No lexicon data found for Strong's number: 1194

Matthew 21:35
କିନ୍ତୁ କୃଷକମାନେ ଚ଼ାକରମାନଙ୍କୁ ଧରି, ତାହାଙ୍କ ଭିତରୁ ଜଣକୁ ପିଟିଲେ. ସମାନେେ ଜଣକ ପରେ ଜଣେ ଚ଼ାକରକୁ ପଥର ରେ ମାରି ମାରି ମାରିପକାଇଲେ।

Mark 12:3
କିନ୍ତୁ କୃଷକମାନେ ଚାକରଟିକୁ ଧରି ପ୍ରହାର କଲେ ଓ ତାକୁ କିଛି ନଦଇେ ଘଉଡଇେ ଦେଲେ।

Mark 12:5
ତା'ପରେ ସେ ଆଉ ଜଣେ ଚାକରକୁ ପଠାଇଲା। କୃଷକମାନେ ଏହି ଚାକରଟିକୁ ଜୀବନ ରେ ମାରି ଦେଲେ। ସେ ଲୋକଟି ଆଉ ଅଧିକ ଚାକରଙ୍କୁ ପଠାଇଲା, କିନ୍ତୁ କୃଷକମାନେ କେତକଙ୍କେୁ ପିଟିଲେ ଓ ଅନ୍ୟ କେତଙ୍କେୁ ଜୀବନ ରେ ମାରି ଦେଲେ।

Mark 13:9
ତୁମ୍ଭମାନେେ ସତର୍କ ରହିବ। ଲୋକମାନେ ତୁମ୍ଭମାନଙ୍କୁ ବନ୍ଦୀ କରି ବିଚାରାଳୟ ରେ ସମର୍ପି ଦବେେ। ସମାନେେ ତୁମ୍ଭମାନଙ୍କୁ ସମାନଙ୍କେର ସମାଜଗୃହ ଗୁଡିକରେ ପିଟିବେ। ମାରେ ଶିଷ୍ଯ ହାଇେଥିବା ଯୋଗୁ ତୁମ୍ଭମାନଙ୍କୁ ଶାସକ ଓ ରାଜାମାନଙ୍କ ଆଗ ରେ ଠିଆ ହବୋକୁ ବାଧ୍ଯ କରାୟିବ। ତୁମ୍ଭମାନେେ ମାେ ବିଷୟ ରେ ପ୍ରମାଣ ଦବେ।

Luke 12:47
ଯେଉଁ ସବେକ ଆଗରୁ ଜାଣିଥାଏ ଯେ, ମାଲିକଙ୍କ ଇଚ୍ଛା କ'ଣ କିନ୍ତୁ ସେଥିପାଇଁ ଆଦୌ ତତ୍ପର ହୁଏନାହିଁ, କିମ୍ବା ମାଲିକଙ୍କ ଇଚ୍ଛା ଅନୁସାରେ କାମ କରନେି, ସହେିଭଳି ସବେକକୁ ଭୀଷଣ ଦଣ୍ଡ ଦିଆୟିବ।

Luke 12:48
କିନ୍ତୁ ଯେଉଁ ସବେକ ନିଜ ମାଲିକଙ୍କ ଇଚ୍ଛା ବିଷୟ ରେ କିଛି ଜାଣି ନଥାଏ, ସେ ଦଣ୍ଡନୀୟ କାମ କରିବ ସେ। ତବେେ ତାକୁ ସେଥିପାଇଁ ନିଜ କର୍ତ୍ତବ୍ଯ ବିଷୟ ରେ ଜାଣିଥିବା ଚାକର ଅପେକ୍ଷା କମ୍ ଦଣ୍ଡ ଦିଆୟିବ। କାରଣ ଯେଉଁ ଲୋକକୁ ଅଧିକ ଦିଆଯାଇଛି, ସେ ବିଷୟ ପାଇଁ ଦାଯୀ ହବେ। ଯେଉଁ ଲୋକକୁ ଅଧିକ ଦିଆଯାଇଛି ତାଠାରୁ ବହୁତ ଅଧିକ ଆଶା କରାୟିବ।

Luke 20:10
ପରେ ଅଙ୍ଗୁର ତୋଳିବା ସମୟ ଆସିଲା। ତେଣୁ ଲୋକଟି ତାର ଜଣେ ଚାକରକୁ ଏହି କୃଷକମାନଙ୍କ ପାଖକୁ ପଠାଇଲା ଯେପରି କୃଷକମାନେ ତାହାଙ୍କ ଭାଗ ଅଙ୍ଗୁର ଚାକର ହାତ ରେ ଦଇେ ଦବେେ। କିନ୍ତୁ କୃଷକମାନେ ଚାକରକୁ ମାଡ ମାରି ଖାଲି ହାତ ରେ ପଠଇେ ଦେଲେ।

Luke 20:11
ତେଣୁ ଲୋକଟି ଆଉ ଜଣେ ଚାକରକୁ ପଠାଇଲା। କୃଷକମାନେ ଏହି ଲୋକଟିକୁ ମାଡ ମାରିଲେ ଓ ତାପ୍ରତି ଅସମ୍ମାନ ବ୍ଯବହାର କଲେ। ସମାନେେ ତାକୁ ମଧ୍ଯ କିଛି ନଦଇେ ପଠଇେ ଦେଲେ।

Luke 22:63
କେତକେ ଲୋକ ଯୀଶୁଙ୍କୁ ଜଗିଥିଲେ। ସମାନେେ ଯୀଶୁଙ୍କୁ ଥଟ୍ଟା କଲେ। ଯୀଶୁ ଯେପରି ସମାନଙ୍କେୁ ଦେଖି ନପାରନ୍ତି, ଏଥିପାଇଁ ସମାନେେ ତାହାଙ୍କ ମୁହଁ ଘୋଡାଇ ଦେଲେ।

John 18:23
ଯୀଶୁ ଉତ୍ତର ଦେଲେ, ଯଦି ମୁଁ କିଛି ଭୂଲ କହିଲି ତବେେ ଏଠା ରେ ଥିବା ପ୍ରେତ୍ୟକକଙ୍କୁ ମାରେ ଭୂଲ ଜଣାଇଦିଅ। ଯଦି ମାରେ କହିବା ଠିକ୍, ତବେେ ମାେତେ ତୁମ୍ଭେ କାହିଁକି ମାରିଲ?

Occurences : 15

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்