Base Word
ἐπέρχομαι
Short Definitionto supervene, i.e., arrive, occur, impend, attack, (figuratively) influence
Long Definitionto come to arrive
Derivationfrom G1909 and G2064
Same asG1909
International Phonetic Alphabetɛpˈɛr.xo.mɛ
IPA mode̞pˈe̞r.xow.me
Syllableeperchomai
Dictionep-ER-hoh-meh
Diction Modape-ARE-hoh-may
Usagecome (in, upon)

Luke 1:35
ସ୍ବର୍ଗଦୂତ ମରିୟମଙ୍କୁ କହିଲେ, ପବିତ୍ରଆତ୍ମା ତୁମ୍ଭ ପାଖକୁ ଆସିବେ, ସର୍ବୋପରିସ୍ଥ ପରମେଶ୍ବରଙ୍କ ଶକ୍ତି ତୁମ୍ଭକୁ ଆବରଣ କରିବ। ଏହି ଭଳି ଭାବରେ ଜନ୍ମଗ୍ରହଣ କରୁଥିବା ବାଳକ ପବିତ୍ର ହବେେ। ସେ ପରମେଶ୍ବରଙ୍କ ପୁତ୍ରଭାବରେ ଖ୍ଯାତ ହବେେ।

Luke 11:22
କିନ୍ତୁ, ଯେତବେେଳେ ତା'ଠାରୁ ଜଣେ ଅଧିକ ଶକ୍ତିଶାଳୀ ଲୋକ ଆ ସେ ଓ ତା' ଉପରେ ଆକ୍ରମଣ କରି ତାକୁ ହ ରଇେ ଦିଏ, ଯେଉଁ ଅସ୍ତ୍ରଶସ୍ତ୍ର ଗୁଡିକ ଉପରେ ପ୍ରଥମ ଲୋକଟିର ଭରସା ଥିଲା, ସହେି ସମସ୍ତ ଅସ୍ତ୍ରଶସ୍ତ୍ରଗୁଡିକୁ ଅଧିକତର ବଳବାନ ଲୋକଟି ଛଡଇେ ନିଏ ଓ ତାହାର ଜିନିଷଗୁଡିକୁ ଯାହା ଇଚ୍ଛା ତାହା କରେ।

Luke 21:26
ସଂସାରକୁ ମାଡି ଆସୁଥିବା ବିପଦକୁ ଚିନ୍ତା କରି ଲୋକେ ଭୟ ରେ ମୂର୍ଚ୍ଛିତ ହାଇଯେିବେ। ଆକାଶ ମଣ୍ଡଳର ପ୍ରେତ୍ୟକକ ବିଷୟ ବଦଳି ୟିବ।

Luke 21:35
ପୃଥିବୀ ରେ ରହୁଥିବା ସମସ୍ତ ଲୋକମାନଙ୍କ ପାଖକୁ ଏହା ଏକ ଫାନ୍ଦ ଭଳିଆସିୟିବା

Acts 1:8
କିନ୍ତୁ ପବିତ୍ରଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହେଲେ। ତୁମ୍ଭମାନେେ ଶକ୍ତି ପାଇ ତୁମ୍ଭମାନେେ ମାରେ ସାକ୍ଷୀ ହବେ। ପ୍ରଥମେ ୟିରୂଶାଲମର ଲୋକମାନଙ୍କୁ, ତା'ପରେ ତୁମ୍ଭମାନେେ ସମଗ୍ର ୟିହୂଦା ପ୍ରଦେଶ, ଶମିରୋଣ ଓ ପୃଥିବୀର ସମସ୍ତ ଅଞ୍ଚଳ ରେ।

Acts 8:24
ଶିମାନେ ଉତ୍ତର ଦଲୋ, ତୁମ୍ଭେ କହିଥିବା କୌଣସି କଥା ଯେପରି ମାେ ପ୍ରତି ଘଟିବ ନାହିଁ, ସେଥିପାଇଁ ତୁମ୍ଭେ ଦୁ ହେଁ ମାେ ପାଇଁ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର।

Acts 13:40
ତେଣୁ ସାବଧାନ ରୁହ ଯେ, ଭବିଷ୍ଯଦ୍ବକ୍ତାମାନେ ଯାହା କହିଥିଲେ, ତାହା ଯେପରି ତୁମ୍ଭମାନଙ୍କ ପ୍ରତି ନଘଟେ।

Acts 14:19
କିନ୍ତୁ ତା'ପରେ କେତକେ ଯିହୂଦୀ ଆନ୍ତିୟଖିଆ ଓ ଇକନିୟରୁ ଆସିଲେ। ସମାନେେ ଲୋକମାନଙ୍କୁ ମତାଇ ପାଉଲଙ୍କୁ ପଥର ମାରିଲେ। ସେ ମରିଗଲଣେି ଭାବି ସମାନେେ ତାହାଙ୍କୁ ନଗର ବାହାରକୁ ଟାଣି ଆଣିଲେ।

Ephesians 2:7
ଭବିଷ୍ଯତ ରେ ତାହାଙ୍କ କୃପାର ମହାନ୍ ସମ୍ପଦକୁ ଆମ୍ଭକୁ ଦଖାଇବୋ ପାଇଁ ପରମେଶ୍ବର ଏପରି କଲେ। ଖ୍ରୀଷ୍ଟ ଯୀଶୁଙ୍କ ଦ୍ବାରା ଆମ୍ଭ ପ୍ରତି ପରମେଶ୍ବର ତାହାଙ୍କର ଏହି ଅନୁଗ୍ରହ ପ୍ରକାଶ କଲେ। ଏହି ଅନୁଗ୍ରହ ଦ୍ବାରା ତୁମ୍ଭେ ଉଦ୍ଧାର ପାଇଛ।

James 5:1
ଧନୀ ଲୋକେ ! ଶୁଣ ! କ୍ରନ୍ଦନ କର ଓ ଅତି ଦୁଃଖିତ ହୁଅ। କାରଣ ଅତ୍ଯଧିକ କ୍ଲେଶ ତୁମ୍ଭ ଉପରେ ମାଡ଼ି ଆସୁଛି।

Occurences : 10

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்