Bible

Romans 16 - BBE (Oriya)

1 It is my desire to say a good word for Phoebe, who is a servant of the church in Cenchreae:ମୁଁ, ତୁମ୍ଭକୁ କେଙ୍କ୍ ରଯୋ ନଗରୀର ମଣ୍ତଳୀର ବିଶଷେ ସବେିକା, ଆମ୍ଭର ଧର୍ମ ଭଉଣୀ ଫବୈୀଙ୍କୁ ସୁପାରିଶ କରୁଛି।

2 That you will take her in kindly, after the way of the saints, as one who is the Lord's, and give her help in anything in which she may have need of you: because she has been a help to a great number and to myself.ମୁଁ ତୁମ୍ଭକୁ କହୁଛି ତାହାଙ୍କୁ ପରମେଶ୍ବରଙ୍କ ଲୋକମାନଙ୍କ ପରି ପ୍ରଭୁଙ୍କ ଠା ରେ ଗ୍ରହଣ କର। ତୁମ୍ଭଠାରୁ ତାହାଙ୍କର ଯାହା ଦରକାର, ସଗେୁଡିକ ଦ୍ବାରା ତାହାଙ୍କୁ ସାହାୟ୍ଯ କର। ସେ ମାେତେ ଓ ଅନ୍ୟ ଅନକେ ଲୋକଙ୍କୁ ବହୁତ ସାହାୟ୍ଯ କରିଛନ୍ତି।

3 Give my love to Prisca and Aquila, workers with me in Christ Jesus,ପ୍ରୀସ୍କା ଓ ଆକ୍ବିଲାଙ୍କୁ ମାରେନମସ୍କାର। ସମାନେେ ଖ୍ରୀଷ୍ଟ ଯୀଶୁଙ୍କ କାମ ରେ ମାରେ ସହକର୍ମୀ ଅଟନ୍ତି।

4 Who for my life put their necks in danger; to whom not only I but all the churches of the Gentiles are in debt:ସମାନେେ ମାରେ ଜୀବନ ରକ୍ଷା ଲାଗି ନିଜ ଜୀବନକୁ ବିପଦ ରେ ପକାଇ ଥିଲେ। ମୁଁ ସମାନଙ୍କେ ପ୍ରତି କୃତଜ୍ଞ। କବଳେ ମୁଁ ନୁହେଁ ସମସ୍ତ ଅଣଯିହୂଦୀୟ ମଣ୍ତଳୀର ଲୋକମାନେ ମଧ୍ଯ ସମାନଙ୍କେ ପ୍ରତି କୃତଜ୍ଞ।

5 And say a kind word to the church which is in their house. Give my love to my dear Epaenetus, who is the first fruit of Asia to Christ.ତାଙ୍କ ଘ ରେ ହେଉଥିବା ମଣ୍ତଳୀକୁ ମଧ୍ଯ ନମସ୍କାର।

6 Give my love to Mary, who gave much care to you.ମରିୟମଙ୍କୁ ନମସ୍କାର। ସେ ତୁମ୍ଭମାନଙ୍କ ପାଇଁ ବହୁତ କାମ କରିଛନ୍ତି।

7 Give my love to Andronicus and Junia, my relations, who were in prison with me, who are noted among the Apostles, and who were in Christ before me.ଆନ୍ଦ୍ରନିକ ଓ ୟୂନିଯାଙ୍କୁ ନମସ୍କାର। ସମାନେେ ମାରେ ଜ୍ଞାତି, ଓ ସମାନେେ ମାେ ସହିତ ବନ୍ଦୀ ହାଇେ କାରଗା ରେ ଥିଲେ। ସମାନେେ ପରମେଶ୍ବରଙ୍କ ଅତି ପ୍ରସିଦ୍ଧ କାର୍ୟ୍ଯକର୍ତ୍ତା ଓ ମାଠାରୁେ ପୂର୍ବରୁ ଯୀଶୁ ଖ୍ରୀଷ୍ଟଙ୍କ ଠା ରେ ବିଶ୍ବାସୀ ଥିଲେ।

8 Give my love to Ampliatus, who is dear to me in the Lord,ପ୍ରଭୁଙ୍କ ଠା ରେ ସ୍ଥିତ ମାରେ ପ୍ରିୟ ମାତ୍ର ଆମ୍ପ୍ଲିଯାତାଙ୍କୁ ନମସ୍କାର।

9 Give my love to Urbanus, a worker in Christ with us, and to my dear Stachys.ଖ୍ରୀଷ୍ଟଙ୍କ ସବୋ ବିଷୟ ରେ ଆମ୍ଭର ସହକର୍ମୀ ଉର୍ବୀଣ ଓ ମାରେ ପ୍ରିୟତମ ମିତ୍ର ଆରିସ୍ତାଖୁଙ୍କୁ ମାରେ ନମସ୍କାର।

10 Give my love to Apelles, who has the approval of Christ. Say a kind word to those who are of the house of Aristobulus.ଆପେଲ୍ଲଙ୍କୁ ମାରେ ନମସ୍କାର, ୟିଏ ଖ୍ରୀଷ୍ଟଙ୍କ ସବୋ ରେ ପରୀକ୍ଷିତ ଓ ପ୍ରମାଣିତ। ଆରିସ୍ତବୁଲଙ୍କ ପରିବାରଜନଙ୍କୁ ମାରେ ନମସ୍କାର।

11 Give my love to Herodion, my relation. Say a kind word to those of the house of Narcissus, who are in the Lord.ମାରେ ଜ୍ଞାତି ହରେୋଦିଯୋନଙ୍କୁ ମାରେ ନମସ୍କାର। ନାର୍କିସଙ୍କ ପରିଜନମାନଙ୍କୁ ନମସ୍କାର ଯେଉଁ ମାନେ ପ୍ରଭୁଙ୍କର ଅଟନ୍ତି।

12 Give my love to Tryphaena and Tryphosa, workers in the Lord. Give my love to my dear Persis, who did much work in the Lord.ପ୍ରଭୁଙ୍କର ପରିଶ୍ରମୀ କୀର୍ୟ୍ଯ କର୍ତ୍ତା କୁଫଣୋ ଓ କୁଫୋସାଙ୍କୁ ନମସ୍କାର। ମାରେପ୍ରିୟ ପ୍ରଭୁଙ୍କ ସବୋ ରେ ପରିଶ୍ରମକାରିଣୀ ପର୍ଶିଙ୍କୁ ନମସ୍କାର।

13 Give my love to Rufus, one of the Lord's selection, and to his mother and mine.ପ୍ରଭୁଙ୍କର ବିଶିଷ୍ଟ ସବେକ ରୂପେ ଓ ତାହାଙ୍କର ମା'ଙ୍କୁ ଯେ ମାରେ ମାତା ଭଳି ତାହାଙ୍କୁ ମାରେ ନମସ୍କାର।

14 Give my love to Asyncritus, Phlegon, Hermes, Patrobas, Hermas, and the brothers who are with them.ଅସୁଙ୍କ୍ରିତ, ଫ୍ଲଗେୋନ, ହର୍ମୀସ୍, ପାତ୍ରବା ଓ ହର୍ମାସ୍, ଏବଂ ସମାନଙ୍କେ ଭାଇମାନଙ୍କୁ ଯେଉଁ ମାନେ ସମାନଙ୍କେ ସହ ଅଛନ୍ତି ନମସ୍କାର।

15 Give my love to Philologus and Julia, Nereus and his sister, and Olympas, and all the saints who are with them.ଫିଲଲଗ, ୟୁଲିଯା, ନୀରୂସ୍ ଓ ତାହାଙ୍କ ଭଉଣୀ, ଅଲୁମ୍ପା ଓ ସମାନଙ୍କେ ସହିତ ଥିବା ସମସ୍ତ ସାଧୁ-ସନ୍ଥମାନଙ୍କୁ ନମସ୍କାର।

16 Give one another a holy kiss. All the churches of Christ send their love to you.ତୁମ୍ଭମାନେେ ସମସ୍ତେ ପବିତ୍ର ଚୁମ୍ବନ ଦଇେ ଏକା ରକେକୁ ଅଭିବାଦନ ଜଣାଅ। ଖ୍ରୀଷ୍ଟଙ୍କର ସମସ୍ତ ମଣ୍ତଳୀ ବା ବିଶ୍ବାସୀ ସମୂହ ତୁମ୍ଭମାନଙ୍କୁ ଅଭିବାଦନଜଣାଉଛନ୍ତି।

17 Now, it is my desire, brothers, that you will take note of those who are causing division and trouble among you, quite against the teaching which was given to you: and keep away from them.ଭାଇ ଓ ଭଉଣୀମାନେ! ମୁଁ ତିମ୍ଭମାନଙ୍କୁ କହିବାକୁ ଇଛାକରେ ଯେ, ଯେଉଁ ଲୋକମାନେ ତୁମ୍ଭ ଭିତ ରେ ଦଳଭଦେ ଓ ବିଘ୍ନ ଆଣିବା ପାଇଁ ଚେଷ୍ଟା କରୁଛନ୍ତି, ସମାନଙ୍କେ ଠାରୁ ସତର୍କ ରୁହ। ଲୋକମାନଙ୍କର ବିଶ୍ବାସକୁ ଭାଗିଂବା ପାଇଁ ଚେଷ୍ଟା କରୁଥିବା ଲୋକମାନଙ୍କ ଠାରୁ ସତର୍କ ରୁହ। ଏଭଳି ଲୋକେ ତୁମ୍ଭେ ଗ୍ରହଣ କରିଥିବା ପ୍ରକୃତ ଶିକ୍ଷା ବିରୁଦ୍ଧ ରେ ଥାଆନ୍ତି।

18 For such people are not servants of the Lord Christ, but of their stomachs; and by their smooth and well-said words the hearts of those who have no knowledge of evil are tricked.ଏହି ଲୋକମାନଙ୍କ ଠାରୁ ଦୂର ରେ ରୁହ। ଏଭଳି ଲୋକେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ସବୋ ନକରି କବଳେ ନିଜ ସୁଖ ରେ ମାତି ଥାନ୍ତି। ସମାନେେ ଆକର୍ଷଣୀୟ ଓ ସୁନ୍ଦର କଥା କହି ଲୋକମାନଙ୍କୁ ବୋକା କରନ୍ତି ଓ ଯେଉଁ ମାନେ ମନ୍ଦ ବିଷୟ ରେ ଜାଣି ନାହାଁନ୍ତି, ସମାନଙ୍କେୁ ଭୁଲାନ୍ତି।

19 For all have knowledge of how you do what you are ordered. For this reason I have joy in you, but it is my desire that you may be wise in what is good, and without knowledge of evil.ତୁମ୍ଭମାନେେ ବାଧ୍ଯ ହୁଅ; ସମସ୍ତେ ଏହା ଶୁଣିଛନ୍ତି। ମୁଁ ତୁମ୍ଭମାନଙ୍କ ପାଇଁ ବହୁତ ଖୁସି। କିନ୍ତୁ ମୁଁ ଇଛା କରେ ଯେ ତୁମ୍ଭମାନେେ ଭଲ ପାଇଁ ବୁଦ୍ଧିମାନ ହାଇେ ରୁହ ଓ ମନ୍ଦ ବିଷୟ ଜାଣିବା ପାଇଁ ଚେଷ୍ଟା କର ନାହିଁ।

20 And the God of peace will be crushing Satan under your feet before long. The grace of our Lord Jesus Christ be with you.ଶାନ୍ତିର ସୋର୍ତ ପରମେଶ୍ବର ଶୀଘ୍ର ଶୟତାନକୁ ହରାଇବେ ଓ ତା' ଉପରେ ତୁମ୍ଭମାନଙ୍କୁ ଶକ୍ତି ପ୍ରଦାନ କରିବେ। ଆମ୍ଭର ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହିତ ରହୁ।

21 Timothy, who is working with me, sends his love to you, so do Lucius and Jason and Sosipater, my relations.ମାରେସହକାରୀ ତୀମଥି ଓ ମାରେ ସ୍ବଜାତୀୟ ଯିହୂଦୀମାନେ ଲୂକିୟ, ଯାସୋନ୍ ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି।

22 I, Tertius, who have done the writing of this letter, send love in the Lord.ଏହି ପତ୍ରର ଲେଖକ ମୁଁ ତର୍ତ୍ତିୟ ଅଟେ। ମୁଁ ମଧ୍ଯ ତୁମ୍ଭମାନଙ୍କୁ ପ୍ରଭୁଙ୍କ ନାମ ରେ ନମସ୍କାର କରୁଅଛି।

23 Gaius, with whom I am living, whose house is open to all the church, sends his love, so does Erastus, the manager of the accounts of the town, and Quartus, the brother.ମାେତେ ଓ ସମଗ୍ର ମଣ୍ତଳୀକୁ ଆତିଥ୍ଯ ପ୍ରଦାନ କରିଥିବା ଗାୟ ତୁମ୍ଭମାନଙ୍କୁ ପ୍ରମାଣ ଜଣାଉଛନ୍ତି।

24 []ଏ ରୀଷ୍ଟ୍ର ନାମକ, ଏହି ନଗରର କୋଷଧ୍ଯକ୍ଷ ଓ କ୍ବାର୍ତ୍ତ ନାମକ ଜଣେ ଭାଇ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି।

25 Now to him who is able to make you strong in agreement with the good news which I gave you and the preaching of Jesus Christ, in the light of the revelation of that secret which has been kept through times eternal,ପରମେଶ୍ବର ହିଁ ତୁମ୍ଭକୁ ଦୃଢ କରି ପାରନ୍ତି। ମୁଁ ତୁମ୍ଭମାନଙ୍କୁ ଦୃଢ ଦବୋ ପାଇଁ ଯେଉଁ ସମାଗ୍ଭର ପ୍ରଗ୍ଭର କରୁଛି ସହେି ସତ୍ଯ ସୃଷ୍ଟି ଆରମ୍ଭରୁ ଗୁପ୍ତ ଭାବରେ ଥିଲା।

26 But is now made clear; and by the writings of the prophets, by the order of the eternal God, the knowledge of it has been given to all the nations, so that they may come under the rule of the faith;ପରମେଶ୍ବର ତାହାକୁ ପ୍ରକାଶିତ କରିବା ପାଇଁ ଆଦେଶ ଦଇେଛନ୍ତି। ଏହି ଗୁପ୍ତ ସତ୍ଯ ଏବେ ଆମ୍ଭକୁ ଓ ସମସ୍ତଙ୍କୁ ଜ୍ଞାତ କରାଯାଇଛି। ଭବିଷ୍ଯଦ୍ବକ୍ତାମାନଙ୍କର ଲଖାେ ଦ୍ବାରା ତାହା ପ୍ରକାଶିତ ହେଲା। ଏହା ଦ୍ବାରା ସମସ୍ତ ଲୋକମାନଙ୍କର ପରମେଶ୍ବରଙ୍କ ପାଇଁ ବିଶ୍ବାସ ଓ ଆଜ୍ଞାକାରିତା ବଢି ପାରିବ।

27 To the only wise God, through Jesus Christ, be the glory for ever. So be it.ଯୀଶୁ ଖ୍ରୀଷ୍ଟଙ୍କ ଜରିଆ ରେ ଏକ ମାତ୍ର ଜ୍ଞାନବାନ ପରମେଶ୍ବରଙ୍କର ମହିମା ଅନନ୍ତ କାଳ ପାଇଁ ବ୍ଯାପ୍ତ ରହୁ। ଆମେନ୍।

Oriya Bible