Romans 7
1 ଭାଇ ଓ ଭଉଣୀଗଣ, ତୁମ୍ଭମାନେେ ବ୍ଯବସ୍ଥା ଜାଣ। ତୁମ୍ଭମାନେେ ଜାଣ ଯେ ଯେତବେେଳେ ଜଣେ ଲୋକ ଜୀବିତ, ବ୍ଯବସ୍ଥା ତାହାକୁ ନିୟନ୍ତ୍ରିତ କଲେ।
2 ମୁଁ ତୁମ୍ଭମାନଙ୍କୁ ଗୋଟିଏ ଉଦାହରଣ ଦେଉଛି। ଜଣେ ବିବାହିତା ସ୍ତ୍ରୀଲୋକ ତାହାର ସ୍ବାମୀ ଜୀବିତ ଥିବା ସମୟ ପର୍ୟ୍ଯନ୍ତ ତା' ସହିତ ଆବଦ୍ଧ ହାଇେ ରହିଥାଏ। କିନ୍ତୁ ଯେତବେେଳେ ତାହାର ସ୍ବାମୀ ମରି ଯାଏ ସେ ବିବାହର ନିୟମରୁ ମୁକ୍ତ ହାଇେ ଯାଏ।
3 କିନ୍ତୁ ଯେତବେେଳେ ଜଣେ ସ୍ତ୍ରୀଲୋକ ତାହାର ସ୍ବାମୀ ଜୀବିତ ଥିବା ଅବସ୍ଥା ରେ, ଆଉ ଜଣକୁ ବିବାହ କରେ, ବ୍ଯବସ୍ଥା କୁ ହେ ଯେ, ସେ ବ୍ଯଭିଚ଼ାର ଦୋଷ ରେ ଦୋଷୀ। କିନ୍ତୁ ଯଦି ସେ ସ୍ତ୍ରୀଲୋକର ସ୍ବାମୀ ମରି ଯାଏ, ତାହା ହେଲେ ସେ ସ୍ତ୍ରୀଲୋକଟି ବିବାହର ବନ୍ଧନ ବ୍ଯବସ୍ଥାରୁ ମୁକ୍ତ ହାଇେ ଯାଏ। ଅତଏବ, ଯଦି ସହେି ସ୍ତ୍ରୀଲୋକ ସ୍ବାମୀର ମୃତ୍ଯୁ ପରେ ଆଉ ଜଣକୁ ବିବାହ କରେ, ସେ ବ୍ଯଭିଚ଼ାର ଦୋଷ ରେ ଆଉ ଦୋଷୀ ହୁଏ ନାହିଁ।
4 ଠିକ୍ ସହେି ଭଳି, ମାେ ଭାଇ ଓ ଭଉଣୀଗଣ, ତୁମ୍ଭମାନଙ୍କ ପୁରୁଣା ବ୍ଯକ୍ତିତ୍ବ ମରିଯାଇଛି ଓ ତୁମ୍ଭମାନେେ ଖ୍ରୀଷ୍ଟଙ୍କ ଶରୀର ମାଧ୍ଯମ ରେ ବ୍ଯବସ୍ଥାରୁ ମୁକ୍ତ ହାଇଯୋଇଛ। ଏବେ ତୁମ୍ଭମାନେେ ଅନ୍ୟ ଜଣକର ଅଟ। ତୁମ୍ଭମାନେେ ମୃତ୍ଯୁରୁ ବଞ୍ଚି ଉଠିଥିବା ଖ୍ରୀଷ୍ଟଙ୍କର ଅଟ। ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କର ଅଟୁ, ସେଥିପାଇଁ ଆମ୍ଭେ ପରମେଶ୍ବରଙ୍କ ସବୋ ରେ ନିଯୋଜିତ ହାଇେ ପାରିବା।
5 ଅତୀତ ରେ, ଆମ୍ଭେ ଆମ୍ଭର ପାପପୂର୍ଣ୍ଣ ଶରୀର ଦ୍ବାରା ନିୟନ୍ତ୍ରିତ ହେଉଥିଲୁ। ଆମ୍ଭ ଦ୍ବାରା ବ୍ଯବସ୍ଥା ପାପପୂର୍ଣ୍ଣ କାମ କରାଉ ଥିଲା। ଓ ଏହି ପାପପୂର୍ଣ୍ଣ କାମସବୁ ଆମ୍ଭର ଶରୀରକୁ ନିୟନ୍ତ୍ରିତ କରୁଥିଲା। ଅତଏବ ଏହି କର୍ମ ଆମ୍ଭର ଆଧ୍ଯାତ୍ମିକ ମୃତ୍ଯୁ ଘଟାଉ ଥିଲା।
6 ଅତୀତର ବ୍ଯବସ୍ଥା ଆମ୍ଭକୁ ବନ୍ଦୀ ଭଳି ବାନ୍ଧି ରଖି ଥିଲା। କିନ୍ତୁ ଆମ୍ଭର ପୁରୁଣା ବ୍ଯକ୍ତିତ୍ବ ଏବେ ମରି ଯାଇଛି ଓ ଆମ୍ଭେ ବ୍ଯବସ୍ଥାରୁ ମୁକ୍ତ ହାଇେ ସାରିଛୁ। ଅତଏବ ଆମ୍ଭେ ପ୍ରାଚ଼ୀନ ପଦ୍ଧତି ଲିଖିତ ବ୍ଯବସ୍ଥା ଅନୁସାରେ ପରମେଶ୍ବରଙ୍କ ସବୋ କରୁନାହୁଁ। ଆମ୍ଭେ ପରମେଶ୍ବରଙ୍କ ନୂତନ ପଦ୍ଧତି ରେ ଆତ୍ମା ରେ ସବୋ କରୁଅଛୁ।
7 ତୁମ୍ଭେ ଭାବି ପାର ଯେ, ମୁଁ କହୁଛି ପାପ ଓ ବ୍ଯବସ୍ଥା ହେଉଛି ଏକା କଥା। ଏହା ସତ୍ଯ ନୁହେଁ। କିନ୍ତୁ ବ୍ଯବସ୍ଥା ହେଉଛି ଏକମାତ୍ର ଉପାୟ ଯାହା ଦ୍ବାରା ମୁଁ ପାପର ଅର୍ଥ ଜାଣି ପାରିଲି। ମୁଁ କବେେ ହେଲେ ଜାଣି ପାରି ନଥାନ୍ତି, ଲୋଭ କରିବା ଅର୍ଥ କଣ। କିନ୍ତୁ ବ୍ଯବସ୍ଥା କହିଲା, ଅନ୍ୟମାନଙ୍କ ବସ୍ତୁ ପାଇବା ପାଇଁ କବେେ ହେଲେ ଲୋଭ କର ନାହିଁ।
8 ଏହି ଆଦେଶ ଅନୁସାରେ ମାେ ଭିତ ରେ ସମସ୍ତ ପ୍ରକାରର ଭୁଲ ବସ୍ତୁ ପ୍ରତି ପାପ ଇଚ୍ଛା ଜାଗ୍ରତ କରାଇଲା। ସେଥିପାଇଁ ଉକ୍ତ ଆଦେଶ ହତେୁ ପାପ ମାେ ପାଖକୁ ଆସିଲା। କିନ୍ତୁ ବ୍ଯବସ୍ଥା ବିନା ପାପର କୌଣସି ଶକ୍ତି ନାହିଁ।
9 ବ୍ଯବସ୍ଥା ଜାଣିବା ପୂର୍ବରୁ, ବ୍ଯବସ୍ଥା ବିନା ମୁଁ ଜୀବିତ ଥିଲା। କିନ୍ତୁ ଯେତବେେଳେ ବ୍ଯବସ୍ଥାର ଆଦେଶ ମାେ ପାଖକୁ ଆସିଲା, ସେତବେେଳେ ପାପ ଜୀବିତ ହେଲା ଓ ପାପ ହତେୁ ଆତ୍ମିକ ଭାବରେ ମୁଁ ମୃତ୍ଯୁ ବରଣ କଲି।
10 ଆଦେଶର ଆଜ୍ଞା ଥିଲା ଜୀବନ ଦାନ କିନ୍ତୁ ମାେ ପାଇଁ ଆଜ୍ଞା ଆଣିଲା ମୃତ୍ଯୁ।
11 ଏହି ଆଜ୍ଞାକୁ ବ୍ଯବହାର କରି ପାପ ମାେତେ ମୂର୍ଖ ପ୍ରମାଣିତ କରିବା ପାଇଁ ସୁଯୋଗ ପାଇଲା। ମାେତେ ଆତ୍ମିକ ଭାବରେ ମୃତ କରାଇବା ରେ ପାପ ଏହି ଆଜ୍ଞାକୁ ବ୍ଯବହାର କଲା।
12 ଅତଏବ ବ୍ଯବସ୍ଥା ହେଉଛି ପବିତ୍ର ଓ ଆଜ୍ଞା ମଧ୍ଯ ପବିତ୍ର, ଠିକ୍ ଓ ଉତ୍ତମ।
13 ଏହାର କଣ ଏହି ଅର୍ଥ ଯେ ଯାହା ଭଲ, ତାହାହିଁ ମାେ ପାଇଁ ମୃତ୍ଯୁ ଆଣିଲା? କିନ୍ତୁ ଯାହା ଭଲ ପାପ ତାହାକୁ ହିଁ ବ୍ଯବହାର କରି ମାେ ପାଇଁ ମୃତ୍ଯୁ ଆଣିଲା। ଏହା ହେଲା, ଯେପରି ମୁଁ ଜାଣି ପାରିବି ପାପ କ'ଣ ? ପାପ ହେଉଛି ଅତିଶୟ ମନ୍ଦ, ଏହା ଜଣାଇବା ପାଇଁ ଏପରି ଘଟିଲା ଓ ଆଜ୍ଞାର ବ୍ଯବହାର ମଧ୍ଯ ଏହାହିଁ ଦଖାଇବୋ ପାଇଁ ହେଲା।
14 ମୁଁ ଜାଣେ ଯେ ବ୍ଯବସ୍ଥା ହେଉଛି ଆତ୍ମିକ। କନ୍ତୁ ମୁଁ ଆତ୍ମକ ନୁହେଁ। ପାପର ଦାସ ଭଳି ମୁଁ ତା' ପାଖ ରେ ବିକ୍ରି ହାଇେ ଯାଈଛି। ମୁଁ ଯାହାକରେ ତାହା ମୁଁ ବୁଝେ ନାହିଁ।
15 ଯେଉଁ ଭଲ କାମ ମୁଁ କରିବାକୁ ଇଚ୍ଛା କରେ, ମୁଁ କରେ ନାହିଁ। ଓ ଯେଉଁ ମନ୍ଦ କାମ କରିବାକୁ ମୁଁ ଘୃଣା କରେ, ସହେି କାମ କରେ।
16 ଯେଉଁ କାମ କରିବାକୁ ଚା ହେଁ ନାହିଁ, ଯଦି ମୁଁ ତାହା କରେ, ତାହାର ଅର୍ଥ ଯେ, ବ୍ଯବସ୍ଥା ଭଲ ବୋଲି ସମର୍ଥନ କରେ।
17 କିନ୍ତୁ ମୁଁ, ପକୃତ ରେ ଏହି ମନ୍ଦ କମ କରି ନ ଥାଏ। ମାେ ଭିତ ରେ ଥିବା ପାପର ସ୍ବଭାବ ଏହି ସବୁ କାମ କରେ।
18 ମୁଁ ଏହା ଜାଣେ ଯେ ମାେ ଭିତ ରେ କିଛି ଭଲ ନାହିଁ। ମାେ କହିବା ଅର୍ଥ ଯେ, ମାରେଶରୀର ରେ କୌଣସି ଭଲ ବିଷୟ ନାହିଁ।
19 ମୁଁ ଭଲ କାମ କରିବାକୁ ଇଚ୍ଛା କରେ। କିନ୍ତୁ ମୁଁ ଏହା କରେ ନାହିଁ।
20 ମୁଁ ମନ୍ଦ କାମ କରେ ଯାହା ମୁଁ କରିବାକୁ ଚା ହେଁ ନାହିଁ। ତାହାର ଅର୍ଥ ମୁଁ ପ୍ରକୃତ ରେ ଏସବୁ କରେ ନାହିଁ। ମାେ ଭିତ ରେ ଥିବା ପାପ ଏହି ସବୁ କାମ କରେ।
21 ସହେି ଭଳି ମୁଁ ଏହି ବ୍ଯବସ୍ଥାଟି ଶିଖିଛି: ଯେତବେେଳେ ମୁଁ ଭଲ କାମ କହିବାକୁ ଇଚ୍ଛା କରେ, ମନ୍ଦ ମାେ ପାଖେ ଉପସ୍ଥିତ ଥାଏ।
22 ମାେ ମନ ରେ, ମୁଁ ପରମେଶ୍ବରଙ୍କର ବ୍ଯବସ୍ଥା ରେ ସୁଖୀ।
23 କିନ୍ତୁ ମାେ ଶରୀର ରେ ମୁଁ ଆଉ ଗୋଟିଏ ବ୍ଯବସ୍ଥା କାମ କରୁଥିବାର ଦେଖୁଛି। ସମାନେେ ଗ୍ରହଣ କରୁଥିବା ବ୍ଯବସ୍ଥା ସହିତ ମାେ ଶରୀରର ବ୍ଯବସ୍ଥା ସଂଘର୍ଷ କରୁଛି। ମାେ ଶରୀର ରେ କାମ କରୁଥିବା ଏହି ବ୍ଯବସ୍ଥାଟି ପାପର ବ୍ଯବସ୍ଥା ଅଟେ, ଓ ସୋହି ବ୍ଯବସ୍ଥା ମାେତେ ବନ୍ଦୀ କରି ପକାଏ।
24 ଏହା ଭୟଙ୍କର ଅଟେ! ମାେତେ ଏହି ଶରୀରରୁ, ଯାହା ମାେ ପାଇଁ ମୁତ୍ଯୁ ଆଣେ, କିଏ ରକ୍ଷା କରିବ? ପରମେଶ୍ବର ମାେତେ ରକ୍ଷା କରିବେ।
25 ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କ ଧନ୍ଯବାଦ ହେଉ। ଅତଏବ-ମାେ ମନ ସହିତ ମୁଁ ପରମେଶ୍ବରଙ୍କ ବ୍ଯବସ୍ଥାର ଦାସ। କିନ୍ତୁ ପାପପୂର୍ଣ ସ୍ବଭାବରେ ମୁଁ ପାପୟୁକ୍ତ ନିୟମର ଦାସ।
1 Know ye not, brethren, (for I speak to them that know the law,) how that the law hath dominion over a man as long as he liveth?
2 For the woman which hath an husband is bound by the law to her husband so long as he liveth; but if the husband be dead, she is loosed from the law of her husband.
3 So then if, while her husband liveth, she be married to another man, she shall be called an adulteress: but if her husband be dead, she is free from that law; so that she is no adulteress, though she be married to another man.
4 Wherefore, my brethren, ye also are become dead to the law by the body of Christ; that ye should be married to another, even to him who is raised from the dead, that we should bring forth fruit unto God.
5 For when we were in the flesh, the motions of sins, which were by the law, did work in our members to bring forth fruit unto death.
6 But now we are delivered from the law, that being dead wherein we were held; that we should serve in newness of spirit, and not in the oldness of the letter.
7 What shall we say then? Is the law sin? God forbid. Nay, I had not known sin, but by the law: for I had not known lust, except the law had said, Thou shalt not covet.
8 But sin, taking occasion by the commandment, wrought in me all manner of concupiscence. For without the law sin was dead.
9 For I was alive without the law once: but when the commandment came, sin revived, and I died.
10 And the commandment, which was ordained to life, I found to be unto death.
11 For sin, taking occasion by the commandment, deceived me, and by it slew me.
12 Wherefore the law is holy, and the commandment holy, and just, and good.
13 Was then that which is good made death unto me? God forbid. But sin, that it might appear sin, working death in me by that which is good; that sin by the commandment might become exceeding sinful.
14 For we know that the law is spiritual: but I am carnal, sold under sin.
15 For that which I do I allow not: for what I would, that do I not; but what I hate, that do I.
16 If then I do that which I would not, I consent unto the law that it is good.
17 Now then it is no more I that do it, but sin that dwelleth in me.
18 For I know that in me (that is, in my flesh,) dwelleth no good thing: for to will is present with me; but how to perform that which is good I find not.
19 For the good that I would I do not: but the evil which I would not, that I do.
20 Now if I do that I would not, it is no more I that do it, but sin that dwelleth in me.
21 I find then a law, that, when I would do good, evil is present with me.
22 For I delight in the law of God after the inward man:
23 But I see another law in my members, warring against the law of my mind, and bringing me into captivity to the law of sin which is in my members.
24 O wretched man that I am! who shall deliver me from the body of this death?
25 I thank God through Jesus Christ our Lord. So then with the mind I myself serve the law of God; but with the flesh the law of sin.
1 And they came over unto the other side of the sea, into the country of the Gadarenes.
2 And when he was come out of the ship, immediately there met him out of the tombs a man with an unclean spirit,
3 Who had his dwelling among the tombs; and no man could bind him, no, not with chains:
4 Because that he had been often bound with fetters and chains, and the chains had been plucked asunder by him, and the fetters broken in pieces: neither could any man tame him.
5 And always, night and day, he was in the mountains, and in the tombs, crying, and cutting himself with stones.
6 But when he saw Jesus afar off, he ran and worshipped him,
7 And cried with a loud voice, and said, What have I to do with thee, Jesus, thou Son of the most high God? I adjure thee by God, that thou torment me not.
8 For he said unto him, Come out of the man, thou unclean spirit.
9 And he asked him, What is thy name? And he answered, saying, My name is Legion: for we are many.
10 And he besought him much that he would not send them away out of the country.
11 Now there was there nigh unto the mountains a great herd of swine feeding.
12 And all the devils besought him, saying, Send us into the swine, that we may enter into them.
13 And forthwith Jesus gave them leave. And the unclean spirits went out, and entered into the swine: and the herd ran violently down a steep place into the sea, (they were about two thousand;) and were choked in the sea.
14 And they that fed the swine fled, and told it in the city, and in the country. And they went out to see what it was that was done.
15 And they come to Jesus, and see him that was possessed with the devil, and had the legion, sitting, and clothed, and in his right mind: and they were afraid.
16 And they that saw it told them how it befell to him that was possessed with the devil, and also concerning the swine.
17 And they began to pray him to depart out of their coasts.
18 And when he was come into the ship, he that had been possessed with the devil prayed him that he might be with him.
19 Howbeit Jesus suffered him not, but saith unto him, Go home to thy friends, and tell them how great things the Lord hath done for thee, and hath had compassion on thee.
20 And he departed, and began to publish in Decapolis how great things Jesus had done for him: and all men did marvel.
21 And when Jesus was passed over again by ship unto the other side, much people gathered unto him: and he was nigh unto the sea.
22 And, behold, there cometh one of the rulers of the synagogue, Jairus by name; and when he saw him, he fell at his feet,
23 And besought him greatly, saying, My little daughter lieth at the point of death: I pray thee, come and lay thy hands on her, that she may be healed; and she shall live.
24 And Jesus went with him; and much people followed him, and thronged him.
25 And a certain woman, which had an issue of blood twelve years,
26 And had suffered many things of many physicians, and had spent all that she had, and was nothing bettered, but rather grew worse,
27 When she had heard of Jesus, came in the press behind, and touched his garment.
28 For she said, If I may touch but his clothes, I shall be whole.
29 And straightway the fountain of her blood was dried up; and she felt in her body that she was healed of that plague.
30 And Jesus, immediately knowing in himself that virtue had gone out of him, turned him about in the press, and said, Who touched my clothes?
31 And his disciples said unto him, Thou seest the multitude thronging thee, and sayest thou, Who touched me?
32 And he looked round about to see her that had done this thing.
33 But the woman fearing and trembling, knowing what was done in her, came and fell down before him, and told him all the truth.
34 And he said unto her, Daughter, thy faith hath made thee whole; go in peace, and be whole of thy plague.
35 While he yet spake, there came from the ruler of the synagogue’s house certain which said, Thy daughter is dead: why troublest thou the Master any further?
36 As soon as Jesus heard the word that was spoken, he saith unto the ruler of the synagogue, Be not afraid, only believe.
37 And he suffered no man to follow him, save Peter, and James, and John the brother of James.
38 And he cometh to the house of the ruler of the synagogue, and seeth the tumult, and them that wept and wailed greatly.
39 And when he was come in, he saith unto them, Why make ye this ado, and weep? the damsel is not dead, but sleepeth.
40 And they laughed him to scorn. But when he had put them all out, he taketh the father and the mother of the damsel, and them that were with him, and entereth in where the damsel was lying.
41 And he took the damsel by the hand, and said unto her, Talitha cumi; which is, being interpreted, Damsel, I say unto thee, arise.
42 And straightway the damsel arose, and walked; for she was of the age of twelve years. And they were astonished with a great astonishment.
43 And he charged them straitly that no man should know it; and commanded that something should be given her to eat.