No lexicon data found for Strong's number: 1275

Mark 5:5
ସେ ଦିନରାତି ସଦା ବେଳେ କବର ଓ ପାହାଡ ରେ ଥାଇ ଚିତ୍କାର କରୁଥିଲା ଓ ନିଜକୁ ପଥର ରେ କ୍ଷତ ବିକ୍ଷତ କରି ପକାଉଥିଲା।

Luke 24:53
ସମାନେେ ସବୁ ସମୟରେ ମନ୍ଦିର ରେ ରହି ପରମେଶ୍ବରଙ୍କ ସ୍ତୁତି କରୁଥିଲେ।

Acts 10:2
ସେ ଜଣେ ଧାର୍ମିକ ଲୋକ ଥିଲେ ଓ ତାହାଙ୍କ ଗୃହ ରେ ବାସ କରୁଥିବା ଲୋକମାନଙ୍କ ସହ ସେ ସତ୍ଯ ପରମେଶ୍ବରଙ୍କର ଉପାସନା କରୁଥିଲେ। ସେ ଗରିବମାନଙ୍କୁ ବହୁତ ଦାନ ଦେଉଥିଲେ ଓ ସବୁବେଳେ ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁଥିଲେ।

Acts 24:16
ସେଥିପାଇଁ ମୁଁ ପରମେଶ୍ବର ଓ ଲୋକମାନଙ୍କ ପାଖ ରେ ଯାହା ଠିକ୍ ବୋଲି ଅନୁଭବ କରେ, ତାହା ଅନୁଯାଯୀ କାର୍ୟ୍ଯ କରିବା ପାଇଁ ସର୍ବଦା ଚେ଼ଷ୍ଟା କରେ।

Romans 11:10
ସମାନଙ୍କେର ଆଖି ସତ୍ଯକୁ ଦେଖି ନ ପାରିବା ପାଇଁ ବନ୍ଦ ହଇେ ଯାଉ। ସର୍ବଦା ପାଇଁ ସମାନଙ୍କେର ଅଣ୍ଟା ନଇଁ ପଡୁ। ଗୀତସଂହିତା 69:22-23

Hebrews 9:6
ମାରେ କହିବା ଅନୁଯାଯୀ ସହେି ତମ୍ବୁ ରେ ସମସ୍ତ କିଛି ପ୍ରସ୍ତୁତ କରି ରଖା ଯାଇଥିଲା। ଯାଜକମାନେ ଉପାସନା କର୍ୟ୍ଯ କରିବା ପାଇଁ ପ୍ରଥମ ବଖରାଟିକୁ ପ୍ରତିଦିନ ଯାଆନ୍ତି।

Hebrews 13:15
ଅତଏବ ଯୀଶୁଙ୍କ ମାଧ୍ଯମ ରେ ପରମେଶ୍ବରଙ୍କୁ ଆମ୍ଭର ବଳି ଉତ୍ସର୍ଗ କରିବା ବିଷୟ ଆମ୍ଭେ କବେେ ହେଲେ ବନ୍ଦ କରିବା ଉଚିତ ନୁହେଁ। ମୁଖ ଦ୍ବାରା ପ୍ରଶଂସାପୂର୍ବକ ତାହାଙ୍କର ନାମ ଉଚ୍ଚାରଣ ସହେି 'ବଳି' ଅଟେ।

Occurences : 7

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்