No lexicon data found for Strong's number: 1911

Matthew 9:16
କହେି କବେେ ପୁରିଣା ଲୁଗା କଣା ରେ ନୂଆ କନାର ତାଳି ପକାଏ ନାହିଁ। କାରଣ ନୂଆ କନା ଧୋଇବା ପୂର୍ବରୁ ଯାକି ହାଇେ ନଥାଏ। ନୂଆ କନାର ତାଳି ପକାଇ ଦେଲେ ତାହା ଯାକି ହବୋ ବଳକେୁ ପୁରୁଣା ଲୁଗାକୁ ଚାରିପଟୁ ଟାଣିଦବେ ଓ କଣାଟି ଆହୁରି ଅଧିକ ବଡ ହାଇଯେିବ।

Matthew 26:50
ଯୀଶୁ କହିଲେ, ବନ୍ଧୁ ତୁମ୍ଭେ ଯେଉଁ କାମ ରେ ଆସିଛ, ତାହା କର!

Mark 4:37
ତା'ପରେ ହ୍ରଦ ରେ ଗୋଟିଏ ଭୟଙ୍କର ଝଡ ସୃଷ୍ଟି ହେଲା। ଡଙ୍ଗା ଆଡକୁ ଢେଉ ମାଡି ଆସିଲା। ଡଙ୍ଗା ରେ ପାଣି ପ୍ରାୟ ଭର୍ତ୍ତି ହାଇଗେଲା।

Mark 11:7
ଶିଷ୍ଯମାନେ ଗଧକୁ ଯୀଶୁଙ୍କ ପାଖକୁ ଆଣିଲେ ଓ ଗଧ ପିଠି ଉପରେ ନିଜ ଲୁଗା ପକାଇ ଦେଲେ। ଯୀଶୁ ତା' ଉପରେ ବସିଲେ।

Mark 14:46
ଏହି ସମୟରେ ଲୋକମାନେ ଯୀଶୁଙ୍କୁ ଧରି ବନ୍ଦୀ କରି ନେଲେ।

Mark 14:72
ପିତର ଏକଥା କହିବା ପରେ ପରେ କୁକୁଡାଟିଏ ଦ୍ବିତୀୟ ଥର ଡାକିଲା। ଯୀଶୁଙ୍କର ସହେି ସବୁ କଥା ଏବେ ପିତରଙ୍କର ମନେ ପଡିଲା: କୁକୁଡା ତୃତୀୟ ଥର ଡାକିବା ପୂର୍ବରୁ ତୁମ୍ଭେ ମାେତେ ଜାଣିନାହଁ ବୋଲି ତିନିଥର କହି ସାରିଥିବ। ତା'ପରେ ପିତର ଭୀଷଣ ଦୁଃଖ ରେ ଭାଙ୍ଗି ପଡି କାନ୍ଦିବାକୁ ଲାଗିଲେ।

Luke 5:36
ଯୀଶୁ ସମାନଙ୍କେୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ: ଜଣେ ଲୋକ ଗୋଟିଏ ପୁରୁଣା ଚାଦର ରେ ତାଳି ପକାଇବାକୁ କୌଣସି ନୂଆ ଚାଦରରୁ ଖଣ୍ଡେ ଚିରିପକାଏ ନାହିଁ। ଯେଉଁଲୋକ ଏଭଳି କରେ, ତା'ର ନୂଆ ଚାଦରଟିତ ନଷ୍ଟ ହାଇଯୋଏ ପୁଣି ନୂଆ ଚାଦରରୁ ଚିରା ହାଇେଥିବା ତାଳି ପୁରୁଣା ଚାଦର ସାଙ୍ଗ ରେ ମିଶେ ନାହିଁ।

Luke 9:62
କିନ୍ତୁ ଯୀଶୁ ତାହାଙ୍କୁ କହିଲେ, ଯେଉଁ ଲୋକ ଲଙ୍ଗଳ ଉପରେ ହାତ ଦଇେ ପଛକୁ ଚା ହେଁ, ସେ ପରମେଶ୍ବରଙ୍କ ରାଜ୍ଯ ପ୍ଇଁ ଯୋଗ୍ଯ ନୁହେଁ।

Luke 15:12
ଦିନେ ସାନ ପୁଅ ତା' ବାପାଙ୍କୁ କହିଲା, 'ବାପା, ତୁମ୍ଭେ ମତେ ତୁମ୍ଭର ସବୁ ସମ୍ପତ୍ତିରୁ ମାେ ଭାଗତକ ଦଇଦେିଅ।' ତେଣୁ ତା' ବାପା ତାହାଙ୍କର ସବୁ ସମ୍ପତ୍ତିକୁ ଦୁଇ ପୁଅଙ୍କ ମଧିଅରେ ବାଣ୍ଟି ଦେଲେ।

Luke 20:19
ଧର୍ମଶାସ୍ତ୍ରୀ ଓ ମୁଖ୍ଯ ଯାଜକମାନେ ଯୀଶୁଙ୍କଠାରୁ ଏହି ଦୃଷ୍ଟାନ୍ତଟି ଶୁଣିଲେ। ସମାନେେ ଜାଣି ପାରିଲେ ଯେ, ଏହି ଦୃଷ୍ଟାନ୍ତଟି ସମାନଙ୍କେ ଉଦ୍ଦେଶ୍ଯ ରେ କୁହାୟାଇଛି। ତେଣୁ ସମାନେେ ଯୀଶୁଙ୍କୁ ଠିକ୍ ସତେିକି ବେଳେ ବନ୍ଦୀ କରିବାକୁ ଚାହିଁଲେ। କିନ୍ତୁ ଲୋକମାନେ କାଳେ କ'ଣ କିଛି କରିପକାଇବେ, ସେଥିପାଇଁ ସମାନେେ ଡରୁଥିଲେ।

Occurences : 18

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்