା ଅଧିକାର ବଳ ରେ, କାମ କରିବାକୁ ମନା କରୁଥିବା ବିଶ୍ବାସୀ ଭାଇମାନଙ୍କଠାରୁ ଦୂର ରେ ରହିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଆଦେଶ ଦେଉଛୁ। କୌଣସି କାମ କରିବା ପାଇଁ ଚାହୁଁ ନ ଥିବା ଲୋକମାନେ ଆମ୍ଭଠାରୁ ଗ୍ରହଣ କରିଥିବା ଶିକ୍ଷାଗୁଡ଼ିକୁ ମାନୁ ନାହାଁନ୍ତି।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6:3
ତୁମ୍ଭେ ଲୋକମାନଙ୍କୁ ଏହି ବିଷୟଗୁଡ଼ିକ କରିବା ପାଇଁ ଶିକ୍ଷା ଦବୋ ଓ କହିବା ଉଚିତ। କେତେ ଲୋକ ଭଣ୍ଡ ଶିକ୍ଷା ଦବେେ। ସମାନେେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ସତ୍ଯ ଶିକ୍ଷା ସହିତ ଏକମତ ହୁଅନ୍ତି ନାହିଁ। ପରମେଶ୍ବରଙ୍କ ସବୋ କରିବାର ସତମାର୍ଗ ସହିତ ମିଳି ଯାଉଥିବା ଶିକ୍ଷା ସମାନେେ ଗ୍ରହଣ କରନ୍ତି ନାହିଁ ;
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3:10
ଯଦି କିଏ ତର୍କବିତର୍କ କରେ, ତା' ହେଲେ ତାହାକୁ ସତର୍କ କରିଦିଅ। ସେ ଯଦି ତର୍କବିତର୍କ ଚାଲୁ ରେଖ, ତା' ହେଲେ ତାହାକୁ ଆଉ ଥରେ ସତର୍କ କର।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:5
ସମାନେେ ପରମେଶ୍ବରଙ୍କ ସବେକ ହବୋର ଛଳନା କରିବେ। କିନ୍ତୁ ତାଙ୍କ ଜୀବନପଦ୍ଧତି ଦ୍ବାରା ଜଣାପଡ଼ିବ ଯେ ସମାନେେ ପ୍ରକୃତ ରେ ପରମେଶ୍ବରଙ୍କ ସବୋ କରୁନାହାଁନ୍ତି। ତୀମଥି, ତୁମ୍ଭେ ସହେି ଲୋକମାନଙ୍କଠାରୁ ଦୂର ରେ ରୁହ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:3
ମୁଁ ଚା ହେଁ ଯେ ତୁମ୍ଭେ ଏଫିସଠା ରେ ରୁହ। ମାକିଦନିଆ ୟିବା ବେଳେ ମୁଁ ତୁମ୍ଭକୁ ତାହା କରିବା ପାଇଁ ଅନୁ ରୋଧ କରି କହିଥିଲି। ଏଫିସଠା ରେ କେତେ ଲୋକ ଭ୍ରାନ୍ତ ଶିକ୍ଷାଗୁଡ଼ିକ ଦେଉଛନ୍ତି। ଏଫିସଠା ରେ ରହି ତୁମ୍ଭେ ସମାନଙ୍କେୁ ଭ୍ରାନ୍ତ ଶିକ୍ଷା ନ ଦବୋ ପାଇଁ ଆଦେଶ ଦଇେ ପାରିବ।
ଯିହୂଦାଙ୍କ ପତ୍ର 1:19
ଏହି ଲୋକମାନେ ତୁମ୍ଭମାନଙ୍କ ମଧିଅରେ ଦଳଭଦେ ସୃଷ୍ଟି କରନ୍ତି। ସମାନେେ ନିଜର ପାପ ଇଚ୍ଛା ଅନୁସାରେ ସମସ୍ତ କାର୍ୟ୍ଯ କରନ୍ତି। ସମାନଙ୍କେ ମଧିଅରେ ପବିତ୍ର ଆତ୍ମା ନାହାଁନ୍ତି।
ମାଥିଉଲିଖିତ ସୁସମାଚାର 18:7
ଏହି ପୃଥିବୀ ରେ ପାପ କରୁଥିବା ଲୋକମାନଙ୍କ ପାଇଁ ମୁଁ ଦୁଃଖ ଅନୁଭବ କରୁଛି। ଏସବୁ ଘଟଣା ନିଶ୍ଚୟ ଘଟିବ। କିନ୍ତୁ ଯେଉଁ ଲୋକ ଏସବୁ ଘଟଣା ଘଟିବାର କାରଣ ହୁଏ, ତାହା ପାଇଁ ଏହା ବହୁତ ଖରାପ ହବେ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:17
ଭାଇ ଓ ଭଉଣୀମାନେ! ତୁମ୍ଭେ ସମସ୍ତେ ମାେ ଭଳି ଜୀବନ-ଯାପନ କରିବା ପାଇଁ ଚେଷ୍ଟା କରିବା ଉଚିତ୍। ଆମ୍ଭେ ଯେଉଁ ଆଦର୍ଶ ଦଖାଇେଛୁ, ତୁମ୍ଭମାନଙ୍କ ଭିତରୁ ଯେଉଁମାନେ ସହେି ଅନୁସାରେ ଜୀବନ-ଯାପନ କରୁଛନ୍ତି, ସମାନଙ୍କେୁ ଅନୁସରଣ କର।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 5:9
ମାରେ ପୂର୍ବ ପତ୍ର ରେ ମୁଁ ଲେଖିଥିଲି ଯେ, ତୁମ୍ଭମାନେେ ୟୌନଗତ ପାପ କରିଥିବା ଲୋକଙ୍କ ସହିତ ସମ୍ପର୍କ ରଖିବ ନାହିଁ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:8
ସାବଧାନ ରୁହ, ଯେପରି କହେି ତୁମ୍ଭକୁ ଅନର୍ଥକ, ଅସତ୍ଯ ଚିନ୍ତାଧାରା ଓ ବାକ୍ଯ ଦ୍ବାରା ଭ୍ରାନ୍ତ ନ କରୁ। ଏହିଭଳି ଧାରଣାସବୁ ଖ୍ରୀଷ୍ଟଙ୍କଠାରୁ ନୁହେଁ, ମନୁଷ୍ଯଠାରୁ ଉତ୍ପନ୍ନ ହୁଏ। ଏହି ଧାରଣାଗୁଡ଼ିକ ହେଉଛି ସଂସାରର ଲୋକମାନଙ୍କର ମୂଲ୍ଯହୀନ ଧାରଣା।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:14
ଆମ୍ଭେ ଏହି ପତ୍ର ରେ ତୁମ୍ଭମାନଙ୍କୁ ଯାହା କହିଛୁ, ଯଦି କୌଣସି ଲୋକ ତାହା ପାଳନ କରେ ନାହିଁ, ତା' ହେଲେ ସହେି ଲୋକଠାରୁ ସତର୍କ ରୁହ। ତା'ସହିତ ସମ୍ପର୍କ ରଖ ନାହିଁ। ତାହାହେଲେ ସେ ଲଜ୍ଜିତ ହବେ।
ପିତରଙ୍କ ଦିତୀୟ ପତ୍ର 2:1
ଅତୀତକାଳ ରେ ପରମେଶ୍ବରଙ୍କ ଲୋକମାନଙ୍କ ମଧିଅରେ ମିଥ୍ଯା ଭବିଷ୍ଯଦ୍ ବକ୍ତା ଥିଲେ। ଏବେ ମଧ୍ଯ ସହଭେଳି ଅଛନ୍ତି। ତୁମ୍ଭ ଦଳ ରେ କେତେ ଜଣ ଭଣ୍ଡ ଶିକ୍ଷକ ରହିବେ। ସମାନେେ ଏପରି ଭୁଲ ଶିକ୍ଷା ଦବେେ ଯେ, ଲୋକେ ନିଜକୁ ହଜାଇ ଦବେେ। ସମାନେେ ଏଭଳି ଭାବରେ ଶିକ୍ଷା ଦବେେ ଯେ ସମାନେେ ଯେ ଭୁଲ କରୁଛନ୍ତି, ତାହା ତୁମ୍ଭେ ଜାଣିବା କଠିନ ହବେ। ସମାନେେ ମୁକ୍ତିଦାତା ଯୀଶୁଙ୍କୁ ଗ୍ରହଣ କରିବାକୁ ମଧ୍ଯ ମନା କରିବେ। ସେପ୍ରକା ରେ ସମାନେେ ନିଜକୁ ଶୀଘ୍ର ନଷ୍ଟ କରି ଦବେେ।
ଯୋହନଙ୍କ ଦିତୀୟ ପତ୍ 1:7
ଏ ଜଗତ ରେ ବର୍ତ୍ତମାନ ଅନକେ ଭଣ୍ଡ ଶିକ୍ଷକ ବାହାରିଲଣେି। ଯୀଶୁଖ୍ରୀଷ୍ଟ ଏହି ଜଗତକୁ ଆସିଛନ୍ତି, ଏହା ସମାନେେ ଅସ୍ବୀକାର କରନ୍ତି। ଏହି ସତ୍ଯକୁ ଅସ୍ବୀକାର କରୁଥିବା ପ୍ରେତ୍ୟକକ ବ୍ଯକ୍ତି ଜଣେ ଜଣେ ଭଣ୍ଡ ଶିକ୍ଷକ ଓ ଖ୍ରୀଷ୍ଟଙ୍କର ଶତ୍ରୁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 15:24
ଆମ୍ଭେ ଶୁଣିଲୁ ଯେ ଆମ୍ଭ ଭିତରୁ କେତକେ ଲୋକ ଆମ୍ଭଠାରୁ ଆଦେଶ ନପାଇ ତୁମ୍ଭମାନଙ୍କୁ ସମାନଙ୍କେ କଥା ଦ୍ବାରା ଅସୁବିଧା ରେ ପକାଇଛନ୍ତି ଓ ତୁମ୍ଭମାନଙ୍କୁ ବ୍ଯତିବ୍ଯସ୍ତ କରୁଛନ୍ତି।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:7
ପ୍ରକୃତ ରେ ଆଉ ଅନ୍ୟ କୌଣସି ସୁସମାଚାର ନାହିଁ। କିନ୍ତୁ କେତକେ ଲୋକ ତୁମ୍ଭମାନଙ୍କୁ ବିଭ୍ରାନ୍ତ କରାଇ ଖ୍ରୀଷ୍ଟଙ୍କ ସୁସମାଚାରକୁ ପରିବର୍ତ୍ତନ କରିବା ପାଇଁ ଚେଷ୍ଟା କରୁଛନ୍ତି।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:4
ଆମ୍ଲଭ ଏହି ସମସ୍ଯା ବିଷୟସର କଥାବାର୍ତ୍ତାସହବାକୁ ଆବଶ୍ଯକ ମଲନ କରୁଥିଲୁ। କାରଣ ଆମ୍ଭ ଦଳ ଭିତରକୁସକଲତକ ଭଣ୍ତ ଭାଇ ଲୁଚିଛପି ପଶି ଆସିଥିଲଲ, ଓ ଯୀଶୁଖ୍ରୀଷ୍ଟଙ୍କଠାସର ଥିବା ଆମ୍ଭର ସ୍ବାଧୀନତା ଉପଲର ଗୋଇନ୍ଦାଗିରି କରି ଆମ୍ଭକୁ ଦାସ କରି ରଖିବାକୁସଚଷ୍ଟା କରୁଥିଲଲ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:2
ଯେଉଁମାନେ ମନ୍ଦକର୍ମ ରେ ଲିପ୍ତ, ସମାନଙ୍କେଠାରୁ ସାବଧାନ ହାଇେ ରୁହ, ସମାନେେ କୁକୁରମାନଙ୍କ ପରି। ସମାନେେ ଲୋକମାନଙ୍କୁ ସୁନ୍ନତ287 ହବୋପାଇଁ ଦାବୀ କରନ୍ତି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1:10
ହେ ଭାଇ ଓ ଭଉଣୀମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମ ରେ ମୁଁ ନିବଦନେ କରେ ଯେ, ତୁମ୍ଭମାନେେ ପରସ୍ପର ସହିତ ଏକମତ ହୁଅ। ଏହା ଦ୍ବାରା ତୁମ୍ଭମାନଙ୍କ ଭିତ ରେ କୌଣସି ବିଭାଜନ ହବେ ନାହିଁ। ତୁମ୍ଭମାନଙ୍କର ଚିନ୍ତାଧାରା ଓ ଲକ୍ଷ୍ଯ ସମାନ ହବୋ ଦ୍ବାରା ତୁମ୍ଭମାନେେ ସଂପୂର୍ଣ୍ଣ ସଂୟୁକ୍ତ ହୁଅ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 11:18
ପ୍ରଥମେ ମୁଁ ଶୁଣିଛି ଯେ, ତୁମ୍ଭମାନେେ ମଣ୍ଡଳୀ ସଭା ରେ ସମବତେ ହେଲା ବେଳେ ତୁମ୍ଭମାନଙ୍କ ମଧିଅରେ ଦଳ ଭଦେ ଘଟେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 3:3
ତୁମ୍ଭମାନେେ ଆତ୍ମିକ ଜୀବନ ରେ ଏବେ ମଧ୍ଯ ଶିଶୁ ଭଳି ଅଛ। ତୁମ୍ଭମାନେେ ପରସ୍ପରକୁ ଈର୍ଷା କରୁଛ ଓ ପରସ୍ପର ମଧିଅରେ କଳହ କରୁଛ। ଏଥିରୁ ଜଣାପଡ଼େ ତୁମ୍ଭମାନେେ ଏବେ ମଧ୍ଯ ଆତ୍ମିକ ନୁହଁ। ତୁମ୍ଭେ ଜାଗତିକ ଲୋକମାନଙ୍କ ଭଳି ଆଚରଣ କରୁଛ।
ରେରିତମାନଙ୍କ କାର୍ଯ୍ୟର ବିବରଣ 15:1
କେତକେ ଲୋକ ୟିହୂଦାରୁ ଆନ୍ତିୟଖିଆକୁ ଆସିଲେ। ସମାନେେ ଭାଇମାନଙ୍କୁ ଏହି ଶିକ୍ଷା ଦେଲେ, ତୁମ୍ଭମାନେେ ଯଦି ମାଶାଙ୍କେର ବ୍ଯବସ୍ଥା ଅନୁସାରେ ସୁନ୍ନତ ନହୁଅ, ତବେେ ତୁମ୍ଭମାନେେ ପରିତ୍ରାଣ ପାଇପାରିବ ନାହିଁ।
ଲୂକଲିଖିତ ସୁସମାଚାର 17:1
ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ କହିଲେ, ନିଶ୍ଚିତ ଭାବରେ ଏଭଳି ଘଟଣା ଘଟିବ, ଯେଉଁ କାରଣରୁ ଲୋକେ ପାପ କରିବେ। ମାତ୍ର ଯେଉଁ ଲୋକ ଦ୍ବାରା ଏଭଳି ଘଟଣାମାନ ଘଟିବ, ସହେି ଲୋକ ପାଇଁ ଏହା ବହୁତ ଖରାପ ହବେ।
ମାଥିଉଲିଖିତ ସୁସମାଚାର 18:17
ଯଦି ସେ ଲୋକ ସମାନଙ୍କେ କଥା ମଧ୍ଯ ଶୁଣିବାକୁ ମନା କରିଦିଏ, ତବେେ ମଣ୍ଡଳୀଙ୍କୁ କୁହ। ଯଦି ସେ ଲୋକ ମଣ୍ଡଳୀ କଥା ନଶୁଣେ, ତବେେ ପରମେଶ୍ବରଙ୍କୁ ବିଶ୍ବାସ କରୁ ନଥିବା ଲୋକ କିମ୍ବା ଜଣେ କର ଆଦାୟକାରୀକୁ ଯଭେଳି ବ୍ଯବହାର କରାଯାଏ, ତାହାକୁ ସହେିଭଳି ବ୍ଯବହାର କର।
ଯୋହନଙ୍କ ପ୍ରଥମ ପତ୍ର 2:19
ଏହି ଖ୍ରୀଷ୍ଟଙ୍କ ଶତ୍ରୁମାନେ ଆମ୍ଭ ଦଳ ରେ ଥିଲେ, ମାତ୍ର ଆମ୍ଭକୁ ଛାଡ଼ି ଚାଲିଗଲେ। ସମାନେେ ପ୍ରକୃତ ରେ ଆମ୍ଭ ନିଜର ନ ଥିଲେ। ଯଦି ସମାନେେ ଆମ୍ଭ ନିଜର ହାଇେଥାନ୍ତେ, ତବେେ ସମାନେେ ଆମ୍ଭ ସହିତ ରହିଥାନ୍ତେ। ସମାନେେ ଆମ୍ଭକୁ ଛାଡ଼ି ଚାଲିଗଲେ ତେଣୁ, ଏହା ସ୍ପଷ୍ଟ ରୂପେ ପ୍ରକାଶ ପାଇଲା ଯେ, ସମାନେେ ପ୍ରକୃତ ରେ ଆମ୍ଭର ନୁହଁନ୍ତି।