No lexicon data found for Strong's number: 1675
Acts 6:1
ଏହି ସମୟ ମଧିଅରେ ଶିଷ୍ଯମାନଙ୍କ ସଂଖ୍ଯା ବଢ଼ିଗଲା। ସେତବେେଳେ ଗ୍ରୀକ୍ ଭାଷା କହୁଥିବା ଯିହୂଦୀମାନେ ଏବ୍ରୀଭାଷା କହୁଥିବା ଯିହୂଦୀମାନଙ୍କ ବିରୁଦ୍ଧ ରେ ଅଭିଯୋଗ କଲେ। ସମାନଙ୍କେ ବିଧବାମାନଙ୍କୁ ଉଚିତ ପରିମାଣ ରେ ଖାଦ୍ୟ ବଣ୍ଟା ନ ଯାଉଥିବା କାରଣରୁ ଏପରି ବଚସା ହେଲା।
Acts 9:29
ସେ ଗ୍ରୀକ୍ ଭାଷାଭାଷୀ ଯିହୂଦୀମାନଙ୍କ ସହିତ କଥାବାର୍ତ୍ତା କରୁଥିଲେ, ଏବଂ ବାଦାନୁବାଦ ମଧ୍ଯ କରୁଥିଲେ। କିନ୍ତୁ ସମାନେେ ତାହାଙ୍କୁ ମାରିବା ପାଇଁ ଚେ଼ଷ୍ଟା କଲେ।
Acts 11:20
ଏହି ବିଶ୍ବାସୀମାନଙ୍କ ମଧିଅରେ କେତଜେଣ କୁପ୍ର ଓ କୁରୀଣୀର ଲୋକ ଥିଲେ। ସମାନେେ ଆନ୍ତିୟଖିଆକୁ ଆସି ଗ୍ରୀକମାନଙ୍କୁ ମଧ୍ଯ ଯୀଶୁ ଖ୍ରୀଷ୍ଟଙ୍କର ସୁସମାଚ଼ାର ଦେଲେ।
Occurences : 3
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்