Base Word
ἔλαιον
Short Definitionolive oil
Long Definitionolive oil
Derivationneuter of the same as G1636
Same asG1636
International Phonetic Alphabetˈɛ.lɛ.on
IPA modˈe̞.le.own
Syllableelaion
DictionEH-leh-one
Diction ModA-lay-one
Usageoil

Matthew 25:3
ବୋକୀ ଝିଅ ପାଞ୍ଚଜଣ ସମାନଙ୍କେ ସାଥିଲେ ଦୀପ ସିନା ନଇେଥିଲେ, କିନ୍ତୁ ଦୀପ ଜାଳିବାପାଇଁ ବେଶୀ ତଲେ ଆଣି ନଥିଲେ।

Matthew 25:4
ଚ଼ତୁର ଝିଅ ପାଞ୍ଚଜଣ ଦୀପ ତ ନଇେଥିଲେ, ତା'ଛଡ଼ା କାଚ଼ ପାତ୍ର ରେ ଅଧିକ ତଲେ ନଇେଥିଲେ।

Matthew 25:8
ବୋକୀ ଝିଅମାନେ ଚ଼ତୁର ଝିଅମାନଙ୍କୁ କହିଲେ, 'ତୁମ୍ଭ ତଲରେୁ ଆମ୍ଭକୁ ଟିକିଏ ଦିଅ, ଆମ୍ଭ ଦୀପରୁ ତଲେ ପ୍ରାୟ ସରି ଯାଇଛି।'

Mark 6:13
ସମାନେେ ଲୋକଙ୍କ ଦହରେୁ ଅନକେ ଭୂତଙ୍କୁ ତଡି ଦେଲେ। ସମାନେେ ଅନକେ ରୋଗୀଙ୍କୁ ତୈଳ ଲଗାଇ ସୁସ୍ଥ କରି ଦେଲେ।

Luke 7:46
ତୁମ୍ଭେ ମାେ ମୁଣ୍ଡ ରେ ତଲେ ଲଗାଇଲ ନାହିଁ, କିନ୍ତୁ ଏ ସ୍ତ୍ରୀ ଲୋକଟି ମାେ ପାଦ ରେ ଅତର ଲଗାଇଲା।

Luke 10:34
ସେ ଆହତ ଲୋକଟି ପାଖକୁ ଗଲେ। ତା କ୍ଷତ ରେ ତଲେ ଓ ଅଙ୍ଗୁର ରସ ଢାଳି ପଟି ବାନ୍ଧି ଦେଲେ। ତାହାଙ୍କ ପାଖ ରେ ଗଧଟିଏ ଥିଲା। ସେ ଆହତ ଲୋକଟିକୁ ତାହାଙ୍କ ଗଧ ଉପରେ ବସାଇ ଗୋଟିଏ ଚଟିଘରକୁ ନଇଗେଲେ। ଚଟିଘ ରେ ସେ ଆହତ ଲୋକଟିର ଯତ୍ନ ନେଲେ।

Luke 16:6
ଲୋକଟି ଉତ୍ତର ଦଲୋ, 'ଶ ହେ ଟିଣ ତଲେ।' ଗୁମାସ୍ତା ତାକୁ କହିଲେ, 'ଏଇଟି ତୁମ୍ଭର ହିସାବ କାଗଜ ନିଅ। ବସି ପଡି ତାକୁ କମ୍ କରି ଶୀଘ୍ର ପଚାଶ ବୋଲି ଲେଖିଦିଅ।'

Hebrews 1:9
ତୁମ୍ଭେ ଧାର୍ମିକତାକୁ ଭଲ ପାଅ, ଓ ତୁମ୍ଭେ ଭୁଲକୁ ଘୃଣା କର। ଅତଏବ ପରମେଶ୍ବର, ତୁମ୍ଭ ପରମେଶ୍ବର ତୁମ୍ଭର ସଙ୍ଗୀମାନଙ୍କ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦ ପ୍ରଦାନ କରିଛନ୍ତି।

James 5:14
ଯଦି ତୁମ୍ଭ ମଧ୍ଯରୁ କହେି ଜଣେ ଅସୁସ୍ଥ ଅଛି, ତବେେ ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ337 ଡ଼ାକିବା ଦରକାର। ସମାନେେ ପ୍ରଭୁଙ୍କ ନାମ ରେ ତାହାଙ୍କୁ ତଲେ ମଖାଇବେ ଓ ତାହାଙ୍କ ପାଇଁ ପ୍ରାର୍ଥନା କରିବେ।

Revelation 6:6
ତା'ପରେ ଚାରି ଜୀବିତପ୍ରାଣୀଙ୍କ ମଧ୍ଯରୁ କହେି ଜଣେ କହିଲା ପରି ମାେତେ ଗୋଟିଏ ସ୍ବର ଶୁଭିଲା। ସେ ସ୍ବର କହୁଥିଲା, ଗୋଟିଏ ଦିନକର ମଜୁରୀ ଏକ କିଲୋ ଗହମ, ଗୋଟିଏ ଦିନକର ମଜୁରୀ ତିନି କିଲୋ ୟବ ହବେ। କିନ୍ତୁ ତଲେ ଓ ଅଙ୍ଗୁରରସର କ୍ଷତି କରି ନାହିଁ।

Occurences : 11

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்