No lexicon data found for Strong's number: 1922

Romans 1:28
ପରମେଶ୍ବରଙ୍କ ବିଷୟ ରେ ପ୍ରକୃତ ଜ୍ଞାନ ପ୍ରପ୍ତ କରିବାକୁ ଲୋକେ ଗୁରୁତ୍ବ ଦେଲନୋହିଁ। ସେଥିପାଇଁ ପରମେଶ୍ବର ସମାନଙ୍କେୁ ସମାନଙ୍କେ ବିକୃତ ଚ଼ିନ୍ତା ରେ ରହିବାକୁ ଛାଡ଼ି ଦେଲେ ଓ ସମାନେେ ଅନୁଚ଼ିତ କର୍ମକରି ରହିଲେ।

Romans 3:20
ଏହାର କାରଣ ହେଲା, କୌଣସି ଲୋକ ବ୍ଯବସ୍ଥା ପାଳନ କରିବା ଦ୍ବାରା ପରମେଶ୍ବରଙ୍କ ସହିତ ଧାର୍ମିକ ହୁଏ ନାହିଁ। ବ୍ଯବସ୍ଥା କବଳେ ଆମ୍ଭର ପାପ ବିଷୟ ରେ ଆମ୍ଭକୁ ସାବଧାନ କରାଏ।

Romans 10:2
ମୁଁ ବିଶ୍ବାସ ପୂର୍ବକ ସମାନଙ୍କେ ବିଷୟ ରେ କହିପା ରେ, ଯେ ସମାନେେ ପ୍ରକୃତ ରେ ପରମେଶ୍ବରଙ୍କୁ ଅନୁକରଣ କରିବା ପାଇଁ ଚାହାନ୍ତି କିନ୍ତୁ ଠିକ୍ ବାଟ ଜାଣନ୍ତି ନାହିଁ।

Ephesians 1:17
ମୁଁ ମହିମାମୟ ପିତା, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପରମେଶ୍ବରଙ୍କୁ ସବୁବେଳେ ପ୍ରାର୍ଥନା କରେ ଯେ, ସେ ତୁମ୍ଭକୁ ବିଜ୍ଞତାର ଆତ୍ମା ପ୍ରଦାନ କରନ୍ତୁ। ସହେି ଜ୍ଞାନ ତୁମ୍ଭମାନଙ୍କ ପାଇଁ ପରମେଶ୍ବର ବିଷୟକ ସମସ୍ତ ତଥ୍ଯକୁ ସ୍ପଷ୍ଟ କରିଦବେ, ଯାହା ଫଳ ରେ ତୁମ୍ଭମାନେେ ତାହାଙ୍କୁ ପୂର୍ଣ୍ଣ ଭାବରେ ଜାଣି ପାରିବ।

Ephesians 4:13
ସମସ୍ତ ଲୋକେ ପରମେଶ୍ବରଙ୍କ ପୁତ୍ରଙ୍କ ବିଷୟକ ସମାନ ବିଶ୍ବାସ ଓ ସମାନ ଜ୍ଞାନ ସହିତ ଏକତ୍ର ହବୋ ପର୍ୟ୍ଯନ୍ତ ଏହି କାମ ଚାଲିଥିବା ନିତାନ୍ତ ଆବଶ୍ଯକ, ଯେପର୍ୟ୍ଯନ୍ତ ଆମ୍ଭେ ଖ୍ରୀଷ୍ଟଙ୍କ ସଦୃଶ ସିଦ୍ଧ ଓ ସମ୍ପୂର୍ଣ୍ଣ ନ ହାଇେଛୁ, ସେ ପର୍ୟ୍ଯନ୍ତ ଆମ୍ଭକୁ ବୃଦ୍ଧି ପାଇ ପୂର୍ଣ୍ଣବୟସ୍କ ହବୋକୁ ପଡ଼ିବ।

Philippians 1:9
ତୁମ୍ଭମାନଙ୍କ ପାଇଁ ମାରେପ୍ରାର୍ଥନା ଏହି ଯେ :

Colossians 1:9
ସେଥିପାଇଁ ଯେଉଁଦିନଠାରୁ ଆମ୍ଭେ ତୁମ୍ଭମାନଙ୍କ ବିଷୟ ରେ ଏହି କଥା ଶୁଣିଲୁ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରୁଛୁ। ଆମ୍ଭେ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରୁଛୁ :

Colossians 1:10
ଯେପରି ତୁମ୍ଭମାନେେ ପ୍ରଭୁଙ୍କୁ ଗୌରବ ଆରିଲା ଭଳି ଓ ପ୍ରେତ୍ୟକକ ଢ଼ଙ୍ଗ ରେ ତାହାଙ୍କୁ ପ୍ରସନ୍ନ କଲା ଭଳି ଏହି ବିଷୟଗୁଡ଼ିକ ବ୍ଯବହାର କରି ଜୀବନ-ଯାପନ କରିବ ; ଯେପରି ତୁମ୍ଭମାନେେ ସମସ୍ତ ପ୍ରକାରର ଭଲ କାମ କରିବ ଓ ପରମେଶ୍ବର ବିଷୟକ ଜ୍ଞାନ ରେ ବିକାଶ ଲାଭ କରିବ ;

Colossians 2:2
ମୁଁ ଇଚ୍ଛା କରେ ଯେ ସମାନେେ ପ୍ ରମେ ରେ ବାନ୍ଧି ହାଇେ ଶକ୍ତିଶାଳୀ ହୁଅନ୍ତୁ। ମୁଁ ଏହା ମଧ୍ଯ ଇଚ୍ଛା କରେ ଯେ ସମାନେେ ବୋଧଶକ୍ତି ଦ୍ବାରା ପ୍ରାପ୍ତ ଦୃଢ଼ ବିଶ୍ବାସ ରେ ଧନୀ ହୁଅନ୍ତୁ। ମାରଇେଚ୍ଛା ଯେ ତୁମ୍ଭମାନେେ ପରମେଶ୍ବରଙ୍କ ଦ୍ବାରା ଜ୍ଞାତ କରାଯାଇଥିବା ଗୁପ୍ତ ସତ୍ଯ ଅର୍ଥାତ୍ ଖ୍ରୀଷ୍ଟଙ୍କୁ ପୂର୍ଣ୍ଣ ଭାବରେ ଜାଣ।

Colossians 3:10
ତୁମ୍ଭମାନେେ ନୂତନ ଜୀବନ ଆରମ୍ଭ କରିଛ। ନୂତନ ଜୀବନ ରେ ତୁମ୍ଭମାନେେ ନୂଆ ହେଉଅଛ। ତୁମ୍ଭମାନେେ ତୁମ୍ଭମାନଙ୍କର ସହେି ସୃଷ୍ଟିକର୍ତ୍ତାଙ୍କ ଭଳି ହାଇଯୋଉଛ। ଏହି ନୂତନ ଜୀବନ ଦ୍ବାରା ତୁମ୍ଭମାନେେ ପରମେଶ୍ବରଙ୍କ ବିଷୟ ରେ ପ୍ରକୃତ ଜ୍ଞାନ ପ୍ରାପ୍ତ ହେଉଛ।

Occurences : 20

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்