Base Word
ἔπειτα
Short Definitionthereafter
Long Definitionthereupon, thereafter, then, afterwards
Derivationfrom G1909 and G1534
Same asG1534
International Phonetic Alphabetˈɛp.i.tɑ
IPA modˈe̞p.i.tɑ
Syllableepeita
DictionEP-ee-ta
Diction ModAPE-ee-ta
Usageafter that(-ward), then

Mark 7:5
ତେଣୁ ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କୁ ପଚାରିଲେ, ତୁମ୍ଭର ଶିଷ୍ଯମାନେ ପୂର୍ବ ପୁରୁଷରୁ ପ୍ରଚଳିତ ପରମ୍ପରାଗୁଡିକୁ କାହିଁକି ପାଳୁ ନାହାଁନ୍ତି? ସମାନେେ ଅପବିତ୍ର ହାତ ରେ ଖାଆନ୍ତି, ସମାନେେ ଏଭଳି କାହିଁକି କରନ୍ତି?

Luke 16:7
ତା'ପରେ ଗୁମାସ୍ତା ଆଉ ଜଣେ ଖାତକକୁ ପଚାରିଲେ, 'ତୁମ୍ଭର କେତେ ଋଣ ପରିଶାଧେ କରିବାକୁ ଅଛି?' ଖାତକଟି କହିଲା, 'ଶ ହେ ଭରଣ ଗହମ', ଗୁମାସ୍ତା ତାହାଙ୍କୁ କହିଲେ, 'ଏଇଟି ତୁମ୍ଭର ହିସାବ କାଗଜ ନିଅ, ତାକୁ କମ୍ କରି ଅଶୀ ଭରଣ ବୋଲି ଲେଖିଦିଅ।'

John 11:7
ତାପରେ ଯୀଶୁ ତାହାଙ୍କର ଶିଷ୍ଯମାନଙ୍କୁ କହିଲେ, ଚାଲ, ଆମ୍ଭେ ୟିହୂଦା ପ୍ରଦେଶକୁ ଫରେିୟିବା।

1 Corinthians 12:28
ପରମେଶ୍ବରଙ୍କ ମଣ୍ଡଳୀ ରେ ପ୍ରଥମେ ପ୍ ରରେିତମାନଙ୍କୁ, ଦ୍ବିତୀୟ ରେ ଭବିଷ୍ଯଦ୍ ବକ୍ତାମାନଙ୍କୁ, ତୃତୀୟ ରେ ଶିକ୍ଷକମାନଙ୍କୁ, ସ୍ଥାନ ଦଇେଛନ୍ତି। ତା'ପରେ, ଆଶ୍ଚର୍ୟ୍ଯ କାର୍ୟ୍ଯ କରୁଥିବା ଲୋକଙ୍କୁ, ତା'ପରେ ପରୋପକାରୀଙ୍କୁ ତା'ପରେ ନତେୃତ୍ବ ନେଉଥିବା ବ୍ଯକ୍ତିଙ୍କୁ, ତା'ପରେ ବିଭିନ୍ନ ଭାଷା କହି ପାରୁଥିବା ଲୋକଙ୍କୁ ସ୍ଥାନ ଦଇେଛନ୍ତି।

1 Corinthians 15:6
ତା'ପରେ ସେ ଏକା ଥରକେ 500ରୁ ଅଧିକ ଭାଇମାନଙ୍କୁ ଦଖାଦେଇେଥିଲେ। ତାହାଙ୍କ ମଧ୍ଯରୁ ଅଧିକାଂଶ ଲୋକ ଆଜି ମଧ୍ଯ ଜୀବିତ। କିନ୍ତୁ କେତକେ ମରି ଯାଇଛନ୍ତି।

1 Corinthians 15:7
ତା'ପରେ ଖ୍ରୀଷ୍ଟ ଯାକୁବ ଓ ପରେ ସମସ୍ତ ପ୍ ରରେିତମାନଙ୍କୁ ଆଉଥରେ ଦଖାେ ଦେଲେ।

1 Corinthians 15:23
କିନ୍ତୁ ପ୍ରେତ୍ୟକକ ଲୋକ କ୍ରମାନୁସା ରେ ପୁନଃ ଜୀବିତ ହବେେ। ପ୍ରଥମ ଫଳ ସ୍ବରୂପ ଖ୍ରୀଷ୍ଟ ତା'ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ ପୁନରୁଥିତ ହବେେ।

1 Corinthians 15:46
ମାତ୍ର ଯାହା ଆତ୍ମିକ, ତାହା ପ୍ରଥମ ନୁହେଁ। ମାତ୍ର ଯାହା ପ୍ରାକୃତିକ, ତାହା ପ୍ରଥମ, ପରେ ଆତ୍ମିକ ଆ ସେ।

Galatians 1:18
ତିନିବର୍ଷ ପରେ ମୁଁ ୟିରୁଶାଲମକୁ ଗଲି। ମୁଁ ପିତର ଙ୍କୁ ଦଖାେ କରିବାକୁ ଯାଇଥିଲି।

Galatians 1:21
ତା'ପରେ ମୁଁ ସୁରିଆ ଓ କିଲିକିଯା ଅଞ୍ଚଳଗୁଡ଼ିକୁ ଗଲି।

Occurences : 16

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்