No lexicon data found for Strong's number: 1575
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11:17
ଧରି ନିଅ ଗୋଟିଏ ଜୀତ ବୃକ୍ଷର ଶାଖାଗୁଡିକ ଭାଙ୍ଗି ଯାଇଛି। ଗୋଟିଏ ଅନ୍ୟ ଜଗଂଲୀ ଜୀତଗଛର ଶାଖାଗୁଡିକ ଆଣି ପ୍ରଥମ ଗଛ ସହିତ ସଂୟୁକ୍ତ କରା ହେଲା। ତୁମ୍ଭେ ଅଣଯିହୂଦୀମାନେ ସହେି ଜଙ୍ଗଲୀ ଜୀତଗଛଭଳି। ତୁମ୍ଭମାନେେ ସହେି ପ୍ରଥମ ଗଛମାନଙ୍କଠାରୁ ଶକ୍ତି ଓ ଜୀବନ ପ୍ରାପ୍ତ କରୁଛ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11:19
ତୁମ୍ଭମାନେେ କହି ପାର, ସେ ଗଛର ଡାଳ ଗୁଡିକ ଭାଙ୍ଗି ପଡିବାରୁ ମୁଁ ତା' ସହିତ ସଂୟୁକ୍ତ ହଲିେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11:20
ଏହା ସତ୍ଯ କିନ୍ତୁ ସେ ଡାଳ ଗୁଡିକ ଭାଙ୍ଗି ପଡିବାର କାରଣ ହେଉଛି ସମାନଙ୍କେର ଅବିଶ୍ବାସ। କିନ୍ତୁ ତୁମ୍ଭମାନେେ ତୁମ୍ଭମାନଙ୍କ ବିଶ୍ବାସ ହତେୁ ସହେି ଗଛର ଅଂଶୀ ହାଇେ ପାରିଛ। ଅତଏବ ଗର୍ବ କରିବା ପରିବର୍ତେ ଭୟ କରିବା ଦରକାର।
Occurences : 3
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்