No lexicon data found for Strong's number: 2014

Luke 1:79
ମୃତ୍ଯୁର ଭୟ ରେ ଅନ୍ଧକାର ଭିତ ରେ ବାସ କରୁଥିବା ଲୋକଙ୍କୁ ପରମେଶ୍ବର ସାହାୟ୍ଯ କରିବେ। ସେ ଆମ୍ଭମାନଙ୍କୁ ଶାନ୍ତି ମାର୍ଗ ରେ ବାଟ କଢଇେ ନବେେ।

Acts 27:20
ଆମ୍ଭେ ବହୁତ ଦିନ ପର୍ୟ୍ଯନ୍ତ ସୁର୍ୟ୍ଯ କି ତାରା କିଛି ଦେଖି ପାରିଲୁ ନାହିଁ। ପ୍ରଚ଼ଣ୍ଡ ଝଡ଼ ବତାସର ବଗେ କମିଲା ନାହିଁ। ଆମ୍ଭମାନେେ ଜୀବନ ରକ୍ଷା କରିବାର ସମସ୍ତ ଆଶା ରହଇେ ବସିଲୁ। ଆମ୍ଭେ ଭାବିଲୁ, ଆମ୍ଭର ମୃତ୍ଯୁ ଘଟିବ। ଅନକେ ଦିନ ପର୍ୟ୍ଯନ୍ତ ଆମ୍ଭମାନେେ କହେି କିଛି ଖାଇ ନଥିଲୁ।

Titus 2:11
ଯଦି ତା'ପରେ ମଧ୍ଯ ସେ ପୁନଃ ତର୍କବିତର୍କ କରେ, ତା' ସହିତ ସମ୍ପର୍କ ରଖ ନାହିଁ। ତୁମ୍ଭେ ଜାଣି ରଖ ଯେ ସଭେଳି ଲୋକ ମନ୍ଦ ଓ ପାପୀ। ତାହାର ପାପ ପ୍ରମାଣିତ କରେ ଯେ ସେ ହେଉଛି ଦୋଷୀ।

Titus 3:4
କିନ୍ତୁ ଯେତବେେଳେ ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ବରଙ୍କ ଦୟା ଓ ପ୍ ରମେ ପ୍ରକାଶିତ ହେଲା, େସତବେଳେ ସେ ନିଜ କୃପା ଦ୍ବାରା ଆମ୍ଭକୁ ରକ୍ଷା କଲେ।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்