Romans 3:19 ବ୍ଯବସ୍ଥା ରେ ଯେଉଁ କଥାଗୁଡ଼ିକ କୁହା ଯାଇଛି, ତାହା ବ୍ଯବସ୍ଥାଧିନ ରହିଥିବା ଲୋକଙ୍କ ପାଇଁ ପ୍ରୟୋଜନ। ଏହି ବ୍ଯବସ୍ଥାଗୁଡ଼ିକ ସମସ୍ତ ଯିହୂଦୀ ଲୋକଙ୍କୁ ଆଳ ଦଖାଇବୋରୁ ଅଟକାଏ ଏବଂ ସମଗ୍ର ସଂସାରର ଲୋକମାନଙ୍କୁ ପରମେଶ୍ବରଙ୍କ ନ୍ଯାୟବିଚ଼ାରକୁ ଆଣେ।
Romans 3:19 in Other Translations
King James Version (KJV) Now we know that what things soever the law saith, it saith to them who are under the law: that every mouth may be stopped, and all the world may become guilty before God.
American Standard Version (ASV) Now we know that what things soever the law saith, it speaketh to them that are under the law; that every mouth may be stopped, and all the world may be brought under the judgment of God:
Bible in Basic English (BBE) Now, we have knowledge that what the law says is for those who are under the law, so that every mouth may be stopped, and all men may be judged by God:
Darby English Bible (DBY) Now we know that whatever the things the law says, it speaks to those under the law, that every mouth may be stopped, and all the world be under judgment to God.
World English Bible (WEB) Now we know that whatever things the law says, it speaks to those who are under the law, that every mouth may be closed, and all the world may be brought under the judgment of God.
Young's Literal Translation (YLT) And we have known that as many things as the law saith, to those in the law it doth speak, that every mouth may be stopped, and all the world may come under judgment to God;
we know
Οἴδαμεν
eidō
EE-thoh
Now
δὲ
de
thay
that
ὅτι
hoti
OH-tee
what things soever
ὅσα
hosos
OH-sose
the
ὁ
ho
oh
law
νόμος
nomos
NOH-mose
saith,
λέγει
legō
LAY-goh
to them
τοῖς
ho
oh
who are under
ἐν
en
ane
the
τῷ
ho
oh
law:
νόμῳ
nomos
NOH-mose
it saith
λαλεῖ
laleō
la-LAY-oh
that
ἵνα
hina
EE-na
every
πᾶν
pas
pahs
mouth
στόμα
stoma
STOH-ma
may be stopped,
φραγῇ
phrassō
FRAHS-soh
and
καὶ
kai
kay
guilty
ὑπόδικος
hypodikos
yoo-POH-thee-kose
may become
γένηται
ginomai
GEE-noh-may
all
πᾶς
pas
pahs
the
ὁ
ho
oh
world
κόσμος
kosmos
KOH-smose
τῷ
ho
oh
before God.
θεῷ·
theos
thay-OSE
Read Full Chapter :
Romans 3
Cross Reference
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:12
ଯେଉଁ ଲୋକମାନେ ବ୍ଯବସ୍ଥା ଜାଣିଛନ୍ତି ଓ ଯେଉଁ ଲୋକମାନେ ବ୍ଯବସ୍ଥା ବିଷୟ ରେ ଶୁଣି ନାହାଁନ୍ତି, ପାପ କର୍ମ କଲା ବେଳେ ସମସ୍ତେ ସମାନ। ଲୋକେ ଯେଉଁମାନେ ବ୍ଯବସ୍ଥା ଜାଣି ନାହାଁନ୍ତି ଓ ପାପ କରୁଛନ୍ତି, ସମାନେେ ନଷ୍ଟ ହାଇେ ଯିବେ ଓ ସହେି ପରି, ଯେଉଁମାନେ ବ୍ଯବସ୍ଥା ଜାଣିଛନ୍ତି ଓ ପାପ କରୁଛନ୍ତି, ବ୍ଯବସ୍ଥା ଅନୁସାରେ ସମାନଙ୍କେର ନ୍ଯାୟବିଚ଼ାର ହବେ।
ଆୟୁବ ପୁସ୍ତକ 5:16
ସେଥିପାଇଁ ଗରିବ ଲୋକଙ୍କ ପାଇଁ ଭରସା ଅଛି ଓ ଅନ୍ଯାଯକାରୀ ନିଶ୍ଚଯ ନୀରବ ରହିବ।
ଆୟୁବ ପୁସ୍ତକ 9:2
ହଁ, ଏହା ସତ୍ଯ ବୋଲି ମୁଁ ଜାଣେ ଯାହା ତୁମ୍ଭେ କହୁଛ। ଜଣେ ପରମେଶ୍ବରଙ୍କୁ ୟୁକ୍ତି ରେ କିପରି ଜିତି ପାରିବ ?
ଗୀତସଂହିତା 107:42
ସରଳ ଲୋକମାନେ ତାହା ଦେଖି ଆନନ୍ଦିତ ହେଲେ ଏବଂ ଦୁଷ୍ଟ ଲୋକମାନେ କ'ଣ କହିବା କଥା ତାହା ଜାଣନ୍ତି ନାହିଁ।
ଯିହିଜିକଲ 16:63
ତୁମ୍ଭେ ଯାହାସବୁ କରିଅଛ, ଯେତବେେଳେ ମୁଁ ସେସବୁକୁ ସଂ ଶାଧେନ କରି ଦବେି। ସେତବେେଳେ ତୁମ୍ଭେ ସ୍ମରଣ କରି ଲଜ୍ଜିତ ହବେ ଓ ନିଜ ଅପମାନ ହତେୁ ଆଉ କବେେ ଆପଣା ମୁଖ ଫିଟାଇବ ନାହିଁ। ଏହା ସଦାପ୍ରଭୁ ମାରେ ପ୍ରଭୁ କହନ୍ତି।
ଯୋହନଲିଖିତ ସୁସମାଚାର 15:25
ଏସବୁ ଘଟିବା ଦ୍ବାରା ତାହାଙ୍କ ବିଧି ବ୍ଯବସ୍ଥା ରେ ଯାହା ଲଖାେଥିଲା ତାହା ସତ୍ଯ ହେଲା: ' ସମାନେେ ମାେତେ ବିନା କାରଣ ରେ ଘୃଣା କଲେ।'
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:9
ସେଥିପାଇଁ ଅନ୍ୟ ଲୋକମାନଙ୍କଠାରୁ ଆମ୍ଭେ ଯିହୂଦୀଗଣ କଣ ଭଲ? ନା। ଯିହୂଦୀ ଓ ଅଣଯିହୂଦୀ ସମସ୍ତେ ସମାନ ବୋଲି ଆମ୍ଭେ ଆଗରୁ କହି ସାରିଛୁ। ସମାନେେ ସମସ୍ତେ ନିଜ ନିଜ ପାପ ପାଇଁ ଦୋଷୀ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9:20
ଯିହୂଦୀ ଲୋକମାନଙ୍କୁ ଲାଭ କରିବା ଲାଗି ମୁଁ ୟିହୁଦୀ ଲୋକମାନଙ୍କ ଭଳି ହଲିେ। ମୁଁ ନିଜେ ବ୍ଯବସ୍ଥାର ଅଧୀନ ନ ହେଲେ ମଧ୍ଯ ଯେପରି ବ୍ଯବସ୍ଥାଧିନ ଲୋକଙ୍କୁ ଉଦ୍ଧାର କରିବି, ତେଣୁ ମୁଁ ସମାନଙ୍କେ ନିକଟରେ ବ୍ଯବସ୍ଥାଧିନ ଲୋକଙ୍କ ଭଳି ହଲିେ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:10
କିନ୍ତୁ ଯେଉଁମାନେ ବ୍ଯବସ୍ଥା ପାଳନ ଉପରେ ନିର୍ଭର କରନ୍ତି, ସମାନେେ ଅଭିଶାପଗ୍ରସ୍ତ। କାରଣ, ଯେପରି ବ୍ଯବସ୍ଥାମାନଙ୍କ ରେ ଲଖାେଅଛି : ଯାହା ବ୍ଯବସ୍ଥା272 ରେ ଲଖାେଅଛି ସେ ସବୁକୁ ପୂର୍ଣ୍ଣଭାବରେ ପାଳନ କରିବା ଉଚିତ, ନ ହେଲେ ସେ ଲୋକ ଅଭିଶାପଗ୍ରସ୍ତ ହବେ।273
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:21
ଏବେ ମଧ୍ଯ ତୁମ୍ଭମାନଙ୍କ ଭିତରୁ କେତକେ ବ୍ଯବସ୍ଥା ଅଧିନ ରେ ରହିବାକୁ ଇଚ୍ଛା କରୁଛ। ତୁମ୍ଭମାନେେ ଜାଣ କି ବ୍ଯବସ୍ଥା କ'ଣ କୁ ହେ ?
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5:18
କିନ୍ତୁ ଯଦି ତୁମ୍ଭମାନେେ ଆତ୍ମାଙ୍କର ପରିଚାଳିତ ପଥରେ ଚଳୁଛ, ତା' ହେଲେ ତୁମ୍ଭମାନେେ ବ୍ଯବସ୍ଥାର ଅଧୀନ ନୁହଁ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:22
କିନ୍ତୁ ଏହା ସତ୍ଯ ନୁହେଁ। ଶାସ୍ତ୍ର ଘୋଷଣା କରେ ଯେ, ସବୁ ଲୋକ ପାପର ଅଧୀନ ଅଟନ୍ତି। ଏଭଳି ଘାଷେଣାର ଉଦ୍ଦେଶ୍ଯ ହେଲା ଯେ, ବିଶ୍ବାସ ମାଧ୍ଯମ ରେ ଲୋକମାନଙ୍କୁ ପ୍ରତିଶୃତି ଦିଆୟିବ। ଯେଉଁମାନେ ଯୀଶୁଖ୍ରୀଷ୍ଟଙ୍କୁ ବିଶ୍ବାସ କରନ୍ତି, ସହେି ଲୋକମାନଙ୍କୁ ପ୍ରତିଶୃତି ଦିଆୟିବ।
ପ୍ରଥମ ଶାମୁୟେଲ 2:9
ସଦାପ୍ରଭୁ ତାଙ୍କର ପବିତ୍ର ଭକ୍ତମାନଙ୍କୁ ସକ୍ସ୍ଟରକ୍ଷା କରନ୍ତି। ସେ ସମାନଙ୍କେୁ ଝକ୍ସ୍ଟଣ୍ଟିବାରକ୍ସ୍ଟ ରକ୍ଷା କରନ୍ତି। କିନ୍ତୁ ମନ୍ଦ ଲୋକମାନେ ଅନ୍ଧକାର ରେ ଝକ୍ସ୍ଟଣ୍ଟିପଡନ୍ତି ଓ ଧ୍ବଂସ ହକ୍ସ୍ଟଅନ୍ତି। ସମାନଙ୍କେର ଶକ୍ତି ସମାନଙ୍କେୁ ରକ୍ଷା କରିବା ପାଇଁ ସାହାୟ୍ଯ କରେ ନାହିଁ।
ମାଥିଉଲିଖିତ ସୁସମାଚାର 22:12
ରାଜା ତାହାଙ୍କୁ ପଚ଼ାରିଲେ, 'ବନ୍ଧୁ, ତୁମ୍ଭେ ବିବାହ ପୋଷାକ ନପିନ୍ଧି ଓ ଭିତରକୁ କମେିତି ଆସିଲ?' କିନ୍ତୁ ଲୋକଟି କିଛି କହିଲା ନାହିଁ।
ଯୋହନଲିଖିତ ସୁସମାଚାର 8:9
ଯେଉଁମାନେ ଯୀଶୁଙ୍କର ଏ କଥା ଶୁଣୁଥିଲେ ସମାନେେ ସଠାରୁେ ଜଣ ଜଣ ହାଇେ ଚାଲି ଗଲେ। ଆଗେ ବୟସ୍କ ଲୋକେ ଓ ତା'ପରେ ଅନ୍ୟମାନେ ଚାଲିଗଲେ। କବଳେ ଯୀଶୁ ଓ ସହେି ସ୍ତ୍ରୀଲୋକଟି ସଠାେରେ ରହିଗଲେ।
ଯୋହନଲିଖିତ ସୁସମାଚାର 10:34
ଯୀଶୁ ଉତ୍ତର ଦେଲେ, ତୁମ୍ଭ ବ୍ଯବସ୍ଥା ରେ ଏହା ଲଖାେ ଅଛି, 'ଆମ୍ଭେ କହିଲୁ, ତୁମ୍ଭମାନେେ ଈଶ୍ବରଗଣ।'
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:20
ପରମେଶ୍ବରଙ୍କ ବିଷୟ ରେ କେତକେ ତଥ୍ଯ ଲୋକେ ଦେଖି ପାରିବେ ନାହିଁ। ତାହାଙ୍କର ଅନନ୍ତ ଶକ୍ତି ଓ ପରମେଶ୍ବରତ୍ବ ତାହାଙ୍କୁ ପରମେଶ୍ବର ବୋଲି ପ୍ରମାଣିତ କରୁଥିବା ସମସ୍ତ କଥା। କିନ୍ତୁ ଜଗତର ସୃଷ୍ଟିର ଆରମ୍ଭରୁ ସଗେୁଡ଼ିକ ଲୋକମାନଙ୍କ ବୁଝିବା ପାଇଁ ସହଜ କରା ଯାଇଛି। ଏଗୁଡ଼ିକ ପରମେଶ୍ବର ସୃଷ୍ଟି କରିଥିବା ବସ୍ତୁଗୁଡ଼ିକରୁ ସ୍ପଷ୍ଟ ହାଇେ ଥାଏ। ସେଥିପାଇଁ ମନ୍ଦ କାର୍ୟ୍ଯ କରିବା ପାଇଁ ଲୋକମାନଙ୍କ ପାଖ ରେ କୌଣସି ବାହାନା ନାହିଁ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:1
ଯଦି ତୁମ୍ଭେ ଭାବୁଛ ଯେ ତୁମ୍ଭମାନେେ ଅନ୍ୟ ଲୋକଙ୍କର ନ୍ଯାୟବିଚ଼ାର କରି ପାରିବ ତା ହେଲେ ତୁମ୍ଭେ ଭୁଲ୍ କରୁଛ। ତୁମ୍ଭମାନେେ ନିଜେ ମଧ୍ଯ ପାପର ଦୋଷୀ। ତୁମ୍ଭେ ଅନ୍ୟମାନଙ୍କର ନ୍ଯାୟ ବିଚ଼ାର କରୁଛ, ହେଲେ ତୁମ୍ଭେ ମଧ୍ଯ ସମାନଙ୍କେ ପରି ମନ୍ଦ କାମ କରୁଛ। ଅତଏବ ଯେତବେେଳେ ତୁମ୍ଭେ ସମାନଙ୍କେର ନ୍ଯାୟବିଚ଼ାର କରୁଛ, ସେତବେେଳେ ପ୍ରକୃତ ରେ ନିଜକୁ ଅପରାଧୀ ବୋଲି ନ୍ଯାୟ ବିଗ୍ଭର କରୁଛ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:2
ହଁ ଯିହୂଦୀମାନଙ୍କଠା ରେ ଅନକେ କିଛି ବିଶଷେ ବିଷୟ ଅଛି। ସବୁଠାରୁ ମହତ୍ତ୍ବପୂର୍ଣ୍ଣ କଥା ଏହି ଯେ, ସମାନଙ୍କେୁ ସର୍ବପ୍ରଥମେ ପରମେଶ୍ବର ତାହାଙ୍କ ଉପଦେଶ ଗୁଡ଼ିକୁ ସମର୍ପିତ କଲେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:4
କବେେ ନୁହେଁ। ଯଦି ପ୍ରେତ୍ୟକକ ଲୋକ ଅସତ୍ ହୁଅନ୍ତି, ତବେେ ମଧ୍ଯ ପରମେଶ୍ବର ସତ୍ଯ ହାଇେ ରହିବେ। ଶାସ୍ତ୍ର ରେ ଲଖାେ ଅଛି ଯେ:
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:23
ସମସ୍ତେ ପାପ କରିଛନ୍ତି ଓ ପରମେଶ୍ବରଙ୍କ ମହିମା ପାଇବା ରେ ଉଣା ପଡ଼ିଛନ୍ତି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1:29
ପରମେଶ୍ବରଙ୍କର ଏପରି କରିବାର କାରଣ ହେଉଛି ଯେ, କୌଣସି ଲୋକ ଯେପରି ତାହାଙ୍କ ଆଗ ରେ ଗର୍ବ କରିପାରିବ ନାହିଁ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:5
ବ୍ଯବସ୍ଥାର ଅଧୀନ ରେ ଥିବା ଲୋକମାନଙ୍କୁ ମୁକ୍ତ କରିବା ପାଇଁ ଓ ଆମ୍ଭମାନଙ୍କୁ ପରମେଶ୍ବରଙ୍କ ସନ୍ତାନ ରୂପେ ଗଢି ତୋଳିବା ନିମନ୍ତେ ସେ ଏପରି କରିଥିଲେ।