Base Word
διάδημα
Short Definitiona "diadem" (as bound about the head)
Long Definitiona diadem
Derivationfrom a compound of G1223 and G1210
Same asG1210
International Phonetic Alphabetðiˈɑ.ðe.mɑ
IPA modðiˈɑ.ðe̞.mɑ
Syllablediadēma
Dictionthee-AH-thay-ma
Diction Modthee-AH-thay-ma
Usagecrown

Revelation 12:3
ସ୍ବର୍ଗ ରେ ଅନ୍ୟ ଏକ ଚିହ୍ନ ଦଖାଗେଲା। ସଠାେରେ ଗୋଟିଏ ବିରାଟ ଲାଲ ରଙ୍ଗର ସାପ ମୁଁ ଦେଖିଲି। ତା'ର ସାତାଟେି ମୁଣ୍ଡ ଥିଲା ଓ ପ୍ରତି ମୁଣ୍ଡ ରେ ସାତାଟେି ମୁକୁଟ ଥିଲା। ତା'ର ଦଶଟି ଶିଙ୍ଗ ମଧ୍ଯ ଥିଲା।

Revelation 13:1
ତା'ପରେ ମୁଁ ଗୋଟିଏ ପଶୁକୁ ସମୁଦ୍ର ଭିତରୁ ଉପରକୁ ଆସିବାର ଦେଖିଲି। ଏହାର ଦଶଟି ଶିଙ୍ଗ ଓ ସାତାଟେି ମୁଣ୍ଡ ଥିଲା। ପ୍ରେତ୍ୟକକ ଶିଙ୍ଗ ରେ ଗୋଟିଏ ଗୋଟିଏ ମୁକୁଟ ଥିଲା। ପ୍ରେତ୍ୟକକ ମସ୍ତକରେ ପରମେଶ୍ବରଙ୍କୁ ନିନ୍ଦା କରୁଥିବା ଖରାପ ନାମ ସବୁ ଲଖାଯାେଇଥିଲା।

Revelation 19:12
ତାହାଙ୍କର ଚକ୍ଷୁ ଦୁଇଟି ଜ୍ବଳନ୍ତ ଅଗ୍ନି ସଦୃଶ। ତାହାଙ୍କ ମସ୍ତକରେ ଅନକେ ଗୁଡ଼ିଏ ମୁକୁଟ ଅଛି। ତାହାଙ୍କ କପାଳ ରେ ଗୋଟିଏ ନାମ ଲଖାେ ଯାଇଥିଲା, କିନ୍ତୁ ତାହାଙ୍କ ବ୍ଯତୀତ ଅନ୍ୟ କହେି ସେ ନାମ ଜାଣି ନ ଥିଲେ।

Occurences : 3

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்