Base Word
γωνία
Short Definitionan angle
Long Definitioncorner
Derivationprobably akin to G1119
Same asG1119
International Phonetic Alphabetɣoˈni.ɑ
IPA modɣowˈni.ɑ
Syllablegōnia
Dictiongoh-NEE-ah
Diction Modgoh-NEE-ah
Usagecorner, quarter

Matthew 6:5
ତୁମ୍ଭେ ପ୍ରାର୍ଥନା କଲାବାଳେ କପଟୀମାନଙ୍କ ପରି ହୁଅ ନାହିଁ। କାରଣ ସମାନେେ ୟିହୁଦୀ ସମାଜ ଗୃହ ଓଗଳି-ମୁଣ୍ଡ ରେ ଠିଆ ହାଇେ ବଡପାଟି ରେ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି, ଯେପରି ଲୋକେ ତାହାଙ୍କୁ ଦେଖି ପାରିବେ। ମୁଁ ତୁମ୍ଭକୁ ସତ୍ଯ କହୁଛି ଯେ ସମାନଙ୍କେୁ ତାର ପୂରା ପ୍ରତିଫଳ ଦିଆଯାଇ ସାରିଲାଣି।

Matthew 21:42
ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ଏକଥା କ'ଣ କବେେ ହେଲେ ଶାସ୍ତ୍ର ରେ ପଢ଼ି ନଥିଲ?:

Mark 12:10
ତୁମ୍ଭମାନେେ କ'ଣ ଏହି ଶାସ୍ତ୍ର ପଢିନାହଁ?

Luke 20:17
ଯୀଶୁ ସମାନଙ୍କେୁ ଚାହିଁ କହିଲେ, ତବେେ ଧର୍ମଶାସ୍ତ୍ରର ଏହି ପଦ ଅର୍ଥ କ'ଣ ହବେ:

Acts 4:11
ଯୀଶୁ ହେଉଛନ୍ତି

Acts 26:26
ରାଜା ଆଗ୍ରିପ୍ପା ଏସବୁ କଥା ଜାଣନ୍ତି। ତାହାଙ୍କୁ ଏହା ସ୍ପଷ୍ଟ ଭାବରେ କହି ପାରିବି, କାରଣ ମୁଁ ଜାଣେ ଯେ, ତାହାଙ୍କ ଦୃଷ୍ଟିରୁ ଏ ସମସ୍ତ ବିଷୟ ବାଦ୍ ଯାଇନାହିଁ, ଯେ ହତେୁ ଏହିସବୁ କୌଣସି ଗୁପ୍ତ ସ୍ଥାନ ରେ କରାଯାଇ ନାହିଁ।

1 Peter 2:7
ତୁମ୍ଭ୍ ଭଳି ବିଶ୍ବାସୀମାନଙ୍କ ଲାଗି ସେ ପଥରଟି (ଯୀଶୁ) ଅତି ମୂଲ୍ଯବାନ। କିନ୍ତୁ ଯୀଶୁ ଅବିଶ୍ବାସୀମାନଙ୍କ ଲାଗି :

Revelation 7:1
ଏହି ସବୁ ଘଟିବା ପରେ ମୁଁ ପୃଥିବୀର ଚାରକୋଣ ରେ ଚାରିଜଣ ସ୍ବର୍ଗଦୂତଙ୍କୁ ଠିଆ ହବୋର ଦେଖିଲି। ସହେି ଦୂତମାନେ ପୃଥିବୀର ଚାରି ବାଯୁକୁ ଅଟକାଇ ଧରିଥିଲେ। ଯେପରି ପୃଥିବୀ କିମ୍ବା ସମୁଦ୍ର ଉପରେ କିମ୍ବା କୌଣସି ଗଛ ରେ ପବନ ନ ବ ହେ।

Revelation 20:8
ସେ ପୃଥିବୀର ଚାରିକୋଣରୁ ଯାଇ ସବୁ ଦେଶମାନଙ୍କୁ ଭ୍ରାନ୍ତ କରିବ, ଓ ସହେି ସମୁଦ୍ରର ବାଲି ପରି ଅସଂଖ୍ଯ ଗୋଗ୍ ଓ ମାଗୋଗ୍ଙ୍କୁ ଏକତ୍ର କରି ୟୁଦ୍ଧ କରିବାକୁ ବାହାରିବ।

Occurences : 9

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்