Base Word
αἰσχύνομαι
Short Definitionto feel shame (for oneself)
Long Definitionto disfigure
Derivationfrom αἶσχος (disfigurement, i.e. disgrace)
Same as
International Phonetic Alphabetɛˈsxy.no.mɛ
IPA modeˈsxju.now.me
Syllableaischynomai
Dictioneh-SKOO-noh-meh
Diction Moday-SKYOO-noh-may
Usagebe ashamed

Luke 16:3
ମାସ୍ତା ଜଣକ ମନେ ମନେ ଭବିଲା, 'ଏବେ ମୁଁ କ'ଣ କରିବି? ମାେ ମାଲିକ ମାେ ଚାକିରି ନଇେ ଯାଉଛନ୍ତି। ଗାତ ଖାେଳିବା ପାଇଁ ମାେ ପାଖ ରେ ବଳ ନାହିଁ। ଭିକ ମାଗିଲେ ମାେତେ ଲାଜ ମାଡିବ।'

2 Corinthians 10:8
ଏହା ସତ୍ଯ ଯେ ମୁଁ ପ୍ରଭୁଙ୍କ ଦ୍ବାରା ପ୍ରଦତ୍ତ ଅଧିକାର ବିଷୟ ରେ ଅତ୍ଯଧିକ ଗର୍ବର କଥା କ ହେ, କିନ୍ତୁ ସେ ଆମ୍ଭକୁ ଏହି ଅଧିକାର ତୁମ୍ଭମାନଙ୍କର ବିନାଶ ପାଇଁ ନୁହେଁ, ମାତ୍ର ତୁମ୍ଭମାନଙ୍କୁ ଆଧ୍ଯାତ୍ମିକ ଭାବରେ ଶକ୍ତିଶାଳୀ କରିବା ପାଇଁ ପ୍ରଦାନ କରିଛନ୍ତି।

Philippians 1:20
ମାରେ ଦୃଢ଼ ଆଶା ଓ ଭରସା ଯେ ମୁଁ ଖ୍ରୀଷ୍ଟଙ୍କୁ କଦାପି ହରାଇବି ନାହିଁ। ବରଂ, ମୁଁ ନିଶ୍ଚିତ ଯେ ମୁଁ ସାହସୀ ହବେି ଏବଂ ମୁଁ ମୃତ ବା ଜୀବିତ ଥାଏ, ଖ୍ରୀଷ୍ଟଙ୍କ ମହାନତା ମାେ ଶରୀର ରେ ପ୍ରକାଶିତ କରିବି।

1 Peter 4:16
ତୁମ୍ଭେ ସହେି ଖ୍ରୀଷ୍ଟିଯାନ ନାମଟି ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦିଅ।

1 John 2:28
ପ୍ରିୟ ପିଲାମାନେ, ତାହାଙ୍କଠା ରେ ରୁହ। ଏହା କଲେ, ଖ୍ରୀଷ୍ଟ ଯେଉଁଦିନ ଆସିବେ ଆମ୍ଭମାନେେ ଭରସାୟୁକ୍ତ ହାଇେ ଭୟ କରିବା ନାହିଁ। ଯେଉଁଦିନ ସେ ଆସିବେ, ସହେିଦିନ ଆମ୍ଭକୁ ଲଜ୍ଜିତ ହବୋକୁ କିମ୍ବା ଆତ୍ମଗୋପନ କରିବାକୁ ପଡ଼ିବ ନାହିଁ।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்