Base Word
ἄκανθα
Short Definitiona thorn
Long Definitionthorn, bramble
Derivationprobably from the same as G0188
Same asG0188
International Phonetic Alphabetˈɑ.kɑn.θɑ
IPA modˈɑ.kɑn̪.θɑ
Syllableakantha
DictionAH-kahn-tha
Diction ModAH-kahn-tha
Usagethorn

Matthew 7:16
ତୁମ୍ଭେ ତାହାଙ୍କୁ ସମାନଙ୍କେର କାର୍ୟ୍ଯରୁ ଚିହ୍ନିବ। କଣ୍ଟା ବୁଦାରୁ ଯେପରି ଦ୍ରାକ୍ଷାରସ ମିଳେ ନାହିଁ କି ବଣୁଆ କଣ୍ଟାଗଛରୁ ଡମ୍ବିରି ଫଳ ଫଳେ ନାହିଁ, ସହେିପରି ଖରାପ ଲୋକଙ୍କ ଭିତରୁ ଭଲ ବିଷୟ ବାହାରି ନଥାଏ।

Matthew 13:7
ଆଉ କିଛି ବୀଜ କଣ୍ଟା ବୁଦା ରେ ପଡିଗଲା। କଣ୍ଟାବୁଦା ବଢି ୟିବାରୁ ଗ୍ଭରା ଗଛକୁ ଚାପି ଦଲୋ।

Matthew 13:7
ଆଉ କିଛି ବୀଜ କଣ୍ଟା ବୁଦା ରେ ପଡିଗଲା। କଣ୍ଟାବୁଦା ବଢି ୟିବାରୁ ଗ୍ଭରା ଗଛକୁ ଚାପି ଦଲୋ।

Matthew 13:22
କଣ୍ଟାବୁଦା ରେ ପଡିଯାଇଥିବା ବୀଜର ଅର୍ଥ କ'ଣ? ମଞ୍ଜିଟି ସହେି ଲୋକ ଯେ ସୁସମାଚାର ଶୁଣେ କିନ୍ତୁ ସଂସାରର ଚିନ୍ତା ଓ ଧନର ମାହେ ଲାଗି ସୁସମାଚାରକୁ ତା ଭିତ ରେ ବଢିବାକୁ ଦିଏନାହିଁ, ସେ ବ୍ଯକ୍ତି କବେେ ସଫଳ ହାଇପୋ ରେ ନାହିଁ।

Matthew 27:29
ସମାନେେ କଣ୍ଟାଡ଼ାଳ ରେ ଗୋଟିଏ ମୁକୁଟ ତିଆରି କଲେ ଓ ସହେି କଣ୍ଟା ମୁକୁଟ ଯୀଶୁଙ୍କ ମୁଣ୍ଡ ରେ ପିନ୍ଧାଇ ଦେଲେ। ତାହାଙ୍କର ଡ଼ାହାଣ ହାତ ରେ ବାଡ଼ିଟି ଧ ରଇେ ଦେଲେ। ତା'ପରେ ତାହାଙ୍କ ଆଗ ରେ ଆଣ୍ଠୁମାଡ଼ି ବସି ପଡ଼ି ତାହାଙ୍କୁ ଥଟ୍ଟା କଲେ। ସମାନେେ କହିଲେ, ହେ ଯିହୂଦୀମାନଙ୍କର ରାଜା! ତୁମ୍ଭେ ଦୀର୍ଘଜୀବୀ ହୁଅ।

Mark 4:7
କିଛି ବୀଜ କଣ୍ଟାବୁଦାଗୁଡିକ ଭିତ ରେ ପଡିଗଲା। କଣ୍ଟାବୁଦାଗୁଡିକ ବଢୁ ଥିଲା, ତେଣୁ କଣ୍ଟାବୁଦା ଗୁଡିକ ଗଛଚାରାଗୁଡିକୁ ଚାପି ଦଲୋ, ତା' ଫଳ ରେ ସଗେୁଡିକ ଭଲ ଭାବରେ ବଢି ପାରିଲାନାହିଁ। ତେଣୁ ସେଥି ରେ ଫଳ ଫଳିଲା ନାହିଁ

Mark 4:7
କିଛି ବୀଜ କଣ୍ଟାବୁଦାଗୁଡିକ ଭିତ ରେ ପଡିଗଲା। କଣ୍ଟାବୁଦାଗୁଡିକ ବଢୁ ଥିଲା, ତେଣୁ କଣ୍ଟାବୁଦା ଗୁଡିକ ଗଛଚାରାଗୁଡିକୁ ଚାପି ଦଲୋ, ତା' ଫଳ ରେ ସଗେୁଡିକ ଭଲ ଭାବରେ ବଢି ପାରିଲାନାହିଁ। ତେଣୁ ସେଥି ରେ ଫଳ ଫଳିଲା ନାହିଁ

Mark 4:18
ଆଉ କେତକେ ଲୋକ କଣ୍ଟାବୁଦାଗୁଡିକରେ ପଡି ଯାଇଥିବା ବୀଜ ଭଳି। ଏମାନେ ବାକ୍ଯ ଶୁଣନ୍ତି।

Luke 6:44
ପ୍ରେତ୍ୟକକ ଗଛ ତା'ର ଫଳ ଦ୍ବରା ଚିହ୍ନି ହୁଏ। ଲୋକମାନେ ଅନାବନା କଣ୍ଟା ଗଛରୁ ଡିମ୍ବିରିଫଳ ସଂଗ୍ରହ କରନ୍ତି ନାହିଁ କି କଣ୍ଟା ବୁଦାରୁ ଦ୍ରାକ୍ଷା କୋଳି ପାଆନ୍ତି ନାହିଁ।

Luke 8:7
କିଛି ବୀଜ କଣ୍ଟା ବୁଦା ରେ ପଡିଲା। ବୀଜ ଗଜାହାଇେ ଗଛ ବଢିଲା। କିନ୍ତୁ କଣ୍ଟା ବୁଦା ମଧ୍ଯ ତା' ସହିତ ବଢିଲା ଓ ଶଷେ ରେ ତାକୁ ଚାପି ପକାଇଲା।

Occurences : 14

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்