No lexicon data found for Strong's number: 2039

Luke 12:58
ଯଦି ତୁମ୍ଭେ ତୁମ୍ଭ ବିରୋଧୀ ସହିତ ବିଚାରାଳୟକୁ ଯାଉଛ, ତବେେ ରାସ୍ତା ରେ ତା ସହିତ ବୁଝାମଣା କରିବାକୁ ଚେଷ୍ଟା କର। ତା ନ ହେଲେ ସେ ତୁମ୍ଭକୁ ବିଚାରପତିଙ୍କ ଆଗକୁ ଟାଣିନବେ। ବିଚାରପତି ତୁମ୍ଭକୁ ଅଧିକରୀଙ୍କ ହାତ ରେ ଦଇେ ଦବେେ ଏହଂ ଅଧିକାରୀ ତୁମ୍ଭକୁ କାରାଗାର ରେ ବନ୍ଦୀ କରିବେ।

Acts 16:16
ଦିନେ ଆମ୍ଭେ ପ୍ରାର୍ଥନାସ୍ଥାନକୁ ୟିବା ସମୟରେ ଗୋଟିଏ ଚ଼ାକରାଣୀକୁ ଦେଖିଲୁ। ତା' ଦହେ ରେ ଏପରି ଆତ୍ମାଟିଏ ଥିଲା, ଯାହା ଦ୍ବାରା ସେ ଭବିଷ୍ଯତ କଥା ସବୁ କହି ପାରୁଥିଲା। ସେ ଏହିପରି ଭବିଷ୍ଯତର କଥା ସବୁ କହି ତା' ମାଲିକମାନଙ୍କ ପାଇଁ ବହୁତ ଧନ ଉପାର୍ଜନ କରୁଥିଲା।

Acts 16:19
ସହେି ବାଳିକାର ମାଲିକମାନେ ଏସବୁ ଦେଖିଲେ। ସମାନେେ ଜାଣିପାରିଲେ ଯେ, ସମାନେେ ଆଉ ଏ ବାଳିକା ଦ୍ବାରା ଧନ ଉପାର୍ଜନ କରିପାରିବେ ନାହିଁ। ତେଣୁ ସମାନେେ ପାଉଲ ଓ ଶୀଲାଙ୍କୁ ଧରି ବଜାର ରାସ୍ତାକୁ ସମାନଙ୍କେୁ ଟାଣି ନେଲେ ଏବଂ ନଗରକତ୍ତୃର୍ପକ୍ଷଙ୍କ ଆଗ ରେ ସମାନଙ୍କେୁ ଠିଆ କରାଇଲେ।

Acts 19:24
ସଠାେରେ ଦୀମୀତ୍ରିୟ ନାମକ ଜଣେ ରୂପା ବଣିଆ ଥିଲା। ସେ ଦବେୀ ଆର୍ତ୍ତମେୀର ରୂପା ମନ୍ଦିର ନିର୍ମାଣ କରୁଥିଲା। ସେ ରୂପା କାରୀଗରମାନଙ୍କୁ ବହୁତ କାର୍ୟ୍ଯ ଯୋଗଇ ଦେଉଥିଲା।

Acts 19:25
ସେ ସମାନଙ୍କେୁ ଓ ଏହି କାମ କରୁଥିବା ଅନ୍ୟ କର୍ମୀମାନଙ୍କୁ ଏକାଠି କରି କହିଲା, ହେ ଲୋକମାନେ, ତୁମ୍ଭମାନେେ ଜାଣିଛ ଯେ, ଆମ୍ଭେ ଏ କାମରୁ ବହୁତ ଲାଭ କରୁଛୁ।

Ephesians 4:19
ସମାନଙ୍କେର ଲଜ୍ଜା ନାହିଁ। ସମାନେେ ମନ୍ଦ କାର୍ୟ୍ଯ କରି ଜୀବନ ଯାପନ କରନ୍ତି। ସବୁ ପ୍ରକାରର ମନ୍ଦ କାମ ଅଧିକରୁ ଅଧିକ ରୂପେ କରିବାକୁ ସମାନଙ୍କେର ଇଚ୍ଛା।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்