No lexicon data found for Strong's number: 105
Matthew 24:28
ଯେଉଁ ସ୍ଥାନ ରେ ତୁମ୍ଭେ ଶାଗୁଣାମାନଙ୍କୁ ଏକାଠି ହାଇେଥିବାର ଦେଖ, ତୁମ୍ଭେ ସହଜ ରେ ଜାଣି ପାର ଯେ ସହେି ସ୍ଥାନ ରେ ଗୋଟିଏ ମଲା ଜୀବ ପଡ଼ିଛି। ଠିକ୍ ସହେିଭଳି ମାରେ ଆସିବା ଦିନ ଏହି ପ୍ରକାର ହବେ।
Luke 17:37
ଶିଷ୍ଯମାନେ ଯୀଶୁଙ୍କୁ ପଚାରିଲେ, ଏ ଘଟଣା କେଉଁଠା ରେ ଘଟିବ ପ୍ରଭୁ?
Revelation 4:7
ପ୍ରଥମ ଜୀବିତ ପ୍ରାଣୀର ଆକୃତି ସିଂହପରି। ଦ୍ବିତୀୟ ପ୍ରାଣୀ ଗୋଟିଏ ଗୋରୁ ସଦୃଶ। ତୃତୀୟ ପ୍ରାଣୀର ମୁଖ ଜଣେ ମନୁଷ୍ଯର ମୁଖ ଭଳି। ଚତୁର୍ଥ ପ୍ରାଣୀଟି ଗୋଟିଏ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ଥିଲା।
Revelation 12:14
କିନ୍ତୁ ସହେି ନାରୀକୁ ବୃହତ୍ ଉତ୍କ୍ରୋଶ ପକ୍ଷୀର ଦୁଇଟି ପକ୍ଷ ଦିଆଗଲା। ତେଣୁ ସେ ମରୁଭୂମିରେ ତା'ପାଇଁ ପ୍ରସ୍ତୁତ ହାଇେଥିବା ସ୍ଥାନକୁ ଉଡ଼ିଯାଇ ପାରିଲା। ସଠାେରେ ସାପଠାରୁ ସୁରକ୍ଷା ପାଇଁ ସାଢ଼େ ତିନି ବର୍ଷ ପର୍ୟ୍ଯନ୍ତ ତାହାଙ୍କର ଯତ୍ନ ନିଆୟିବ।
Occurences : 4
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்