Matthew 1:1
ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ ଏହିପରି। ସେ ଦାଉଦଙ୍କ ପୁତ୍ର। ଦାଉଦ ଅବ୍ରହାମଙ୍କ ବଂଶଧର।
Matthew 1:2
ଅବ୍ରହାମ ଇସ୍ହାକଙ୍କ ବାପା
Matthew 1:17
ଏହିଭଳି ଭାବରେ ଅବ୍ରହାମଙ୍କ ଠାରୁ ଦାଉଦଙ୍କ ପର୍ୟ୍ଯନ୍ତ ହେଲେ ମାଟେ ଚଉଦ ପୁରୁଷ। ଦାଉଦଙ୍କଠାରୁ କ୍ରୀତଦାସ ରୂପେ ବାବିଲୋନ ରେ ପହଞ୍ଚିବା ପର୍ୟ୍ଯନ୍ତ ଚଉଦ ପୁରୁଷ ଓ କ୍ରୀତଦାସ ରୂପେ ବାବିଲୋନ ରେ ପହଞ୍ଚିବା ପରଠାରୁ ଖ୍ରୀଷ୍ଟଙ୍କ ଜନ୍ମ ପର୍ୟ୍ଯନ୍ତ ହେଲେ ଚଉଦ ପୁରୁଷ।
Matthew 3:9
ତୁମ୍ଭମାନେେ ନିଜକୁ ଅବ୍ରାହାମ ସନ୍ତାନ ବୋଲି କହି ଦେଲେ ଯେ ୟଥେଷ୍ଟ ହାଇଗେଲା, ସେ କଥା କବେେ ହେଲେ ଭାବ ନାହିଁ। ମୁଁ ତୁମ୍ଭକୁ କହି ରଖୁଛି ଯେ ପରମେଶ୍ବର ଅବ୍ରହାମଙ୍କ ପାଇଁ ଏହି ପଥରଗୁଡିକରୁ ମଧ୍ଯ ସନ୍ତାନ ସୃଷ୍ଟି କରିପାରିବେ।
Matthew 3:9
ତୁମ୍ଭମାନେେ ନିଜକୁ ଅବ୍ରାହାମ ସନ୍ତାନ ବୋଲି କହି ଦେଲେ ଯେ ୟଥେଷ୍ଟ ହାଇଗେଲା, ସେ କଥା କବେେ ହେଲେ ଭାବ ନାହିଁ। ମୁଁ ତୁମ୍ଭକୁ କହି ରଖୁଛି ଯେ ପରମେଶ୍ବର ଅବ୍ରହାମଙ୍କ ପାଇଁ ଏହି ପଥରଗୁଡିକରୁ ମଧ୍ଯ ସନ୍ତାନ ସୃଷ୍ଟି କରିପାରିବେ।
Matthew 8:11
ମୁଁ ତୁମ୍ଭକୁ ପୁଣି କହି ରଖୁଛି ଯେ, ପୂର୍ବ ଓ ପଶ୍ଚିମରୁ ବହୁତ ଲୋକ ଆସିବେ ଏବଂ ସମାନେେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ସହିତ ସ୍ବର୍ଗରାଜ୍ଯ ରେ ଭୋଜି ରେ ନିଜ ନିଜ ଆସନ ଗ୍ରହଣ କରିବେ।
Matthew 22:32
ପରମେଶ୍ବର କହିଛନ୍ତି, 'ମୁଁ ଅବ୍ରହାମଙ୍କ ପରମେଶ୍ବର, ଇସ୍ହାକଙ୍କ ପରମେଶ୍ବର ଓ ଯାକୁବଙ୍କ ପରମେଶ୍ବର ଅଟେ।' ଯଦି ନିଜେ ପରମେଶ୍ବର କହିଛନ୍ତି ଯେ ସେ ସମାନଙ୍କେର ପରମେଶ୍ବର, ତବେେ ସମାନେେ ବାସ୍ତବ ରେ ମୃତ ନୂହଁନ୍ତି। କାରଣ ପରମେଶ୍ବର ମୃତ ଲୋକମାନଙ୍କର ପରମେଶ୍ବର ନୁହଁନ୍ତି, କିନ୍ତୁ ଜୀବିତ ମାନଙ୍କର ଅଟନ୍ତି।
Mark 12:26
ପୁନରୁତ୍ଥିତ ଲୋକଙ୍କ ବିଷୟ ରେ ତୁମ୍ଭମାନେେ କ'ଣ ମାଶାଙ୍କେ ପୁସ୍ତକରେ ଲିଖିତ ବୃଥାବୃତ୍ତାନ୍ତଟି ପଢିନାହଁ? ସେଥି ରେ ପରମେଶ୍ବର ମାଶାଙ୍କେୁ କହିଛନ୍ତି, 'ମୁଁ ଅବ୍ରାହାମଙ୍କ ପରମେଶ୍ବର, ଇସ୍ହାକର ପରମେଶ୍ବର, ଯାକୁବର ପରମେଶ୍ବର'।
Luke 1:55
ସେ ଆମ୍ଭମାନଙ୍କ ପୂର୍ବପୁରୁଷଙ୍କୁ, ଅବ୍ରହାମ ଓ ତାହାଙ୍କର ସନ୍ତାନମାନଙ୍କୁ ସଦାସର୍ବଦା ଦୟା ଦଖାଇବୋ ପାଇଁ ଦଇେଥିବା ତାହାଙ୍କ ପୂର୍ବ ପ୍ରତିଶ୍ରୁତି ପାଳନ କରିଛନ୍ତି।
Luke 1:73
ସେ ଆମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମଙ୍କୁ ପ୍ରତିଜ୍ଞା ଦଇେଥିଲେ।
Occurences : 73
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்