Romans 16 - DBY (Oriya)
1 But I commend to you Phoebe, our sister, who is minister of the assembly which is in Cenchrea;ମୁଁ, ତୁମ୍ଭକୁ କେଙ୍କ୍ ରଯୋ ନଗରୀର ମଣ୍ତଳୀର ବିଶଷେ ସବେିକା, ଆମ୍ଭର ଧର୍ମ ଭଉଣୀ ଫବୈୀଙ୍କୁ ସୁପାରିଶ କରୁଛି।
2 that ye may receive her in [the] Lord worthily of saints, and that ye may assist her in whatever matter she has need of you; for *she* also has been a helper of many, and of myself.ମୁଁ ତୁମ୍ଭକୁ କହୁଛି ତାହାଙ୍କୁ ପରମେଶ୍ବରଙ୍କ ଲୋକମାନଙ୍କ ପରି ପ୍ରଭୁଙ୍କ ଠା ରେ ଗ୍ରହଣ କର। ତୁମ୍ଭଠାରୁ ତାହାଙ୍କର ଯାହା ଦରକାର, ସଗେୁଡିକ ଦ୍ବାରା ତାହାଙ୍କୁ ସାହାୟ୍ଯ କର। ସେ ମାେତେ ଓ ଅନ୍ୟ ଅନକେ ଲୋକଙ୍କୁ ବହୁତ ସାହାୟ୍ଯ କରିଛନ୍ତି।
3 Salute Prisca and Aquila, my fellow-workmen in Christ Jesus,ପ୍ରୀସ୍କା ଓ ଆକ୍ବିଲାଙ୍କୁ ମାରେନମସ୍କାର। ସମାନେେ ଖ୍ରୀଷ୍ଟ ଯୀଶୁଙ୍କ କାମ ରେ ମାରେ ସହକର୍ମୀ ଅଟନ୍ତି।
4 (who for my life staked their own neck; to whom not *I* only am thankful, but also all the assemblies of the nations,)ସମାନେେ ମାରେ ଜୀବନ ରକ୍ଷା ଲାଗି ନିଜ ଜୀବନକୁ ବିପଦ ରେ ପକାଇ ଥିଲେ। ମୁଁ ସମାନଙ୍କେ ପ୍ରତି କୃତଜ୍ଞ। କବଳେ ମୁଁ ନୁହେଁ ସମସ୍ତ ଅଣଯିହୂଦୀୟ ମଣ୍ତଳୀର ଲୋକମାନେ ମଧ୍ଯ ସମାନଙ୍କେ ପ୍ରତି କୃତଜ୍ଞ।
5 and the assembly at their house. Salute Epaenetus, my beloved, who is [the] first-fruits of Asia for Christ.ତାଙ୍କ ଘ ରେ ହେଉଥିବା ମଣ୍ତଳୀକୁ ମଧ୍ଯ ନମସ୍କାର।
6 Salute Maria, who laboured much for you.ମରିୟମଙ୍କୁ ନମସ୍କାର। ସେ ତୁମ୍ଭମାନଙ୍କ ପାଇଁ ବହୁତ କାମ କରିଛନ୍ତି।
7 Salute Andronicus and Junias, my kinsmen and fellow-captives, who are of note among the apostles; who were also in Christ before me.ଆନ୍ଦ୍ରନିକ ଓ ୟୂନିଯାଙ୍କୁ ନମସ୍କାର। ସମାନେେ ମାରେ ଜ୍ଞାତି, ଓ ସମାନେେ ମାେ ସହିତ ବନ୍ଦୀ ହାଇେ କାରଗା ରେ ଥିଲେ। ସମାନେେ ପରମେଶ୍ବରଙ୍କ ଅତି ପ୍ରସିଦ୍ଧ କାର୍ୟ୍ଯକର୍ତ୍ତା ଓ ମାଠାରୁେ ପୂର୍ବରୁ ଯୀଶୁ ଖ୍ରୀଷ୍ଟଙ୍କ ଠା ରେ ବିଶ୍ବାସୀ ଥିଲେ।
8 Salute Amplias, my beloved in the Lord.ପ୍ରଭୁଙ୍କ ଠା ରେ ସ୍ଥିତ ମାରେ ପ୍ରିୟ ମାତ୍ର ଆମ୍ପ୍ଲିଯାତାଙ୍କୁ ନମସ୍କାର।
9 Salute Urbanus, our fellow-workman in Christ, and Stachys, my beloved.ଖ୍ରୀଷ୍ଟଙ୍କ ସବୋ ବିଷୟ ରେ ଆମ୍ଭର ସହକର୍ମୀ ଉର୍ବୀଣ ଓ ମାରେ ପ୍ରିୟତମ ମିତ୍ର ଆରିସ୍ତାଖୁଙ୍କୁ ମାରେ ନମସ୍କାର।
10 Salute Apelles, approved in Christ. Salute those who belong to Aristobulus.ଆପେଲ୍ଲଙ୍କୁ ମାରେ ନମସ୍କାର, ୟିଏ ଖ୍ରୀଷ୍ଟଙ୍କ ସବୋ ରେ ପରୀକ୍ଷିତ ଓ ପ୍ରମାଣିତ। ଆରିସ୍ତବୁଲଙ୍କ ପରିବାରଜନଙ୍କୁ ମାରେ ନମସ୍କାର।
11 Salute Herodion, my kinsman. Salute those who belong to Narcissus, who are in [the] Lord.ମାରେ ଜ୍ଞାତି ହରେୋଦିଯୋନଙ୍କୁ ମାରେ ନମସ୍କାର। ନାର୍କିସଙ୍କ ପରିଜନମାନଙ୍କୁ ନମସ୍କାର ଯେଉଁ ମାନେ ପ୍ରଭୁଙ୍କର ଅଟନ୍ତି।
12 Salute Tryphaena and Tryphosa, who labour in [the] Lord. Salute Persis, the beloved, who has laboured much in [the] Lord.ପ୍ରଭୁଙ୍କର ପରିଶ୍ରମୀ କୀର୍ୟ୍ଯ କର୍ତ୍ତା କୁଫଣୋ ଓ କୁଫୋସାଙ୍କୁ ନମସ୍କାର। ମାରେପ୍ରିୟ ପ୍ରଭୁଙ୍କ ସବୋ ରେ ପରିଶ୍ରମକାରିଣୀ ପର୍ଶିଙ୍କୁ ନମସ୍କାର।
13 Salute Rufus, chosen in [the] Lord; and his mother and mine.ପ୍ରଭୁଙ୍କର ବିଶିଷ୍ଟ ସବେକ ରୂପେ ଓ ତାହାଙ୍କର ମା'ଙ୍କୁ ଯେ ମାରେ ମାତା ଭଳି ତାହାଙ୍କୁ ମାରେ ନମସ୍କାର।
14 Salute Asyncritus, Phlegon, Hermes, Patrobas, Hermas, and the brethren with them.ଅସୁଙ୍କ୍ରିତ, ଫ୍ଲଗେୋନ, ହର୍ମୀସ୍, ପାତ୍ରବା ଓ ହର୍ମାସ୍, ଏବଂ ସମାନଙ୍କେ ଭାଇମାନଙ୍କୁ ଯେଉଁ ମାନେ ସମାନଙ୍କେ ସହ ଅଛନ୍ତି ନମସ୍କାର।
15 Salute Philologus, and Julia, Nereus, and his sister, and Olympas, and all the saints with them.ଫିଲଲଗ, ୟୁଲିଯା, ନୀରୂସ୍ ଓ ତାହାଙ୍କ ଭଉଣୀ, ଅଲୁମ୍ପା ଓ ସମାନଙ୍କେ ସହିତ ଥିବା ସମସ୍ତ ସାଧୁ-ସନ୍ଥମାନଙ୍କୁ ନମସ୍କାର।
16 Salute one another with a holy kiss. All the assemblies of Christ salute you.ତୁମ୍ଭମାନେେ ସମସ୍ତେ ପବିତ୍ର ଚୁମ୍ବନ ଦଇେ ଏକା ରକେକୁ ଅଭିବାଦନ ଜଣାଅ। ଖ୍ରୀଷ୍ଟଙ୍କର ସମସ୍ତ ମଣ୍ତଳୀ ବା ବିଶ୍ବାସୀ ସମୂହ ତୁମ୍ଭମାନଙ୍କୁ ଅଭିବାଦନଜଣାଉଛନ୍ତି।
17 But I beseech you, brethren, to consider those who create divisions and occasions of falling, contrary to the doctrine which *ye* have learnt, and turn away from them.ଭାଇ ଓ ଭଉଣୀମାନେ! ମୁଁ ତିମ୍ଭମାନଙ୍କୁ କହିବାକୁ ଇଛାକରେ ଯେ, ଯେଉଁ ଲୋକମାନେ ତୁମ୍ଭ ଭିତ ରେ ଦଳଭଦେ ଓ ବିଘ୍ନ ଆଣିବା ପାଇଁ ଚେଷ୍ଟା କରୁଛନ୍ତି, ସମାନଙ୍କେ ଠାରୁ ସତର୍କ ରୁହ। ଲୋକମାନଙ୍କର ବିଶ୍ବାସକୁ ଭାଗିଂବା ପାଇଁ ଚେଷ୍ଟା କରୁଥିବା ଲୋକମାନଙ୍କ ଠାରୁ ସତର୍କ ରୁହ। ଏଭଳି ଲୋକେ ତୁମ୍ଭେ ଗ୍ରହଣ କରିଥିବା ପ୍ରକୃତ ଶିକ୍ଷା ବିରୁଦ୍ଧ ରେ ଥାଆନ୍ତି।
18 For such serve not our Lord Christ, but their own belly, and by good words and fair speeches deceive the hearts of the unsuspecting.ଏହି ଲୋକମାନଙ୍କ ଠାରୁ ଦୂର ରେ ରୁହ। ଏଭଳି ଲୋକେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ସବୋ ନକରି କବଳେ ନିଜ ସୁଖ ରେ ମାତି ଥାନ୍ତି। ସମାନେେ ଆକର୍ଷଣୀୟ ଓ ସୁନ୍ଦର କଥା କହି ଲୋକମାନଙ୍କୁ ବୋକା କରନ୍ତି ଓ ଯେଉଁ ମାନେ ମନ୍ଦ ବିଷୟ ରେ ଜାଣି ନାହାଁନ୍ତି, ସମାନଙ୍କେୁ ଭୁଲାନ୍ତି।
19 For your obedience has reached to all. I rejoice therefore as it regards you; but I wish you to be wise [as] to that which is good, and simple [as] to evil.ତୁମ୍ଭମାନେେ ବାଧ୍ଯ ହୁଅ; ସମସ୍ତେ ଏହା ଶୁଣିଛନ୍ତି। ମୁଁ ତୁମ୍ଭମାନଙ୍କ ପାଇଁ ବହୁତ ଖୁସି। କିନ୍ତୁ ମୁଁ ଇଛା କରେ ଯେ ତୁମ୍ଭମାନେେ ଭଲ ପାଇଁ ବୁଦ୍ଧିମାନ ହାଇେ ରୁହ ଓ ମନ୍ଦ ବିଷୟ ଜାଣିବା ପାଇଁ ଚେଷ୍ଟା କର ନାହିଁ।
20 But the God of peace shall bruise Satan under your feet shortly. The grace of our Lord Jesus Christ [be] with you.ଶାନ୍ତିର ସୋର୍ତ ପରମେଶ୍ବର ଶୀଘ୍ର ଶୟତାନକୁ ହରାଇବେ ଓ ତା' ଉପରେ ତୁମ୍ଭମାନଙ୍କୁ ଶକ୍ତି ପ୍ରଦାନ କରିବେ। ଆମ୍ଭର ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହିତ ରହୁ।
21 Timotheus, my fellow-workman, and Lucius, and Jason, and Sosipater, my kinsmen, salute you.ମାରେସହକାରୀ ତୀମଥି ଓ ମାରେ ସ୍ବଜାତୀୟ ଯିହୂଦୀମାନେ ଲୂକିୟ, ଯାସୋନ୍ ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି।
22 I Tertius, who have written this epistle, salute you in [the] Lord.ଏହି ପତ୍ରର ଲେଖକ ମୁଁ ତର୍ତ୍ତିୟ ଅଟେ। ମୁଁ ମଧ୍ଯ ତୁମ୍ଭମାନଙ୍କୁ ପ୍ରଭୁଙ୍କ ନାମ ରେ ନମସ୍କାର କରୁଅଛି।
23 Gaius, my host and of the whole assembly, salutes you. Erastus, the steward of the city, salutes you, and the brother Quartus.ମାେତେ ଓ ସମଗ୍ର ମଣ୍ତଳୀକୁ ଆତିଥ୍ଯ ପ୍ରଦାନ କରିଥିବା ଗାୟ ତୁମ୍ଭମାନଙ୍କୁ ପ୍ରମାଣ ଜଣାଉଛନ୍ତି।
24 The grace of our Lord Jesus Christ [be] with you all. Amen.ଏ ରୀଷ୍ଟ୍ର ନାମକ, ଏହି ନଗରର କୋଷଧ୍ଯକ୍ଷ ଓ କ୍ବାର୍ତ୍ତ ନାମକ ଜଣେ ଭାଇ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି।
25 Now to him that is able to establish you, according to my glad tidings and the preaching of Jesus Christ, according to [the] revelation of [the] mystery, as to which silence has been kept in [the] times of the ages,ପରମେଶ୍ବର ହିଁ ତୁମ୍ଭକୁ ଦୃଢ କରି ପାରନ୍ତି। ମୁଁ ତୁମ୍ଭମାନଙ୍କୁ ଦୃଢ ଦବୋ ପାଇଁ ଯେଉଁ ସମାଗ୍ଭର ପ୍ରଗ୍ଭର କରୁଛି ସହେି ସତ୍ଯ ସୃଷ୍ଟି ଆରମ୍ଭରୁ ଗୁପ୍ତ ଭାବରେ ଥିଲା।
26 but [which] has now been made manifest, and by prophetic scriptures, according to commandment of the eternal God, made known for obedience of faith to all the nations --ପରମେଶ୍ବର ତାହାକୁ ପ୍ରକାଶିତ କରିବା ପାଇଁ ଆଦେଶ ଦଇେଛନ୍ତି। ଏହି ଗୁପ୍ତ ସତ୍ଯ ଏବେ ଆମ୍ଭକୁ ଓ ସମସ୍ତଙ୍କୁ ଜ୍ଞାତ କରାଯାଇଛି। ଭବିଷ୍ଯଦ୍ବକ୍ତାମାନଙ୍କର ଲଖାେ ଦ୍ବାରା ତାହା ପ୍ରକାଶିତ ହେଲା। ଏହା ଦ୍ବାରା ସମସ୍ତ ଲୋକମାନଙ୍କର ପରମେଶ୍ବରଙ୍କ ପାଇଁ ବିଶ୍ବାସ ଓ ଆଜ୍ଞାକାରିତା ବଢି ପାରିବ।
27 [the] only wise God, through Jesus Christ, to whom be glory for ever. Amen.ଯୀଶୁ ଖ୍ରୀଷ୍ଟଙ୍କ ଜରିଆ ରେ ଏକ ମାତ୍ର ଜ୍ଞାନବାନ ପରମେଶ୍ବରଙ୍କର ମହିମା ଅନନ୍ତ କାଳ ପାଇଁ ବ୍ଯାପ୍ତ ରହୁ। ଆମେନ୍।
Oriya Bible