Base Word
γέννημα
Short Definitionoffspring; by analogy, produce (literally or figuratively)
Long Definitionthat which has been born or begotten
Derivationfrom G1080
Same asG1080
International Phonetic Alphabetˈɣɛn.ne.mɑ
IPA modˈɣe̞n.ne̞.mɑ
Syllablegennēma
DictionGEN-nay-ma
Diction ModGANE-nay-ma
Usagefruit, generation

Matthew 3:7
ଅନକେ ଫାରୂଶୀ ଓ ସାଦ୍ଦୂକୀ ଯୋହନ ଲୋକମାନଙ୍କୁ ବାପ୍ତିସ୍ମ ଦେଉଥିବା ସ୍ଥାନକୁ ଆସିଲେ। ସମାନଙ୍କେୁ ଦେଖି ଯୋହନ କହିଲେ, ହେ କାଳସର୍ପ ଗଣା ତୁମ୍ଭେ ପ୍ରଭୁଙ୍କ ଆଗାମୀ କୋର୍ଧରୁ ପଳାୟନ କରିବା ପାଇଁ ତୁମ୍ଭକୁ କିଏ ଚତାବେନୀ ଦଲୋ?

Matthew 12:34
ହେ କାଳସର୍ପର ସନ୍ତାନଗଣ, ତୁମ୍ଭମାନେେ ମନ୍ଦ ଲୋକ, ତୁମ୍ଭେ ଭଲ କଥା କିପରି କହି ପାରିବ? ଜଣେ ତା ମନ ଭିତ ରେ ଯାହା ଭାବୁଥାଏ, ତାକୁ କଥା ରେ ପ୍ରକାଶ କରିଥାଏ।

Matthew 23:33
ତୁମ୍ଭମାନେେ ସର୍ପ ଭଳି। ତୁମ୍ଭେ ବିଷଧର ସର୍ପ କୁଳ ରେ ଜନ୍ମ ହାଇେଛ। ତୁମ୍ଭେ ପରମେଶ୍ବରଙ୍କଠାରୁ ରକ୍ଷା ପାଇବ ନାହିଁ। ତୁମ୍ଭ ସମସ୍ତଙ୍କୁ ଦୋଷୀ ବୋଲି ବିଚ଼ାର କରାୟିବ ଓ ତୁମ୍ଭମାନେେ ନର୍କକୁ ୟିବ।

Matthew 26:29
ମୁଁ ତୁମ୍ଭମାନଙ୍କୁ ଏକଥା କହି ରଖୁଛି: ମାରେ ପରମପିତାଙ୍କ ରାଜ୍ଯ ରେ ଆମ୍ଭେ ସମସ୍ତେ ଏକାଠି ନ ହବୋ ପର୍ୟ୍ଯନ୍ତ ଓ ନୂଆ ଦ୍ରାକ୍ଷାରସର ଅଂଶୀ ହବୋ ପର୍ୟ୍ଯନ୍ତ ମୁଁ ଦ୍ରାକ୍ଷାରସ ପୁଣି ପାନ କରିବି ନାହିଁ। ତା'ପରେ ମୁଁ ତୁମ୍ଭମାନଙ୍କ ସହିତ ଏହାକୁ ପାନ କରିବି।

Mark 14:25
ମୁଁ ତୁମ୍ଭକୁ ସତ୍ଯ କହୁଛି। ମୁଁ ଯେପର୍ୟ୍ଯନ୍ତ ପରମେଶ୍ବରଙ୍କ ରାଜ୍ଯ ରେ ନୂଆ ଦ୍ରାକ୍ଷାରସ ପାନ ନ କରିଛି, ସହେି ଦିନ ପର୍ୟ୍ଯନ୍ତ ଆଉ ଦ୍ରାକ୍ଷାରସ ପିଇବି ନାହିଁ।

Luke 3:7
ଯୋହନଙ୍କ ନିକଟକୁ ବାପ୍ତିଜିତ ହବୋ ପାଇଁ ଲୋକମାନେ ଆସିଲେ। ଯୋହନ ସମାନଙ୍କେୁ କହିଲେ, ତୁମ୍ଭମାନେେ ବିଷଧର ସାପ ଭଳି। ପରମେଶ୍ବରଙ୍କ ଆସୁଥିବା ମହା କୋରଧରୁ ଖସି ପଳାଇବା ପାଇଁ କିଏ ତୁମ୍ଭମାନଙ୍କୁ ଚତାଇେ ଦଲୋ?

Luke 12:18
ତା'ପରେ ସେ କହିଲା, ଠିକ୍ ଅଛି। କ'ଣ କରିବାକୁ ହବେ, ତାହା ମୁଁ ଜାଣିଛି। ମୁଁ ପ୍ରଥମେ ଅମାରଗୁଡିକ ଭାଙ୍ଗି ଦଇେ ବଡବଡ ଅମାର ତିଆରି କରିବା ଏବଂ ସବୁତକ ଗହମ ଓ ଭଲ ଜିନିଷ ତକ ଏକାଠି ନୂଆ ଅମାରମାନଙ୍କ ରେ ରଖି ଦବେି।

Luke 22:18
ମୁଁ ତୁମ୍ଭମାନଙ୍କୁ କହୁଛି ପରମେଶ୍ବରଙ୍କ ରାଜ୍ଯ ନ ଆସିବା ପର୍ୟ୍ଯନ୍ତ ମୁଁ ପୁନର୍ବାର ଦ୍ରାକ୍ଷାରସ ପାନ କରିବି ନାହିଁ।

2 Corinthians 9:10
ପରମେଶ୍ବର ହିଁ ବୁଣିବା ଲୋକ ପାଇଁ ବୀଜ ଓ ଖାଇବା ପାଇଁ ଖାଦ୍ୟ ଯୋଗନ୍ତି। ସେ ତୁମ୍ଭମାନଙ୍କୁ ବୀଜ ଯୋଗାଇବେ ଓ ତାହା ବୃଦ୍ଧି କରାଇବେ। ସେ ତୁମ୍ଭମାନଙ୍କ ଭଲ କାମ ଗୁଡ଼ିକ ପାଇଁ ବିପୁଳ ଫସଲ ହବୋକୁ ଦବେେ।

Occurences : 9

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்