Romans 7:6 ଅତୀତର ବ୍ଯବସ୍ଥା ଆମ୍ଭକୁ ବନ୍ଦୀ ଭଳି ବାନ୍ଧି ରଖି ଥିଲା। କିନ୍ତୁ ଆମ୍ଭର ପୁରୁଣା ବ୍ଯକ୍ତିତ୍ବ ଏବେ ମରି ଯାଇଛି ଓ ଆମ୍ଭେ ବ୍ଯବସ୍ଥାରୁ ମୁକ୍ତ ହାଇେ ସାରିଛୁ। ଅତଏବ ଆମ୍ଭେ ପ୍ରାଚ଼ୀନ ପଦ୍ଧତି ଲିଖିତ ବ୍ଯବସ୍ଥା ଅନୁସାରେ ପରମେଶ୍ବରଙ୍କ ସବୋ କରୁନାହୁଁ। ଆମ୍ଭେ ପରମେଶ୍ବରଙ୍କ ନୂତନ ପଦ୍ଧତି ରେ ଆତ୍ମା ରେ ସବୋ କରୁଅଛୁ।
Romans 7:6 in Other Translations
King James Version (KJV) But now we are delivered from the law, that being dead wherein we were held; that we should serve in newness of spirit, and not in the oldness of the letter.
American Standard Version (ASV) But now we have been discharged from the law, having died to that wherein we were held; so that we serve in newness of the spirit, and not in oldness of the letter.
Bible in Basic English (BBE) But now we are free from the law, having been made dead to that which had power over us; so that we are servants in the new way of the spirit, not in the old way of the letter.
Darby English Bible (DBY) but now we are clear from the law, having died in that in which we were held, so that we should serve in newness of spirit, and not in oldness of letter.
World English Bible (WEB) But now we have been discharged from the law, having died to that in which we were held; so that we serve in newness of the spirit, and not in oldness of the letter.
Young's Literal Translation (YLT) and now we have ceased from the law, that being dead in which we were held, so that we may serve in newness of spirit, and not in oldness of letter.
now
νυνὶ
nyni
nyoo-NEE
But
δὲ
de
thay
we are delivered
κατηργήθημεν
katargeō
ka-tahr-GAY-oh
from
ἀπὸ
apo
ah-POH
the
τοῦ
ho
oh
law,
νόμου
nomos
NOH-mose
that being dead
ἀποθανόντες
apothnēskō
ah-poh-THNAY-skoh
wherein
ἐν
en
ane
ᾧ
hos
ose
we were held;
κατειχόμεθα
katechō
ka-TAY-hoh
that
ὥστε
hōste
OH-stay
should serve
δουλεύειν
douleuō
thoo-LAVE-oh
we
ἡμᾶς
hēmas
ay-MAHS
in
ἐν
en
ane
newness
καινότητι
kainotēs
kay-NOH-tase
of spirit,
πνεύματος
pneuma
PNAVE-ma
and
καὶ
kai
kay
not
οὐ
ou
oo
the oldness
παλαιότητι
palaiotēs
pa-lay-OH-tase
of the letter.
γράμματος
gramma
GRAHM-ma
Read Full Chapter :
Romans 7
Cross Reference
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:4
ଅତଏବ ଆମ୍ଭେ ଯେତବେେଳେ ବାପ୍ତିଜିତ ହେଲୁ, ଆମ୍ଭେ ଯୀଶୁଖ୍ରୀଷ୍ଟଙ୍କ ଭିତ ରେ ସମାଧି ପ୍ରପ୍ତ ହାଇଗେଲୁ ଓ ତାହାଙ୍କ ମୃତ୍ଯୁର ଭାଗୀଦାର ହେଲୁ। ଖ୍ରୀଷ୍ଟଙ୍କ ସହିତ କବରସ୍ଥ ହବୋ ଦ୍ବାରା ଆମ୍ଭେ ପୁନରୁତ୍ଥିତ ହାଇେ ନୂତନ ଜୀବନ ଯାପନ କରିବା। ପରମପିତାଙ୍କର ଆଶ୍ଚର୍ୟ୍ଯ ଶକ୍ତି ଦ୍ବାରା ଯେପରି ଖ୍ରୀଷ୍ଟ ମୃତ୍ଯୁରୁ ପୁନର୍ଜୀବିତ ହେଲେ, ସହେିଭଳି ଏହା ଘଟିଲା।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 7:4
ଠିକ୍ ସହେି ଭଳି, ମାେ ଭାଇ ଓ ଭଉଣୀଗଣ, ତୁମ୍ଭମାନଙ୍କ ପୁରୁଣା ବ୍ଯକ୍ତିତ୍ବ ମରିଯାଇଛି ଓ ତୁମ୍ଭମାନେେ ଖ୍ରୀଷ୍ଟଙ୍କ ଶରୀର ମାଧ୍ଯମ ରେ ବ୍ଯବସ୍ଥାରୁ ମୁକ୍ତ ହାଇଯୋଇଛ। ଏବେ ତୁମ୍ଭମାନେେ ଅନ୍ୟ ଜଣକର ଅଟ। ତୁମ୍ଭମାନେେ ମୃତ୍ଯୁରୁ ବଞ୍ଚି ଉଠିଥିବା ଖ୍ରୀଷ୍ଟଙ୍କର ଅଟ। ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କର ଅଟୁ, ସେଥିପାଇଁ ଆମ୍ଭେ ପରମେଶ୍ବରଙ୍କ ସବୋ ରେ ନିଯୋଜିତ ହାଇେ ପାରିବା।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 3:6
ସେ ଆମ୍ଭକୁ ଗୋଟିଏ ନୂତନ ଚୁକ୍ତିର ସବେକ ହବୋ ପାଇଁ ଯୋଗ୍ଯ ବିବଚେିତ କରିଛନ୍ତି। ଏହା ଲିଖିତ ନିୟମ ନୁହେଁ, ବରଂ ଆତ୍ମାର ଗୋଟିଏ ଚୁକ୍ତି ଅଟେ। ଲିଖିତ ନିୟମ ମୃତ୍ଯୁ ଆଣେ। କିନ୍ତୁ ଆତ୍ମା ଜୀବନ ପ୍ରଦାନ କରେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:2
ନା! ଆମ୍ଭେ ଆମ୍ଭର ପୁରାତନ ପାପ ପୂର୍ଣ୍ଣ ଜୀବନ ପ୍ରତି ମରିଯାଇଛୁ। ତା' ହେଲେ ଆମ୍ଭେ ଆଉ ପାପ କରି ଚ଼ାଲିପାରିବା କି?
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:4
କିନ୍ତୁ ଉଚିତ୍ ସମୟ ଉପସ୍ଥିତ ହବୋରୁ ପରମେଶ୍ବର ନିଜ ପୁତ୍ରଙ୍କୁ ପଠାଇଲେ। ସେ ଜଣେ ସ୍ତ୍ରୀଙ୍କଠାରୁ ଜନ୍ମ ଗ୍ରହଣ କରିଥିଲେ ଓ ବ୍ଯବସ୍ଥା ଅଧିନ ରେ ଜୀବନଯାପନ କରୁଥିଲେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:14
ପାପ ତୁମ୍ଭମନଙ୍କର ସ୍ବାମୀ ହବେ ନାହିଁ। କାରଣ ତୁମ୍ଭମାନେେ ବ୍ଯବସ୍ଥାର ବନ୍ଧନ ରେ ନୁହଁ। ତୁମ୍ଭମାନେେ ଏବେ ପରମେଶ୍ବରଙ୍କ ଅନୁଗ୍ରହ ରେ ଜୀବିତ ଅଛ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:19
ଲୋକେ ଜାଣିଥିବା ଗୋଟିଏ ଉଦାହରଣ ଦଇେ ମୁଁ ଏ କଥା ତୁମ୍ଭମାନଙ୍କୁ ବୁଝାଉଛି। ଏହାକୁ ବୁଝିବା କଷ୍ଟକର ହାଇେଥିବା କାରଣରୁ ମୁଁ ଏହି ଭଳି ବୁଝାଉଛି। ଅତୀତ ରେ ତୁମ୍ଭମାନେେ ନିଜ ଶରୀରର ଅଙ୍ଗଗୁଡ଼ିକୁ ପାପର ଦାସ ହବୋକୁ ଓ ମନ୍ଦ କର୍ମ ରେ ନିୟୁକ୍ତ କରିଥିଲ। ଫଳ ସ୍ବରୂପ ତୁମ୍ଭମାନେେ ପରମେଶ୍ବରଙ୍କ ବିରୁଦ୍ଧ ରେ ଜୀବନ ଯାପନ କରୁଥିଲ। ଠିକ୍ ସହେି ଭଳି ଏବେ ତୁମ୍ଭମାନଙ୍କ ଶରୀରର ଅଙ୍ଗ ଗୁଡ଼ିକୁ ଭଲ କାମ କରିବା ପାଇଁ ସମର୍ପଣ କର। ତବେେ ତୁମ୍ଭମାନେେ କବଳେ ପରମେଶ୍ବରଙ୍କ ପାଇଁ ବଞ୍ଚିବ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:22
କିନ୍ତୁ ଏବେ ତୁମ୍ଭମାନେେ ପାପରୁ ମୁକ୍ତ। ତୁମ୍ଭମାନେେ ଏବେ ପରମେଶ୍ବରଙ୍କର ଦାସ ଓ ଏହା କବଳେ ପରମେଶ୍ବରଙ୍କ ପାଇଁ ତୁମ୍ଭମାନଙ୍କୁ ଜୀବନ ଆଣି ଦବେ। ତା'ପରେ ତୁମ୍ଭମାନେେ ସଦାକାଳ ପାଇଁ ଅନନ୍ତ ଜୀବନ ପାଇବ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 7:1
ଭାଇ ଓ ଭଉଣୀଗଣ, ତୁମ୍ଭମାନେେ ବ୍ଯବସ୍ଥା ଜାଣ। ତୁମ୍ଭମାନେେ ଜାଣ ଯେ ଯେତବେେଳେ ଜଣେ ଲୋକ ଜୀବିତ, ବ୍ଯବସ୍ଥା ତାହାକୁ ନିୟନ୍ତ୍ରିତ କଲେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 12:2
ଏହାପରେ ଏହି ସଂସାରର ରୀତି ଅନୁସାରେ ଆଚରଣ କର ନାହିଁ, ବରଂ ନୂତନ ଚିନ୍ତନ ମାର୍ଗ ରେ ନିଜର ଅନ୍ତରକୁ ପରିବର୍ତ୍ତିତ କର। ତବେେ ପରମେଶ୍ବର ତୁମ୍ଭମାନଙ୍କ ପାଇଁ କ'ଣ ଇଛା କରନ୍ତି, ତୁମ୍ଭମାନେେ ଜାଣିପାରିବ। ତୁମ୍ଭମାନେେ ଜାଣି ପାରିବ ଯେ, କେଉଁ ବିଷୟ ଗୁଡିକ ଭଲ, ପରମେଶ୍ବରଙ୍କୁ ପ୍ରିୟ ଓ ସିଦ୍ଧ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:17
ଯଦି କୌଣସି ଲୋକ ଖ୍ରୀଷ୍ଟଙ୍କ ଠା ରେ ଅଛି, ସେ ନୂତନ ଭାବରେ ସୃଷ୍ଟି ହାଇେ ଅଛି। ପୁରୁଣା ବିଷୟ ସମସ୍ତ ଚାଲି ଯାଇଅଛି, ଓ ପ୍ରେତ୍ୟକକ ବିଷୟ ନୂଆ ହାଇେ ଯାଇଛି।
ଯିହିଜିକଲ 11:19
ଏବଂ ଆମ୍ଭେ ସମାନଙ୍କେୁ ଏକ ହୃଦଯ ଦବୋ ଓ ସମାନଙ୍କେର ଅନ୍ତର ରେ ଏକ ନୂତନ ଆତ୍ମା ସ୍ଥାପନ କରିବା। ଆମ୍ଭେ ସମାନଙ୍କେଠାରୁ କଠିନ ହୃଦଯ ଦୂର କରି, ସମାନଙ୍କେୁ କୋମଳ ହୃଦଯ ଦବୋ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:13
ଖ୍ରୀଷ୍ଟ ଆମ୍ଭ ନିମନ୍ତେ ଅଭିଶାପ ନିଜେ ଗ୍ରହଣ କଲେ ଏବଂ ଆମ୍ଭକୁ ବ୍ଯବସ୍ଥାର ଅଭିଶାପରୁ ମୁକ୍ତ କଲେ। ଶାସ୍ତ୍ର କୁ ହେ: ଯେଉଁ ଲୋକର ଶରୀରକୁ ଗଛ ରେ ଟାଙ୍ଗି ଦିଆ ଯାଏ,276 ସେ ଲୋକଟି ଅଭିଶାପଗ୍ରସ୍ତ।277
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:23
ଏହି ବିଶ୍ବାସ ପ୍ରକାଶ ହବୋ ପର୍ୟ୍ଯନ୍ତ ଆମ୍ଭେ ବ୍ଯବସ୍ଥା ଦ୍ବାରା ବନ୍ଦୀ ଓ ପରିଚାଳିତ ହାଇେଥିଲୁ। ଆମ୍ଭର ସେତବେେଳେ କୌଣସି ସ୍ବାଧୀନତା ନ ଥିଲା।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 6:15
ଜଣେ ମନୁଷ୍ଯ ସୁନ୍ନତ ହେଉ ବା ଅସୁନ୍ନତ ହେଉ, ସେଥି ରେ କିଛି ଗୁରୁତ୍ବ ନାହିଁ। କବଳେ ପରମେଶ୍ବରଙ୍କ ଦ୍ବାରା ସୃଷ୍ଟ ନୂତନ ମନୁଷ୍ଯ ହବୋ ଗୁରୁତ୍ବପୂର୍ଣ୍ଣ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:3
କିନ୍ତୁ ଆମ୍ଭମାନେେ ପ୍ରକୃତ ରେ ସୁନ୍ନତ ହାଇେଥିବା ଲୋକ ଅଟୁ। ଆମ୍ଭେ ଆତ୍ମା ଦ୍ବାରା ପରମେଶ୍ବରଙ୍କର ସବୋ କରୁ। ଆମ୍ଭେ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଗର୍ବ କରୁ। ଆମ୍ଭେ ନିଜେ କିଛି କରି ପାରିବା ବୋଲି ନିଜ ଉପରେ ନିର୍ଭର କରୁ ନାହୁଁ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:10
ତୁମ୍ଭମାନେେ ନୂତନ ଜୀବନ ଆରମ୍ଭ କରିଛ। ନୂତନ ଜୀବନ ରେ ତୁମ୍ଭମାନେେ ନୂଆ ହେଉଅଛ। ତୁମ୍ଭମାନେେ ତୁମ୍ଭମାନଙ୍କର ସହେି ସୃଷ୍ଟିକର୍ତ୍ତାଙ୍କ ଭଳି ହାଇଯୋଉଛ। ଏହି ନୂତନ ଜୀବନ ଦ୍ବାରା ତୁମ୍ଭମାନେେ ପରମେଶ୍ବରଙ୍କ ବିଷୟ ରେ ପ୍ରକୃତ ଜ୍ଞାନ ପ୍ରାପ୍ତ ହେଉଛ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:19
ମୁଁ ବ୍ଯବସ୍ଥା ପାଇଁ ଆଉ ବଞ୍ଚି ରହି ନାହିଁ। କାରଣ ବ୍ଯବସ୍ଥାସମାର ମୃତ୍ଯୁ ଘଟାଇଲା। କିନ୍ତୁ ମୁଁ ପରଲମଶ୍ବରଙ୍କ ପାଇଁ ଜୀବନଯାପନ କରୁଛି, ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶ ଉପଲର ମୃତ୍ଯୁଲଭାଗ କରିସାରିଛି।
ଯିହିଜିକଲ 36:26
ପରମେଶ୍ବର କହିଲେ, ଆଉ ମୁଁ ତମ୍ଭମାନଙ୍କୁ ଏକ ନୂତନ ଆତ୍ମା ଦବେି। ତୁମ୍ଭମାନଙ୍କ ମାଂସ ମଧ୍ଯରୁ ପ୍ରସ୍ତରମଯ ହୃଦଯ କାଢ଼ି ନବେି ଓ ମୁଁ ତୁମ୍ଭମାନଙ୍କୁ ମାଂସମୟ କୋମଳ ହୃଦଯ ଦବେି।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:9
ପ୍ରତିଥର ମୁଁ ପ୍ରାର୍ଥନା କଲା ବେଳେ ତୁମ୍ଭମାନଙ୍କୁ ସ୍ମରଣ କରୁଛି।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:27
ତୁମ୍ଭ ଯିହୂଦୀମାନଙ୍କର ଲିଖିତ ବ୍ଯବସ୍ଥା ଅଛି ଓ ସୁନ୍ନତ ମଧ୍ଯ, କିନ୍ତୁ ତୁମ୍ଭମାନେେ ବ୍ଯବସ୍ଥା ଭଙ୍ଗ କରୁଛ। ଅତଏବ ଶାରୀରିକ ଭାବେ ସୁନ୍ନତ ନ ହାଇେ ବ୍ଯବସ୍ଥା ପାଳନ କରୁଥିବା ଲୋକେ ଦଖାଇେ ଦବେେ ଯେ ତୁମ୍ଭେ ଦୋଷୀ ଅଟ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:11
ସହେି ଭଳି ତୁମ୍ଭମାନେେ ମଧ୍ଯ ପାପର ଶକ୍ତି ବିଷୟ ରେ ନିଜକୁ ମୃତ ବୋଲି ଭାବିବା ଉଚ଼ିତ। ତୁମ୍ଭମାନେେ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ଯମ ରେ ପରମେଶ୍ବରଙ୍କ ପାଇଁ ଜୀବିତ ବୋଲି ଅନୁଭବ କର।