Romans 4
13 ଅବ୍ରାହାମ ଓ ତାହାଙ୍କର ବଂଶଜମାନଙ୍କୁ ପ୍ରତିଜ୍ଞା ମିଳିଥିଲା ଯେ ସମାନେେ ସଂସାରର ଉତ୍ତରାଧିକାରୀ ହବେେ। କିନ୍ତୁ ଅବ୍ରାହାମ ଏହି ପ୍ରତିଶ୍ରୁତି ବ୍ଯବସ୍ଥା ପାଳନ କରିଥିବାରୁ ମିଳି ନଥିଲା। ବିଶ୍ବାସ ଦ୍ବାରା ସେ ପରମେଶ୍ବରଙ୍କଠା ରେ ଧାର୍ମିକ ହାଇେଥିବାରୁ ତାହାଙ୍କୁ ଏହି ପ୍ରତିଶ୍ରୁତି ମିଳିଥିଲା।
14 ବ୍ଯବସ୍ଥା ପାଳନ କରିବା ଦ୍ବାରା ଯଦି ଜଣେ ଲୋକ ପରମେଶ୍ବର ଯାହା ପ୍ରତିଜ୍ଞା ଦଇେଥିଲେ ତାହା ପାଏ, ତା' ହେଲେ ବିଶ୍ବାସର କିଛି ଅର୍ଥ ନାହିଁ ଓ ପ୍ରତିଜ୍ଞାର କିଛି ମୂଲ୍ଯ ନାହିଁ।
15 କାରଣ ବ୍ଯବସ୍ଥା ପାଳନ ନକରିବା ଦ୍ବାରା ବ୍ଯବସ୍ଥା ପରମେଶ୍ବରଙ୍କର କୋରଧ ଆଣିଥାଏ। କିନ୍ତୁ ଯଦି ବ୍ଯବସ୍ଥା ନଥାନ୍ତା, ତା' ହେଲେ ଅବାଧ୍ଯ ହବୋର ପ୍ରଶ୍ନ ଉଠିବ ନାହିଁ।
16 ସେଥିପାଇଁ ବିଶ୍ବାସ ଦ୍ବାରା ଲୋକେ ପରମେଶ୍ବରଙ୍କ ପ୍ରତିଜ୍ଞା ପାଆନ୍ତି। ପ୍ରତିଜ୍ଞା ଯେପରି ଏକ ବିନା ମୂଲ୍ଯର ଦାନ ହାଇପୋ ରେ ସେଥିପାଇଁ ଏପରି ଘଟେ, ଯଦି ବିନା ମୂଲ୍ଯ ରେ ପ୍ରତିଜ୍ଞା ଦାନ ମିଳେ ତା' ହେଲେ ଅବ୍ରାହାମଙ୍କ ବଂଶର ସବୁ ଲୋକେ ପ୍ରତିଜ୍ଞା ପାଇବା ସୁନିଶ୍ଚିତ। ଏହି ପ୍ରତିଜ୍ଞା କବଳେ ବ୍ଯବସ୍ଥାଧିନ ରହିଥିବା ଲୋକଙ୍କ ପାଇଁ ନୁହେଁ। ଅବ୍ରାହାମ ଭଳି ବିଶ୍ବାସ ପୂର୍ବକ ଜୀବନ ଯାପନ କରୁଥିବା ସମସ୍ତ ଲୋକଙ୍କ ପାଇଁ ଏହି ପ୍ରତିଜ୍ଞା ରହିଛି। ଅବ୍ରାହାମ ଆମ୍ଭ ସମସ୍ତଙ୍କର ପିତା।
17 ଶାସ୍ତ୍ର ରେ ଲଖାେ ଅଛି, ମୁଁ ତୁମ୍ଭକୁ (ଅବ୍ରାହାମ) ଅନକେ ଗୁଡ଼ିଏ ଜାତିର ପିତା ଘୋଷିତ କରିଛି। ପରମେଶ୍ବରଙ୍କ ଆଗ ରେ ଏହା ସତ୍ଯ ଅଟେ। ଅବ୍ରାହାମ ଯେଉଁ ପରମେଶ୍ବରଙ୍କୁ ବିଶ୍ବାସ କରିଥିଲେ, ସହେି ପରମେଶ୍ବର ମୃତ ଲୋକଙ୍କୁ ଜୀବନ ପ୍ରଦାନ କରନ୍ତି ଓ ଯେଉଁ ଘଟଣା ଅଦ୍ଯାପି ଘଟି ନାହିଁ ସଗେୁଡ଼ିକ ଘଟିବା କଥା ନିର୍ଣ୍ଣୟ କରନ୍ତି।
18 ଅବ୍ରାହାମଙ୍କର ସନ୍ତାନ ହବୋର ଆଶା ନଥିଲା। କିନ୍ତୁ ଅବ୍ରାହାମ ପରମେଶ୍ବରଙ୍କୁ ବିଶ୍ବାସ କଲେ ଓ ଭରସାକୁ ବଜାୟ ରଖିଲେ। ସେଥିପାଇଁ ସେ ଅନକେ ଜାତିର ପିତା ହେଲେ। ପରମେଶ୍ବର ତାହାଙ୍କୁ କହିଥିଲେ: ତୁମ୍ଭର ଅଗଣିତ ବଂଶଧର ହବେେ।
19 ଅବ୍ରାହାମଙ୍କୁ 100 ବର୍ଷ ବୟସ ହାଇେଥିଲା, ଅତଏବ ପିଲାପିଲି ହବୋ ସମୟ ଚ଼ାଲି ଯାଇଥିଲା। ତାହାଙ୍କ ସ୍ତ୍ରୀ ସାରା ମଧ୍ଯ ସନ୍ତାନ ଜନ୍ମ କରି ପାରିବେ ନାହିଁ, ଅବ୍ରାହାମ ଏ କଥା ଭାବିଥିଲେ।
20 କିନ୍ତୁ ପରମେଶ୍ବରଙ୍କ ପ୍ରତି ତାହାଙ୍କର ବିଶ୍ବାସ ଦୁର୍ବଳ ହେଲା ନାହିଁ। ପରମେଶ୍ବର ତାହାଙ୍କୁ ଯାହା ପ୍ରତିଶ୍ରୁତି ଦଇେଛନ୍ତି ତାହା ସେ କରିବା ରେ ସମର୍ଥ ଏଥି ରେ ଅବ୍ରାହାମ ଟିକେ ହେଲେ ସନ୍ଦହେ କଲେ ନାହିଁ। ବରଂ ତାହାଙ୍କର ବିଶ୍ବାସ ଅଧିକ ଦୃଢ଼ ହେଲା ଓ ସେ ପରମେଶ୍ବରଙ୍କୁ ଗୌରବ ଦେଲେ।
21 ଅବ୍ରାହାମ ଦୃଢ଼ ଭାବରେ ଅନୁଭବ କଲେ ଯେ ପରମେଶ୍ବର ଯାହା ପ୍ରତିଶ୍ରୁତି ଦଇେଛନ୍ତି, ତାହା କରିବା ରେ ସେ ସକ୍ଷମ ଥିଲେ।
22 ସେଥିପାଇଁ ପରମେଶ୍ବର, ଅବ୍ରାହାମଙ୍କ ବିଶ୍ବାସକୁ ଗ୍ରହଣ କଲେ। ସେ ବିଶ୍ବାସ ଅବ୍ରାହାମଙ୍କୁ ପରମେଶ୍ବରଙ୍କ ପ୍ରତି ଧାର୍ମିକ କରି ରଖିଥିଲା।
23 ପରମେଶ୍ବର ଅବ୍ରାହାମଙ୍କ ବିଶ୍ବାସ ଗ୍ରହଣ କଲେ, ଏହି ବାକ୍ଯଗୁଡ଼ିକ କବଳେ ଅବ୍ରାହାମଙ୍କ ପାଇଁ ଲଖାେ ଯାଇ ନଥିଲା।
24 ଏହି ବାକ୍ଯଗୁଡ଼ିକ ଆମ୍ଭ ପାଇଁ ମଧ୍ଯ ଲଖାେ ଯାଇଥିଲା। ଆମ୍ଭେ ବିଶ୍ବାସ କରୁଥିବା ୟୋଗୁ ପରମେଶ୍ବର ଆମ୍ଭକୁ ମଧ୍ଯ ଗ୍ରହଣ କରିବେ। ଆମ୍ଭେ ତାହାଙ୍କୁ ବିଶ୍ବାସ କରୁ ୟିଏ ଆମ୍ଭର ପ୍ରଭୁ ଯୀଶୁଙ୍କୁ ମୃତ୍ଯୁରୁ ପୁନର୍ଜୀବିତ କଲେ।
13 For the promise, that he should be the heir of the world, was not to Abraham, or to his seed, through the law, but through the righteousness of faith.
14 For if they which are of the law be heirs, faith is made void, and the promise made of none effect:
15 Because the law worketh wrath: for where no law is, there is no transgression.
16 Therefore it is of faith, that it might be by grace; to the end the promise might be sure to all the seed; not to that only which is of the law, but to that also which is of the faith of Abraham; who is the father of us all,
17 (As it is written, I have made thee a father of many nations,) before him whom he believed, even God, who quickeneth the dead, and calleth those things which be not as though they were.
18 Who against hope believed in hope, that he might become the father of many nations, according to that which was spoken, So shall thy seed be.
19 And being not weak in faith, he considered not his own body now dead, when he was about an hundred years old, neither yet the deadness of Sarah’s womb:
20 He staggered not at the promise of God through unbelief; but was strong in faith, giving glory to God;
21 And being fully persuaded that, what he had promised, he was able also to perform.
22 And therefore it was imputed to him for righteousness.
23 Now it was not written for his sake alone, that it was imputed to him;
24 But for us also, to whom it shall be imputed, if we believe on him that raised up Jesus our Lord from the dead;
Romans 4 in Tamil and English
13 ଅବ୍ରାହାମ ଓ ତାହାଙ୍କର ବଂଶଜମାନଙ୍କୁ ପ୍ରତିଜ୍ଞା ମିଳିଥିଲା ଯେ ସମାନେେ ସଂସାରର ଉତ୍ତରାଧିକାରୀ ହବେେ। କିନ୍ତୁ ଅବ୍ରାହାମ ଏହି ପ୍ରତିଶ୍ରୁତି ବ୍ଯବସ୍ଥା ପାଳନ କରିଥିବାରୁ ମିଳି ନଥିଲା। ବିଶ୍ବାସ ଦ୍ବାରା ସେ ପରମେଶ୍ବରଙ୍କଠା ରେ ଧାର୍ମିକ ହାଇେଥିବାରୁ ତାହାଙ୍କୁ ଏହି ପ୍ରତିଶ୍ରୁତି ମିଳିଥିଲା।
For the promise, that he should be the heir of the world, was not to Abraham, or to his seed, through the law, but through the righteousness of faith.
14 ବ୍ଯବସ୍ଥା ପାଳନ କରିବା ଦ୍ବାରା ଯଦି ଜଣେ ଲୋକ ପରମେଶ୍ବର ଯାହା ପ୍ରତିଜ୍ଞା ଦଇେଥିଲେ ତାହା ପାଏ, ତା' ହେଲେ ବିଶ୍ବାସର କିଛି ଅର୍ଥ ନାହିଁ ଓ ପ୍ରତିଜ୍ଞାର କିଛି ମୂଲ୍ଯ ନାହିଁ।
For if they which are of the law be heirs, faith is made void, and the promise made of none effect:
15 କାରଣ ବ୍ଯବସ୍ଥା ପାଳନ ନକରିବା ଦ୍ବାରା ବ୍ଯବସ୍ଥା ପରମେଶ୍ବରଙ୍କର କୋରଧ ଆଣିଥାଏ। କିନ୍ତୁ ଯଦି ବ୍ଯବସ୍ଥା ନଥାନ୍ତା, ତା' ହେଲେ ଅବାଧ୍ଯ ହବୋର ପ୍ରଶ୍ନ ଉଠିବ ନାହିଁ।
Because the law worketh wrath: for where no law is, there is no transgression.
16 ସେଥିପାଇଁ ବିଶ୍ବାସ ଦ୍ବାରା ଲୋକେ ପରମେଶ୍ବରଙ୍କ ପ୍ରତିଜ୍ଞା ପାଆନ୍ତି। ପ୍ରତିଜ୍ଞା ଯେପରି ଏକ ବିନା ମୂଲ୍ଯର ଦାନ ହାଇପୋ ରେ ସେଥିପାଇଁ ଏପରି ଘଟେ, ଯଦି ବିନା ମୂଲ୍ଯ ରେ ପ୍ରତିଜ୍ଞା ଦାନ ମିଳେ ତା' ହେଲେ ଅବ୍ରାହାମଙ୍କ ବଂଶର ସବୁ ଲୋକେ ପ୍ରତିଜ୍ଞା ପାଇବା ସୁନିଶ୍ଚିତ। ଏହି ପ୍ରତିଜ୍ଞା କବଳେ ବ୍ଯବସ୍ଥାଧିନ ରହିଥିବା ଲୋକଙ୍କ ପାଇଁ ନୁହେଁ। ଅବ୍ରାହାମ ଭଳି ବିଶ୍ବାସ ପୂର୍ବକ ଜୀବନ ଯାପନ କରୁଥିବା ସମସ୍ତ ଲୋକଙ୍କ ପାଇଁ ଏହି ପ୍ରତିଜ୍ଞା ରହିଛି। ଅବ୍ରାହାମ ଆମ୍ଭ ସମସ୍ତଙ୍କର ପିତା।
Therefore it is of faith, that it might be by grace; to the end the promise might be sure to all the seed; not to that only which is of the law, but to that also which is of the faith of Abraham; who is the father of us all,
17 ଶାସ୍ତ୍ର ରେ ଲଖାେ ଅଛି, ମୁଁ ତୁମ୍ଭକୁ (ଅବ୍ରାହାମ) ଅନକେ ଗୁଡ଼ିଏ ଜାତିର ପିତା ଘୋଷିତ କରିଛି। ପରମେଶ୍ବରଙ୍କ ଆଗ ରେ ଏହା ସତ୍ଯ ଅଟେ। ଅବ୍ରାହାମ ଯେଉଁ ପରମେଶ୍ବରଙ୍କୁ ବିଶ୍ବାସ କରିଥିଲେ, ସହେି ପରମେଶ୍ବର ମୃତ ଲୋକଙ୍କୁ ଜୀବନ ପ୍ରଦାନ କରନ୍ତି ଓ ଯେଉଁ ଘଟଣା ଅଦ୍ଯାପି ଘଟି ନାହିଁ ସଗେୁଡ଼ିକ ଘଟିବା କଥା ନିର୍ଣ୍ଣୟ କରନ୍ତି।
(As it is written, I have made thee a father of many nations,) before him whom he believed, even God, who quickeneth the dead, and calleth those things which be not as though they were.
18 ଅବ୍ରାହାମଙ୍କର ସନ୍ତାନ ହବୋର ଆଶା ନଥିଲା। କିନ୍ତୁ ଅବ୍ରାହାମ ପରମେଶ୍ବରଙ୍କୁ ବିଶ୍ବାସ କଲେ ଓ ଭରସାକୁ ବଜାୟ ରଖିଲେ। ସେଥିପାଇଁ ସେ ଅନକେ ଜାତିର ପିତା ହେଲେ। ପରମେଶ୍ବର ତାହାଙ୍କୁ କହିଥିଲେ: ତୁମ୍ଭର ଅଗଣିତ ବଂଶଧର ହବେେ।
Who against hope believed in hope, that he might become the father of many nations, according to that which was spoken, So shall thy seed be.
19 ଅବ୍ରାହାମଙ୍କୁ 100 ବର୍ଷ ବୟସ ହାଇେଥିଲା, ଅତଏବ ପିଲାପିଲି ହବୋ ସମୟ ଚ଼ାଲି ଯାଇଥିଲା। ତାହାଙ୍କ ସ୍ତ୍ରୀ ସାରା ମଧ୍ଯ ସନ୍ତାନ ଜନ୍ମ କରି ପାରିବେ ନାହିଁ, ଅବ୍ରାହାମ ଏ କଥା ଭାବିଥିଲେ।
And being not weak in faith, he considered not his own body now dead, when he was about an hundred years old, neither yet the deadness of Sarah’s womb:
20 କିନ୍ତୁ ପରମେଶ୍ବରଙ୍କ ପ୍ରତି ତାହାଙ୍କର ବିଶ୍ବାସ ଦୁର୍ବଳ ହେଲା ନାହିଁ। ପରମେଶ୍ବର ତାହାଙ୍କୁ ଯାହା ପ୍ରତିଶ୍ରୁତି ଦଇେଛନ୍ତି ତାହା ସେ କରିବା ରେ ସମର୍ଥ ଏଥି ରେ ଅବ୍ରାହାମ ଟିକେ ହେଲେ ସନ୍ଦହେ କଲେ ନାହିଁ। ବରଂ ତାହାଙ୍କର ବିଶ୍ବାସ ଅଧିକ ଦୃଢ଼ ହେଲା ଓ ସେ ପରମେଶ୍ବରଙ୍କୁ ଗୌରବ ଦେଲେ।
He staggered not at the promise of God through unbelief; but was strong in faith, giving glory to God;
21 ଅବ୍ରାହାମ ଦୃଢ଼ ଭାବରେ ଅନୁଭବ କଲେ ଯେ ପରମେଶ୍ବର ଯାହା ପ୍ରତିଶ୍ରୁତି ଦଇେଛନ୍ତି, ତାହା କରିବା ରେ ସେ ସକ୍ଷମ ଥିଲେ।
And being fully persuaded that, what he had promised, he was able also to perform.
22 ସେଥିପାଇଁ ପରମେଶ୍ବର, ଅବ୍ରାହାମଙ୍କ ବିଶ୍ବାସକୁ ଗ୍ରହଣ କଲେ। ସେ ବିଶ୍ବାସ ଅବ୍ରାହାମଙ୍କୁ ପରମେଶ୍ବରଙ୍କ ପ୍ରତି ଧାର୍ମିକ କରି ରଖିଥିଲା।
And therefore it was imputed to him for righteousness.
23 ପରମେଶ୍ବର ଅବ୍ରାହାମଙ୍କ ବିଶ୍ବାସ ଗ୍ରହଣ କଲେ, ଏହି ବାକ୍ଯଗୁଡ଼ିକ କବଳେ ଅବ୍ରାହାମଙ୍କ ପାଇଁ ଲଖାେ ଯାଇ ନଥିଲା।
Now it was not written for his sake alone, that it was imputed to him;
24 ଏହି ବାକ୍ଯଗୁଡ଼ିକ ଆମ୍ଭ ପାଇଁ ମଧ୍ଯ ଲଖାେ ଯାଇଥିଲା। ଆମ୍ଭେ ବିଶ୍ବାସ କରୁଥିବା ୟୋଗୁ ପରମେଶ୍ବର ଆମ୍ଭକୁ ମଧ୍ଯ ଗ୍ରହଣ କରିବେ। ଆମ୍ଭେ ତାହାଙ୍କୁ ବିଶ୍ବାସ କରୁ ୟିଏ ଆମ୍ଭର ପ୍ରଭୁ ଯୀଶୁଙ୍କୁ ମୃତ୍ଯୁରୁ ପୁନର୍ଜୀବିତ କଲେ।
But for us also, to whom it shall be imputed, if we believe on him that raised up Jesus our Lord from the dead;