Base Word
ἐξαίφνης
Short Definitionof a sudden (unexpectedly)
Long Definitionof a sudden, suddenly, unexpectedly
Derivationfrom G1537 and the base of G0160
Same asG0160
International Phonetic Alphabetɛk͡sˈɛ.fnes
IPA mode̞k͡sˈe.fne̞s
Syllableexaiphnēs
Dictioneks-EH-fnase
Diction Modayks-A-fnase
Usagesuddenly

Mark 13:36
ସେ ଖୁବ୍ ଶୀଘ୍ର ମଧ୍ଯ ଆସି ଯାଇ ପାରନ୍ତି। ତୁମ୍ଭେ ଯଦି ସର୍ବଦା ପ୍ରସ୍ତୁତ ଥିବ, ତବେେ ସେ ତୁମ୍ଭକୁ କଦାବି ଶାଇେଥିବା ଅବସ୍ଥା ରେ ଦେଖି ପାରିବେ ନାହିଁ।

Luke 2:13
ସହେି ସମୟରେ ସ୍ବର୍ଗରୁ ବହୁସଂଖ୍ଯା ରେ ସ୍ବର୍ଗଦୂତମାନେ ଆସି ସହେି ସ୍ବର୍ଗଦୂତଙ୍କ ସହିତ ୟୋଗ ଦେଲେ। ସମସ୍ତ ସ୍ବର୍ଗଦୂତ ଏହିପରି ପରମେଶ୍ବରଙ୍କ ସ୍ତୁତି କରୁଥିଲେ:

Luke 9:39
ସେ ମାରେ ଏକମାତ୍ର ସନ୍ତାନ। ଶୟତାନଠାରୁ ଗୋଟିଏ ଭୂତ ଆସି ତାକୁ କବଳିତ କରି ନେଉଛି ଏବଂ ତା'ପରେ ପୁଅ ଚିତ୍କାର କରି ଉଠୁଛି। ସେ ତା' ନିଜର ନିୟନ୍ତ୍ରଣ ହ ରଇେ ବସୁଛି। ତା ମୁହଁରୁ ଫଣେ ବାହାରି ପଡୁଛି। ସେ ଭୂତ ତାକୁ ବାରମ୍ବାର ୟନ୍ତ୍ରଣା ଦେଉଛି ଓ ପ୍ରାୟ ତାକୁ ଛାଡି ଯାଉନାହିଁ।

Acts 9:3
ସେ ଦମ୍ମସକେ ନିକଟକୁ ଆସିଲେ। ହଠାତ୍ ସ୍ବର୍ଗରୁ ଗୋଟିଏ ଆଲୋକ ତାହାଙ୍କ ଚ଼ାରିପଟେ ଉଦ୍ଭାସିତ ହାଇଗେଲା।

Acts 22:6
ମୁଁ ଦମ୍ମସକରେ ନିକଟବର୍ତ୍ତୀ ହେଲା ବେଳେ ହଠାତ୍ ଗୋଟଏ ଘଟଣା ଘଟିଲା। ଦମ୍ମସକରେେ ପହଞ୍ଚିବା ବେଳେ ପ୍ରାୟ ଦ୍ବିପହର ହାଇେଥିଲା। ସେତବେେଳେ ହଠାତ୍ ଆକାଶରୁ ଗୋଟିଏ ଉଜ୍ଜ୍ବଳ ଆଲୋକ ମାେ ଚ଼ାରିପାଖ ରେ ପ୍ରକାଶିତ ହେଲା।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்